ଦିଲ୍ଲୀରେ ହେବ ତ୍ରିମୁଖୀ ଲଢ଼େଇ
ନୂଆଦିଲ୍ଲୀ,୧୫ା୧(ପି.ଟି.): ମଙ୍ଗଳବାରଠାରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏନେଇ ନୋଟିସ ଜାରି କରାଯାଇଛି। ଫେବୃୟାରୀ ୮ରେ ଏଠାରେ ଭୋଟଗ୍ରହଣ କରାଯିବ। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ଲାଗି...
ଭାଜପାକୁ ହତ୍ୟାକାରୀ କହିଲେ ମଣିଶଙ୍କର
ନୂଆଦିଲ୍ଲୀ,୧୫ା୧: ଭାଜପା ହତ୍ୟାକାରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ବିଭାଜିତ କରି ମୁସ୍ଲିମ ସମୁଦାୟ ପାଇଁ ଅସୁବିଧା ସୃଷ୍ଟି କରୁଛନ୍ତି ବୋଲି ବିବାଦୀୟ ମନ୍ତବ୍ୟ ଦେଇ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି ବରିଷ୍ଠ କଂଗ୍ରେସ ନେତା ମଣିଶଙ୍କର ଆୟାର। ଦିଲ୍ଲୀର ଶାହିନ...
‘ମମତାଙ୍କ ଡାହାଣୀ ପ୍ରକୃତି’
ବାଲିଆ,୧୫ା୧: ଉତ୍ତରପ୍ରଦେଶସ୍ଥିତ ବାଲିଆ ବିଧାୟକ ସୁରେନ୍ଦ୍ର ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଡାହାଣୀ ସହ ତୁଳନା କରି ପୁଣି ବିବାଦୀୟ ହୋଇଛନ୍ତି। ସୁରେନ୍ଦ୍ର କହିଛନ୍ତି, ଏକ ଗଣତାନ୍ତ୍ରିକ ସମାଜରେ ମମତାଙ୍କର ଡାହାଣୀ ଭଳି ଗୁଣ ରହିଛି। ତାଙ୍କଠାରେ କୌଣସି...
ଭାରତରେ ଯାହା ଚାଲିଛି, ଠିକ୍ ନୁହେଁ
ନୂଆଦିଲ୍ଲୀ,୧୫-୧:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦେଶରେ ବିବାଦ ତେଜିବାରେ ଲାଗିଥିବାବେଳେ ଏହି ନବପ୍ରଣୀତ ବ୍ୟବସ୍ଥାକୁ ନେଇ ବିଦେଶରୁ ମଧ୍ୟ ପ୍ରତିକ୍ରିୟା ଆସିବାରେ ଲାଗିଛି। ଏହି କ୍ରମରେ ମାଇକ୍ରୋସଫ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସତ୍ୟ ନାଡେଲାଙ୍କ ସିଏଏ ବିରୋଧୀ...
ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଲ୍ଜେପି ଜାରି କଲା ୧୫ ଆଶାୟୀ ପ୍ରାର୍ଥୀଙ୍କ ତାଲିକା
ନୂଆଦିଲ୍ଲୀ,୧୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍ ବାଜି ସାରିଛି। ଏଥିପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଥିବା ବେଳେ ମଙ୍ଗଳବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ ମଇଦାନକୁ ନିଜ ନିଜ ଆଶାୟୀ ପ୍ରାର୍ଥୀଙ୍କୁ ଓହ୍ଲାଇବା ପାଇଁ...
ଗୋରଖନାଥଙ୍କୁ ଖେଚୁଡି ଚଢ଼ାଇଲେ କଣ୍ଠଶିଳ୍ପି ଅନୁରାଧା
ଲକ୍ଷ୍ନୌ,୧୪।୧: ବଲିଉଡ୍ର ପ୍ରସିଦ୍ଧ କଣ୍ଠଶିଳ୍ପି ଅନୁରାଧା ପୋଡଓ୍ବାଲ ଉତ୍ତରପ୍ରଦେଶର ଗୋରଖପୁରରେ ଅବସ୍ଥିତ ଗୋରଖନାଥ ମନ୍ଦିରକୁ ମଙ୍ଗବଳାର ଗସ୍ତ କରିଛନ୍ତି। ସେଠାରେ ଗୁରୁ ଗୋରଖନାଥଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଖେଚୁଡି ସମର୍ପଣ କରିଥିଲେ। ଏହାପରେ ଅନୁରାଧା ମୁଖ୍ୟମନ୍ତ୍ରୀ ଯୋଗୀ...
୧୯୬୫ ଏବଂ ୧୯୭୧ ଯୁଦ୍ଧ ଯବାନଙ୍କୁ ମିଳୁ ସ୍ବତନ୍ତ୍ରତା ସେନାନୀ ପେନସନ୍: ସେନାର ପ୍ରସ୍ତାବ
ନୂଆଦିଲ୍ଲୀ,୧୪।୧: ଶତ୍ରୁ ବିପକ୍ଷରେ ୫୫ ବର୍ଷ ତଳେ ଯୁଦ୍ଧ ଲଢ଼ିଥିବା ଯବାନଙ୍କୁ ସ୍ବତନ୍ତ୍ରତା ସେନାନୀ ପେନସନ୍ ମିଳିବ। ଏନେଇ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ସଶସ୍ତ୍ର ବଳ ଭୂତପୂର୍ବ ସୈନିକ ଦିବସ ଅବସରରେ ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ...
ପୁଲଓ୍ବାମା ଆକ୍ରମଣର ପୁଣିଥରେ ଯାଞ୍ଚ୍ ଦାବି କଲା କଂଗ୍ରେସ: ଦାବିନ୍ଦରଙ୍କ ପଛରେ କାହାର ମାଷ୍ଟର ମାଇଣ୍ଡ୍ ?
ନୂଆଦିଲ୍ଲୀ,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ଥିବା ଅଭିଯୋଗରେ ଡିଏସ୍ପି ଦାବିନ୍ଦର ସିଂଙ୍କୁ ଗିରଫ କରାଯାଇ ପଚରାଉଚରା ଜାରି ରହିଛି। ତାଙ୍କର ଆତଙ୍କବାଦୀ ଅଫଜଲ ଗୁରୁଙ୍କ ସହିତ ସମ୍ପର୍କ ଥିବା ଜଣାପଡ଼ିଛି। ଏହି ମାମଲାରେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
୨୨ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ମାମଲାର ଦୋଷୀ: ଖାରଜ ହେଲା କ୍ୟୁରେଟିଭ ପିଟିସନ
ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନ ମଙ୍ଗଳବାର ସୁପ୍ରିମକୋର୍ଟରେ ଖାରଜ ହୋଇଯାଇଛି। ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠରେ ଜଷ୍ଟିଶ ଏନ୍ଭି ରାମଣ, ଅରୁଣ ମିଶ୍ର, ଆର୍ଏଫ୍ ନରିମନ,...
ଦରବୃଦ୍ଧି, ବେରୋଜଗାରକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଦରବୃଦ୍ଧିକୁ ନେଇ ବାରମ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ଟାର୍ଗେଟ କରୁଛି କଂଗ୍ରେସ। ଏପଟେ ଖାଦ୍ୟ ପଦାର୍ଥ ଓ ଇନ୍ଧନର ଦରବୃଦ୍ଧି ୫ ବର୍ଷ ମଧ୍ୟରେ ସର୍ବାଧିକ ହୋଇଛି ବୋଲି ମଙ୍ଗଳବାର ଏହା...
ସୀମାରେ ପାକିସ୍ତାନୀ ଡ୍ରୋନ୍
ଫିରୋଜପୁର,୧୪।୧: ପଞ୍ଜାବର ଭାରତ-ପାକିସ୍ତାନ ସୀମାରେ ପୁଣିଥରେ ଏକ ପାକିସ୍ତାନୀ ଡ୍ରୋନ୍ ସୋମବାର ରାତିରେ ଦେଖାଯାଇଥିବା ସୂଚନା ମିଳିଛି। ସୀମାରେ ମୁତୟନ ଥିବା ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍ଏଫ)ର ଯବାନମାନେ ସେହି ଡ୍ରୋନ୍କୁ ଖସାଇବା ପାଇଁ ଗୁଳି ଚଳାଇଥିଲେ ମଧ୍ୟ ଏହା ଖସି...
ପିଓକେ ଉପରେ ଆକ୍ରମଣ ନେଇ ନରାଓ୍ବଣେଙ୍କ ମନ୍ତବ୍ୟ: ଚିନ୍ତା କରାଯିବ କହିଲେ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ
ନୂଆଦିଲ୍ଲୀ,୧୪।୧: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦେଇଥିବା ମନ୍ତବ୍ୟକୁ ନେଇ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଏକ କହିଛନ୍ତି ଯେ, ସେନା ଉପରେ ଭରସା ଅଛି। ତେବେ ଏନେଇ ସରକାରଙ୍କ ପକ୍ଷରୁ ଚିନ୍ତା କରାଯିବ।...
Archives


