ଜାତୀୟ

ଅର୍ଣ୍ଣବ ଗୋସ୍ବାମୀଙ୍କୁ ଆକ୍ରମଣ

ନୂଆଦିଲ୍ଲୀ,୨୪ା୪: ରିପବ୍ଲିକ୍‌ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଆକ୍ରମଣ ହୋଇଛି। ଅର୍ଣ୍ଣବ ଓ ତାଙ୍କ ସ୍ତ୍ରୀ କାର୍‌ ଯୋଗେ ସେମାନଙ୍କର ଓ୍ବର୍ଲି ବାସଭବନକୁ ଫେରୁଥିବାବେଳେ ସ୍କୁଟରରେ ଦୁଇଜଣ ଦୁର୍ବୃତ୍ତ ସେମାନଙ୍କ ଗାଡ଼ିକୁ ଅଟକାଇ ଆକ୍ରମଣ କରି ତାଙ୍କ କାର ଉପରକୁ…

ମୁମ୍ବାଇରେ ମାଡ଼ିଚାଲିଛି କରୋନା

ମୁମ୍ବାଇ/ନୂଆଦିଲ୍ଲୀ,୨୪ା୪: ଭାରତରେ ମହାମାରୀ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨,୯୩୧ରେ ପହଞ୍ଚି ଥିବାବେଳେ ୭୧୬ ବ୍ୟକ୍ତି ପ୍ରାଣ ହରାଇଲେଣି। ମହାରାଷ୍ଟ୍ରରେ ସର୍ବାଧିକ ୬,୪୨୭ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମୁମ୍ବାଇରେ ୪ ହଜାରରୁ ଊର୍ଦ୍ଧ୍ୱ ରୋଗୀ ଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟା…

‘ସଂରକ୍ଷଣ ବଦଳାଇବାକୁ ଚାହୁଁନାହାନ୍ତି ସରକାର’

ନୂଆଦିଲ୍ଲୀ,୨୪ା୪(ପି.ଟି.): ସଂରକ୍ଷଣ ସୁବିଧା ପାଇଆସୁଥିବା ଜାତି ତାଲିକାର ନା ସମୀକ୍ଷା କରାଯାଉଛି, ନା ସଂରକ୍ଷଣ ବ୍ୟବସ୍ଥାର ଅନ୍ତ ହେଉଛି। ଏହାକୁ ନେଇ ଦେଶରେ ସୃଷ୍ଟି ହୋଇଥିବା ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ଲାଗି ନିର୍ବାଚିତ ସରକାରଙ୍କର କ୍ୱଚିତ ରାଜନୈତିକ ଇଚ୍ଛାଶକ୍ତି ରହିଛି। ସଂରକ୍ଷଣ…

ମହଙ୍ଗା ଭତ୍ତା ବୃଦ୍ଧି ୨୦୨୧ ଜୁଲାଇ ଯାଏ ସ୍ଥଗିତ

ନୂଆଦିଲ୍ଲୀ,୨୪।୪(ପି.ଟି.): କୋଭିଡ୍‌-୧୯ ଜନିତ ସଙ୍କଟକୁ ନେଇ ଅର୍ଥ ମନ୍ତ୍ରଣାଳୟ କେନ୍ଦ୍ରୀୟ କର୍ମଚାରୀ ଓ ପେନ୍‌ସନଧାରୀମାନଙ୍କୁ ମହଙ୍ଗା ଭତ୍ତା ବୃଦ୍ଧି ୨୦୨୧ ଜୁଲାଇ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ଗୁରୁବାର ନିଷ୍ପତ୍ତି ନେଇଛି। ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ାଇବା ପାଇଁ କେନ୍ଦ୍ର କ୍ୟାବିନେଟ…

୨୪ ଘଣ୍ଟାରେ ୧,୪୦୯ ନୂଆ ସଂକ୍ରମିତ: ୭୮ ଜିଲା କରୋନା ମୁକ୍ତ

ନୂଆଦିଲ୍ଲୀ,୨୩।୪: ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧,୪୦୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୨୧,୩୯୩। ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ…

ଖୁସି ଖବର: କରୋନା ଯୁଦ୍ଧରେ ବିଜୟୀ ହେଲେ ୯ ମାସର ଶିଶୁ

ଡେରାଡୁନ,୨୩।୪: ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ୯ ମାସର କରୋନା ସଂକ୍ରମିତ ଶିଶୁ ମାତ୍ର ୬ ଦିନରେ ସୁସ୍ଥ ହେବା ଘଟଣା ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଉତ୍ତରାଖଣ୍ଡର ଏହି ଶିଶୁଟି କମ୍‌ ବୟସର ପ୍ରଥମ ସଂକ୍ରମିତ…

ବିନା ସୁରକ୍ଷାରେ କାମ କରୁଛନ୍ତି କରୋନା ଯୋଦ୍ଧା

ଭୋପାଳ,୨୩।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପରିସ୍ଥଳେ କରୋନା ଯୋଦ୍ଧା ପାଲଟି ଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ଦୃଷ୍ଟି ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ମଧ୍ୟପ୍ରଦେଶରେ ବହୁ ସଫେଇ…

ଦେଶବାସୀଙ୍କ ହୃଦୟ ଜିତିଲେ ରାଷ୍ଟ୍ରପତିଙ୍କ ଧର୍ମପତ୍ନୀ

ନୂଆଦିଲ୍ଲୀ,୨୩।୪: ଦେଶର ‘ଫାଷ୍ଟ ଲେଡି’ ସବିତା କୋବିନ୍ଦ ଏବେ ଦେଶବାସୀଙ୍କ ହୃଦୟ ଜିତି ନେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ମୁହଁରେ ମାସ୍କ ବାନ୍ଧି ସିଲେଇ ମେଶିନରେ ସିଲେଇ କରୁଥିବା ଦେଖାଯାଇଛି।…

ଭୁଲ ନ କରୁ ଭାରତ: ୧୦ ସପ୍ତାହରୁ କମ୍‌ ହେଲେ ଲକ୍‌ଡାଉନ, ପରିସ୍ଥିତି ହେବ ଅସମ୍ଭାଳ

ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ୪୦ ଦିନିଆ ଲକ୍‌ଡାଉନ ଅବଧି ମେ’ ୩ରେ ଶେଷ ହେଉଛି। ସାଧାରଣ ଜନତା ଭାବୁଛନ୍ତି ଏହାପରେ ଜୀବନ ଯାତ୍ରା ସ୍ବାଭାବିକ ହୋଇଯିବ। ହେଲେ ବିଶ୍ୱର ତେତେ ଜଣ ହେଲ୍‌ଥ ଏକ୍ସପର୍ଟଙ୍କ ମତରେ…

କରୋନା ସଙ୍କଟ: କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଜୁଲାଇ ୨୦୨୧ ପର୍ଯ୍ୟନ୍ତ ରୋକ ଲଗାଇଲେ ସରକାର

ନୂଆଦିଲ୍ଲୀ,୨୩।୪: ଦେଶରେ ଜାରି ରହିଥିବା କରୋନା ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପକ୍ଷରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨୦୨୧ ପର୍ଯ୍ୟନ୍ତ ରୋକ ଲଗାଯାଇଛି। ଏନେଇ ଅର୍ଥମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ୨୦୨୦ ଜାନୁୟାରୀ ପହିଲାଠାରୁ ୧ଠାରୁ…

କରୋନା କାରଣରୁ ବାତିଲ ହେଲା କୈଳାସ ମାନସରୋବର ଯାତ୍ରା

ଗ୍ୟାଙ୍ଗଟକ୍‌,୨୩।୪: କରୋନା ଭାଇରସ୍‌ ମହାମାରୀ ଯୋଗୁ ସିକ୍କିମ ସରକାର ଚଳିତ ବର୍ଷ କୈଳାସ ମାନସରୋବର ଯାତ୍ରାକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ସିକ୍କିମ ପର୍ଯ୍ୟଟନ ମନ୍ତ୍ରୀ ବିଏସ୍‌ ପନ୍ଥ ଗୁରୁବାର ସୂଚନା ଦେଇଛନ୍ତି। ଏଥିସହ ନାଥୁଲା ପାସ୍‌ ଜରିଆରେ ଭାରତ…

କୋଟାରୁ ଆସିଥିବା ପିଲାଙ୍କୁ ଯାଞ୍ଚ ପରେ ପଠାଗଲା କ୍ୱାରାଣ୍ଟାଇନ୍‌ରେ

ଶାହଜହାଁପୁର,୨୩।୪: ଉତ୍ତରପ୍ରଦେଶରେ ରାଜସ୍ଥାନ କୋଟାରୁ ଫେରିଥିବା ସମସ୍ତ ପିଲାଙ୍କ ରାପିଡ୍‌ ଟେଷ୍ଟ କରାଯାଇ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ପଠାଯାଇଛି। କୋଟାରୁ ଉତ୍ତରପ୍ରଦେଶର ସହାରାନପୁରକୁ ଆସିଥିବା ୯୩ ପିଲାଙ୍କ ସମେତ ୧୨୦ ଜଣଙ୍କୁ ଘରେ ପୃଥକ ରଖାଯିବା ସହ ପ୍ରଶାସନ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri