ଜାତୀୟ

ଜେଏନ୍‌ୟୁ ହିଂସାର ତଦନ୍ତ ଭାର ନେଲା କ୍ରାଇମ୍‌ ବ୍ରାଞ୍ଚ୍‌: ୩ ଦଳରେ ବିଭକ୍ତ ହେଲା ଟିମ୍‌

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁ ହିଂସାକାଣ୍ଡର ତଦନ୍ତ ଭାର କ୍ରାଇମ୍‌ ବ୍ରାଞ୍ଚ୍‌ ହାତକୁ ଯାଇଛି। ମାମଲା ହସ୍ତାନ୍ତର ପରେ କ୍ରାଇମ୍‌ ବ୍ରାଞ୍ଚ୍‌ ତଦନ୍ତ ପାଇଁ ଯୋଜନା ପ୍ରସ୍ତୁତି କରିଛି। ଇତିମଧ୍ୟରେ ତଦନ୍ତ କରୁଥିବା ଦଳକୁ ୩ ଭାଗରେ ବିଭକ୍ତ କରାଯାଇଛି। ପ୍ରତି ଦଳକୁ...

ଟି-ସାର୍ଟରେ ‘ନୋ ସିଏଏ’ଲେଖି ବିଧାନସଭା ଆସିଲେ ବିଧାୟକ

ଚେନ୍ନାଇ,୬।୧: ତାମିଲନାଡୁ ନାଗାପଟ୍ଟିନମ ମନିଥାନେୟା ଜନନାୟଗ କାଟଚିର ବିଧାୟକ ଥାମିମୁନ ଅନସାରୀ ସୋମବାର ଅଭିନବ ଢଙ୍ଗରେ ବିଧାନସଭା ଆସିଥିବା ଦେଖିବାକୁ ମିଳିଛି। ସେ ପିନ୍ଧିଥିବା ଟି-ସାର୍ଟରେ ‘no CAA, NPR and NRC’ଲେଖାହୋଥିବା ବେଳେ ସେ ହାତରେ ଜାତୀୟ ପତାକା...

ଜେଏନ୍‌ୟୁ ହିଂସାକୁ ନେଇ ପ୍ରତିକ୍ରିୟା ରଖିଲେ ବଲିଉଡ୍‌ ସେଲିବ୍ରିଟି

ନୂଆଦିଲ୍ଲୀ,୬।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) କ୍ୟାମ୍ପସ୍‌ରେ ରବିବାର ରାତିରେ ଦୁଇ ଛାତ୍ରଗୋଷ୍ଠି ମଧ୍ୟରେ ବିବାଦ ଦେଖାଦେଇଛି। ରାତି ଅନ୍ଧକାରରେ କିଛି ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି କ୍ୟାମ୍ପସ୍‌ ଭିତରକୁ ପଶି ଛାତ୍ରଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଜେଏନ୍‌ୟୁ...

ଶାହଙ୍କୁ କଡ଼ା ସମାଲୋଚନା କଲେ ସୁରଜଓ୍ବାଲା

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁରେ ହୋଇଥିବା ହିଂସା ନେଇ କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁରଜଓ୍ବାଲା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଏହି ଘଟଣା ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ନୀରବ ସମର୍ଥନ ବିନା ସମ୍ଭବ ହୋଇନାହିଁ। ପୋଲିସ ନୀରବ ଦ୍ରଷ୍ଟା...

ଆଇନକୁ ବେଖାତିର: ହିଂସାକାଣ୍ଡ ପରେ ପୋଲିସ ସମ୍ମୁଖରେ ବାହାରିଗଲେ ଦୁର୍ବୁତ୍ତ; ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁ ହିଂସାକୁ ନେଇ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ଏବେ ଏହାର ଫଟୋ ଓ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଦୁର୍ବୁତ୍ତମାନେ ହିଂସାକାଣ୍ଡ ଭିଆଇବା ପରେ ଆରାମରେ ପୋଲିସ ଆଗରେ ବିଶ୍ୱବିଦ୍ୟାଳୟ ଗେଟ୍‌ ବାହାରକୁ ବାହାରୁଥିତ୍ବାର...

ଜେଏନ୍‌ୟୁ ହିଂସା: ମୋଦିଙ୍କୁ ଟାର୍ଗେଟ କଲେ ବିରୋଧୀ

ନୂଆଦିଲ୍ଲୀ,୬।୧: ରାଜଧାନୀ ଦିଲ୍ଲୀରେ ଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନୟୁ)ରେ ରବିବାରଠାରୁ ଉପୁଜିଥିବା ହିଂସା ଘଟଣାକୁ ନେଇ ଏବେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ...

ରାତି ଅନ୍ଧାରରେ ଗୁଣ୍ଡାଗିରି: ଶାସକ-ବିରୋଧୀ କଲେ ନିନ୍ଦା

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁରେ ରବିବାର ରାତି ଅନ୍ଧାରରେ ହୋଇଥିବା ଗୁଣ୍ଡାଗିରିକୁ ଶାସକ-ବିରୋଧୀ ନିନ୍ଦା କରିଛନ୍ତି। ଏହାକୁ ନେଇ ଆରୋପ ପ୍ରତ୍ୟାରୋପ ରାଜନୀତି ଆରମ୍ଭ ହୋଇଛି। କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂ ଏହା ବାମପନ୍ଥୀ ଛାତ୍ରଙ୍କ କାଣ୍ଡ ବୋଲି କହିଛନ୍ତି। ଏହା ଯୋଗୁ...

ମସଜିଦ୍‌ରେ ହେବ ହିନ୍ଦୁ ବିବାହ: କନ୍ୟାଙ୍କୁ ମିଳିବ ୧୦ ତୋଳା ସୁନା ଏବଂ ୨ଲକ୍ଷ ଟଙ୍କା…

ଅଲପ୍ପୁଝା, ୬।୧: ଦେଶରେ ବିଭିନ୍ନ ସମ୍ପ୍ରଦାୟକୁ ନେଇ ରାଜନୀତି ଜାରି ରହିଛି। ଏପରିସ୍ଥଳେ କେରଳରେ ସାମ୍ପ୍ରଦାୟିକ ସଦ୍‌ଭାବର ଏକ ଉଦାହରଣ ଦେଖିବାକୁ ମିଳିଛି। ସ୍ଥାନୀୟ ଅଲପ୍ପୁଝାର ଚେରୁବଲ୍ଲୀଠାରେ ଏକ ମସଜିଦ୍‌ରେ ହିନ୍ଦୁ ରୀତିନୀତିରେ କନ୍ୟା-ବରଙ୍କ ବିବାହ ଅନୁଷ୍ଠିତ ହେବ। ଏହି...

ଜେଏନ୍‌ୟୁ ହିଂସା ନେଇ ଦେଶବ୍ୟାପି ପ୍ରଦର୍ଶନ

ନୂଆଦିଲ୍ଲୀ, ୬।୧: ଜେଏନ୍‌ୟୁ କ୍ୟାମ୍ପସ୍‌ରେ ରାତି ଅନ୍ଧାରରେ ହୋଇଥିବା ହିଂସା ନେଇ ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ରାତିରେ କିଛି ଦୁର୍ବୁତ୍ତ କ୍ୟାମ୍ପସ୍‌ରେ ପଶି ଭଙ୍ଗାରୁଜା କରିବା ସହିତ ଠେଙ୍ଗା ଏବଂ ଲୁହାଛଡ଼ରେ ଛାତ୍ରଙ୍କୁ ପିଟିବା ସହିତ ଛାତ୍ରୀ ହଷ୍ଟେଲରେ...

ଥରିଲା ହିମାଚଳ ପ୍ରଦେଶ

ଶିମ୍‌ଲା,୬।୧: ହିମାଚଳ ପ୍ରଦେଶର ଶିମ୍‌ଲାରେ ସୋମବାର ସକାଳେ ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୩.୬। ଏହା ମୃଦୁ ଭୂକମ୍ପ ହୋଇଥିବାରୁ ଅଧିକାଂଶ ଲୋକେ ଏହାକୁ ଅନୁଭବ କରି ପାରି ନ ଥିବା...

ୟୁପିରେ ପଶିଛନ୍ତି ଆତଙ୍କବାଦୀ

ବସ୍ତି(ୟୁପି),୬ା୧(ପି.ଟି.): ଉତ୍ତରପ୍ରଦେଶରେ ଆଇଏସ୍‌ର ଦୁଇଜଣ ଆତଙ୍କବାଦୀ ପ୍ରବେଶ କରିଥିବା ନେଇ ଗୋଇନ୍ଦା ସୂଚନା ମିଳିବା ପରେ ଭାରତ-ନେପାଳ ସୀମା ଅନ୍ତର୍ଗତ ମହାରାଜଗଞ୍ଜ, କୁଶିନଗର ଏବଂ ସିଦ୍ଧାର୍ଥ ନଗର ଜିଲାରେ ହାଇଆଲର୍ଟ ଜାରି କରାଯାଇଛି। ଦୁଇ ଓ୍ବାଣ୍ଟେଡ୍‌ ଆତଙ୍କବାଦୀ ଅବୁଦୁଲ ସମାଦ...

ନିଜ ଦେଶ କଥା ଚିନ୍ତାକର: ପାକ୍‌ ପ୍ରଧାନମନ୍ତ୍ରୀଙ୍କୁ ଓଓ୍ବାଇସିଙ୍କ ସମାଲୋଚନା

ହାଇଦ୍ରାବାଦ,୬ା୧(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଭାରତୀୟ ମୁସଲମାନଙ୍କ ସମ୍ପର୍କରେ ମୁଣ୍ଡ ନ ଖେଳାଇ ନିଜ ଦେଶ କଥା ଚିନ୍ତା କରନ୍ତୁ ବୋଲି ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି କହିଛନ୍ତି। ହାଇଦ୍ରାବାଦ ନିକଟସ୍ଥ ସାଙ୍ଗାରେଡ୍ଡୀ ସହରରେ ନାଗରିକତ୍ୱ ସଂଶୋଧନ ଆଇନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri