ଦୋକାନର ନାମ କରୋନା ଟେକ୍ସଟାଇଲ
କୋଚି,୧୮।୩: ଦେଶରେ କରୋନା ସଂକ୍ରମଣକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ କେରଳର ଜଣେ କପଡ଼ା ଦୋକାନୀ ତାଙ୍କ ଦୋକାନ ନାମ କରୋନା ଟେକ୍ସଟାଇଲ ରଖିଛନ୍ତି। ସ୍ଥାନୀୟ ତୁବତୁପୁଝା ଗାଁରେ ଏହି ଦୋକାନ ରହିଛି। ଦୋକାନ ମାଲିକ ପାରିଦ ଇଂଲିଶ୍ ଶବ୍ଦକୋଷରୁ…
କରୋନା ସହିତ ଲଢ଼ିବା ଲାଗି ଉପଯୁକ୍ତ ମତାମତ ଦେଲେ ପୁରସ୍କାର ମିଳିବ ଲକ୍ଷେ ୭୫ ହଜାର: ମୋଦି
ନୂଆଦିଲ୍ଲୀ,୧୮।୩: କରୋନା ଭାରତରେ ଆତଙ୍କ ସୃଷ୍ଟି କରିଛି। ତେବେ ସରକାର ଏହାର ମୁକାବିଲା କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି। କରୋନା ସହିତ ଲଢ଼ିବା ଲାଗି ଉପଯୁକ୍ତ ମତାମତ ଦେଲେ ଲକ୍ଷେ ୭୫ ହଜାର ଟଙ୍କାର ପୁରସ୍କାର ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
‘ଭୁଶୁଡ଼ିଗଲା କି ଶେଷ ଦୁର୍ଗ’
ନୂଆଦିଲ୍ଲୀ,୧୮ା୩(ପି.ଟି.): ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟ ସଭାକୁ ମନୋନୀତ କରିବା ପରେ ବିବାଦ ଉଠିଛି। କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଏହାକୁ ନେଇ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସରକାର…
ଆସାମ ମଡେଲଙ୍କୁ ବଳାତ୍କାର: ୪ ଗିରଫ
କାନପୁର, ୧୮।୩: ଆସାମର ଜଣେ ମଡେଲ କାନପୁରରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଆସିଥିବାବେଳେ ତାଙ୍କୁ ସେଠାରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୫ ସହଯୋଗୀଙ୍କ ଉପସ୍ଥିତିରେ ଏକ ପ୍ରମୁଖ କ୍ଲବର ପୂର୍ବତନ ନିର୍ଦ୍ଦେଶକ ମଡେଲଙ୍କୁ ବଳାତ୍କାର କରିଥିବା…
ସଭର୍କରଙ୍କ ନାଁରେ ଜେଏନ୍ୟୁ ମାର୍ଗ
ନୂଆଦିଲ୍ଲୀ, ୧୮ା୩: ଜବାହରଲାଲ୍ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍ୟୁ) ପ୍ରଶାସନ ପକ୍ଷରୁ ହିନ୍ଦୁତ୍ୱ ବିଚାରଧାରାରେ ବିଶ୍ୱାସ ରଖିଥିବା ନେତା ଭି.ଡି. ସଭର୍କରଙ୍କ ଏକ ସାଇନ୍ବୋର୍ଡ ମରାଯାଇ ତାଙ୍କ ନାମରେ କ୍ୟାମ୍ପସ୍ ଭିତରେ ଏକ ରାସ୍ତାର ନାମକରଣ କରାଯିବା ପରେ ଏହାକୁ ନେଇ ଚାପା ଉତ୍ତେଜନା…
ସିନେମାକୁ କରୋନା ମାଡ଼
ମୁମ୍ବାଇ/ଲସ୍ ଏଞ୍ଜେଲସ୍,୧୮ା୩: ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କୋଭିଡ୍-୧୯ର ପ୍ରଭାବ ଚଳଚ୍ଚିତ୍ର ଶିଳ୍ପ ଉପରେ ମଧ୍ୟ ଦେଖିବାକୁ ମିଳିଛି। କରୋନା ଭୂତାଣୁ ସଂକ୍ରମଣର ଭୟରେ ମନୋରଞ୍ଜନ ଇଣ୍ଡଷ୍ଟ୍ରିର ଆର୍ଥିକ ମେରୁଦଣ୍ଡ ଦୋହଲିଯାଇଛି। ଭାରତରେ ପୂର୍ବରୁ କେତେକ ସମୟରେ ମନୋରଞ୍ଜନ ଟିିକସକୁ…
କରୋନା ଭାଇରସ: ବନ୍ଦ ହେଲା କୁତବ ମିନାର, ଲାଲକିଲ୍ଲା
ନୂଆଦିଲ୍ଲୀ,୧୭।୩: ଚାଇନା ପରେ ଏବେ ଠିକଣା ବଦଳାଇବା ମୁଡରେ ରହିଛି କରୋନା ଭଇରସ। ଏବେ ଏହାର ଠିକଣା ଇଟାଲି କୁହାଯାଉଥିବା ବେଳେ ବିଶ୍ୱର ପ୍ରାୟ ୧୪୫ ଦେଶରେ ପାଦ ରଖି ସାରିଲାଣି ଏହି ମାହାମାରୀ। ଭାରତରେ ଏବେ ପର୍ଯ୍ୟନ୍ତ ୧୨୮ କରୋନା…
ଶପଥ ଗ୍ରହଣ ପରେ ମନଖୋଲି କଥା ହେବେ ଗୋଗୋଇ
ନୂଆଦିଲ୍ଲୀ,୧୭।୩: ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କୁ ସରକାର ରାଜ୍ୟ ସଭାକୁ ମନୋନୀତ କରିଛନ୍ତି। ଏନେଇ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୮୦ର ଧାରା (୧)ର ଉପଧାରା (କ)ରେ ପ୍ରଦତ୍ତ…
ଭିଡ କମାଇବାକୁ ବଢିଲା ଫ୍ଲାଟଫର୍ମ ଟିକେଟର ଦାମ
ମୁମ୍ବାଇ,୧୭।୩: କରୋନା ଭାଇରସକୁ ରୋକିବାକୁ ସରକାର କୌଣସି ସ୍ଥାନରେ ୫୦ ଜଣରୁ ଊର୍ଦ୍ଧ୍ୱ ଲୋକ ଏକାଠି ନ ହେବାକୁ ପରାମର୍ଶ ଦେଇଛନ୍ତି। ଏପରି ସ୍ଥିତିରେ ରେଲଓ୍ବେ ଷ୍ଟେଶନରୁ ଭିଡ କମାଇବା ପାଇଁ ବିଭିନ୍ନ ରାଜ୍ୟରେ ନୂଆ ପଦକ୍ଷେପ ନିଆଯାଇଛି। ମହାରାଷ୍ଟ୍ରର ବିଭିନ୍ନ…
ଘରେ ବସି କାମ କରିବାକୁ ନିର୍ଦ୍ଦେଶ ଦେଲେ ଉତ୍ତର ପ୍ରଦେଶ ସରକାର
ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକଭବନରେ ଆୟୋଜିତ ଏହି ବୈଠକରେ କରୋନାକୁ ନେଇ ବିଭିନ୍ନ କଥା ଆଲୋଚନା କରାଯାଇଛି। ରାଜ୍ୟର ସମସ୍ତ…
ନିର୍ଭୟା ମାମଲା: ଦୋଷୀ ମୁକେଶ କହୁଛନ୍ତି ଘଟଣା ଦିନ ସେ ଦିଲ୍ଲୀରେ ନ ଥିଲେ
ନୂଆଦିଲ୍ଲୀ,୧୭।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ମୁକେଶ ଏବେ ଫାଶୀ ଦଣ୍ଡାଦେଶକୁ ଏଡାଇବାକୁ ନୂଆ ଉପାୟ ଚିନ୍ତା କରିଛନ୍ତି। ଏବେ ପୁଣିଥରେ ସେ କୋର୍ଟର ଦ୍ୱାରସ୍ଥ ହୋଇ କହିଛନ୍ତି ଘଟଣା ଦିନ ସେ ଦିଲ୍ଲୀରେ ନ ଥିଲେ। ତାଙ୍କ ଓକିଲଙ୍କ…
ଉତ୍ତରପ୍ରଦେଶରେ ୧୫ କରୋନା ରୋଗୀ
ଲକ୍ଷ୍ନୌ,୧୭।୨: ଉତ୍ତରପ୍ରଦେଶରେ କରୋନା ଭାଇରସ୍କୁ ନେଇ ଲଗାତର ସ୍ବାସ୍ଥ୍ୟବିଭାଗ ବୁଲେଟିନ୍ ଜାରି କରୁଛି। ମଙ୍ଗଳବାର ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ନୋଏଡାରେ ୨ଜଣ ସଂକ୍ରମିତ ଚିହ୍ନଟ ହେବା ପରେ ସଂକ୍ରମିତଙ୍କ ସଂଖ୍ୟା ୧୫ରେ ପହଞ୍ଚିଥିବା ନେଇ ସରକାରଙ୍କ ପକ୍ଷରୁ…
Archives


