ଜାତୀୟ

ଅନର୍ଗଳ ଇଂରାଜୀ କହି ଫଳ ବିକୁଥିବା ମହିଳାଙ୍କୁ ପଚରାଗଲା ଯୋଗ୍ୟତା, ଜବାବ ମିଳିଲା ଏମିତି

ଇନ୍ଦୋର,୨୩।୭: କରୋନା ଯୋଗୁ ଅନେକ ଦୋକାନ, କାରଖାନା ଏବଂ କମ୍ପାନୀ ବନ୍ଦ ଅଛି। ଏଭଳି ପରିସ୍ଥିତିରେ ଅନେକ ଶିକ୍ଷିତ ଲୋକ ଚାକିରି ହରାଇ ଫଳ ଏବଂ ପନିପରିବା ବିକିବାକୁ ବାଧ୍ୟ ହେଉଛନ୍ତି। ମଧ୍ୟପ୍ରଦେଶର ଇନ୍ଦୋରରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖବବାକୁ ମିଳିଛି।…

ରକ୍ଷାବନ୍ଧନରେ ଉତ୍ତର-ପୂର୍ବ ଭଉଣୀମାନଙ୍କୁ ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମଣିପୁରକୁ ଏକ ନୂତନ ଉପହାର ଦେଇଛନ୍ତି। ପ୍ରତି ଘରକୁ ଜଳ ଯୋଗାଣ ମିଶନ ଆଧାରରେ ମୋଦି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମଣିପୁର ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।ଏହି ସମୟରେ ସେ ଜନତାଙ୍କୁ ସମ୍ବୋଧିତ…

କରୋନା ପ୍ରଭାବ: ଦୋକାନରେ ଚା’ ନୁହେଁ ମିଳୁଛି ଏହି ଜିନିଷ

ବାରାଣସୀ,୨୩।୭: ଚା’ କିମ୍ବା କଫି ଦୋକାନ ବିଷୟରେ ସମସ୍ତେ ଅବଗତ ଥିବେ। କିନ୍ତୁ କାଢା ଦେକାନ ବିଷୟରେ ଖୁବ୍‌ କମ ଲୋକ ଜାଣିଥିବେ। ଉତ୍ତର ପ୍ରଦେଶର କାଶୀରେ ଚା’ ବଦଳରେ ଏବେ କାଢା ପିଇବାର କ୍ରେଜ୍‌ ଦେଖିବାକୁ ମିଳିଛି। ଲୋକେ ଚା’…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୩ ବିଦେଶୀ ମହିଳା ହେଲେ ଗର୍ଭବତୀ: ପ୍ରଶାସନର ଅକଲ ଗୁଡୁମ୍‌

ରାଞ୍ଚି,୨୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୩ ଜଣ ମହିଳା ଗର୍ଭବତୀ ହେବା ଖବର ନେଇ ସୋସିଆଲ ମିଡ଼ିଆଠାରୁ ଆରମ୍ଭ କରି ରାଜନୈତିକସ୍ତରରେ ଚର୍ଚ୍ଚା ଜାରି ରହିଛି। ଏହି ଘଟଣା ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ଘଟିଛି।…

କରୋନାକୁ ନାହିଁ ଭୟ: ଏବେ ୩୦ ମିନିଟ୍‌ରେ ମିଳିବ ରିପୋର୍ଟ

ନୂଆଦିଲ୍ଲୀ,୨୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ପକ୍ଷରୁ ଏକ ରାପିଡ୍‌ ଆଣ୍ଟିଜେନ୍‌ କରୋନା ଟେଷ୍ଟିଂ କିଟ୍‌କୁ ବ୍ୟବହାର ଲାଗି ଅନୁମତି ଦେଇଛନ୍ତି। ଏହାକୁ ମାଇଁଲ୍ୟାବ୍‌ ଡିସକଭରିି ସଲ୍ୟୁସନ ପକ୍ଷରୁ ପ୍ରସ୍ତୁତି କରାଯାଇଛି। ଏହାର ନାମ ପାଥୋକ୍ୟାଚ୍‌ କୋଭିଡ-୧୯…

କରୋନା ଯୋଗୁ ଗଲା ଚାକିରି, ୪ ମାସର ଶିଶୁକୁ ଏତିକି ଟଙ୍କାରେ ବିକି ଦେଲେ ପିତା

ଗୁଆହାଟୀ,୨୩।୭: କରୋନା ଅନେକ ଲୋକ ଚାକିରି ହରାଇଛନ୍ତି। ସାଧାରଣତଃ ଶ୍ରମିକ ଶ୍ରେଣୀର ଲୋକେ ବହୁ ଅସୁବିଧାର ସାମ୍ନାକ କରୁଛନ୍ତି। ଦିନକୁ ଦିଓଳି ଖାଦ୍ୟ ଯୋଗାଡ କରିବା ମଧ୍ୟ ସେମାନଙ୍କ ପାଇଁ ଅସମ୍ଭବ ହୋଇପଡୁଛି। ଆସାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି।…

ବିବାହର ୩ଦିନ ପରେ କନ୍ୟା ସାଜିଲେ ଲୁଟେରା

ଲକ୍ଷ୍ନୌ,୨୩।୭: ବିବାହ ପରେ ଘରକୁ ବଧୂ ଆସିଲେ ପରିବାରରେ ହସଖୁସିର ମାହୋଲ ଖେଳିଯାଏ। ବୋହୁଙ୍କୁ ଘରର ଲକ୍ଷ୍ମୀପ୍ରତିମା ଭାବି ପରିବାରର ମୁରବି ତାଙ୍କୁ ଘରର ସମସ୍ତ ଦାୟିତ୍ୱ ଦେଇଥାନ୍ତି। କିନ୍ତୁ ଯେବେ ଏହି ଲକ୍ଷ୍ମୀପ୍ରତିମା ସେମାନଙ୍କୁ ଧୋକା ଦେଇଥାଏ ସେତେବେଳେ ସେମାନଙ୍କୁ…

ଚାହୁଁଚାହୁଁ ବୁଡ଼ିଗଲା କାର: ରାସ୍ତାରେ ୩ ଫୁଟ ପାଣି

ଗୁଡ଼ଗାଓଁ,୨୩।୭: ଗତ କିଛି ଦିନ ଧରି ଗୁଡ଼ଗାଓଁରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ୩ ଫୁଟର ବନ୍ୟାଜଳ ଦିଲ୍ଲୀ-ଗୁଡ଼ଗାଓଁ ଏକ୍ସପ୍ରେସ୍‌ ଓ୍ବେ ଉପରେ ପ୍ରବାହିତ ହେଉଛି। ଏକ କାର କିପରି ନିମିଷକେ ବନ୍ୟା ଜଳରେ ବୁଡ଼ିଯାଉଛି ତାହାର ଏକ ଭିଡ଼ିଓ…

ରାମମନ୍ଦିର ନିର୍ମାଣ ହେଲେ କରୋନା ବିନାଶ ହେବ

ଭୋପାଳ,୨୩।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି। ଏହାର ମୁକାବିଲା ପାଇଁ ସରକାର ସବୁ ପ୍ରକାର ଚେଷ୍ଟା କରୁଛନ୍ତି। ସେପଟେ ମଧ୍ୟପ୍ରଦେଶ ପ୍ରୋଟେମ ବାଚସ୍ପତି ରାମେଶ୍ୱର ଶର୍ମାଙ୍କ ମନ୍ତବ୍ୟ ଚର୍ଚ୍ଚାର ବିଷୟ ପାଲଟିଛି। ଶର୍ମା କହିଛନ୍ତି…

୧୪ ପ୍ରେମିକଙ୍କ ସହ ସ୍ତ୍ରୀ ରଖିଲେ ଅବୈଧ ସମ୍ପର୍କ, ସ୍ବାମୀ କଲେ ଏମିତି

କୋଲକତା,୨୩।୭: ପଶ୍ଚିମବଙ୍ଗରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ ଅବୈଧ ସମ୍ପର୍କ ରଖିଥିବା ୧୪ ଯୁବକଙ୍କୁ ୧୦୦ କୋଟି ଟଙ୍କାର ମାନହାନି ନୋଟିସ୍‌ ପଠାଇଛନ୍ତି। ନୋଟିସରେ କୁହାଯାଇଛି, ଯଦି ୨ ସପ୍ତାହ ଭିତରେ ଏହି…

ସର୍‌ନେମ୍‌ ଯୋଗୁ ଏହି ମହିଳାଙ୍କୁ ମିଳୁନି ଚାକିରି, ଲୋକେ କରୁଛନ୍ତି ଉପହାସ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୩।୭: ଅନେକ ଲୋକ ସେମାନଙ୍କର ସରନେମ୍‌ ଦ୍ୱାରା ମଧ୍ୟ ଜଣାଶୁଣା ଥାନ୍ତି। ସରନେମ୍‌ ସେମାନଙ୍କୁ ଏକ ଲୋକଙ୍କୁ ଏକ ଭିନ୍ନ ପରିଚୟ ଦେଇଥାଏ। କିନ୍ତୁ ଏସବୁ ସତ୍ତ୍ୱେ ଆସାମର ଜଣେ ମହିଳାଙ୍କୁ ତାଙ୍କ ସରନେମ୍‌ ଯୋଗୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ…

ଭାରତରେ ୧୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୩।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଗୁରୁବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୮ହଜାର ୬୩୫ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨୯ ହଜାର ୮୬୧ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?