ଗୁଜରାଟ କାରଖାନା ବିସ୍ଫୋରଣ: ୬ମୃତ
ଭଦୋଦରା,୧୧।୧: ଗୁଜରାଟର ଭଦୋଦରାରେ ଥିବା ଏକ କାରଖାନା ବା ଫ୍ୟାକ୍ଟ୍ରିରେ ଶନିବାର ହୋଇଥିବା ଏକ ଶକ୍ତିଶାଳୀ ବିସ୍ଫୋରଣରେ ଏବେସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିପାରେ...
ଗିରଫ ସନ୍ଦିଗ୍ଧ ଆଇଏସ୍ ଆତଙ୍କବାଦୀଙ୍କ ସୂଚନା: ଦିଲ୍ଲୀରେ ଆକ୍ରମଣ ଷଡ଼ଯନ୍ତ୍ର; ଲୋକପ୍ରିୟ ହିନ୍ଦୁନେତାଙ୍କୁ ହତ୍ୟା ଲାଗି ସୁପାରୀ
ନୂଆଦିଲ୍ଲୀ,୧୧।୧: ଦିଲ୍ଲୀରୁ ଗିରଫ ହୋଇଥିବା ୩ ସନ୍ଦିଗ୍ଧ ଆଇଏସ୍ ଆତଙ୍କବାଦୀ ଭାରତରେ ଆକ୍ରମଣ ପାଇଁ ହୋଇଥିବା ଷଡ଼ଯନ୍ତ୍ର ସମ୍ପର୍କରେ ସୂଚନା ଦେଇଛନ୍ତି। ଦିଲ୍ଲୀ ସମେତ ପଶ୍ଚିମ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବଡ଼ଧରଣର ଆକ୍ରମଣ ଲାଗି ଯୋଜନା କରାଯାଇଥିବା ସମ୍ପର୍କରେ ସେମାନେ...
ଆଇଏନ୍ଏସ୍ ବିକ୍ରମାଦିତ୍ୟ ଉପରେ ନାଭାଲ ଏଲ୍ସିଏର ସଫଳ ଲ୍ୟାଣ୍ଡିଂ
ନୂଆଦିଲ୍ଲୀ,୧୧।୧: ପ୍ରଥମଥର ପାଇଁ ନାଭାଲ ଲାଇଟ୍ କମବାଟ ଏୟାରକ୍ରାପ୍ଟ(ଏଲ୍ସିଏ) ଶନିବାର ବିମାନବାହକ ଜାହଜ ଆଇଏନ୍ଏସ୍ ବିକ୍ରମାଦିତ୍ୟ ଉପରେ ସଫଳତାର ସହ ଲ୍ୟାଣ୍ଡ କରିଛି। ପ୍ରଥମ କରି ସ୍ବଦେଶୀ ଯୁଦ୍ଧ ବିମାନ କୌଣସି ବିମାନବାହକ ଜାହଜ ଉପରେ ଲ୍ୟାଣ୍ଡ କରିଥିବା ଭାରତୀୟ...
ପାକିସ୍ତାନ ବ୍ୟାଟ୍ର ଘୃଣ୍ୟ କାର୍ଯ୍ୟ: ଜଣେ ପୋର୍ଟରଙ୍କ ମୁଣ୍ଡ କାଟି ନେଲେ
ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା କମିବାର ନା ଧରୁନି। ଲଗାତାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ଏବେ ପାକିସ୍ତାନର ବର୍ଡର ଆକ୍ସନ ଟିମ୍(ବ୍ୟାଟ୍) ପକ୍ଷରୁ ଆକ୍ରମଣ କରାଯାଇଛି। ପାକିସ୍ତାନ ଆଇଇଡି ବିସ୍ଫୋରଣରେ ୨ ଜଣ ପୋର୍ଟରଙ୍କ...
ସିଏଏ ଭାରତୀୟଙ୍କ ନାଗରିକତ୍ୱ ଛଡ଼ାଇ ନେବନି ବରଂ ନିଶ୍ଚିତ କରାଇବ: ଶାହ
ଗାନ୍ଧୀନଗର,୧୧।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କୌଣସି ଭାରତୀୟଙ୍କ ନାଗରିକତ୍ୱ ଛଡ଼ାଇ ନେବନି। ବରଂ ଏହି ଆଇନ ଭାରତୀୟଙ୍କ ନାଗରିକତ୍ୱକୁ ନିଶ୍ଚିତ କରାଇବ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗରଠାରେ ଏକ ସଭାରେ ଯୋଗଦେଇ ପ୍ରକାଶ କରିଛନ୍ତି। ତେବେ...
ଫାରୁକ୍-ଓମାରଙ୍କ ନଜରବନ୍ଦୀ ହଟାଇବା ପାଇଁ ହୋଇପାରେ ଡିଲ୍: ସକ୍ରିୟ ରାଜନୀତିରୁ ରହିବେ ଦୂରେଇ !
ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀର ରାଜନୀତିରେ ପୁଣିଥରେ ଉଷ୍ଣତା ବୃଦ୍ଧି ପାଇଛି। କେନ୍ଦ୍ର ସରକାର ଇତିମଧ୍ୟରେ ୨୬ ଜଣ ରାଜନୈତିକ ବନ୍ଦୀଙ୍କ ଉପରୁ ପିଏସ୍ଏ ହଟାଇ ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧ ଜଣ ଉତ୍ତର କଶ୍ମୀରର ଥିବାବେଳେ ୧୪ ଜଣ ଦକ୍ଷିଣ କଶ୍ମୀରର...
ତ୍ରିରଙ୍ଗା ରାଲିରେ ଟ୍ରାଫିକ୍ କଣ୍ଟ୍ରୋଲ କଲେ ଓଓ୍ବାଇସି
ହାଇଦ୍ରାବାଦ,୧୧।୧: କିଛି ଦିନରୁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ଦେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହାକୁ ବିରୋଧ କରି ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ ସମସ୍ତେ ରାଜରାସ୍ତାକୁ ଓହ୍ଲାଉଥିବା ନଜର ଆସିଛି। ଇତିମଧ୍ୟରେ ଶୁକ୍ରବାର...
ତୁଷାରପାତ ଯୋଗୁ ହିମାଚଳ ପ୍ରଦେଶର ୪ ରାଜପଥ ସମେତ ୬୫୦ ରାସ୍ତା ବନ୍ଦ
ଶିମଲା,୧୧।୧:ହିମାଚଳ ପ୍ରଦେଶରେ ଗତ କିଛିଦିନ ହେବ ତୁଷାରପାତ ହେବା ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ହିମାଚଳ ପ୍ରଦେଶ ଷ୍ଟେଟ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏସ୍ଡିଏମ୍ଏ)ର ସୂଚନା ଅନୁଯାୟୀ, ଏହି ତୁଷାରପାତ ଫଳରେ ୪ ଜାତୀୟ ରାଜପଥ ସମେତ ପ୍ରାୟ ୬୬୫...
ସରକାର ଚାହିଁଲେ ପିଓକେ ଭାରତରେ ମିଶିଯିବ: ସେନା ମୁଖ୍ୟ
ନୂଆଦିଲ୍ଲୀ,୧୧।୧: ସେନା ମୁଖ୍ୟ ମନୋଜ ମୁକୁନ୍ଦ ନରଓ୍ବଣେ ଶନିବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ସରକାର ଯଦି ନିର୍ଦ୍ଦେଶ ଦିଅନ୍ତି ତେବେ ପାକ୍ ଅଧିକୃତ କଶ୍ମୀର(ପିଓକେ)କୁ ସେ ଭାରତରେ ମିଶାଇ ଦେବେ। ସେ ଆହୁରି ମଧ୍ୟ କହିଛନ୍ତି ଚିଫ୍ ଅଫ୍...
ମନ୍ଦିର ବାହାରେ ଭିକ୍ଷା ମାଗୁଥିଲେ କୋଟିପତିଙ୍କ ପୁଅ : ଘରେ ପହଞ୍ଚାଇଲା ସ୍ବେଚ୍ଛାସେବୀ ସଂଗଠନ
ଅମ୍ବାଲା,୧୧।୧: ଫିଲ୍ମ କାହାଣୀ ପରି ହରିୟାଣାରେ ଏକ ନିଆରା ଘଟଣା ଘଟିଛି। ଏଠାରେ ଅମ୍ବାଲାର ଏକ ମନ୍ଦିର ବାହାରେ ବସି ଭିକ୍ଷା କରୁଥିବା ଜଣେ ବ୍ୟକ୍ତି କୋଟିପତିଙ୍କ ପୁଅ ବୋଲି ଜଣାପଡ଼ିଛି। ଜଣେ କୋଟିପତି ମାନସିକ ଭାରସାମ୍ୟ ହରାଇ ଘରୁ...
ହାଇକୋର୍ଟରେ ଖାରଜ ହେଲା ଫକ୍ସ ଷ୍ଟୁଡିୟର ଆବେଦନ: ଓକିଲଙ୍କୁ ଦେବାକୁ ପଡ଼ିବ କ୍ରେଡିଟ୍
ନୂଆଦିଲ୍ଲୀ,୧୧।୧: ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ୍’ରେ ଏସିଡ୍ ଆଟାକ୍ ପୀଡ଼ିତାଙ୍କ ଓକିଲ ଅପର୍ଣ୍ଣା ଭଟ୍ଟଙ୍କୁ କ୍ରେଡିଟ୍ ଦେବା ମାମଲାରେ ହାଇକୋର୍ଟ ଶନିବାର ଶୁଣାଣି କରିଛନ୍ତି। ଏହି ଶୁଣାଣିରେ ଫକ୍ସ ଷ୍ଟୁଡିଓର ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।...
୨୦୧୯ରେ ଭାରତରେ ୪ହଜାର ଶହେ ୯୬ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ: ୯ ହଜାର ୩ ଶହ କୋଟି କ୍ଷତି
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧।୧: ଗତ ୨୦୧୯ ବର୍ଷରେ ପୃଥିବୀର ୨୧ଟି ଦେଶରେ ମୋଟ ୧୮ ହଜାର ୨ ଶହ ୨୫ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ ରହିଥିଲା। ସେଥିମଧ୍ୟରୁ ୧୧ ହଜାର ୮ ଶହ ୫୭ ଘଣ୍ଟା ଇଣ୍ଟରନେଟ୍ ଉପରେ କଟକଣା ଜାରି...
Archives


