ଜାତୀୟ

ଜେଏନ୍‌ୟୁରେ ହିଂସା: ୨୫ ଆହତ

ନୂଆଦିଲ୍ଲୀ,୬ା୧(ଆଇଏଏନ୍‌ଏସ୍‌): ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ପରିସରରେ ରବିବାର ରାତିରେ କେତେଜଣ ମୁଖାପିନ୍ଧା ଗୁଣ୍ଡା ପ୍ରବେଶ କରି ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କୁ କାଠଫାଳିଆ ଓ ଲୁହାରଡ୍‌ରେ ଆକ୍ରମଣ କରିଛନ୍ତି। ସେମାନଙ୍କ ଆକ୍ରମଣରେ ଜେଏନ୍‌ୟୁ ଛାତ୍ର ସଂଘର ସଭାନେତ୍ରୀ ଐଶେ ଘୋଷ,...

ଉତ୍ତରପ୍ରଦେଶରେ ପଶିଲେ ୨ ଆତଙ୍କବାଦୀ: ହାଇଆଲର୍ଟ ଜାରି

ଲକ୍ଷ୍ନୌ,୫।୧: ଆଇଏସ୍‌ ଆତଙ୍କବାଦୀ ସଂଗଠନର ୨ ସନ୍ଦିଗ୍ଧ ଆତଙ୍କବାଦୀ ଉତ୍ତରପ୍ରଦେଶରେ ପ୍ରବେଶ କରିଛନ୍ତି। ଏନେଇ ଗୁଇନ୍ଦା ବିଭାଗ ପକ୍ଷରୁ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ଭାରତ-ନେପାଳ ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଗୁଇନ୍ଦା ସୂଚନା ମିଳିବା ପରେ...

ସିଏଏ ହିଂସାରେ ମୃତ ବ୍ୟକ୍ତିଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ଦେବ ସମାଜବାଦୀ ପାର୍ଟି

ଲକ୍ଷ୍ନୌ,୫।୧: ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ହିଂସାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସାହାଯ୍ୟ ଦେବା ପାଇଁ ସମାଜବାଦୀ ପାର୍ଟି(ଏସ୍‌ପି) ପକ୍ଷରୁ ଘୋଷଣା କରାଯାଇଛି। ଏନେଇ ପାର୍ଟି ପକ୍ଷରୁ ଟୁଇଟ୍‌ ଯୋଗେ କୁହାଯାଇଛି।...

ତେଜ ପ୍ରତାପଙ୍କ ଭିନ୍ନ ଲୁକ୍‌

ପାଟନା,୫।୧: ରାଷ୍ଟ୍ରୀୟ ଜନତା ଦଳ ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜ ପ୍ରତାପ କିଛି ନା କିଛି କାରଣ ପାଇଁ ଅଧିକାଂଶ ସମୟରେ ଥାଆନ୍ତି ଚର୍ଚ୍ଚାରେ। କେତେବେଳେ ସାଇକେଲ ଚଲାଇ ହେଉ ତ ପୁଣି କେତେବେଳେ ବଂଶୀ ବଜାଇବା...

ପୂର୍ବତନ ଏମ୍‌ପି କମଲ ସିଂଙ୍କ ପରଲୋକ

ବକ୍ସର,୫।୧: ଜୀବିତ ଥିବା ଦେଶର ପ୍ରଥମ ଏମ୍‌ପି ତଥା ବିହାର ଦୁମରାନ ରାଜର ଶେଷ ମହାରାଜା କମଲ ବାହାଦୂର ସିଂଙ୍କର ରବିବାର ସକାଳେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ତାଙ୍କ ପୁଅ ଚନ୍ଦ୍ରବିଜୟ ସିଂ...

କଂଗ୍ରେସ, କେଜରିଓ୍ବାଲଙ୍କ ଉପରେ ବର୍ଷିଲେ ଶାହା

ନୂଆଦିଲ୍ଲୀ,୫।୧: ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସୃଷ୍ଟି ହୋଇଥିବା ହିଂସା ପାଇଁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦାୟୀ। ଏଭଳି ମତ ରଖିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ରବିବାର...

ଆରମ୍ଭ ହେଲା ଭାଜପାର ‘ବୁଥ୍‌ କାର୍ଯ୍ୟକର୍ତ୍ତା ସମ୍ମିଳନୀ’

ନୂଆଦିଲ୍ଲୀ,୫।୧: ଆଗକୁ ଅଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ଦେଖି ସବୁଦଳ ପ୍ରସ୍ତୁତ ହେଉଥିବା ବେଳେ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଦିଲ୍ଲୀରେ ଆୟୋଜିତ ‘ବୁଥ୍‌ କାର୍ଯ୍ୟକର୍ତ୍ତା ସମ୍ମିଳନୀ’ରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗ ଦେଇଛନ୍ତି।...

ସିଏଏକୁ ନେଇ ଭାଜପାର ଡୋର୍‌-ଟୁ-ଡୋର୍‌ କ୍ୟାମ୍ପେନ: ୩ କୋଟି ଲୋକଙ୍କ ପାଖରେ ପହଞ୍ଚିବାକୁ ଲକ୍ଷ୍ୟ

ନୂଆଦିଲ୍ଲୀ,୫।୧: ଭାରତୀୟ ଜନତା ପାର୍ଟି(ଭାଜପା)ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସବୁଠାରୁ ବଡ ଜନ ସଚେତନତା ଅଭିଯାନ ରବିବାରଠାରୁ ଆରମ୍ଭ କରିଛି। ଲୋକମାନଙ୍କ ମଧ୍ୟରେ ଏହି ଆଇନକୁ ନେଇ ସଚେତନତା ସୃଷ୍ଟି କରିବା ଏହାର ପ୍ରଥମ ଲକ୍ଷ୍ୟ। ଏହି ଅଭିଯାନ ଜାନୁୟାରୀ...

ମୁରଲୀ ମନୋହର ଯୋଶୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୫।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ମୁରଲୀ ମନୋହର ଯୋଶୀଙ୍କ ୮୬ ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ଟୁଇଟ୍‌ କରି...

ଭାଜପାକୁ ଗାଦିଚ୍ୟୁତ କରିବାକୁ ସବୁ ଦଳ ଏକାଠି ହୁଅନ୍ତୁ: ରଘୁବଂଶ ପ୍ରସାଦ

ପାଟନା,୫।୧: ବିହାରରେ ଚଳିତବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି। ଛାଡ଼ଖଣ୍ଡ ଭଳି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଗାଦିଚ୍ୟୁତ କରିବାକୁ ଏବେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ତା’ର ପୂରୁଣା...

କୋଟା ହସ୍ପିଟାଲକୁ ପଛରେ ପକାଇଲା ପିବିଏମ୍‌: ଆଇସିୟୁରେ ୧୬୨ ଶିଶୁଙ୍କ ମୃତ୍ୟୁ

ବିକାନେର,୫।୧: ରାଜସ୍ଥାନରେ ଶିଶୁ ମୃତ୍ୟୁ ଘଟଣା ଚିନ୍ତାର କାରଣ ପାଲଟିଥିବା ବେଳେ ଏବେ ବିକାନେରର ପିବିଏମ୍‌ ହସ୍ପିଟାଲରେ ଶିଶୁ ମୃତ୍ୟୁ ଘଟଣା ସମସ୍ତଙ୍କୁ ଚମକାଇ ଦେଇଛି। କାରଣ କୋଟାର ଜେକେ ଲୋନ ହସ୍ପିଟାଲକୁ ଏବେ ପଛରେ ପକାଇ ଦେଇଛି ବିକାନେରର...

ଉଦ୍ଧବ ସରକାରଙ୍କ ମନ୍ତ୍ରିମଣ୍ଡଳର ହେଲା ବିଭାଗ ବଣ୍ଟନ

ମୁମ୍ବାଇ,୫।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଗତ ଡିସେମ୍ବର ୩୦ରେ କରାଯାଇଥିଲା। ଶନିବାର ସନ୍ଧ୍ୟାରେ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇ ଏହାର ଏକ ତାଲିକା ରାଜ୍ୟପାଳଙ୍କ ଅନୁମୋଦନ ପାଇଁ ପଠାଯାଇଥିଲା। ରବିବାର ସକାଳେ ରାଜ୍ୟପାଳ ଭଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri