ଜାତୀୟ

୧୧୨ କରୋନା ରୋଗୀଙ୍କ ଚିକିତ୍ସା କରୁଛନ୍ତି ମାତ୍ର ୨ ନର୍ସ

ବେଙ୍ଗାଲୁରୁ,୧୯।୭: କର୍ନାଟକରେ କରୋନା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବେଙ୍ଗାଲୁରୁରେ ସର୍ବାଧିକ ମାମଲା ସାମ୍ନାକୁ ଆସୁଛି। ଫଳରେ ୨୨ ଜୁଲାଇ ପର୍ଯ୍ୟନ୍ତ ଏଠାରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ବଢୁଥିବା ମାମଲା ମଧ୍ୟରେ ରାଜ୍ୟର ଜଣେ ମନ୍ତ୍ରୀ ହଠାତ୍‌ ରାତିରେ କେସି ଜେନେରାଲ…

ଏହି ବ୍ୟାଙ୍କର ପାଉଛନ୍ତି ସର୍ବାଧିକ ଦରମା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୧୯।୭: ୨୦୧୯-୨୦ ଆର୍ଥିକ ବର୍ଷରେ ସର୍ବାଧିକ ବେତନ ପାଇଥିବା ବ୍ୟାଙ୍କ୍‌ରଙ୍କ ମଧ୍ୟରେ ସର୍ବାଗ୍ରେ ଅଛନ୍ତି ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଆଦିତ୍ୟ ପୁରୀ। ଗତ ବର୍ଷ ତୁଳନାରେ ତାଙ୍କ ଦରମା ଏବଂ ଅନ୍ୟାନ୍ୟ ମିଶିକି ୨୦୧୯-୨୦ ଆର୍ଥିକ ବର୍ଷରେ ୩୮ ପ୍ରତିଶତ…

ନାବାଳିକା ଅପହରଣ କରିନେଇଥିଲେ ଏହି ଯୁବକ, ଆଉ ତା’ପରେ

ଅମୃତସର,୧୯।୭: ପଞ୍ଜାବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। ଏକ ଫଟୋରେ ଜଣେ ଯୁବକ ଗଛରେ ବନ୍ଧା ହୋଇଥିବା ଦେଖାଯାଇଛି। ବ୍ୟକ୍ତିଙ୍କ ବେକରେ ଜୋତାର ମାଳ ପଡିଛି। ଗ୍ରାମବାସୀ ଯୁବକଙ୍କୁ ଘେରି ରହିଛନ୍ତି। କୁହାଯାଉଛି ଯେ ଏହି ଯୁବକ ଜଣେ ନାବାଳିକାଙ୍କୁ…

ଦେଶରେ ସାଇକେଲ୍‌ର ପଡିପାରେ ଅଭାବ ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୯।୭: ସାରା ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରି ଚାଲିଛି। ଏପର୍ଯ୍ୟନ୍ତ କୌଣସି ଟିକା ବାହାରି ନ ଥିବାରୁ ଏହି ମହାମାରୀ ଏବେ ମାଡିଚାଲିଛି। ସାଧାରଣ ଜନଜୀବନ ଦୁର୍ବିସହ ହୋଇପଡିଛି। ଅନେକ ଲୋକ କାମଧନ୍ଦା ନ ପାଇଁ ଭୋକ ଉପାସରେ…

ଜମିରେ ପଶିବାରୁ ଓଟର ଦୁଇ ଗୋଡ଼ କାଟି ମାରିଦେଲେ

ଚୁରୁ, ୧୯।୭- ପଶୁଙ୍କ ପ୍ରତି ମଣିଷର କ୍ରୁରତାର ଆଉ ଏକ ଚିତ୍ର ଏବେ ସାମ୍ନାକୁ ଆସିଛି, ଯାହାକି ମାନବିକତାକୁ ଲଜ୍ଜିତ କରିଛି। ମରୁଭୂମିର ଜାହାଜ ଭାବେ ପରିଚିତ ଗାଟିଏ ଓଟ ଜମିରେ ପଶିବାରୁ କିଛି ଲୋକ ଏହାର ଦୁଇଟି ଯାକ ଆଗ…

କିଛି ଲୋକ ଭାବୁଛନ୍ତି ରାମ ମନ୍ଦିର ନିର୍ମାଣ ହେଲେ କରୋନା ଶେଷ ହେବ: ପାଓ୍ବାର

ନୂଆଦିଲ୍ଲୀ,୧୯।୭: ଏନସିପି ସୁପ୍ରିମୋ ଶରଦ ପାୱାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ କିଛି ଲୋକ ଭାବୁଛନ୍ତି ଯେ ରାମ ମନ୍ଦିର ନିର୍ମାଣ ହେଲେ କରୋନା ଶେଷ ହେବ। ବର୍ତ୍ତମାନ ପାଇଁ ସରକାର ଲକ୍‌ଡାଉନ୍‌ ଯୋଗୁ ଅର୍ଥନୀତିରେ ହୋଇଥିବା…

ମୋଦିଙ୍କୁ କହ୍ନେୟାଙ୍କ କଟାକ୍ଷ: ‘ଆମ ସାହେବ୍‌ ଷ୍ଟଣ୍ଟମ୍ୟାନ୍‌, ହେଲେ ଷ୍ଟେଟ୍ସମ୍ୟାନ୍‌ ନୁହଁନ୍ତି’

ନୂଆଦିଲ୍ଲୀ,୧୯।୭: ଜେଏନ୍‌ୟୁ ଛାତ୍ର ସଂଘର ପୂର୍ବ ଅଧ୍ୟକ୍ଷ ତଥା ସିପିଆଇ ନେତା କହ୍ନେୟା କୁମାର ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ଆମର ସାହେବ ଷ୍ଟଣ୍ଟମ୍ୟାନ୍‌, ହେଲେ ଷ୍ଟେଟ୍ସମ୍ୟାନ୍‌ ନୁହନ୍ତି। ସେଥିପାଇଁ ଗଣମାଧ୍ୟମର ଟିଆର୍‌ପି ଅଧିକ ଏବଂ ଦେଶର…

ଘୋଡ଼ାଚଢି ନିର୍ବାଚନ ପ୍ରଚାରରେ ବାହାରିଲେ ଭାଜପା ନେତା

ଇନ୍ଦୋର,୧୯।୭: ମଧ୍ୟପ୍ରଦେଶର ସାନଓ୍ବର ଆସନ ଲାଗି ହେବାକୁ ଥିବା ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଯାଇଛି। ଏଠାରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଡା ଟକ୍କର ହେଉଛି। କଂଗ୍ରେସ ଘର ଘର ବୁଲି ପ୍ରଚାର କରୁଥିବା ବେଳେ ଭାଜପା…

ଆଖୁ ଚୋପରୁ ତିଆରି ହେଉଛି ମାସ୍କ: ୩୦ ଥର ହୋଇପାରିବ ବ୍ୟବହାର

ନୂଆଦିଲ୍ଲୀ,୧୯।୭: କରୋନା ସଂକ୍ରମଣ ରୋକିବାକୁ ମାସ୍କ ପିନ୍ଧିବା ଜରୁରୀ ବୋଲି କହିଛନ୍ତି ସ୍ବାସ୍ଥ୍ୟବଜ୍ଞାନୀ ଓ ଡାକ୍ତର। କରୋନା ଭଳି ଏକ ଅଦୃଶ୍ୟ ମହାମାରୀ ସହ ଲଢିବାକୁ ହେଲେ ହାତ ଧୋଇବା, ସୋସିଆଲ ଡିଷ୍ଟାନସିଂ ରଖିବା, ଫେସମାସ୍କ, ଗ୍ଲୋବ୍ସ ଆଦି ପିନ୍ଧିବାକୁ କୁହାଯାଇଛି।…

ଶ୍ମଶାନ ଆଗରେ ଲମ୍ବା ଲାଇନ୍‌

ବେଙ୍ଗାଲୁରୁ, ୧୯।୭: କରୋନା ମହାମାରୀ ଯୋଗୁ କର୍ନାଟକରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଆଗରେ ଲମ୍ବା ଲାଇନ୍‌ ଲାଗି ରହୁଛି। ଅନ୍ତିମ ସଂସ୍କାର ପାଇଁ ମୃତକଙ୍କ ପ୍ରିୟପରିଜନଙ୍କୁ ଘଣ୍ଟା ଘଣ୍ଟା…

ବଲିଉଡ୍‌ରେ ଶୋକ: ପରପାରିରେ ନିର୍ଦ୍ଦେଶକ ରଜତ

ମୁମ୍ବାଇ,୧୯।୭: ବଲିଉଡ୍‌ ଦୁନିଆକୁ ଲାଗିଛି ଆଉ ଏକ ଧକ୍କା। ନାମୀଦାମୀ ନିର୍ଦ୍ଦେଶକ ରଜତ ମୁଖାର୍ଜୀଙ୍କୁ ହରାଇଛି ସିନେ ଦୁନିଆ। ଶନିବାର ରାତିରେ ଜୟପୁରଠାରେ ତାଙ୍କର ଦେହାନ୍ତ ହୋଇଥିବା କୁହାଯାଉଛି। ତେବେ ଗତ ଏପ୍ରିଲ ମାସରୁ ସେ କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ।…

ଅନ୍ତିମ ସଂସ୍କାର ପାଇଁ ଆସିଲେନି ସାହି-ପଡ଼ିଶା: ଦୁଇ ପୁଅଙ୍କୁ ନେଇ ସ୍ତ୍ରୀ କଲେ ଏପରି…

ବେଲଗାମ୍‌, ୧୯।୭: କରୋନା ମହାମାରୀ ସଙ୍କଟ ସମୟରେ ଲୋକଙ୍କ ମଧ୍ୟରେ ମାନବିକତା ରହୁ ନ ଥିବା ନେଇ ଏବେ ଚର୍ଚ୍ଚା ହେଉଛି। ଏହାର ସଦ୍ୟତମ ଉଦାହରଣ କର୍ନାଟକର ବେଲଗାମ୍‌ରେ ଘଟିଛି। ଏଠାରେ ୫୫ ବର୍ଷ ବୟସ୍କ ସଦାଶିବ ହିରସ୍ତିଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?