ଜାତୀୟ

ମୂଳ ଭାରତୀୟ ସୁଦର୍ଶନମ ବାବୁଙ୍କୁ ଆମେରିକାର ଶୀର୍ଷ ବିଜ୍ଞାନ ବୋର୍ଡରେ ନିଯୁକ୍ତି ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ମୂଳ ଭାରତୀୟ ଆମେରିକୀୟ ସୁଦର୍ଶନମ ବାବୁଙ୍କୁ ଦେଶର ସର୍ବୋଚ୍ଚ ବିଜ୍ଞାନ ବୋର୍ଡରେ ନିଯୁକ୍ତ କରିଛନ୍ତି। ସୁଦର୍ଶନମ ସମ୍ମାନଜନକ ଓକ ରିଜ ନ୍ୟାଶନାଲ ଲାବୋରୋଟୋରୀ(ଓଆର୍‌ଏନ୍‌ଏଲ୍‌)ର ହୋଇଥିବା ବେଳେ ତାଙ୍କୁ ୬ ବର୍ଷ ପାଇଁ ଆମେରିକାର…

୨ ମିନିଟ୍‌ ମୌନ ରହି ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୧।୪: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତରେ ଲକ୍‌ ଡାଉନ୍‌ ଜାରି ରହିଛି। ନିଜର ରାଜଧର୍ମକୁ ଗୁରୁତ୍ୱ ଦେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ତାଙ୍କ ପିତା ଆନନ୍ଦ ସିଂ ବିଷ୍ଟଙ୍କର ଦିଲ୍ଲୀର ଏମ୍ସ୍‌ରେ…

ଗୋଆ କରୋନା ମୁକ୍ତ ରାଜ୍ୟ ଘୋଷଣାକୁ ନେଇ ଆରମ୍ଭ ହେଲା ରାଜନୀତି

ପଣଜୀ,୨୧।୪: ଗୋଟିଏ ଦିନ ପୂର୍ବରୁ ଗୋଆକୁ କରୋନା ମୁକ୍ତ ରାଜ୍ୟ ଘୋଷଣା କରାଯାଇଥିଲା। ଏବେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ମଙ୍ଗଳବାର ଗୋଆର କଂଗ୍ରେସ ଅଧ୍ୟକ୍ଷ ଗିରିଶ ଚୋଡନକର କହିଛନ୍ତି ଗୋଆରେ ସରକାର ଠିକ୍‌ ଭାବେ…

ଲକ୍‌ଡାଉନ: ବାହାରକୁ ନ ଯାଇ ପାରି ବାଡିରେ ଖୋଳିଲେ ୨୫ ଫୁଟର କୂଅ

ମୁମ୍ବାଇ,୨୧।୪: କରୋନା ଭାଇରସ ପାଇଁ ଏବେ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାରୁ ଏଠାରେ ଅନ୍ୟ ରାଜ୍ୟ ଅପେକ୍ଷା ଲକ୍‌ଡାଉନ କଟକଣା ସାମାନ୍ୟ ଅଧିକ ରହିଛି। ଏହି ସମୟରେ ଲୋକଙ୍କୁ ଘରୁ ବାହାରିବାକୁ…

ସନ୍ଦେହ ଘେରରେ ଚାଇନାର ର଼୍ୟାପିଡ୍‌ ଟେଷ୍ଟ୍‌ କିଟ୍‌: କରୋନା ପଜିଟିଭ୍‌ ପାଲଟୁଛନ୍ତି ନେଗେଟିଭ୍‌; ୯୫ ପ୍ରତିଶତ ଘଟଣାରେ ଭୁଲ୍‌ ସୂଚନା

ଜୟପୁର,୨୧।୪: କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ଭାରତ ଚାଇନାରୁ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ମଗାଇଥିଲା। ଏହାଦ୍ୱାରା ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ପାରିବ ବୋଲି କୁହାଯାଇଥିଲା। ପ୍ରଥମେ ଏହାକୁ ରାଜସ୍ଥାନର ହଟ୍‌ସ୍ପଟ୍‌ ଅଞ୍ଚଳରେ ବ୍ୟବହାର କରାଯାଇଥିଲା। ତେବେ ଏହି…

ଖୁସି ଖବର: ଦେଶରେ ସଫଳ ହେଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ,୨୧।୪: ଦକ୍ଷିଣ ଦିଲ୍ଲୀର ସକେତରେ ଥିବା ମାକ୍ସ ହସ୍ପିଟାଲରୁ ଆସିଛି ଖୁସି ଖବର। ଏଠାରେ କରୋନା ଭାଇରସରେ ପୀଡ଼ିତ ଜଣେ ବ୍ୟକ୍ତିଙ୍କ ଉପରେ କରାଯାଇଥିବା ପ୍ଲାଜମା ଥେରାପି ସଫଳ ହୋଇଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ ୪୯ ବର୍ଷୀୟ ଜଣେ…

କରୋନା ଯୋଦ୍ଧାଙ୍କୁ ଅସମ୍ମାନ: ସଂକ୍ରମିତ ଡାକ୍ତରଙ୍କ ମୃତଦେହକୁ କବର ଦେବାକୁ ବିରୋଧ କଲେ ଲୋକେ

ଚେନ୍ନାଇ,୨୧।୪: ସାରା ବିଶ୍ୱ ଏବେ ଲଢୁଛି ଅଦୃଶ୍ୟ ଯୁଦ୍ଧରେ। ଆଉ ଏହାର ଯୋଦ୍ଧା ସାଜିଛନ୍ତି ଦ୍ୱିତୀୟ ଈଶ୍ୱର କୁହାଯାଉଥିବା ଡାକ୍ତର। ହେଲେ ଯେତେବେଳେ ଏହି ଯୋଦ୍ଧାଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହେଉଛି ସେତେବେଳେ ମଣିଷ ପାଖରେ ମରିଯାଉଛି ମାନବିକତା। ଏହାର ଏକ…

ସରକାର ଗଠନର ୨୯ ଦିନ ପରେ ହେଲା ଶିବରାଜଙ୍କ କ୍ୟାବିନେଟର ସମ୍ପ୍ରସାରଣ

ଭୋପାଳ,୨୧।୪: ମଧ୍ୟପ୍ରଦେଶରେ ପୁଣିଥରେ ଶାସନ କ୍ଷମତା ହାତକୁ ନେଇଥିବା ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ କ୍ୟାବିନେଟର ସମ୍ପ୍ରସାରଣ ମଙ୍ଗଳବାର ହୋଇଛି। ଶାସନ କ୍ଷମତା ହାତକୁ ନେବାର ୨୯ ଦିନ ପରେ ଶିବରାଜଙ୍କ ମନ୍ତ୍ରୀମଣ୍ଡଳର ୫ ମନ୍ତ୍ରୀ ମଙ୍ଗଳବାର ଶପଥ ନେଇଛନ୍ତି। ଏମାନଙ୍କ…

ଲକ୍‌ ଡାଉନ୍‌: ୧୦୦ କିଲୋମିଟର ଚାଲିବା ପରେ ବି ଘରେ ପହଞ୍ଚି ପାରିଲେନି ବାଳିକା; ବାଟରେ ଘଟିଲା ମୃତ୍ୟୁ

ବିଜାପୁର,୨୧।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତରେ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ରାଜ୍ୟ ବାହାରକୁ କାମଧନ୍ଦା ଉଦ୍ଦେଶ୍ୟରେ ଯାଇଥିବା ବହୁ ଶ୍ରମିକ ଅଟକି ରହିଛନ୍ତି। ପରିବହନ…

ଦିଲ୍ଲୀରେ ଗରିବ ଓଡ଼ିଆଙ୍କ ଦୁର୍ଦ୍ଦଶା ବଢ଼ୁଛି

ନୂଆଦିଲ୍ଲୀ,୨୧।୪: ଲକ୍‌ଡାଉନ ଯୋଗୁ ଦିଲ୍ଲୀରେ ଥିବା ଗରିବ, ଖଟିଖିଆ ଓଡ଼ିଆଙ୍କ ଦୁର୍ଦ୍ଦଶା ଅସମ୍ଭାଳ ହୋଇପଡ଼ିଛି। ହାତରେ କାମ ନାହିଁ କି ପେଟରେ ଦାନା ନାହିଁ। ଠିକାରେ କାମ କରୁଥିବା ଶ୍ରମିକମାନେ ଏଠାରେ ସବୁଠାରୁ ଅଧିକ ଦୁର୍ଦ୍ଦଶା ଭୋଗୁଛନ୍ତି। ଘରୁ ବାହାରିବା ଲାଗି…

୨ ସାଧୁଙ୍କ ସମେତ ୩ ଜଣଙ୍କୁ ପିଟି ହତ୍ୟା

ମୁମ୍ବାଇ,୨୧ା୪: ମହାରାଷ୍ଟ୍ରର ପାଲ୍‌ଘର ଅଞ୍ଚଳରେ ଦୁଇଜଣ ସାଧୁ ଓ ସେମାନଙ୍କ ଡ୍ରାଇଭରକୁ କେତେକ ଲୋକ ପିଟି ମାରିଦେବା ଘଟଣାକୁ ନେଇ ସାରା ଦେଶରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ଘଟଣାରେ ୫ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ଶତାଧିକଙ୍କୁ ଗିରଫ କରାଯାଇଥିବାବେଳେ କର୍ତ୍ତବ୍ୟରେ…

ମୁମ୍ବାଇରେ ୫୩ ଗଣମାଧ୍ୟମ ପ୍ରତିନିଧିଙ୍କୁ କରୋନା

ମୁମ୍ବାଇ,୨୧ା୪(ପି.ଟି.): ମୁମ୍ବାଇରେ ୫୩ ଜଣ ଗଣମାଧ୍ୟମ ପ୍ରତିନିଧି କରୋନା ସଂକ୍ରମିତ ଥ୍‌ତ୍ବା ପରୀକ୍ଷାରୁ ଜଣାପଡିଛି। ଖବରଦାତାମାନଙ୍କର କୋଭିଡ୍‌-୧୯ ପରୀକ୍ଷା ଲାଗି ଗତ ୧୬ ଓ ୧୭ ତାରିଖରେ ଆଜାଦ ମଇଦାନରେ ସ୍ବତନ୍ତ୍ର କ୍ୟାମ୍ପ୍‌ର ଆୟୋଜନ କରାଯାଇଥିଲା। ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri