ଜାତୀୟ

ବେଜିଂକୁ ଦୋଷଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୩: ଅରୁଣାଚଳ ପ୍ରଦେଶ, କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ବୋଲି ବହୁବାର ସ୍ପଷ୍ଟ ଭାବେ ଚାଇନାକୁ ବୁଝାଯାଇଛି। ତଥାପି ବେଜିଂ ଜାଣିଶୁଣି ସୀମାବିବାଦକୁ ବଢ଼ାଇବା ଲାଗି ପ୍ରୟାସ କରୁଛି ବୋଲି ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି.…

ଶିବକୁମାର କର୍ନାଟକ କଂଗ୍ରେସ ମୁଖ୍ୟ

ବେଙ୍ଗାଲୁରୁ, ୧୨।୩: କର୍ନାଟକ କଂଗ୍ରେସ ଅଧ୍ୟକ୍ଷ ଭାବେ ଦଳର ବରିଷ୍ଠ ନେତା ଡି. କେ. ଶିବକୁମାରଙ୍କୁ ନିଯୁକ୍ତି ମିଳିଛି। ଏହି ପଦରେ ଥିବା ଦୀନେଶ୍‌ ଗୁଣ୍ଡୁ ରାଓ ଗତବର୍ଷ ଡିସେମ୍ବରରେ ହୋଇଥିବା ଉପନିର୍ବାଚନରେ ଦଳର ଶୋଚନୀୟ ପରାଜୟ ଲାଗି ନିଜ ପଦରୁ…

ସାରା ଭାରତରେ କରୋନା ଆତଙ୍କ

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୨ା୩(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୁଧବାର ୬୦ରେ ପହଞ୍ଚତ୍ଛି। କର୍ନାଟକର କଳାବୁର୍‌ଗୀରେ ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କୁ କରୋନା ସଂକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ମହମ୍ମଦ ହୁସେନ ସିଦ୍ଦିକୀ ନାମକ ବ୍ୟକ୍ତିଙ୍କର ମଙ୍ଗଳବାର ସରକାରୀ ହସ୍ପିଟାଲରେ…

କରୋନା କବଳରେ ୧୨୧ ଦେଶ

ନୂଆଦିଲ୍ଲୀ,୧୨ା୩: ଚାଇନାର ଉହାନ ସହରରେ ପ୍ରଥମେ ଦେଖାଦେଇଥିବା ମାରାତ୍ମକ କରୋନା ଭୂତାଣୁ ଏବେ ୧୨୧ ଦେଶକୁ ବ୍ୟାପିଲାଣି। ଏଥିରେ ମୋଟ ୧,୨୧,୭୩୮ ଜଣ ସଂକ୍ରମିତ ହୋଇଥିବାବେଳେ ୪୩୮୨ ଜଣଙ୍କ ମୃତ୍ୟୁ ହେଲାଣି। ଚାଇନାରେ ସଂକ୍ରମିତଙ୍କ ସଂଖ୍ୟା ୮୦,୭୯୦ ହୋଇଥିବାବେଳେ ୩୧୫୮ ଜଣ…

ଭାଜପା ଜାରି କଲା ୯ ଜଣିଆ ତାଲିକା

ନୂଆଦିଲ୍ଲୀ,୧୨ା୩(ପି.ଟି.): ଆସନ୍ତା ୨୬ରେ ୧୭ ରାଜ୍ୟର ୫୫ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ। ଏଥିଲାଗି ଭାଜପା ପକ୍ଷରୁ ବୁଧବାର ସନ୍ଧ୍ୟାରେ ୯ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। କଂଗ୍ରେସ ଛାଡ଼ି ଭାଜପାରେ ସଦ୍ୟ ଯୋଗଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ…

ମାନେସାର ହୋଟେଲରେ ଭାଜପା ବିଧାୟକ

ନୂଆଦିଲ୍ଲୀ,୧୨ା୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଥିବାବେଳେ କଂଗ୍ରେସ ଏବଂ ଭାଜପା ସେମାନଙ୍କ ବିଧାୟକମାନଙ୍କୁ ସୁରକ୍ଷିତ ରଖିବାକୁ ଉଦ୍ୟମ କରିଛନ୍ତି। ଭାଜପା ଏହାର ସମସ୍ତ ବିଧାୟକଙ୍କୁ ହରିୟାଣାର ମାନେସାରସ୍ଥିତ ଗ୍ରାଣ୍ଡ ଆଇଟିସି ହୋଟେଲକୁ ନେଇଯାଇଛି। ଦିଲ୍ଲୀଠାରୁ ପାଖାପାଖି ୫୦ କିମି ଦୂରରେ ଅବସ୍ଥିତ…

ଜୟପୁର ଗଲେ କଂଗ୍ରେସ ବିଧାୟକ

ଜୟପୁର,୧୨ା୩(ପି.ଟି.): ପୂର୍ବତନ ଏମ୍‌ପି ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡ଼ିବା ପରେ ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଘୋଡ଼ାବେପାର ଏଡାଇବା ପାଇଁ ପାଖାପାଖି ୯୦ କଂଗ୍ରେସ ବିଧାୟକଙ୍କୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଜୟପୁର ନିଆଯାଇଛି। ସେମାନଙ୍କୁ ଜୟପୁରର ଦୁଇଟି ରିସର୍ଟରେ ରଖାଯାଇଛି।…

‘ନିର୍ଲଜ୍ଜ ଘୋଡ଼ାବେପାର କରୁଛି ଭାଜପା’

ଜୟପୁର,୧୨ା୩(ପି.ଟି.): ମଧ୍ୟପ୍ରଦେଶରେ ଭାଜପା ଅର୍ଥ ବଳରେ ନିର୍ଲଜ୍ଜ ଭାବେ ଘୋଡ଼ାବେପାର ଚଳାଇଛି ବୋଲି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବୁଧବାର କହିଛନ୍ତି। ଯେଉଁମାନେ ଦେଶକୁ ଶାସନ କରୁଛନ୍ତି, ସେମାନେ ଗଣତନ୍ତ୍ରର ହତ୍ୟା କରୁଛନ୍ତି। ଦେଶ ସେମାନଙ୍କୁ ଉଚିତ ଶିକ୍ଷା ଦେବ ବୋଲି…

ବାସ୍ତବତାଠାରୁ ବହୁଦୂରକୁ ଚାଲିଯାଇଛି କଂଗ୍ରେସ: ସିନ୍ଧିଆ

ନୂଆଦିଲ୍ଲୀ,୧୨ା୩(ପି.ଟି.): ଭାଜପାରେ ଯୋଗଦେବା ପରେ ବରିଷ୍ଠ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସ ଦଳ ଆଉ ପୂର୍ବଭଳି ନାହିଁ। ଏହା ବାସ୍ତବତାଠାରୁ ବହୁ ଦୂରକୁ ଚାଲିଯାଇଛି ବୋଲି ପୂର୍ବତନ ଏମ୍‌ପି ସିନ୍ଧିଆ ଭାଜପା କାର୍ଯ୍ୟାଳୟଠାରେ ଖବରଦାତା ସମ୍ମିଳନୀକୁ…

ରାଜ୍ୟ ସଭା ପାଇଁ ସବୁ ଖେଳ

ନୂଆଦିଲ୍ଲୀ,୧୨ା୩: ମାର୍ଚ୍ଚ ୨୬ ତାରିଖରେ ରାଜ୍ୟ ସଭାର ୫୫ ଆସନ ପାଇଁ ନିର୍ବାଚନ ହେବ। ଏପ୍ରିଲରେ ଉଚ୍ଚ ସଦନର ୫୫ ସଦସ୍ୟ ଅବସର ନେବା ପରେ ଖାଲି ହେବାକୁ ଥିବା ୧୭ ରାଜ୍ୟର ଏହି ଆସନଗୁଡ଼ିକରେ ଭୋଟ ପାଇଁ ନିର୍ବାଚନ କମିଶନଙ୍କ…

ଏନ୍‌ଆର୍‌ଆଇ-ବିଦେଶୀ ନାଗରିକଙ୍କ ପାଇଁ ତିରୁପତି ମନ୍ଦିରରେ ପ୍ରବେଶ କଟକଣା

ହାଇଦ୍ରାବାଦ୍‌,୧୧।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାର ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ତିରୁମଲା ତିରୁପତି ମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ଏନ୍‌ଆର୍‌ଆଇ ଏବଂ ବିଦେଶୀ ନାଗରିକ ଭାରତରେ ପହଞ୍ଚିବାର ୨୮ ଦିନ ପର୍ଯ୍ୟନ୍ତ ମନ୍ଦିରକୁ ଆସି…

ଆସାମ ଡିଟେନ୍‌ଶନ୍‌ ସେଣ୍ଟରରେ ୮୦୨ ଲୋକ: ସରକାର

ନୂଆଦିଲ୍ଲୀ,୧୧।୩: ଆସାମ ଡିଟେନ୍‌ଶନ୍‌ ସେଣ୍ଟରରେ ୮୦୨ ଲୋକଙ୍କୁ ବନ୍ଦ ରଖାଯାଇଛି। ଏନେଇ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ବୁଧବାର ଲୋକ ସଭାରେ ସୂଚନା ଦେଇଛନ୍ତି। ୨୦୨୦ ମାର୍ଚ୍ଚ ୬ ସୁଦ୍ଧା ଏଭଳି ସ୍ଥିତି ଥିତ୍ବା ସେ ଏକ ଲିଖିତ ପ୍ରଶ୍ନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri