ଜାତୀୟ

ନିର୍ଭୟା ମାମଲା: ଫାଶୀଦଣ୍ଡର ସିଧାପ୍ରସାରଣ ପାଇଁ ଚିଠି ଲେଖିଲା ପରି

ନୂଆଦିଲ୍ଲୀ,୧୦।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଅପରାଧୀଙ୍କୁ ଆସନ୍ତା ୨୨ ତାରିଖରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକ୍ରିୟାର ସିଧାପ୍ରସାରଣ କରିବାକୁ ଏକ ଏନ୍‌ଜିଓ ଶୁକ୍ରବାର ସୂଚନା ଓ ପ୍ରସାରଣ...

ଦୀପିକାଙ୍କ ଉପରେ ବର୍ଷିଲେ ସ୍ମୃତି

ନୂଆଦିଲ୍ଲୀ,୧୦।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ) ହିଂସାକୁ ନେଇ ରାଜନୀତି ହୋଇଛି ସରଗରମ। ଦିନକ ପୂର୍ବରୁ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଜେଏନ୍‌ୟୁ ଗସ୍ତକୁ ନେଇ ବିବାଦ ଉପୁଜିଥିବା ବେଳେ ଏବେ ତାଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି। ଶୁକ୍ରବାର...

କଶ୍ମୀର ପଣ୍ଡିତଙ୍କ ପ୍ରତିନିଧିଙ୍କୁ ଭେଟିଲେ ବିଦେଶୀ ପ୍ରତିନିଧି

ଜମ୍ମୁ,୧୦।୧: ଜମ୍ମୁ-କଶ୍ମୀର ସ୍ଥିତି ପରଖିବାକୁ ଗୁରୁବାର ସେଠାରେ ପହଞ୍ଚିଥିବା ବିଦେଶୀ ପ୍ରତିନିଧି ଦଳ ଶୁକ୍ରବାର କଶ୍ମୀର ପଣ୍ଡିତଙ୍କ ପ୍ରତିନିଧିଙ୍କୁ ଭେଟିଛନ୍ତି। ଜମ୍ମୁ ସହର ଉପାନ୍ତରେ ଥିବା ଜଗତି ମାଇଗ୍ରାଣ୍ଟ ଟାଉନଶିପରେ ଏମାନଙ୍କ ସାକ୍ଷାତ୍‌କାର ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେନ...

ଜେଏନ୍‌ୟୁ ହିଂସା: ଆଇସି ଘୋଷଙ୍କ ସମେତ ଚିହ୍ନଟ ହେଲେ ୯ଜଣ

ନୂଆଦିଲ୍ଲୀ,୧୦।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ରେ ଗତ ରବିବାର ରାତିରେ ହୋଇଥିବା ହିଂସା ମାମଲାକୁ ନେଇ ଶୁକ୍ରବାର ଦିଲ୍ଲୀ ପୋଲିସ ସନ୍ଦିଗ୍ଧଙ୍କ ଫଟୋ ଜାରି କରିଛି। ଏଥିରେ ଜେଏନ୍‌ୟୁ ଛାତ୍ର ସଂଘର ଅଧ୍ୟକ୍ଷ ଆଇସି ଘୋଷଙ୍କ ସମେତ ୯ ଜଣଙ୍କ ନାଁ...

ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ଼ କରିବାକୁ ଲଣ୍ଡା ହେଲେ ମହିଳା

ସଲେମ,୧୦।୧: ତାମିଲନାଡୁର ବିଧବା ମହିଳା ପ୍ରେମା ତାଙ୍କର ୩ ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ କରିବାକୁ ନିଜେ ଲଣ୍ଡା ହୋଇଥିବା କହିଛନ୍ତି। ଲଣ୍ଡା ହେବା ପରେ ସେ ତାଙ୍କ କେଶକୁ ମାତ୍ର ୧୫୦ ଟଙ୍କାରେ ବିକ୍ରିକରି ପିଲାମାନଙ୍କ ପାଇଁ ଖାଦ୍ୟ...

କର୍ମୀଙ୍କ ପାଇଁ ଫିଲ୍ମ ହଲ୍‌ ବୁକ୍‌ କରାଇଲେ ଅଖିଲେଶ

ଲକ୍ଷ୍ନୌ,୧୦।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ମେଘନା ଗୁଲଜାରଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଛଫାକ୍‌’ ଶୁକ୍ରବାର ବଡ଼ ପରାଦାରେ ରିଲିଜ୍‌ ହୋଇଛି। ଜେଏନ୍‌ୟୁ ଛାତ୍ରଙ୍କୁ ଦୀପିକା ଭେଟିବା ପରେ ତାଙ୍କ ଫିଲ୍ମ ‘ଛପାକ’କୁ ନେଇ ବିବାଦ ଦେଖାଦେଇଥିଲା। ଫିଲ୍ମ ରିଲିଜ୍‌...

ବଢିଲା ରାମ ଜନ୍ମଭୂମି ନ୍ୟାସର ମୁଖ୍ୟଙ୍କ ସୁରକ୍ଷା

ନୂଆଦିଲ୍ଲୀ,୧୦।୧: ରାମ ଜନ୍ମଭୂମି ନ୍ୟାସର ମୁଖ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଥିବା ଜଣାପଡିିଛି। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ତାଙ୍କର ଓ୍ବାଇ ପ୍ଲସ ସୁରକ୍ଷାକୁ ବୃଦ୍ଧି କରାଯାଇ ଜେଡ୍‌ ସୁରକ୍ଷା ଯୋଗାଇ ଦିଆଯାଇଥିବା ଜଣାପଡିଛି।...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ଯବାନ ଶହୀଦ

ପୁଞ୍ଚ,୧୦।୧: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖା ନିକଟରେ ଶୁକ୍ରବାର ପାକିସ୍ତାନ ବହୁ ପରିମାଣରେ ଗୁଳିଗୋଳା ବର୍ଷଣ କରିଥିଲା। ପୁଞ୍ଚ ଜିଲାର ଗୁଲପୁର ସେକ୍ଟରରେ ହୋଇଥିବା ମୋର୍ଟାର ମାଡରେ ୨ଯବାନ ଶହୀଦ ହୋଇଥିବା ସୂଚନାମିଳିଛି। ଏମାନେ ସେନାରେ ପୋର୍ଟର ଭାବେ କାର୍ଯ୍ୟରତ ଥିଲେ।...

ନୌକାଯାତ୍ରା କଲେ ପ୍ରିୟଙ୍କା

ବାରାଣସୀ,୧୦।୧: କଂଗ୍ରେସ ମହାସଚିବ ତଥା ଉତ୍ତର ପ୍ରଦେଶର ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ବାରାଣସୀକୁ ଦିନିକିଆ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ବାରାଣସୀର ରାଜଘାଟ ସ୍ଥିତ ରବିଦାସ ମନ୍ଦିରରେ ପ୍ରିୟଙ୍କା ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଛନ୍ତି। ଏହାପରେ...

ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ ଭାଜପା ନେତା ତଥା ଆଇନଜୀବି ଅଶ୍ୱିନୀ କୁମାର ଉପାଧ୍ୟାୟ କରିଥିବା ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଅଗଷ୍ଟରେ ଭାଜପା ନେତା ଅଶ୍ୱିନୀ କୁମାର...

ଦୁଇ ଦିନିଆ କୋଲକାତା ଗସ୍ତରେ ଯିବେ ମୋଦି

ନୂଆଦିଲ୍ଲୀ,୧୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୋଲକାତା ଗସ୍ତରେ ଯିବେ। ଶନିବାର ଓ ରବିବାର ସେ କୋଲକାତା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ସେ କୋଲକାତା ପୋର୍ଟ ଟ୍ରଷ୍ଟର ୧୫୦ ତମ ବାର୍ଷିକୀରେ ଯୋଗ ଦେବେ ବୋଲି...

ଯୁବକଙ୍କୁ ନିର୍ମମ ଭାବେ ମାଡ଼ମାରି ୩ ପୋଲିସ ନିଲମ୍ବିତ

ଦେବରିଆ,୧୦।୧: ଉତ୍ତରପ୍ରଦେଶର ଦେବରିଆ ଜିଲାରେ ପୋଲିସର ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଚୋରି ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଥାନାରେ ନିସ୍ତୁକ ମାଡ଼ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri