ଜମ୍ମୁ-କଶ୍ମୀର ଛାତ୍ରୀଛାତ୍ରଙ୍କୁ ମିଳିଲା ଇଣ୍ଟରନେଟ୍ ସୁବିଧା
ଶ୍ରୀନଗର,୬।୧: ବେଶ୍ କିଛିଦିନ ହେବ ଜମ୍ମୁ-କଶ୍ମୀରରେ ଇଣ୍ଟରନେଟ୍ ସେବା ବନ୍ଦ କରି ଦିଆଯାଇଥିବା ବେଳେ କିଛିଦିନ ତଳେ ଏହା ପୁଣିଥରେ କାର୍ଯ୍ୟକାରୀ କରାଯାଇଥିଲା। ଆଗକୁ ନିଟ୍(ଏନ୍ଇଇଟି) ୨୦୨୦ ପରୀକ୍ଷା ଥିବା ବେଳେ ଅଓ୍ବନ୍ତିପୋରାରେ ସୋମବାର ଛାତ୍ରୀଛାତ୍ରଙ୍କୁ ଇଣ୍ଟରନେଟ୍ ସୁବିଧା ଯୋଗାଇ...
କୌରବଙ୍କ ରାଜଧାନୀର ପୁନଃ ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଲେ ଯୋଗୀ ସରକାର
ଲକ୍ଷ୍ନୌ,୬।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ମିରଟ ଜିଲାରେ ଥିବା କୌରବଙ୍କ ରାଜଧାନୀ ହସ୍ତିନାପୁରର ପୁନଃ ନିର୍ମାଣ ପାଇଁ ଦାୟିତ୍ୱ ନେଇଛନ୍ତି। ମହାଭାରତ ସମୟରୁ ରହିଥିବା ଏହି ସହରର ବିକାଶ ପାଇଁ ଯୋଗୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ...
ଜେଏନ୍ୟୁ ହିଂସା ମାମଲାରେ ପୋଲିସକୁ ସମନ ଜାରି କଲେ ସ୍ବାତୀ ମାଲିଓ୍ବାଲ
ନୂଆଦିଲ୍ଲୀ,୬।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍ୟୁ) କ୍ୟାମ୍ପସ୍ରେ ରବିବାର ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଦେଇଥିଲା। ଛାତ୍ରୀଛାତ୍ରଙ୍କୁ ମାରପିଟ କରିବା ସହ ବ୍ୟାପକ ଭଙ୍ଗାରୁଜା କରାଯାଇଥିଲା। ଏହି ଘଟଣାରେ ଜେଏନ୍ୟୁ ଛାତ୍ରସଂଘର ଅଧ୍ୟକ୍ଷ ଲହୁଲୁହାଣ ହୋଇଥିବା ବେଳେ କେତେଜଣ ଛାତ୍ର ଗୁରୁତର...
ଫେବୃୟାରୀ ୮ରେ ଦିଲ୍ଲୀ ବିଧାନସଭା ନିର୍ବାଚନ
ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା ହୋଇଛି। ଫେବୃୟାରୀ ୮ରେ ଭୋଟିଂ କରାଯିବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ସୂଚନା ଦେଇଛନ୍ତିି। ଗୋଟିଏ ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ ଏହାର ଫଳାଫଳ...
ଉଦ୍ଧବଙ୍କୁ ଭେଟିଲେ ଗେହଲଟ
ମୁମ୍ବାଇ,୬।୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ମୁମ୍ବାଇଠାରେ ଏକ ସୌଜନ୍ୟମୂଳକ ସାକ୍ଷାତ୍ କରିଛନ୍ତି। ଏହାପରେ ସେ ଖବରଦାତାଙ୍କୁ କହିଛନ୍ତି ଉଭୟ ନିଜ ନିଜ ରାଜ୍ୟପାଇଁ କିଭଳି ଉନ୍ନତି ମୂଳକ କାମ କରିବେ ସେ...
ରାଷ୍ଟ୍ରପତି ରେସ୍ରେ ଶରଦଙ୍କ ନାଁ
ନୂଆଦିଲ୍ଲୀ,୬।୧: ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୨୦୨୨ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ନିଜ ନିଜର ଆଶାୟୀ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇବାକୁ ଏବେଠାରୁ ଯୋଜନା କରୁଛନ୍ତି। ତେବେ ଏହି ରେସ୍ରେ ନେଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନ୍ସିପି) ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ...
ଧରାପଡ଼ିଲା ପାକିସ୍ତାନୀ ଡଙ୍ଗା: ୧୭୫ କୋଟିର ନିଶାଦ୍ରବ୍ୟ ଜବତ
ଅହମ୍ମଦାବାଦ୍,୬।୧: ଗୁଜରାଟ କଛ ନିକଟରେ ଏକ ପାକିସ୍ତାନୀ ଡଙ୍ଗା ଭାରତୀୟ ନୌସେନା ହାତରେ ଧରାପଡ଼ିଛି। ସେଥିରେ ୩୫ କିଲୋଗ୍ରାମ୍ ନିଶାଦ୍ରବ୍ୟ ବୋଝେଇ ହୋଇଥିଲା। ଏହାର ଆନୁମାନିକ ଦାମ ୧୭୫ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଡଙ୍ଗାରେ ଥିବା ୫...
ମୋଦି ସରକାରଙ୍କ ଇସାରାରେ ହୋଇଛି ଜେଏନ୍ୟୁ ହିଂସା: ସୋନିଆ
ନୂଆଦିଲ୍ଲୀ,୬।୧: ଜେଏନ୍ୟୁ ହିଂସା ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ବିଶ୍ୱବିଦ୍ୟାଳୟରେ ହୋଇଥିବା ହିଂସା କାଣ୍ଡ ମୋଦି ସରକାରଙ୍କ ଇସାରାରେ ହିଁ ହୋଇଛି। କେବେ ମଧ୍ୟ ମୋଦି...
ଜୟଲଲିଥାଙ୍କୁ ସମର୍ପିତ କରାଯିବ ୫୦ କୋଟି ଟଙ୍କାରେ ନିର୍ମାଣ କରାଯାଇଥିବା ସ୍ମାରକ
ଚେନ୍ନାଇ,୬।୧: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତା ଜେ. ଜୟଲଲିଥାଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକକୁ ସମର୍ପିତ କରାଯିବ ବୋଲି ଜଣାପଡିଛି। ତାମିଲନାଡୁ ରାଜ୍ୟପାଳ ବନଓ୍ବାରିଲାଲ ପୁରୋହିତ ସୋମବାର ଏହା ଘୋଷଣା କରିଛନ୍ତି। ପ୍ରାୟ ୫୦.୮୦ କୋଟି ଟଙ୍କା ବ୍ୟୟରେ ପ୍ରସ୍ତୁତ କରାଯାଉଥିବା...
ମିସ୍ ଗ୍ଲୋରି ଅଫ୍ ୟୁନିଭର୍ସ: ଭାରତର ପ୍ରତିନିଧିତ୍ୱ କରିବେ ମଞ୍ଜୁ ଥାପ୍ପା
ନୂଆଦିଲ୍ଲୀ,୬।୧: ମିସ୍ ଗ୍ଲୋରି ଅଫ୍ ୟୁନିଭର୍ସ-୨୦୨୦ ଫେବୃୟାରୀ ୫ରେ ବ୍ୟାଙ୍କକ୍ରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗୀତାରେ ଗ୍ଲୋରି ଅଫ୍ ନର୍ଥ-ଇଷ୍ଟ ମଞ୍ଜୁ ଥାପ୍ପା ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଏହି ପ୍ରତିଯୋଗୀତାରେ ମଞ୍ଜୁ ସବୁଠାରୁ କନିଷ୍ଠ ପ୍ରତିଯୋଗୀ।...
ଅପରାହ୍ନରେ ଘୋଷଣା ହେବ ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ
ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ସୋମବାର ଅପରାହ୍ନରେ ଅର୍ଥାରତ ୩ଟା ୩୦ରେ ଘୋଷଣା କରାଯାଇପାରେ। ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ନିର୍ବାଚନ କମିଶନ ଏହା ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଫେବୃୟାରୀ...
ଦେଶର ସବୁଠାରୁ ସ୍ବଚ୍ଛ ସହର: ବ୍ୟର୍ଜ୍ୟବସ୍ତୁରୁ ବର୍ଷକୁ ଆୟ କରୁଛି ୪ କୋଟି
ଭୋପାଳ,୬।୧: କେନ୍ଦ୍ରସରକାରଙ୍କ ସ୍ବଚ୍ଛ ଭାରତ ଅଭିଯାନ ଏବେ କିଛି କିଛି ସ୍ଥାନରେ ସଫଳ ହେବାର ଦେଖିବାକୁ ମିଳିଛି। ଦେଶର ସବୁଠାରୁ ସ୍ବଚ୍ଛ ସହର ଭାବେ ଜଣାଶୁଣା ମଧ୍ୟପ୍ରଦେଶର ଇନ୍ଦୋର ଏବେ ବର୍ଜ୍ୟବସ୍ତୁକୁ ଉଚିତ୍ ବ୍ୟବହାର କରି ବର୍ଷକୁ ୪କୋଟି ଟଙ୍କା...
Archives


