ଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ: ୭୦ରୁ ୨୦ରେ ପ୍ରାର୍ଥୀ ଦେଇପାରେ କଂଗ୍ରେସ

ନୂଆଦିଲ୍ଲୀ,୧୧।୧: ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେ ସବୁ ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀ ଯୋଗାଡରେ ଲାଗି ପଡିଛନ୍ତି। ଦିଲ୍ଲୀ ବିଧାନସଭାର ୭୦ଆସନ ମଧ୍ୟରୁ କଂଗ୍ରେସ ୨୦ରେ ପ୍ରାର୍ଥୀ ଦେବ ବୋଲି କୁହାଯାଉଛି। କଂଗ୍ରେସ ଗୋଟିଏ...

କନୌଜ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦି, ରାହୁଲ

କନୌଜ,୧୧।୧: ଉତ୍ତରପ୍ରଦେଶ କନୌଜ ଜିଲାରେ ଶୁକ୍ରବାର ରାତିରେ ଏକ ଘରୋଇ ଡବଲ ଡେକର ବସ୍‌ ସହ ଟ୍ରକ୍‌ ମୁହାଁମୁହିଁ ଦୁର୍ଘଟଣାରୁ ୨ଟି ଗାଡିରେ ନିଆଁ ଲାଗିଯାଇଥିଲା। ଏଥିରେ ୨୦ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୨୫ ଆହତ ଯାତ୍ରୀଙ୍କୁ ଉଦ୍ଧାର...

ନିର୍ଭୟା ମାମଲା: ଜାନୁୟାରୀ ୧୪ରେ ହେବ ବିନୟ-ମୁକେଶଙ୍କ କ୍ୟୁରେଟିଭ ପିଟିଶନର ଶୁଣାଣି

ନୂଆଦିଲ୍ଲୀ,୧୧।୧: ଦୀର୍ଘ ୭ ବର୍ଷ ତଳର ଅର୍ଥାତ୍‌ ୨୦୧୨ର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ମିଳିଛି। ଆସନ୍ତା ୨୨ରେ ଏମାନଙ୍କୁ ଦଣ୍ଡବିଧାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେବା ପରେ ସମସ୍ତ ୪ ଦୋଷୀଙ୍କ...

ଦୀପିକାଙ୍କୁ ସମ୍ମାନୀତ କରିବେ କମଳ ନାଥ ସରକାର

ଭୋପାଳ,୧୧।୧: ମଧ୍ୟପ୍ରଦେଶ ସରକାର ବଲିଉଡ୍‌ ମୁଭି ‘ଛପାକ’କୁ ଟ୍ୟାକ୍ସ ଫ୍ରି କରିବା ପରେ ଏବେ ଏହାର ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ସମ୍ମାନୀତ କରିବେ ବୋଲି କହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଇନ୍ଦୋରରେ ଆୟୋଜିତ ହେବାକୁ ଥିବା , ଅନ୍ତରାଷ୍ଟ୍ରୀୟ ଭାରତୀୟ...

ଜେଏନ୍‌ୟୁର ମୁଖାପିନ୍ଧା ଆକ୍ରମଣକାରୀ ଏବିଭିପି ସମର୍ଥକ: ଆକ୍ରମଣ ପୂର୍ବରୁ ଏବଂ ପରେ ଲିଭାଯାଇଥିଲା ଷ୍ଟ୍ରିଟ୍‌ ଲାଇଟ୍‌ !

ନୂଆଦିଲ୍ଲୀ, ୧୧।୧: ଜେଏନ୍‌ୟୁରେ ଜାନୁୟାରୀ ୫ରେ ରାତି ଅନ୍ଧାରରେ କ୍ୟାମ୍ପସ୍‌ରେ ପଶି କିଛି ଦୁର୍ବୃତ୍ତ ଗୁଣ୍ଡାରାଜ ଚଳାଇଥିଲେ। ଶିକ୍ଷାର୍ଥୀ ଏବଂ ଅଧ୍ୟାପକଙ୍କୁ ନିସ୍ତୁକ ପିଟି ଥିବା ସମସ୍ତ ଦୁର୍ବୃତ୍ତ ଏବିଭିପି ସମର୍ଥକ ବୋଲି କିଛି ଗଣମାଧ୍ୟମ ସଂସ୍ଥାର ପକ୍ଷରୁ କରାଯାଇଥିବା...

‘ପିଓକେ’ରେ ୩୦୦ ଆତଙ୍କବାଦୀ ସକ୍ରିୟ

ନୂଆଦିଲ୍ଲୀ,୧୧ା୧(ପି.ଟି.): ପ୍ରାୟ ୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ଲାଗି ସୀମା ସେପଟେ ଅପେକ୍ଷା କରିଛନ୍ତି। ପାକ୍‌ ଅଧିକୃତ କଶ୍ମୀରରେ ୫୦ ଆଫଗାନ୍‌ ଆତଙ୍କବାଦୀଙ୍କ ସହ ଏମାନେ ଜେଇଏମ୍‌ ଆତଙ୍କବାଦୀ ଶିବିରରେ ପ୍ରଶିକ୍ଷଣ ନେଉଛନ୍ତି। ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଓ...

ଗୋଟିଏ ମଞ୍ଚରେ ଏକାଠି ହେବେ ମୋଦି-ମମତା

କୋଲକାତା,୧୧ା୧: ଲୋକ ସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୋଟିଏ ମଞ୍ଚରେ ଏକାଠି ହେବାକୁ ଯାଉଛନ୍ତି। ରବିବାର କୋଲକାତା ପୋର୍ଟ ଟ୍ରଷ୍ଟର ଏକ କାର୍ଯ୍ୟକ୍ରମରେ ଉଭୟ ନେତା...

ନାବାଳିକା ଝିଅଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଗୁଜରାଟରେ ଜଣେ ଓଡ଼ିଆଙ୍କୁ ଫାଶୀ ଦଣ୍ଡାଦେଶ

ସୁରଟ୍‌,୧୧ା୧(ପି.ଟି.): ନିଜର ନାବାଳିକା ଝିଅ(୧୪ଙ୍କୁ ବଳାତ୍କାର କରି ଗର୍ଭବତୀ କରିବା ପରେ ତଣ୍ଟିଚିପି ମାରିବା ଘଟଣାରେ ଗୁଜରାଟର ସ୍ପତନ୍ତ୍ର କୋର୍ଟ ଜଣେ ଓଡ଼ିଆଙ୍କୁ ଫାଶୀଦଣ୍ଡାଦେଶ ଦେଇଛନ୍ତି। ଅତିରିକ୍ତ ଜିଲା ଓ ସେସନ୍‌ ଜଜ୍‌ ପି.ଏସ୍‌. କାଲା ସୁରଟ୍‌ର ପାଣ୍ଡେସ୍ରାରେ ରହୁଥିବା...

ସହଯୋଗ କରିଥିଲା ପୋଲିସ

ନୂଆଦିଲ୍ଲୀ,୧୧ା୧ : ଏବିଭିପି କର୍ମୀ ଅକ୍ଷତ ଅଓ୍ବସ୍ତି ରବିବାର ଜେଏନ୍‌ୟୁ କ୍ୟାମ୍ପସ୍‌ ଆକ୍ରମଣରେ ସମ୍ପୃକ୍ତ ଥିଲେ ବୋଲି କ୍ୟାମେରା ଆଗରେ ସ୍ବୀକାର କରିଛନ୍ତି। ସେଠାରେ କର୍ତ୍ତବ୍ୟରେ ଥିବା ଜଣେ ପୋଲିସ ଅଫିସର ବାମଦଳ ସମର୍ଥତ୍ତ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରିବା ପାଇଁ...

କଶ୍ମୀର: ୨୬ ଗୃହବନ୍ଦୀଙ୍କ ଉପରୁ ପିଏସ୍‌ଏ ହଟିଲା

ଶ୍ରୀନଗର,୧୧ା୧(ପି.ଟି.): ଇଣ୍ଟରନେଟ ବନ୍ଦ ଏବଂ ଉପତ୍ୟକାରେ କଟକଣାକୁ ନେଇ ସୁପ୍ରିମକୋର୍ଟ ସରକାରଙ୍କୁ ସମାଲୋଚନା କରିବା ପରେ ଜମ୍ମୁ-କଶ୍ମୀର ପ୍ରଶାସନ ଅଟକ ଥିବା ୨୬ ଜଣଙ୍କ ଉପରୁ ସର୍ବସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ) ପ୍ରତ୍ୟାହାର କରିନେଇଛନ୍ତି। ସେମାନଙ୍କ ମଧ୍ୟରେ କଶ୍ମୀର ବାର୍‌...

ଦୁର୍ଘଟଣାରେ ୨୦ ଯାତ୍ରୀ ଜଳିଗଲେ

କନୌଜ,୧୧ା୧: ଉତ୍ତରପ୍ରଦେଶର କନୌଜ ଜିଲାରେ ଶୁକ୍ରବାର ଏକ ଘରୋଇ ଡବଲ ଡେକର ବସ୍‌ ସହ ଟ୍ରକ ମୁହାଁମୁହିଁ ଧକ୍କାଖାଇବା ପରେ ଗାଡ଼ି ଦୁଇଟିରେ ନିଆଁ ଲାଗିଯିବାରୁ ପ୍ରାୟ ୨୦ ଯାତ୍ରୀ ଜିଅନ୍ତା ଜଳି ଯାଇଥିବା ଜଣାପଡ଼ିଛି। ବସ୍‌ରେ ଥିବା ୫୦...

ଦେଶରେ ଲାଗୁହେଲା ସିଏଏ

ନୂଆଦିଲ୍ଲୀ,୧୧ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଶୁକ୍ରବାରଠାରୁ ଦେଶରେ ଲାଗୁ କରାଯାଇଥିବା କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଗେଜେଟ ବିଜ୍ଞପ୍ତି ଅନୁଯାୟୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ଭାରତରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri