ଜାତୀୟ

୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ଦିଲ୍ଲୀର ସମସ୍ତ ସ୍କୁଲ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ଭାରତରେ ଧୀରେ ଧୀରେ ପାଦ ରଖିବା ଆରମ୍ଭ କରିଛି। ଗୁରୁବାର ସୁଦ୍ଧା କରୋନା ଭାଇରସରେ ୩୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି, ଏହାସହ ପାଖାପାଖି ୨୯ ହଜାର ଲୋକଙ୍କ ଉପରେ କଡା ନଜର ରଖାଯାଇଛି ବୋଲି…

ଲୋକସଭାରେ ହଙ୍ଗାମା ପରେ କଂଗ୍ରେସର ୭ଏମ୍‌ପିଙ୍କୁ ନିଲମ୍ବିତ କଲେ ବାଚସ୍ପତି

ନୂଆଦିଲ୍ଲୀ,୫।୩: ସଂସଦରେ ଲଗାତାର ହେଉଥିବା ହଟ୍ଟଗୋଳ ଯୋଗୁ ଲୋକ ସଭା ବାଚସ୍ପତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଗୁରୁବାର କଂଗ୍ରେସର ୭ଜଣ ଏମ୍‌ପିଙ୍କୁ ଲୋକ ସଭା ବାଚସ୍ପତି ନିଲମ୍ବିତ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗୁରୁବାର ଗୃହରେ ବଜେଟ ଅଧିବେଶନ ଚାଲିଥିବା ବେଳେ…

କୋର୍ଟ ପରିସରରୁ ତାହିର ହୁସେନଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ନୂଆଦିଲ୍ଲୀ,୫।୩: ଦିଲ୍ଲୀ ହିଂସା ଓ ଇଣ୍ଟଲିଜେନ୍ସ ବ୍ୟୁରୋ (ଆଇବି) ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ମାମଲାରେ ସଂମ୍ପୃକ୍ତ ଥିବା ଅଭିଯୋଗରେ ଆମ୍‌ ଆଦମୀ ପାର୍ଟି (ଏଏପି)ର ନିଲମ୍ବିତ କାଉନସିଲର ତାହିର ହୁସେନଙ୍କୁ ଦିଲ୍ଲୀ ପୋଲିସର କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଗିରଫ କରିଛି। ଗୁରୁବାର…

ଭିଭିଆଇପି ବିମାନ ସୁରକ୍ଷା: ଆମେରିକା-ଭାରତ ୧୨୦୦ କୋଟି ଚୁକ୍ତି

ନୂଆଦିଲ୍ଲୀ,୫।୩: ଭିଭିଆଇପି ବିମାନ ସୁରକ୍ଷା ପାଇଁ ଆମେରିକା ଭାରତ ମଧ୍ୟରେ ୧୨୦୦ କୋଟି ଟଙ୍କାର ଚୁକ୍ତି ହୋଇଛି। ଏହି ବିକଶିତ ପ୍ରଣାଳୀ ଭିଭିଆଇପି ବିମାନକୁ କ୍ଷେପଣାସ୍ତ୍ରରୁ ସୁରକ୍ଷିତ ରଖିବାକୁ ସକ୍ଷମ ହେବ ବୋଲି କୁହାଯାଉଛି। ଏହାକୁ ୨ଟି ବୋଇଙ୍ଗ୍‌-୭୭୭ ବିମାନରେ ବ୍ୟବହାର…

ଦୋଷୀ ଫାଶୀ ଖୁଣ୍ଟରେ ଛୁଲିଲା ପରେ ଖୁସି ହେବି: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୫।୩: ନିର୍ଭୟା ଗଣ ବଳାତ୍କାର ମାମଲାର ୪ ଦୋଷୀଙ୍କ ପାଇଁ ଗୁରୁବାର ଚତୁର୍ଥ ଥର ଲାଗି ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଏମାନଙ୍କୁ ତିହାର ଜେଲ ପରିସରରେ ଫାଶୀ ଦିଆଯିବାକୁ ସ୍ଥିର କରିଛନ୍ତି…

ଟାଇଟାନିକ ଜାହାଜ କ୍ୟାପଟେନ୍‌ଙ୍କ ଭଳି ହର୍ଷବର୍ଦ୍ଧନ ଦେଉଛନ୍ତି ଆଶ୍ୱାସନା: ରାହୁଲ

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏହାକୁ ଭୟ ନ କରି ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କହିଛନ୍ତି। ଲୋକଙ୍କୁ ଅଯଥା ଚିନ୍ତା ନ କରିବା ଲାଗି ସେ ପରାମର୍ଶ…

ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ମାମଲାର ୪ ଦୋଷୀ

ନୂଆଦିଲ୍ଲୀ,୫।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ମୃତ୍ୟୁର ନୂଆଦିନ ସ୍ଥିର କରାଯାଇଛି। ପଟିଆଲା ହାଉସ କୋର୍ଟ ପକ୍ଷରୁ ଗୁରୁବାର ଦୋଷୀଙ୍କ ଫାଶୀ ଲାଗି ଚତୁର୍ଥ ଥର ପାଇଁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ମାର୍ଚ୍ଚ ୨୦ ଭୋର…

ଇସ୍କନ ମନ୍ଦିର ଆସିଲେ ଦେବାକୁ ପଡିବ ସ୍ବାସ୍ଥ୍ୟ ପ୍ରମାଣପତ୍ର

ମଥୁରା,୫।୩: ଦିଲ୍ଲୀର ମଥୁରାରେ ଥିବା ବୃନ୍ଦାବନ ଇସ୍କନ ମନ୍ଦିରର ପିଆର୍‌ଓ ସୌରଭ ଦାସ ଗୁରୁବାର କହିଛନ୍ତି, ଆସନ୍ତା ଦୁଇ ମାସ ପର୍ଯ୍ୟନ୍ତ ଇସ୍କନ ମନ୍ଦିର ନ ଆସିବା ପାଇଁ ବିଦେଶୀ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ଆଉ ଯଦି କେହି ପର୍ଯ୍ୟଟକ ଏହି…

କରୋନା ଭାଇରସ ଭୟ: ସ୍ଥଗିତ ରହିଲା ଏସିଆନ ସିକ୍ୟୁରିଟି କନଫରେନ୍ସ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି। ଏହାକୁ ନେଇ କେତେକ ଦେଶରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ବାତିଲ କରିବାକୁ ପଡିଲାଣି। ସେହିପରି ରାଜଧାନୀ ଦିଲ୍ଲୀରେ ଆସନ୍ତା ୧୨-୧୩ ତାରିଖରେ ଆୟୋଜିତ ହେବାକୁ ଥିବା…

ସୀମାରେ ଯାଞ୍ଚ୍‌ କଡ଼ାକଡ଼ି, ବିମାନ ବନ୍ଦରରେ ହାଇ ଆଲର୍ଟ: କରୋନା ମୁକାବିଲା ପାଇଁ ପ୍ରସ୍ତୁତି

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତାଙ୍କୁ ମଧ୍ୟ କରୋନା ଭୟ ଘାରିଛି। ତେବେ ସରକାର ସୁରକ୍ଷା ପଦକ୍ଷେପ ଗ୍ରହଣ କରିଥିବା ରାଜ୍ୟ ସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଗୁରୁବାର ସୂଚନା ଦେଇଛନ୍ତି।…

କରୋନା ଭାଇରସ ଯୋଗୁ କ୍ୟାସ୍‌ଲେସ ହେଉଛନ୍ତି ଲୋକେ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ବିଶ୍ୱର ଅଧିକାଂଶ ଦେଶରେ ପହଞ୍ଚି ସାରିଥିବା ବେଳେ ଭାରତରେ ମଧ୍ୟ ଏହା ପହଞ୍ଚି ଯାଇଛି। ସମୟ କ୍ରମେ ଭାରତରେ ଏହା କାୟା ବସ୍ତାର କରିଚାଲିଥିବା ବେଳେ ଏବେ ଏଥିରୁ ଦୂରେଇ ରହିବାକୁ ନାନା ଉପାୟ ଚିନ୍ତା କରାଯାଉଛି।…

କରୋନା ପ୍ରଭାବ: ମାସ୍କ୍‌, ସାନିଟାଇଜର ଦାମରେ ୧୦ଗୁଣା ବୃଦ୍ଧି

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ପାଇଁ ମାସ୍କ ପିନ୍ଧିବା ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକଙ୍କୁ ସତର୍କ କରାଯାଇଛି। ଏହା ସହିତ ହାତ ଧୋଇବା ଉପରେ ମଧ୍ୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଗୁରୁତ୍ୱାରୋପ କରିଛି। ଭଲ ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri