ଜାତୀୟ

ନୂଆବର୍ଷରେ ୮ ଲକ୍ଷ ଭକ୍ତ ଶିରିଡି ସାଇ ମନ୍ଦିରକୁ ଦାନ କଲେ ୧୬.୯୩ କୋଟି ଟଙ୍କା

ଶିରିଡି,୪।୧: ଶିରିଡି ସାଇ ମନ୍ଦିରକୁ ନୂଆବର୍ଷ ଉପଲକ୍ଷେ ପ୍ରାୟ ୮ ଲକ୍ଷ ଭକ୍ତ ଦର୍ଶନ ପାଇଁ ଆସିଥିବା ଜଣାପଡିଛି। ଏହି ସମୟରେ ସାଇବାବା ସଂସ୍ଥାନ ଟ୍ରଷ୍ଟ ୧୬.୯୩ କୋଟି ଟଙ୍କା ଦାନ ଆକାରରେ ପାଇଥିବା ପ୍ରକାଶ କରିଛି। ଏହାବ୍ୟତୀତ ଏଠାରେ...

ରାଜସ୍ଥାନରେ ବଢୁଛି ଶିଶୁମୃତ୍ୟୁ ସଂଖ୍ୟା

ଜୟପୁର,୪।୧: ରାଜସ୍ଥାନର କୋଟା ହସ୍ପିଟାଲରେ ଏବେ ଶିଶୁ ମୃତ୍ୟୁ ସଂଖ୍ୟା ବଢିପାରେ ଲାଗିଛି। ଶନିବାର ସକାଳ ସୁଦ୍ଧା ଏଠାରେ ମୃତକଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଥିବା ସୂଚନା ମିଳିଛି। ଶନିବାର ଏକ କେନ୍ଦ୍ରୀୟ ଟିକ୍‌ ହସ୍ପିଟାଲ ଗସ୍ତ କରିଥିବା ସମୟରେ କୋଟାର...

ଭୂତ ଭୟରେ ୪୨ ବର୍ଷ ବନ୍ଦଥିଲା ବେଗୁନ୍‌କୋଦର ଷ୍ଟେଶନ

କୋଲକାତା: ଗୋଟିଏ ରେଲ୍‌ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। ପଶ୍ଚିମବଙ୍ଗର ପୁରୁଲିୟା ଜିଲାରେ ରହିଛି ଏହି ଷ୍ଟେଶନ। ଯାହାର ନାମ...

ନବୀନଙ୍କ ସମେତ ୧୧ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ପିନାରାୟୀ ବିଜୟନ୍‌

ଥିରୁଭାନନ୍ଥପୁରମ୍‌,୪ା୧(ପି.ଟି.): ବିବାଦୀୟ ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ରଦ୍ଦ କରିବା ପାଇଁ କେରଳ ବିଧାନସଭାରେ ପ୍ରସ୍ତାବ ଗୃହୀତ ହେବା ପରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ଶୁକ୍ରବାର ୧୧ଟି ରାଜ୍ୟର ପ୍ରତିପକ୍ଷଙ୍କୁ ପତ୍ର ଲେଖି ଗଣତନ୍ତ୍ର ଓ ଧର୍ମନିରପେକ୍ଷତାର ସୁରକ୍ଷା ପାଇଁ...

ସଭରକରଙ୍କୁ ସେବାଦଳର ଆକ୍ଷେପ: କଂଗ୍ରେସ ଉପରେ ବର୍ଷିଲେ ଭାଜପା, ଶିବସେନା

ମୁମ୍ବାଇ, ନୂଆଦିଲ୍ଲୀ,୪ା୧(ପି.ଟି.): ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କ ସହ ସ୍ବାଧୀନତା ସଂଗ୍ରାମୀ ବୀର ସଭରକରଙ୍କର ଶାରୀରିକ ସମ୍ପର୍କ ରହିଥିଲା ବୋଲି କଂଗ୍ରେସ ସେବାଦଳ ପକ୍ଷରୁ ପ୍ରକାଶିତ ପୁସ୍ତିକାରେ ଦାବି କରାଯିବା ଘଟଣାକୁ ନେଇ ରାଜନୀତି ଜୋର୍‌ ଧରିଛି। ଏହାକୁ...

ସୀମାରେ ଅନୁପ୍ରବେଶ ଅପେକ୍ଷାରେ ୨୫୦ ପାକ୍‌ ଆତଙ୍କବାଦୀ

ନୂଆଦିଲ୍ଲୀ,୪ା୧(ଆଇଏଏନ୍‌ଏସ୍‌): ଭାରତ ମଧ୍ୟକୁ ଅନୁପ୍ରବେଶ କରିବା ଲାଗି ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଆରପଟେ ପାଖାପାଖି ୨୫୦ ପାକିସ୍ତାନୀ ଆତଙ୍କବାଦୀ ଅପେକ୍ଷା କରି ରହିଛନ୍ତି। ସେମାନେ ପ୍ରତିଦିନ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିବା ନୂଆ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ...

୬ ଗାଡ଼ି ପୋଡ଼ିଲେ ମାଓବାଦୀ

ରାଞ୍ଚି,୪ା୧(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡରେ ନୂଆ ସରକାର ଦାୟିତ୍ୱ ଗ୍ରହଣକରିବା ପରେ ମାଓବାଦୀମାନେ ସେମାନଙ୍କ ଅସଲ ରୂପ ଦେଖାଇଛନ୍ତି। ହଜାରିବାଗ୍‌ ଜିଲା କରିଗରା ନଦୀକୂଳରେ ପୋଲ ନିର୍ମାଣ କାର୍ଯ୍ୟ କରୁଥିବା ଏକ ଘରୋଇ କମ୍ପାନୀର ୬ଟି ଗାଡ଼ିକୁ ସେମାନେ ପୋଡ଼ିଦେଇଛନ୍ତି। ପ୍ରାୟ ୨୫ଜଣ...

୩୧ରୁ ଆରମ୍ଭ ହୋଇପାରେ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୪ା୧: ଚଳିତ ମାସ ୩୧ରେ ବଜେଟ ଅଧିବେଶନ ଆରମ୍ଭ କରିବା ନେଇ ସରକାର ବିଚାର କରୁଛନ୍ତି। ସେହିଭଳି ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଉପସ୍ଥାପନ ହୋଇପାରେ। ବଜେଟ ଅଧିବେଶନ ନେଇ ଚୂଡାନ୍ତ ତାରିଖର ବିଜ୍ଞପ୍ତି ଏ ଯାଏ ପ୍ରକାଶ ପାଇନାହିଁ।...

ବାଣ କାରଖାନାରେ ବିସ୍ଫୋରଣ

କୋଲକାତା,୩।୧: ପଶ୍ଚିମବଙ୍ଗ ନର୍ଥ ୨୪ ପ୍ରାଙ୍ଗଣା ଜିଲାର ନୌହାଟିରେ ଶୁକ୍ରବାର ଏକ ବାଣ କାରଖାନାରେ ହଠାତ୍‌ ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ୫ଟି ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବା ସହ...

ମୋଦି ପାକିସ୍ତାନର ଦୂତ: ମମତା

ସିଲିଗୁଡି,୩।୧: ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସର ମୁଖ୍ୟ ମମତା ବାନାର୍ଜୀ ସଲିଗୁଡିରେ ପୁଣି ଏକ ରାଲି କରିଛନ୍ତି। ରାଲିକୁ ସମ୍ବୋଧିତ କରି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ ମୋଦିଙ୍କୁ...

ପୁଣି ଇଡି ଜାଲରେ ଚିଦାମ୍ବରମ୍‌

ନୂଆଦିଲ୍ଲୀ,୩।୧: କିଛି ଦିନର ବିରାମ ପରେ ପୁଣି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜାଲରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌। ଶୁକ୍ରବାର ଏୟାର ଇଣ୍ଡିଆ ଦ୍ୱାରା କିଣାଯାଇଥିବା ବିମାନର ଡିଲ୍‌କୁ ନେଇ ଇଡି ଦୀର୍ଘ ୬ ଘଣ୍ଟା ଧରି ଚିଦାମ୍ବରମ୍‌ଙ୍କୁ ଜେରା କରିଥିବା...

ଲଟେରିରେ ୧ କୋଟି ଜିତି ସୁରକ୍ଷା ଲୋଡ଼ିଲେ ନାରାୟଣ

କୋଲକାତା,୩।୧: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ ଏଭଳି ଏକ ଘଟଣା ଘଟିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ଦ୍ଧମାନ ଜିଲାରେ ରହୁଥିବା ଜଣେ ୭୦ ବର୍ଷୀୟ ବ୍ୟକ୍ତି ପୂର୍ବରୁ ଚର୍ଚ୍ଚିତ ନ ଥିଲେ, କିନ୍ତୁ ତାଙ୍କର କାର୍ଯ୍ୟକଳାପ ଏବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri