ସିଏଏ ହିଂସା: ହାଇକୋର୍ଟଙ୍କ ରାୟକୁ ବିରୋଧ କରି ସୁପ୍ରିମକୋର୍ଟ ଯାଇପାରନ୍ତି ଯୋଗୀ ସରକାର
ଲକ୍ଷ୍ନୌ,୧୦।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତରପ୍ରଦେଶରେ ଉପୁଜିଥିବା ହିଂସାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ଏକ ପୋଷ୍ଟର ଯୋଗୀ ଆଦିତ୍ୟନାଥଙ୍କ ସରକାର ଜାରି କରିଥିଲେ। ଗୋଟିଏ ଦିନ ପୂର୍ବରୁ ଏହି ପୋଷ୍ଟରକୁ ହଟାଇବାକୁ ଆହ୍ଲାବାଦ ହାଇ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏବେ…
ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍ ମିଡ଼ିଆରେ ଭିଡ଼ିଓ ଭାଇରାଲ
ଡେରାଡୁନ୍: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି। ଲୋକେ ମାଙ୍କଡ଼ଙ୍କ ଆତଙ୍କରେ ଆତଙ୍କିତ ହୋଇପଡ଼ିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆଇଟିବିପି ୭ ବାଟାଲିୟନ…
କରୋନା ଭାଇରସ ମୁକାବିଲା ପାଇଁ କେରଳ ଜେଲରେ ଖୋଲିଲା ସ୍ବତନ୍ତ୍ର ସେଲ
ଥିରୁଭାନନ୍ତପୁରମ,୧୦।୩: କେରଳରେ କୋଭିଡ-୧୯ ପଜିଟିଭ ଥିବା ୬ ଜଣଙ୍କୁ ସୋମବାର ଚିହ୍ନଟ କରାଯାଇଥିବା ବେଳେ ଏବେ ଏହାକୁ ନେଇ ସରକାର ସତର୍କ ହୋଇଯାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଜେଲ ମହାନିର୍ଦ୍ଦେଶକ ରିଷି ରାଜ ସିଂ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସିଂ…
କରୋନା ସଚେତନତା ବାର୍ତ୍ତା: ଠାକୁର ପିନ୍ଧିଲେ ମାସ୍କ
ବାରାଣାସୀ: କରୋନା ଭୂତାଣୁ ସଂକ୍ରମଣ ଭୟରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଉଛି। ଏହା ସହିତ ଆଲିଙ୍ଗନ ଏବଂ କାହା ସହିତ ହାତ ମିଳାଇବାକୁ ବି ବାରଣ କରାଯାଉଛି। ଏପରିସ୍ଥଳେ ଲୋକଙ୍କ ମଧ୍ୟରେ ସଚେତନତା…
ସିନ୍ଧିଆଙ୍କ ୭୫ତମ ଜୟନ୍ତୀରେ ଜ୍ୟୋତିରାଦିତ୍ୟ କରିପାରନ୍ତି ବଡ଼ ଘୋଷଣା: ହାତ ଛାଡ଼ି ପଦ୍ମ ଧରିବା ନେଇ ଚର୍ଚ୍ଚା
ଭୋପାଳ,୧୦।୩: ମଧ୍ୟପ୍ରଦେଶରେ ରାଜନୈତିକ ସମୀକରଣ ଏବେ ରୋଚକ ସ୍ଥିତିରେ ପହଞ୍ଚିଛି। ପିତା ମାଧବ ରାଓ ସିନ୍ଧିଆଙ୍କ ୭୫ ତମ ଜୟନ୍ତୀରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ବଡ଼ ଘୋଷଣା କରିବେ ବୋଲି ଆଲୋଚନା ହେଉଛି। କଂଗ୍ରେସରେ ବଢୁଥିବା ଗୋଷ୍ଠୀ କନ୍ଦଳକୁ ନେଇ ଜ୍ୟୋତିରାଦିତ୍ୟ ଏବେ…
ଏମ୍ପିରେ ଅପରେଶନ୍ ଲୋଟସ୍: ସିନ୍ଧିଆଙ୍କୁ ବାଡ଼ ଡିଆଁଇବା ପାଇଁ ଭାଜପାର ଉଦ୍ୟମ ଜାରି !
ଭୋପାଳ,୧୦।୩: ମଧ୍ୟପ୍ରଦେଶରେ ମୁଖ୍ୟ କମଲନାଥଙ୍କ ସରକାର ଉପରେ ସଙ୍କଟ ଘନେଇ ଆସୁଛି। କଂଗ୍ରେସରେ ଲାଗି ରହିଥିବା କନ୍ଦଳରୁ ଭାଜପା ଫାଇଦା ମାରିବାର ଉଦ୍ୟମ କରୁଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। କଂଗ୍ରେସର ଯୁବନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…
ଇରାନରୁ ସ୍ବଦେଶ ବାହୁଡ଼ିଲେ ୫୮ ଭାରତୀୟ
ଗାଜିଆବାଦ,୧୦।୩: ଇରାନରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେଠାରେ ଥିବା ଭାରତୀୟଙ୍କୁ ଏୟାର ଲିଫ୍ଟ କରିବାକୁ ଯାଇଥିବା ବାୟୁସେନା ବିମାନ ମଙ୍ଗଳବାର ଗାଜିଆବାଦର ହିଣ୍ଡୋନ୍ ଏୟାର ବେସ୍ରେ ମଙ୍ଗଳବାର ଅବତରଣ କରିଛି। ଏଥିରେ ୫୮ ଭାରତୀୟ ସ୍ବଦେଶ ବାହୁଡ଼ିଛନ୍ତି। ଭାରତୀୟଙ୍କୁ…
ଦେଶବାସୀଙ୍କୁ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଜଣାଇଲେ ହୋଲିର ଶୁଭେଚ୍ଛା
ନୂଆଦିଲ୍ଲୀ,୧୦।୩: ଦେଶବାସୀ ରଙ୍ଗର ପର୍ବ ହୋଲିକୁ ଆନନ୍ଦ ଉଲ୍ଲ୍ଲାସର ସହ ପାଳନ କରୁଥିବା ବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍.ଭେଙ୍କୟା ନାଇଡୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି କୋବିନ୍ଦ ଟୁଇଟ୍ କରି କହିଛନ୍ତି, ରଙ୍ଗର ପର୍ବ ହୋଲି ସଭିଙ୍କ ଜୀବନରେ…
କରୋନା ଭାଇରସ ଭୟରେ ଫିକା ପଡିଲା ହୋଲି!
ନୂଆଦିଲ୍ଲୀ,୧୦।୩: ରଙ୍ଗର ପର୍ବ ହୋଲି ସାରା ଦେଶରେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ କିନ୍ତୁ ଏହି ପର୍ବ ସାମାନ୍ୟ ଫିକା ପଡିଥିବା ପରିଲକ୍ଷିତ ହୋଇଛି। ଚାଇନା ରଙ୍ଗଠାରୁ ଦୂରେଇ ରହିବା ଓ କରୋନା ଭାଇରସ ସଂକ୍ରମଣ ଭୟରେ ଅନେକ ସ୍ଥାନରେ…
ଦେଶବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୦।୩: ସାରା ଦେଶରେ ପାଳନ କରାଯାଉଛି ରଙ୍ଗର ପର୍ବ ହୋଲି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ହିନ୍ଦୀରେ ସେ ଟୁଇଟ୍ କରି ଏହି ଶୁଭେଚ୍ଛା ଜଣାଇଛନ୍ତି। ହୋଲି ସମସ୍ତଙ୍କ ଜୀବନରେ ଶୁଖ ସମୃଦ୍ଧି ଭରିଦେଉ ବୋଲି…
କରୋନା ଯୋଗୁ ଆଲିଗଡ଼ ବିଶ୍ୱବିଦ୍ୟାଳୟରେ ପରୀକ୍ଷା ବନ୍ଦ: ଏପ୍ରିଲ୍ ୧ରୁ ହେବ ଆରମ୍ଭ
ନୂଆଦିଲ୍ଲୀ,୯।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଲିଗଡ଼ ବିଶ୍ୱବିଦ୍ୟାଳୟରେ ମାର୍ଚ୍ଚ ୧୫ରୁ ହେବାକୁଥିବା ପରୀକ୍ଷାକୁ ବନ୍ଦ କରି ଦିଆଯାଇଛି। ଏହା ଏପ୍ରିଲ୍ ୧ରୁ ଆରମ୍ଭ ହେବ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏନେଇ ନିର୍ଦ୍ଦେଶକ ପ୍ରଫେସର ନାଫିଶ ଅନସାରୀ କହିଛନ୍ତି…
ରାହୁଲ ଗାନ୍ଧୀ ପୁଣି ସମ୍ଭାଳନ୍ତୁ କଂଗ୍ରେସ ଅଧ୍ୟକ୍ଷ ପଦ: ମାକନ
ନୂଆଦିଲ୍ଲୀ,୯।୩: ରାହୁଲ ଗାନ୍ଧୀ କଂଗ୍ରେସର ସର୍ବମାନ୍ୟ ନେତା। ସେ ଜଣେ ଶାନ୍ତ, ଚିନ୍ତାଶୀଳ ଏବଂ ଭଲ ଲୋକ। ସେ ପୁଣି ଥରେ କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳନ୍ତୁ, ଏହା କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ଅଜୟ ମାକେନ । ଦଳରେ ବରିଷ୍ଠ…
Archives


