ଜାଲିକାଟ୍ଟୁ ପ୍ରତିଯୋଗିତା ବେଳେ ୩୫ ଆହତ
ମଦୁରାଇ,୧୬ା୧(ପି.ଟି.): ପୋଙ୍ଗଲ ପର୍ବ ଅବସରରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ବାର୍ଷିକ ଷଣ୍ଢ କାବୁ କରିବା ପ୍ରତିଯୋଗିତା (ଜାଲିକାଟ୍ଟୁ)ରେ ଭାଗନେଇ ୩୫ ଜଣ ଆହତ ହୋଇଛନ୍ତି। ବୁଧବାର ପୋଙ୍ଗଲ ପର୍ବ ବେଶ୍ ଜାକଜମକରେ ଆରମ୍ଭ ହୋଇଥିଲା। ଏଥିରେ ୭୦୦ ଷଣ୍ଢ ଓ...
୩୧ରୁ ବଜେଟ ଅଧିବେଶନ
ନୂଆଦିଲ୍ଲୀ,୧୬ା୧(ପି.ଟି.): ଜାନୁୟାରୀ ୩୧ରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଏପ୍ରିଲ ୩ ପର୍ଯ୍ୟନ୍ତ ଚାଲିବ। ୩୧ ପୂର୍ବାହ୍ନ ୧୧ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍ରେ ଲୋକ ସଭା ଓ ରାଜ୍ୟ ସଭାର ମିଳିତ...
ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖରଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ,୧୫।୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ବିକ୍ଷୋଭ କରି ଗିରଫ ହୋଇଥିବା ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍ଙ୍କୁ ଜାମିନ ମିଳିଛି। ବୁଧବାର ଦିଲ୍ଲୀର ତିସ୍ ହଜାରୀ କୋର୍ଟ ଚନ୍ଦ୍ରଶେଖରଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ସର୍ତ୍ତ ଅନୁସାରେ...
ଜମ୍ମୁ-କଶ୍ମୀର ପୋଲିସରୁ ବରଖାସ୍ତ ହେଲେ ଡିଏସ୍ପି ଦାବିନ୍ଦର
ଶ୍ରୀନଗର,୧୫।୧: କଶ୍ମୀର ଆତଙ୍କବାଦୀଙ୍କ ସହ ଧରାପଡ଼ିଥିବା ଡିଏସ୍ପି ଦାବିନ୍ଦର ସିଂହଙ୍କ ଉପରେ ବୁଧବାର ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜମ୍ମୁ-କଶ୍ମୀର ପୋଲିସରୁ ତାଙ୍କୁ ବରଖାସ୍ତ କରାଯାଇଥିବା ଜଣାପଡ଼ିଛି। ଏନେଇ ଏକ ନିର୍ଦ୍ଦେଶ ଜାରି କରାଯାଇଛି। ଅନ୍ୟ ଆତଙ୍କବାଦୀ କାର୍ଯ୍ୟକଳାପରେ ତାଙ୍କର ଲିଙ୍କ୍...
ବସ୍ ଚଳାଇଲେ ମହିଳା ଆଇଏଏସ୍ ଅଫିସର
ବେଙ୍ଗାଲୁରୁ,୧୫।୧: ଜଣେ ମହିଳା ଆଇଏଏସ୍ ଅଫିସର ରାସ୍ତାରେ ଭଲବୋ ବସ୍ ଚଳାଇଥିବା ଦେଖିବାକୁ ମିଳିଛି। ପ୍ରଥମେ ଏହା ସମସ୍ତଙ୍କୁ ଚକିତ କରିଦେଇଥିବା ବେଳେ ପରେ ପ୍ରେରଣା ପାଲଟିଯାଇଥିଲେ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ବେଙ୍ଗାଲୁରୁରେ। ସୂଚନାଯୋଗ୍ୟ, ବେଙ୍ଗାଲୁରୁର ମେଟ୍ରୋପଲିଟାନ ଟ୍ରାନ୍ସପୋର୍ଟ...
ଏନ୍କାଉଣ୍ଟରରେ କୁଖ୍ୟାତ ହିଜବୁଲ ମୁଜାହିଦ୍ଦିନ ଜିଲା କମାଣ୍ଡର ନିହତ
ଡୋଡା,୧୫।୧: ଜମ୍ମୁ-କଶ୍ମୀରରେ ଭାରତୀୟ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଡୋଡାରେ ହୋଇଥିବା ଏନ୍କାଉଣ୍ଟରରେ କୁଖ୍ୟାତ ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହିଦ୍ଦିନର ଜିଲା କମାଣ୍ଡର ହାରୁନ ହାଫଜ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୁଧବାର ଡୋଡାରେ ଆତଙ୍କବାଦୀ ଲୁଚିରହିଥିବା ନେଇ ବିଶ୍ୱସ୍ତ...
୨୨ରେ ନିର୍ଭୟା-ଦୋଷୀଙ୍କୁ ହେବନି ଫାଶୀ !
ନୂଆଦିଲ୍ଲୀ,୧୫।୧: ନିର୍ଭୟା ମାମଲାର ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଓ ମୁକେଶ ସିଂଙ୍କୁ ଜାନୁୟାରୀ ୨୨ରେ ଫାଶୀ ହୋଇ ନ ପାରେ। ଦିଲ୍ଲୀ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ କୁହାଯାଇଛି ଯେ, ଏତେ ଶୀଘ୍ର ଫାଶୀ...
ଭାରତର ହଳଦୀ ଦ୍ୱାରା କ୍ୟାନ୍ସର ଚିକିତ୍ସା ଜ୍ଞାନକୌଶଳକୁ ମିଳିଲା ଆମେରିକା ପାଟେଣ୍ଟ୍
ଥିରୁଭାନନ୍ତପୁରମ୍,୧୫।୧: କ୍ୟାନ୍ସର ନାଁ ଶୁଣିଲେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥାଏ। ଆଧୁନିକ ଜ୍ଞାନକୌଶଳରେ କ୍ୟାନସର ଚିକିତ୍ସା କ୍ଷେତ୍ରରେ ବହୁ ଅଗ୍ରଗତି ହୋଇଛି। ତେବେ ମଧ୍ୟ ଘରୋଇ ଜ୍ଞାନକୌଶଳ ତଥା ଦେଶୀ ଚିକିତ୍ସା ଦ୍ୱାରା ମଧ୍ୟ କ୍ୟାନ୍ସର ସେଲ୍କୁ ନଷ୍ଟ...
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଧମକ ଦେଲେ ୟେଦୁରପ୍ପା
ବେଙ୍ଗାଲୁରୁ,୧୫।୧: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ ୟେଦୁରପ୍ପା ଏବଂ ଲିଙ୍ଗାୟତ ସମୁଦାୟର ଧର୍ମ ପ୍ରଚାରକ ବଚ୍ଚନାନନ୍ଦ ସ୍ବାମୀଙ୍କ ମଧ୍ୟରେ ଏକ ମଞ୍ଚ ଉପରେ ଯୁକ୍ତିତର୍କ ହୋଇଛି। ଏଥିରେ ଉତ୍କ୍ଷିପ୍ତ ହୋଇ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ଧମକ ଦେଇଛନ୍ତି।...
ମାୟାବତୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅଖିଳେଶ
ଲକ୍ଷ୍ନୌ,୧୫।୧: ବହୁଜନ ସମାଜ ପାର୍ଟି(ବିଏସ୍ପି) ସୁପ୍ରିମୋ ମାୟାବତୀ ବୁଧବାର ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସମାଜବାଦୀ ପାର୍ଟି(ଏସପି)ଅଧ୍ୟକ୍ଷ ଅଖିଳେଶ ଯାଦବ ଟୁଇଟ୍ ଯୋଗେ ମାୟାବତୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୨୦୧୯ ନିର୍ବାଚନ ପୂର୍ବରୁ ବିଏସ୍ପି ଏବଂ ଏସ୍ପି ମଧ୍ୟରେ...
ଭାରତ ଆସି ପାରନ୍ତି ଇମ୍ରାନ୍: ନିମନ୍ତ୍ରଣ ଦେବେ ମୋଦି ସରକାର !
ନୂଆଦିଲ୍ଲୀ,୧୫।୧: ଚଳିତ ବର୍ଷ ଶେଷରେ ଭାରତରେ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ) ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଭାରତ ସମେତ ପାକିସ୍ତାନ, ଚାଇନା, କାଜାକସ୍ତାନ, କିରଗିଜ୍ସ୍ତାନ,ରୁଷିଆ, ତାଜକ୍ସ୍ତାନ ଏବଂ ଉଜ୍ବେକିସ୍ତାନ ଆଦି ୮ଟି ରାଷ୍ଟ୍ର ଏହାର ସଦସ୍ୟ ରହିଛନ୍ତି। ପାକିସ୍ତାନ...
ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନର ଷଡ଼ଯନ୍ତ୍ର ହୋଇଛି ବିଫଳ: ସେନାଧ୍ୟକ୍ଷ
ନୂଆଦିଲ୍ଲୀ,୧୫।୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନର ପକ୍ଷରୁ ହୋଇଥିବା ଷଡ଼ଯନ୍ତ୍ର ବିଫଳ ହୋଇଛି। ୭୨ତମ ସେନା ଦିବସ ପାଳନ ଅବସରରେ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଏହା କହିଛନ୍ତି। ଭାରତୀୟ...
Archives


