ଜାତୀୟ

ତାମିଲନାଡୁ ବିଧାନସଭାର ପୂର୍ବତନ ବାଚସ୍ପତିଙ୍କ ପରଲୋକ

ଚେନ୍ନାଇ,୪।୧: ତାମିଲନାଡୁ ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଏଆଇଏଡିଏମ୍‌କେ ନେତା ପିଏଚ୍‌ ପାଣ୍ଡିଆନଙ୍କ ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। କିଛିଦିନ ହେବ ସେ ଅସୁସ୍ଥ ଥିଲେ। ତାମିଲନାଡୁର ଥିରୁନେଲଭେଲି ଜିଲାରେ ପାଣ୍ଡିଆନଙ୍କ...

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଗ୍ରେନେଡ ଆକ୍ରମଣ

ଶ୍ରୀନଗର,୪।୧: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଥିବା ସିଆର୍‌ପିଏଫ୍‌ ଶିବିର ଉପରେ ଶନିବାର ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିଛନ୍ତି। କୋଡରା ଚକରେ ଥିବା ଟ୍ରାନ୍ସଫରମର ନିକଟରେ ଏମାନେ ଗ୍ରେନେଡ ମାଡ କରିଥିବା ସୂଚନା ମିଳିଛି। ଏହାପରେ ସେମାନେ କାଓ୍ବଡାରା ଅଞ୍ଚଳରେ ମଧ୍ୟ ଆଉ...

ହିନ୍ଦୁ-ମୁସ୍‌ଲିମ ବିଭାଜନକାରୀଙ୍କୁ ଭୋଟ ଦିଅନାହିଁ: କେଜରିଓ୍ବାଲ

ନୂଆଦିଲ୍ଲୀ,୪।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି ଯେଉଁମାନେ ହିନ୍ଦୁ-ମୁସଲମାନ ମଧ୍ୟରେ ବିଭାଜନ ସୃଷ୍ଟି କରୁଛନ୍ତି ସେମାନଙ୍କୁ ଭୋଟ...

ବୀର ସଭରକରଙ୍କ ନାତି ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୪।୧: ବିନାୟକ ଦାମୋଦର ସଭରକରଙ୍କ ନାତି ରଞ୍ଜିତ ସଭରକରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗଡ଼ିଯାଇଛି। ଉଚ୍ଚ ରକ୍ତଚାପ ବଢ଼ିଯିବାରୁ ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କୁ ମୁମ୍ବାଇସ୍ଥିତ ରହେଜା ଫୋର୍ଟିସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା...

ଉଦ୍ଧବ ଠାକରେଙ୍କୁ ଝଟ୍‌କା: ଶିବସେନା ଛାଡିଲେ ଅବଦୁଲ

ମୁମ୍ବାଇ,୪।୧: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ଗଢାଯାଇଥିବା ଉଦ୍ଧବ ଠାକରେଙ୍କ ମନ୍ତ୍ରିମଣ୍ଡଳରେ କିଛି ଠିକ୍‌ ଚାଲୁ ନ ଥିବା ଆଲୋଚନା ହେଉଛି। କାରଣ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ମନ୍ତ୍ରୀ ପଦ ନ ମିଳିଥିବା ବିଧାୟକମାନେ ଅସନ୍ତୋଷ ପ୍ରକାଶ କରିବା ସହ ସେମାନଙ୍କ...

ଶ୍ରୀନଗରରୁ କୁଖ୍ୟାତ ଆତଙ୍କବାଦୀ ଗିରଫ

ଶ୍ରୀନଗର,୪।୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଓ ଶ୍ରୀନଗର ପୋଲିସକୁ ବଡ଼ ସଫଳତା ମିଳିଛି। ଶନିବାର ସୁରକ୍ଷାକର୍ମୀ ଓ ଶ୍ରୀନଗର ପୋଲିସର ମିଳିତ ଅଭିଯାନରେ ଜଣେ କୁଖ୍ୟାତ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଏଥିସହ ତାଙ୍କଠାରୁ ମାରଣାସ୍ତ୍ର ଜବତ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶ୍ରୀନଗରରେ...

ବିହାରରେ ଲାଗି ରହିଛି ପୋଷ୍ଟର ଓ୍ବାର

ପାଟନା,୪।୧: ବିହାରରେ ଚଳିତ ବର୍ଷ ଅନୁଷ୍ଠିତ ହେବ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଏବେଠାରୁ ବିଭିନ୍ନ ଦଳ ଲାଗି ପଡିଲେଣି। ଏହାକୁ ନେଇ ଏବେ ବିହାରର ମୁଖ୍ୟ...

ଦିଲ୍ଲୀରେ ଲାଗିଲା ପ୍ରଥମ ସ୍ମଗ୍‌ ଟାଓ୍ବାର

ନୂଆଦିଲ୍ଲୀ: ସମଗ୍ର ଦେଶରେ ବାୟୁ ପ୍ରଦୂଷଣ ସାରା ଦେଶରେ ବଡ଼ ସମସ୍ୟା ହୋଇଥିବାବେଳେ ଦିଲ୍ଲୀର ସ୍ଥିତି ସବୁଠାରୁ ସଙ୍ଗିନ୍‌। ପ୍ରଦୂଷଣ ଜନିତ ରୋଗ ଓ ମୃତ୍ୟୁହାର ହ୍ରାସ କରିବାପାଇଁ ରାଜଧାନୀ ଦିଲ୍ଲୀରେ ସ୍ଥାପନ ହୋଇଛି ପ୍ରଥମ ସ୍ମଗ୍‌ ଟାଓ୍ବାର୍‌। କ୍ରିକେଟ୍‌...

ନୂଆବର୍ଷରେ ୮ ଲକ୍ଷ ଭକ୍ତ ଶିରିଡି ସାଇ ମନ୍ଦିରକୁ ଦାନ କଲେ ୧୬.୯୩ କୋଟି ଟଙ୍କା

ଶିରିଡି,୪।୧: ଶିରିଡି ସାଇ ମନ୍ଦିରକୁ ନୂଆବର୍ଷ ଉପଲକ୍ଷେ ପ୍ରାୟ ୮ ଲକ୍ଷ ଭକ୍ତ ଦର୍ଶନ ପାଇଁ ଆସିଥିବା ଜଣାପଡିଛି। ଏହି ସମୟରେ ସାଇବାବା ସଂସ୍ଥାନ ଟ୍ରଷ୍ଟ ୧୬.୯୩ କୋଟି ଟଙ୍କା ଦାନ ଆକାରରେ ପାଇଥିବା ପ୍ରକାଶ କରିଛି। ଏହାବ୍ୟତୀତ ଏଠାରେ...

ରାଜସ୍ଥାନରେ ବଢୁଛି ଶିଶୁମୃତ୍ୟୁ ସଂଖ୍ୟା

ଜୟପୁର,୪।୧: ରାଜସ୍ଥାନର କୋଟା ହସ୍ପିଟାଲରେ ଏବେ ଶିଶୁ ମୃତ୍ୟୁ ସଂଖ୍ୟା ବଢିପାରେ ଲାଗିଛି। ଶନିବାର ସକାଳ ସୁଦ୍ଧା ଏଠାରେ ମୃତକଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଥିବା ସୂଚନା ମିଳିଛି। ଶନିବାର ଏକ କେନ୍ଦ୍ରୀୟ ଟିକ୍‌ ହସ୍ପିଟାଲ ଗସ୍ତ କରିଥିବା ସମୟରେ କୋଟାର...

ଭୂତ ଭୟରେ ୪୨ ବର୍ଷ ବନ୍ଦଥିଲା ବେଗୁନ୍‌କୋଦର ଷ୍ଟେଶନ

କୋଲକାତା: ଗୋଟିଏ ରେଲ୍‌ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। ପଶ୍ଚିମବଙ୍ଗର ପୁରୁଲିୟା ଜିଲାରେ ରହିଛି ଏହି ଷ୍ଟେଶନ। ଯାହାର ନାମ...

ନବୀନଙ୍କ ସମେତ ୧୧ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ପିନାରାୟୀ ବିଜୟନ୍‌

ଥିରୁଭାନନ୍ଥପୁରମ୍‌,୪ା୧(ପି.ଟି.): ବିବାଦୀୟ ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ରଦ୍ଦ କରିବା ପାଇଁ କେରଳ ବିଧାନସଭାରେ ପ୍ରସ୍ତାବ ଗୃହୀତ ହେବା ପରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ଶୁକ୍ରବାର ୧୧ଟି ରାଜ୍ୟର ପ୍ରତିପକ୍ଷଙ୍କୁ ପତ୍ର ଲେଖି ଗଣତନ୍ତ୍ର ଓ ଧର୍ମନିରପେକ୍ଷତାର ସୁରକ୍ଷା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri