ଭାରତରେ ସରିଆସୁଛି କରୋନା ଆୟୁଷ: ମେ’ ୨୧ ସୁଦ୍ଧା ୯୭% ବିଲୋପ
ନୂଆଦିଲ୍ଲୀ,୨୮ା୪: ମହାମାରୀ କରୋନା(କୋଭିଡ୍-୧୯)କୁ ପ୍ରତିହତ କରିବା ପାଇଁ ଭାରତ ସମେତ ବିଶ୍ୱର ଅନେକ ଦେଶରେ ଲାଗୁ ହୋଇଛି ଲକ୍ଡାଉନ। ଫଳରେ କୋଟି କୋଟି ଲୋକ ନିଜ ଘରେ ଏକ ମାସରୁ ଊର୍ଦ୍ଧ୍ୱ ସମୟ ହେଲା ଆବଦ୍ଧ ହୋଇ ରହିଛନ୍ତି। ଏବେ ସମସ୍ତଙ୍କ…
ଲକ୍ଡାଉନ ସହ ଅର୍ଥନୀତିକୁ ଗୁରୁତ୍ୱ
ନୂଆଦିଲ୍ଲୀ,୨୮ା୪(ପି.ଟି.): ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ ସମୟସୀମା ଶେଷ ହେବାକୁ ଆଉ ୬ ଦିନ ବାକି ଥିବାବେଳେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି…
ପ୍ରବାସୀ ଶ୍ରମିକଙ୍କ ପାଇଁ ଯୋଗୀ ସରକାରଙ୍କ ବଡ଼ ଘୋଷଣା
ଲକ୍ଷ୍ନୌ,୨୭।୪: ଲକ୍ଡାଉନ ସମୟରେ ଉତ୍ତରପ୍ରଦେଶରେ ଫସିଥିବା ଅନ୍ୟ ରାଜ୍ୟର ଶ୍ରମିକଙ୍କ ପାଇଁ ଯୋଗୀ ସରକାର ସୋମବାର ବଡ଼ ଘୋଷଣା କରିଛନ୍ତି। ପ୍ରବାସୀ ଶ୍ରମିକଙ୍କୁ ଏକ ହଜାର ଟଙ୍କା ଓ ୧୫ ଦିନର ମାଗଣା ରାସନ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…
ପ୍ରୟାଗରାଜରେ ଫସିଥିବା ଛାତ୍ରଙ୍କୁ ଘରକୁ ପଠାଇବେ ଯୋଗୀ ସରକାର
ପ୍ରୟାଗରାଜ,୨୭।୪: ଲକ୍ଡାଉନ ଯୋଗୁ ପ୍ରୟାଗରାଜରେ ଫସିଥିବା ଛାତ୍ରମାନଙ୍କୁ ନେଇ ଯୋଗୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରୟାଗରାଜରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରମାନଙ୍କୁ ସେମାନଙ୍କ ଘରକୁ ପଠାଇବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସମସ୍ତ…
ଲକ୍ଡାଉନରେ ନିଆରା ବିବାହ: ବର୍ଡରରେ ପୋଲିସ କଲେ କନ୍ୟାଦାନ
କାଶୀପୁର,୨୭।୪: କରୋନା ଯୋଗୁ ସାରା ଦେଶରେ ଲକ୍ଡାଉନ ଜାରି ରହିଛି। ଏଥିଯୋଗୁ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ମଧ୍ୟ ହେବାକୁ ପଡ଼ୁଛି। ଏଥିପାଇଁ କେତେକଙ୍କ ବିବାହ ସ୍ଥଗିତ ହୋଇଥିବା ବେଳେ ଆଉ କେତେକ ଭିଡିଓ କନ୍ଫରେନ୍ସିଂରେ ହେଉଥିବା ଦେଖିବାକୁ ମିଳିଛି। ହେଲେ…
୪ ମହଲା ହସ୍ପିଟାଲରୁ ଡେଇଁ ଆତ୍ମହତ୍ୟା କଲେ କରୋନା ସଂକ୍ରମିତ
ବେଙ୍ଗାଲୁରୁ,୨୭।୪: କର୍ନାଟକ ବେଙ୍ଗାଲୁରୁର ଭିକ୍ଟୋରିଆ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ କରୋନା ସଂକ୍ରମିତ ରୋଗୀ ୪ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୋମବାର ସକାଳେ ଏହି ଘଟଣା ଘଟିଥିବା ବେଳେ ପୋଲିସ ଡେପୁଟି କମିଶନର ଡ. ରୋହିଣୀ କାଟୋଚ…
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲା ୨୭,୮୯୨ରେ
ନୂଆଦିଲ୍ଲୀ,୨୭।୪: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୯୬ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୭,୮୯୨ରେ ପହଞ୍ଚିଛି। ଏବେ ୨୦,୮୩୫ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ଗୋଟିଏ ଦିନରେ ୩୮୧ ଜଣ ସୁସ୍ଥ ହୋଇଥିବା…
ହସ୍ତାନ୍ତର କରାଗଲା ବିମାନ ବନ୍ଦରରୁ ଫେରିଯାଇଥିବା ୩ ଭାରତୀୟଙ୍କ ମୃତଦେହ
ନୂଆଦିଲ୍ଲୀ,୨୭।୪: ବିଦେଶରେ ମୃତ୍ୟୁ ହୋଇଥିବା ୩ ଭାରତୀୟଙ୍କ ମୃତଦେହ ୪ ଦିନ ହେବ ନୂଆଦିଲ୍ଲୀ ବିମାନ ବନ୍ଦରରୁ ଫେରିଯିବା ପରେ ପୁଣିଥିରେ ସୋମବାର ସକାଳେ ସେମାନଙ୍କ ପରିଜନଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି। କରୋନା ଭାଇରସ କଟକଣାକୁ ନେଇ ୪ ଦିନ ହେବ…
ଭାରତକୁ ୧୭ରୁ ଅଧିକ ଦେଶରୁ ଆସିଛି କରୋନା ଭୂତାଣୁ: ସଂରଚନା ବି ଭିନ୍ନ ଭିନ୍ନ
ନୂଆଦିଲ୍ଲୀ,୨୭।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ଦେଶକୁ ୧୭ରୁ ଅଧିକ ଭିନ୍ନ ଭିନ୍ନ ଦେଶରୁ କରୋନା ଭୂତାଣୁ ଆସିଥିବା କୁହାଯାଉଛି। ଏସବୁ ମଧ୍ୟରେ ୫ଟିର ଆନୁବଂଶିକ ପରିବର୍ତ୍ତନ(ମ୍ୟୁଟେଶନ) ରହିଥିବା ମଧ୍ୟ ଜଣାପଡ଼ିଛି। ଗୋଟିଏ ଭୂତାଣୁର ଭିନ୍ନ ଭିନ୍ନ ସଂରଚନା…
କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ପ୍ଲାଜମା ଦାନ କରିବେ କନିକା!
ଲକ୍ଷ୍ନୌ,୨୭।୪: ବଲିଉଡ୍ ସିଙ୍ଗର କନିକା କପୁର ଏବେ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ନିଜର ପ୍ଲାଜମା ଦାନ କରିବେ ବୋଲି ଜଣାପଡିଛି। ନିକଟରେ ସେ ଚିକିତ୍ସିତ ହେଉଥିବା ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ପିଜିଆଇ) ସହ…
ମଧ୍ୟପ୍ରଦେଶର ୫୦ ପ୍ରତିଶତ ଜିଲା କରୋନା ସଂକ୍ରମିତ: ୫ ହଟ୍ସ୍ପଟ୍,୧୧ ରେଡ୍ ଜୋନ୍
ଭୋପାଳ,୨୭।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଧ୍ୟପ୍ରଦେଶର ୫୨ ଜିଲାରୁ ୫୦ ପ୍ରତିଶତ ଜିଲା କରୋନା ଦ୍ୱାରା ସଂକ୍ରମିତ ହୋଇଛି। ରାଜ୍ୟର ୨୬ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନ କୁ ଦିନ ବଢ଼ିବାରେ ଲାଗିଛି।…
ଏସିରେ କରୋନା ବ୍ୟାପିବାର ନାହିଁ ଆଶଙ୍କା: ସେଣ୍ଟ୍ରାଲ୍ ଏସିକୁ ସାବଧାନ !
ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏବେ ଖରା ଦିନ ବି ଆସିଗଲାଣି। କିନ୍ତୁ ବହୁ ଲୋକ ଗରମରେ ରହୁଥିଲେ ମଧ୍ୟ ଏସି ଲଗାଇବାକୁ ଇଛା କରୁ…
Archives


