ଜାତୀୟ

ନିର୍ଭୟା ମାମଲା: ଦୋଷୀଙ୍କ କ୍ୟୁରେଟିଭ ପିଟିସନର ଶୁଣାଣି ଆଜି

ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣ ବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନର ଶୁଣାଣି ମଙ୍ଗଳବାର ଦିନ ପ୍ରାୟ ୨ଟା ୩୦ ମିନିଟ୍‌ରେ କରାଯିବ। ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି...

ଶ୍ରେଣୀ ବର୍ଜନ କଲେ ଜେଏନ୍‌ୟୁ ଶିକ୍ଷକ, ଛାତ୍ର

ନୂଆଦିଲ୍ଲୀ,୧୪ା୧(ପି.ଟି.)-ଜେଏନ୍‌ୟୁରେ ସୋମବାରଠାରୁ ପାଠପଢ଼ା ଆରମ୍ଭ ହେବାକୁ ଥିବାବେଳେ ଛାତ୍ରୀଛାତ୍ର ଓ ଶିକ୍ଷକମାନେ ମିଳିତ ଭାବେ ଏହାକୁ ବର୍ଜନ କରିଛନ୍ତି। ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରୀଛାତ୍ର ଶ୍ରେଣୀ ବର୍ଜନ କରିବା ଲାଗି ନିଷ୍ପତ୍ତି ନେଇଥିଲେ। ସମୟ ସାରଣୀ ପ୍ରସ୍ତୁତ ପାଇଁ କୁଳପତି...

ରତନ ଟାଟାଙ୍କ ବିରୋଧରେ ମାମଲା ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୪ା୧(ପି.ଟି.): ଟାଟା ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ରତନ ଟାଟା ଓ ଅନ୍ୟମାନଙ୍କ ବିରୋଧରେ ବମ୍ବେ ଡାଇଙ୍ଗ୍‌ ଅଧ୍ୟକ୍ଷ ନୁସ୍‌ଲି ଓ୍ବାଡିଆ ଦାଏର କରିଥିବା ସମସ୍ତ ମାନହାନି ମାମଲା ସୋମବାର ପ୍ରତ୍ୟାହାର କରିନେଇଛନ୍ତି। ଓ୍ବାଡିଆଙ୍କ ମର୍ଯ୍ୟାଦା ହାନି କରିବାର କୌଣସି ଉଦ୍ଦେଶ୍ୟ...

ଏଏପିରେ ମିଶିଲେ ୨ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୪ା୧(ପି.ଟି.)- ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଏଏପି ନିଜ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ସୋମବାର ୨ କଂଗ୍ରେସ ନେତା ରାମ୍‌ ସିଂ ନେତାଜୀ ଓ ବିନୟ ମିଶ୍ର ଦଳରେ ସାମିଲ ହୋଇଛନ୍ତି। ବିନୟ ପୂର୍ବତନ କଂଗ୍ରେସ ଏମ୍‌ପି...

ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟ: ମମତା କହିଲେ ପଶ୍ଚିମବଙ୍ଗ ୟୁପି ନୁହେଁ

କୋଲକାତା,୧୪ା୧(ପି.ଟି.): ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରୁଥିବା ସିଏଏ ବିରୋଧୀ ବିକ୍ଷୋଭକାରୀଙ୍କୁ ଗୁଳି କରାଯିବ ବୋଲି ମନ୍ତବ୍ୟ ଦେଇ ପଶ୍ଚିମବଙ୍ଗ ଭାଜପା ସଭାପତି ଦିଲୀପ ଘୋଷ ବିବାଦ ଘେରକୁ ଆସିଛନ୍ତି। ତାଙ୍କର ଏଭଳି ମନ୍ତବ୍ୟକୁ ବିରୋଧକରି କେନ୍ଦ୍ର ସରକାର ଘୋଷଙ୍କୁ ଗୁଳି...

ପାର୍ଲାମେଣ୍ଟ ଭବନ ଆକ୍ରମଣ ପଛରେ ଡିଏସ୍‌ପି ଦାବିନ୍ଦର: ଅଫଜଲ ଗୁରୁଙ୍କ ସହ ଥିଲା ସମ୍ପର୍କ

ନୂଆଦିଲ୍ଲୀ,୧୪ା୧: ଦୁଇ ଆତଙ୍କବାଦୀଙ୍କ ସହ ଧରାପଡ଼ି ରବିବାର ଗିରଫ ହୋଇଥିବା ଜମ୍ମୁ-କଶ୍ମୀରର ପୋଲିସ ଅଫିସର ଦାବିନ୍ଦର ସିଂଙ୍କ ସମ୍ପର୍କରେ ନୂଆ ତଥ୍ୟ ପଦାକୁ ଆସିଛି। ପାର୍ଲାମେଣ୍ଟ ଆକ୍ରମଣ ମାମଲାରେ ଫାଶୀ ପାଇଥିବା ଅଫଜଲ ଗୁରୁଙ୍କ ସହ ଏହି ଡିଏସ୍‌ପିଙ୍କ ସମ୍ପର୍କ...

ସୁପ୍ରିମକୋର୍ଟରେ ପୋଲାଭରମ୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୪ା୧: ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍‌ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାର କରାଯିବ। ଜଷ୍ଟିସ ଏନ୍‌.ଭି. ରମାନା, ଜଷ୍ଟିସ ସଞ୍ଜୀବ ଖାନ୍ନା...

କଂଗ୍ରେସର ସିଏଏ ବିରୋଧୀ ମେଳି: ବିରୋଧୀ ଏକତାକୁ ଝଟକା

ନୂଆଦିଲ୍ଲୀ,୧୪ା୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ପାର୍ଲାମେଣ୍ଟ ହାଉସ୍‌ରେ ସୋମବାର କଂଗ୍ରେସ ଡାକିଥିବା ବୈଠକକୁ ଝଟକା ଲାଗିଛି। ବୈଠକରେ ୧୫ଟି ଦଳର ନେତାମାନେ ଯୋଗଦେଇଥିବାବେଳେ ପ୍ରମୁଖ ବିରୋଧୀ ଦଳ ଏସ୍‌ପି, ବିଏସ୍‌ପି, ଟିଏମ୍‌ସି, ଶିବସେନା, ଡିଏମ୍‌କେ ଓ...

ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ସାହସ ମୋଦିଙ୍କର ନାହିଁ: ରାହୁଲ

ନୂଆଦିଲ୍ଲୀ,୧୩।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ମୋଦିଙ୍କ ସାହସ ନାହଁି। ମୁଁ ପ୍ରଧାନମନ୍ତ୍ରୀଙ୍କୁ ଚ୍ୟାଲେଞ୍ଜ ଦେଉଛି, ସେ ବିନା ସୁରକ୍ଷାରେ ବିଶ୍ୱବିଦ୍ୟାଳୟ ଆସି...

ଭାଜପାକୁ ଝଟକା: ବିହାରରେ ଲାଗୁ ହେବ ନାହିଁ ଏନ୍‌ଆର୍‌ସି

ପାଟନା,୧୩।୧: ଭାଜପାର ବିହାର ସହଯୋଗୀ ଜେଡିୟୁ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିହାରରେ ଲାଗୁ ହେବାକୁ ମନା କରିଦେଇଛି। ଫଳରେ ଭାଜପାକୁ ଝଟକା ଲାଗିଛି। ସୋମବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିହାର ବିଧାନସଭାରେ କହିଛନ୍ତି ଯେ, ଜେଡିୟୁ ସିଏଏ...

ଆଚାର ସଂହିତା ଉଲ୍ଲଂଘନ ଅଭିଯୋଗରେ ଭାଜପା, ଏଏପିକୁ ନିର୍ବାଚନ କମିଶନରଙ୍କ ନୋଟିସ

ନୂଆଦିଲ୍ଲୀ,୧୩।୧: ରାଜଧାନୀରେ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିସାରିଛି। ନିର୍ବାଚନ ତାରିଖ ଘୋଷଣା ହେବା ସହ ଆଚାର ସଂହିତା ମଧ୍ୟ ଲାଗୁ ହୋଇଯାଇଛି। ଏହାପରେ ଶାସନ କ୍ଷମତାରେ ଥିବା ଆମ୍‌ ଆଦମୀ ପାର୍ଟି (ଏଏପି) ଓ ଭାରତୀୟ ଜନତା ପାର୍ଟି...

କଂଗ୍ରେସକୁ ଝଟ୍‌କା: ମହାବଲ ମିଶ୍ରାଙ୍କ ପୁଅ ବିନୟ ଏଏପିରେ ସାମିଲ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ଶକ୍ତ ଝଟ୍‌କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ଏମ୍‌ପି ମହାବଳ ମିଶ୍ରାଙ୍କ ପୁଅ ବିନୟ ମିଶ୍ରା ସୋମବାର ଆମ୍‌ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି। ବିନୟଙ୍କ ସହ ଅନ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri