ଜାତୀୟ

‘ଗରିବ ଶ୍ରମିକଙ୍କୁ ପ୍ରଥମେ ଆଣ’: ବିଦେଶରୁ ଫେରିବେ ସହସ୍ରାଧିକ ଭାରତୀୟ

ନୂଆଦିଲ୍ଲୀ,୨୯ା୪: ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ପ୍ରୟାସ ଆରମ୍ଭ ହୋଇଛି। ବୈଦେଶିକ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଯୋଜନାବଦ୍ଧଭାବେ ଏହି ସହସ୍ରାଧିକ ଲୋକଙ୍କୁ ଅଣାଯିବା ଲାଗି ଯୋଜନା ଚୂଡ଼ାନ୍ତ ହୋଇଛି। ତେବେ…

‘ମୁସ୍‌ଲିମ୍‌ ପରିବା ବ୍ୟବସାୟୀଙ୍କୁ ସାବଧାନ’: ବିଧାୟକଙ୍କ ମନ୍ତବ୍ୟକୁ ଭାଜପା ଅଧ୍ୟକ୍ଷଙ୍କ ସମାଲୋଚନା

ନୂଆଦିଲ୍ଲୀ,୨୯ା୪: ଉତ୍ତରପ୍ରଦେଶର ଦେଓରିଆ ବିଧାୟକ ସୁରେଶ ତିଓ୍ବାରୀ(୭୪) ‘ମୁସଲମାନ୍‌ ପରିବା ବ୍ୟବସାୟୀଙ୍କଠାରୁ ପରିବା କିଣନାହିଁ ଓ ସେମାନଙ୍କଠାରୁ ଦୂରେଇ ରୁହ’ ବୋଲି ସର୍ବସାଧାରଣରେ କହିବା ପରେ ଏହାକୁ ଭାଜପା ଅଧ୍ୟକ୍ଷ ଜେ.ପି.ନଡ୍ଡା ସମାଲୋଚନା କରିଛନ୍ତି। ଲକ୍‌ଡାଉନ୍‌ ପରେ ଲୋକମାନେ ବିଭିନ୍ନ ପରିବା…

‘ପ୍ଲାଜ୍‌ମା ଥେରାପିର ଅଧିକ ଗବେଷଣା ଜରୁରୀ’

ନୂଆଦିଲ୍ଲୀ,୨୯ା୪: କରୋନା ଭୂତାଣୁର ଉପଚାର ଲାଗି ପ୍ଲାଜ୍‌ମା ଥେରାପିକୁ ସମର୍ଥନ କରାଯିବାର କୌଣସି ଭିତ୍ତି ନାହିଁ। ଏହାର ଅଧିକ ଗବେଷଣା ଜରୁରୀ ବୋଲି ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ପକ୍ଷରୁ ମଙ୍ଗଳବାର ସ୍ପଷ୍ଟ କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି…

ଚୋକ୍‌ସି, ମାଲ୍ୟାଙ୍କ ସମେତ ଖିଲାପକାରୀଙ୍କୁ ଋଣ କ୍ଷମା

ନୂଆଦିଲ୍ଲୀ,୨୯।୪: ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଅନାଦାୟ ଋଣ(ଏନ୍‌ପିଏ) ସ୍ତର ବଢ଼ିବା ଆଶଙ୍କା ରହିଛି। ଏଭଳି ସ୍ଥଳେ ବୃହତ୍‌ ପରିମାଣର ଋଣ ନେଇ ପରିଶୋଧ କରି ନ ଥିବା ୫୦ ଇଚ୍ଛାକୃତ ଖିଲାପକାରୀଙ୍କ ୬୮,୬୦୭ କୋଟି ଟଙ୍କାକୁ ଭାରତୀୟ ବ୍ୟାଙ୍କଗୁଡ଼ିକ ରାଇଟ୍‌…

ଖବରଦାତାଙ୍କ ବେକରେ ଦଉଡ଼ି

ନୂଆଦିଲ୍ଲୀ,୨୯ା୪: ମହାମାରୀ କରୋନା ଲକ୍ଷ ଲକ୍ଷ ଲୋକଙ୍କ ଜୀବିକା ଛଡ଼ାଇନେଇଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ଖବରଦାତା। କର୍ମକ୍ଷେତ୍ର ସଙ୍କୁଚିତ ହୋଇଯାଇଥିବାବେଳେ ନିର୍ଭୟରେ ରିପୋର୍ଟ କରିବା ମଧ୍ୟ ଏକପ୍ରକାର ଅସମ୍ଭବ ହୋଇପଡ଼ିଛି। ଖବରଦାତା ଓ ସାମ୍ବାଦିକତା ନ୍ୟୁଜ୍‌ ପାଲଟିଲେ ଆମକୁ ଚିନ୍ତା କରିବାକୁ…

ବର୍ଷେ ପର୍ଯ୍ୟନ୍ତ ବଢିବନି ସ୍କୁଲ ଫି

ଲକ୍ଷ୍ନ,୨୮।୪: କରୋନା ମହାମାରୀ ଯୋଗୁ ବିଶ୍ୱରେ ଦେଖାଦେଇଥିବା ଆର୍ଥିକ ସଙ୍କଟରୁ ଭାରତ ମଧ୍ୟ ବାଦ୍‌ ଯାଇ ନାହିଁ। ଲକ୍‌ଡାଉନ ଯୋଗୁ ଲୋକେ କାମଧନ୍ଦା ହରାଇଛନ୍ତି। ରୋଜଗାରର ମାଧ୍ୟମ ବନ୍ଦ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ୨୦୨୦-୨୧ ବର୍ଷରେ ଉତ୍ତର ପ୍ରଦେଶରେ କୌଣସି…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯,୪୩୫

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ସ୍ଥିତି ବେଳକୁ ବେଳ ଉଦ୍‌ବେଗଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୫୪୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୨୯,୪୩୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ…

ବୁଲନ୍ଦସହରରେ ୨ ସାଧୁଙ୍କୁ ହତ୍ୟା: ଯୋଗୀଙ୍କ ସହ କଥା ହେଲେ ଉଦ୍ଧବ

ମୁମ୍ବାଇ,୨୮।୪: ସାରା ଦେଶ କରୋନା ମହାମାରୀ ସହ ଲଢୁଥିବା ବେଳେ ଉତ୍ତର ପ୍ରଦେଶର ବୁଲନ୍ଦସହରରେ ୨ଜଣ ସାଧୁଙ୍କୁ ହତ୍ୟା କରାଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ଘଟଣାକୁ ନେଇ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…

ଖରାପ ଟେଷ୍ଟ କିଟ୍‌ ଅର୍ଡର ରଦ୍ଦ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ଦେଶରେ ବ୍ୟାପକ ଟେଷ୍ଟ୍‌ କରାଇବା ପାଇଁ ଚାଇନାରୁ ୫ ଲକ୍ଷ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ଅଣାଯିବା ଲାଗି ଅର୍ଡର ଦିଆଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ଏହି ଟେଷ୍ଟ୍‌ କିଟ୍‌ ତ୍ରୁଟିଯୁକ୍ତ…

କରୋନା ମୁକାବିଲା: ଆନ୍ଧ୍ରପ୍ରଦେଶ-ତାମିଲନାଡୁ ସୀମାରେ ପାଚେରୀ

ହାଇଦ୍ରାବାଦ୍‌,୨୮।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ କରୋନା ସଂକ୍ରମଣକୁ ରୋକିବା ପାଇଁ ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ସୀମାରେ ରାସ୍ତା ଉପରେ ପାଚେରୀ ନିର୍ମାଣ…

ବିବାହ ବାର୍ଷିକୀରେ ପ୍ଲାଜମା ଦାନ କଲେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି

ନୂଆଦିଲ୍ଲୀ,୨୮।୪: ଏବେ କରୋନା ମହାମାରୀ କବଳରୁ ରକ୍ଷା ପାଇବାକୁ ସାରା ବିଶ୍ୱ ଏକ ପ୍ରକାର ଅଦୃଶ୍ୟ ଯୁଦ୍ଧରେ ଲଢୁଥିବା ବେଳେ ବିଶେଷଜ୍ଞମାନେ ଏହାର ଚିକିତ୍ସା ଖୋଜି ଚାଲିଛନ୍ତି। ଏହାରି ଭିତରେ ଦିଲ୍ଲୀରେ ପ୍ଲାଜମା ଥେରାପି ମାଧ୍ୟମରେ କରୋନା ସଂକ୍ରମିତଙ୍କ ଚିକିତ୍ସା ଆରମ୍ଭ…

ଭୟ-ଆତଙ୍କ ସ୍ଥିତିରେ ‘ଆଶାର ଗୀତ’ ଗାଇ କରୋନା ସହିତ ଲଢ଼େଇ ପାଇଁ ଲୋକଙ୍କୁ ଉତ୍ସାହିତ କରୁଛନ୍ତି ଡାକ୍ତର: ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସହିତ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ବି ଲୋକେ କରୋନ ସଂକ୍ରମଣ ନେଇ ଭୟଭୀତ ଏବଂ ଆତଙ୍କିତ ହୋଇ ପଡ଼ିଛନ୍ତି। ଲୋକଙ୍କ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri