ଜାତୀୟ

କରୋନା ଭାଇରସରେ ମୃତକଙ୍କ ପରିବାରକୁ ମିଳିବ ସହାୟତା

ନୂଆଦିଲ୍ଲୀ,୧୪।୩: ଏବେ କରୋନା ଭାଇରସ କବଳରେ ଭାରତ। ଏବେସୁଦ୍ଧା ଏଠାରେ ୮୫ ଜଣ କରୋନା ଭାଇରସ ପଜିଟିଭଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ତେବେ କୋରୋନା ଭାଇରସ ସଂକ୍ରମଣରେ ମୃତକଙ୍କ ପରିବାରଙ୍କୁ କେନ୍ଦ୍ର ସରକାର…

୭ମାସ ପରେ ପୁଅଙ୍କୁ ପାଖରେ ପାଇ ଭାବବିହ୍ବଳ ହେଲେ ଫାରୁକ

ନୂଆଦିଲ୍ଲୀ,୧୪।୩: ନ୍ୟାଶନାଲ କନଫରେନ୍ସର ମୁଖ୍ୟ ଫାରୁକ ଅବଦୁଲ୍ଲା ଦୀର୍ଘ ୭ ମାସ ପରେ ନଜରବନ୍ଦୀ ଥିବା ପୁଅ ଓମାର ଅବଦୁଲ୍ଲାଙ୍କୁ ଶ୍ରୀନଗରର ସାକ୍ଷାତ୍‌ କରିବା ପରେ ଭାବ ବିହ୍ବଳ ହୋଇପଡିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲା ଜନ ସୁରକ୍ଷା ଆଇନ(ପିଏସ୍‌ଏ)ଅଧିନରେ ଅଟକ…

ପ୍ରତିରାଜ୍ୟରେ ପ୍ରତିଷ୍ଠା ହେବ ଏମ୍ସ୍‌: ବୃଦ୍ଧି ହେବ ୧୦,୦୦୦ ପିଜି ମେଡ଼ିକାଲ ସିଟ୍‌

ଋଷିକେଶ, ୧୪।୩: ଜନସାଧାରଣଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଦେଶର ପ୍ରତିରାଜ୍ୟରେ ଏମ୍ସ୍‌ ପ୍ରତିଷ୍ଠା ହେବ। ସେହିପରି ଆଗାମୀ ଦିନରେ ପିଜି ମେଡ଼ିକାଲ ସିଟ୍‌ରେ ଅଧିକ ୧୦,୦୦୦ ବୃଦ୍ଧି କରାଯିବ। ଏହାଦ୍ୱାରା ସ୍ବାସ୍ଥ୍ୟ ସେବା ୨୦୩୦ ସୁଦ୍ଧା ବିକଶିତ ହୋଇ…

ଓଲଟିଲା ଡଙ୍ଗା: ଜୀବନ ସହ ବାଜି ଲଗାଇ ୮୮ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ୨ ପୋଲିସ କର୍ମଚାରୀ

ମୁମ୍ବାଇ,୧୪।୩ : କଥାରେ ଅଛି ରଖେ ହରି ମାରେ କିଏ। ଏହାର ସଦ୍ୟତମ ଉଦାହରଣ ମୁମ୍ବାଇରେ ଘଟିଛି। ୮୮ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ନିୟନ୍ତ୍ରଣ ହରାଇ ବୁଡ଼ି ଯାଇଥିଲା। ତେବେ ୨ ଜଣ ପୋଲିସ କର୍ମଚାରୀ ପ୍ରଶାନ୍ତ ଧରତ…

୭୩ ଚିକିତ୍ସାଧୀନ କରୋନା ସଂକ୍ରମିତ: ୧୦ ସୁସ୍ଥ, ୨ ମୃତ

ନୂଆଦିଲ୍ଲୀ,୧୪।୩: ଭାରତରେ କରୋନା ସଂକ୍ରମଣକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୮୫ ଜଣଙ୍କ ନମୁନାରେ ପଜେଟିଭ୍‌ ରିପୋର୍ଟ ମିଳିଛି। ୭୩ ଜଣ ଚିକିତ୍ସାଧୀନ ଥିବାବେଳେ ୧୦ଜଣ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ୨ ଜଣଙ୍କ ମୃତ୍ୟୁ ଘଟିଛି। କରୋନା ସଂକ୍ରମିତଙ୍କ ମୃତ୍ୟୁ…

୩ ଘଣ୍ଟା ବିଳମ୍ବରେ ନିଗମ ବୋଧ ଘାଟ ଶ୍ମଶାନରେ ହେଲା କରୋନା ସଂକ୍ରମିତ ମହିଳାଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୧୪।୩: କରୋନା ସଂକ୍ରମଣ ଯୋଗୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ମୃତ୍ୟୁ ଘଟିଥିବା ୬୮ ବର୍ଷ ବୟସ୍କା ମହିଳାଙ୍କ ଅନ୍ତିମ ସଂସ୍କାରରେ ବାଧା ସୃଷ୍ଟି ହୋଇଥିଲା। ତାଙ୍କ ମୃତଦେହଙ୍କୁ ନିଗମ ବୋଧ ଘାଟ ଶ୍ମଶାନକୁ ଅଣା ଯାଇଥିଲା। ତେବେ ଶ୍ମଶାନ…

ଭାରତରେ ଷ୍ଟେଜ ୨ରେ କରୋନା ଭାଇରସ

ନୂଆଦିଲ୍ଲୀ,୧୪।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର ଉପସ୍ଥିତି ଜାହିର କରି ସାରିଲାଣି। ହାତ ଗଣତି କିଛି ଦେଶକୁ ଛାଡିଦେଲେ ଏବେ ଏହା ପ୍ରାୟ ୧୪୫ ଦେଶରେ ଦେଖାଦେଇଛି। ଭାରତରେ କରୋନା ଭାଇରସ ସଂକ୍ରମଣରେ ୨…

ଗୋଟିଏ ହସ୍ପିଟାଲରେ ଭର୍ତ୍ତି ଥାଇ ବି ଶେଷ ସମୟରେ ବାପାଙ୍କୁ ଭେଟିପାରିଲେନି ପୁଅ

ଥିରୁଭାନନ୍ତପୁରମ,୧୪।୩: ସାରା ବିଶ୍ୱରେ କରୋନା ଭାଇରସ୍‌ କାୟା ବିସ୍ତାର କରିଚାଲିଛି। ଦିନକୁ ଦିନ ଭାରତରେ କରୋନା ମାମଲା ବୃଦ୍ଧି ପାଇଥିବା ବେଳେ ସଂକ୍ରମିତ ସଂଖ୍ୟା ୮୬ ଓ ୧୧୪ ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସଂକ୍ରମିତଙ୍କ ମଧ୍ୟରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…

ନାଗପୁର ହସ୍ପିଟାଲରୁ ୫ କରୋନା ସନ୍ଦିଗ୍ଧ ଫେରାର: ହାଇ ଆଲର୍ଟରେ ସହର

ମୁମ୍ବାଇ,୧୪।୩: କରୋନା ଭାଇରସ୍‌ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏହାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏପରିକି ହସ୍ପିଟାଲରେ ଏକୁଟିଆ ସଂକ୍ରମିତ ରୋଗୀ ନିଜର ଚିକିତ୍ସା କରାଉ ନ ଥିବା ବେଳେ ସନ୍ଦିଗ୍ଧ ମଧ୍ୟ ଯାଞ୍ଚ…

ଯାତ୍ରୀଙ୍କୁ ଦିଆଯାଉଥିବା କମ୍ବଳକୁ ପ୍ରତିଦିନ ସାନିଟାଇଜ୍‌ କରିବ ରେଲଓ୍ବେ

ନୂଆଦିଲ୍ଲୀ,୧୪।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରେଲଓ୍ବେ ପକ୍ଷରୁ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇଛି। ଯାତ୍ରୀଙ୍କୁ ଦିଆଯାଉଥିବା କମ୍ବଳକୁ ପ୍ରତିଦିନ ସାନିଟାଇଜ୍‌ କରିବା ଲାଗି ରେଲଓ୍ବେ ନିଷ୍ପତ୍ତି ନେଇଛି। ପୂର୍ବରୁ ଏହାକୁ ମାସକୁ ଥରେ ଧୁଆ ଯାଉଥିଲା ଏବଂ ୧୫…

ତିହାର ଜେଲରେ ଖୋଲିଲା ଆଇସୋଲେଶନ ସେଲ୍‌

ନୂଆଦିଲ୍ଲୀ,୧୪।୩: କରୋନା ଭାଇରସ ଆମ ଦେଶରେ ବ୍ୟାପିବା ଆରମ୍ଭ କରିଥିବା ବେଳେ ଏବେ ଏହାକୁ ନେଇ ସଚେତନା ସୃଷ୍ଟି କରାଯାଉଛି। କେବଳ ବାହାରେ ଥିବା ଲୋକେ ନୁହେଁ ଜେଲରେ ଥିବା କଏଦୀମାନେ କିପରି ଏହି କରୋନା ଭାଇରସଠାରୁ ଦୂରେଇ ରହିପାରିବେ ସେ…

ସୀମାପାର୍‌ ଟ୍ରେନ, ବସ୍‌ ସେବା ବାତିଲ

ନୂଆଦିଲ୍ଲୀ, ୧୪।୩(ପି.ଟି.): କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ଭାରତ ପକ୍ଷରୁ ବାଂଲାଦେଶକୁ ସୀମାପାର୍‌ ବସ୍‌ ଓ ଟ୍ରେନ୍‌ ସେବା ମାସକ ଲାଗି ଏପ୍ରିଲ ୧୫ ପର୍ଯ୍ୟନ୍ତ ବାତିଲ କରାଯାଇଛି। ପଡ଼ୋଶୀ ୪ ଦେଶକୁ ସଂଯୋଗ କରୁଥିବା ୧୮ ଇମିଗ୍ରେଶନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri