ଜାତୀୟ

ସୋସିଆଲ୍‌ ମିଡ଼ିଆ ରାଜନୀତି: ଅନ୍‌ଲାଇନ୍‌ରେ ମୋଦି ଶକ୍ତିଶାଳୀ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୩: ସୋସିଆଲ ମିଡ଼ିଆରେ ନିଜର ଶକ୍ତି ବୃଦ୍ଧି କରିବା ପାଇଁ ପୃଥିବୀର ଶକ୍ତଶାଳୀ ଦେଶର ରାଜନେତା ମାନେ ଉଦ୍ୟମ କରୁଥିବାର ନଜିର ରହିଛି। ସୋସିଆଲ ମିଡ଼ିଆରେ ରାଜନୀତି କରି ବେଶ୍‌ ସଫଳ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ନିଜ ନେତାଙ୍କୁ ଅନୁସରଣ କରି ସୋସିଆଲ ମିଡିଆ ଛାଡିବେ ଅମୃତା

ମୁମ୍ବାଇ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୋସିଆଲ ମିଡିଆ ଫେସବୁକ, ଟୁଇଟର, ଇନଷ୍ଟାଗ୍ରାମ ଓ ୟୁଟ୍ୟୁବ ଛାଡିବା କଥା ଚିନ୍ତା କରୁଥିବା କହିବାର କିଛି ସମୟ ପରେ ଏହାକୁ ନେଇ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ…

ଶିବଲିଙ୍ଗଙ୍କୁ ପୂଜା କରୁଛନ୍ତି ମୁସଲମାନ୍‌ ପରିବାର

ଗୁଆହାଟୀ,୩।୩ : ଦେଶରେ ଧର୍ମ, ଜାତି, ସମ୍ପ୍ରଦାୟ ମଧ୍ୟରେ ବାବବିବାଦ ଜାରି ରହିଥିବା ବେଳେ ଆସାମର ଏକ ମୁସଲମାନ୍‌ ପରିବାର ସାମ୍ପ୍ରଦାୟିକ ସଦ୍‌ଭାବର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଏହି ପରିବାର ଦୀର୍ଘ ୫୦୦ ବର୍ଷ ଧରି ଶିବଲିଙ୍ଗଙ୍କୁ ପୂଜା କରୁଛନ୍ତିି।…

କପିଲ ମିଶ୍ରାଙ୍କୁ ମିଳିବ ଓ୍ବାଇ ପ୍ଲସ ସୁରକ୍ଷା!

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ଦଙ୍ଗା ପୂର୍ବରୁ ନିଜର ଉତ୍ତେଜିତ ଭାଷଣ ଭାଷଣ ପାଇଁ ଚର୍ଚ୍ଚାରେ ରହିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା କପିଲ ମିଶ୍ରାଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି। ଏବେ ତାଙ୍କୁ ଓ୍ବାଇ ପ୍ଲସ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯିବାକୁ ସ୍ଥିର କରାଯାଇଛି।…

ପୃଥିବୀ ଉପରେ କଡ଼ା ନଜର ରଖିବ ଜିଆଇ ସାଟ୍‌-୧: ଅନୁକୂଳ ପାଗ ରହିଲେ ମାର୍ଚ୍ଚ ୫ରେ ହେବ ଉତ୍‌କ୍ଷେପଣ

ଶ୍ରୀହରିକୋଟା,୩।୩: ପୃଥିବୀ ଉପରେ କଡ଼ା ନଜର ରଖିବା ପାଇଁ ଇସ୍ରୋ ପକ୍ଷରୁ ମାର୍ଚ୍ଚ ୫ରେ ଶ୍ରୀହରିକୋଟାସ୍ଥିତି ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଜିଆଇ ସାଟ୍‌-୧ର ଉତ୍‌କ୍ଷେପଣ କରାଯିବ। ଅପରାହ୍ନ ୫ଟା ୪୩ରେ ଜିଏସ୍‌ଏଲ୍‌ଭି-ଏଫ୍‌-୧୦ ସହାୟତାରେ ଏହାକୁ ମହାକାଶକୁ ଉତ୍‌କ୍ଷେପଣ କରାଯିବ। ଏହାକୁ…

ଗୋମୂତ୍ର, ଗୋବର ଦ୍ୱାରା ଭଲ ହେବ କରୋନା ଭାଇରସ: ଭାଜପା ବିଧାୟିକା

ଗୁଆହାଟୀ,୩।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଏହାର ଏକ ଅଦ୍ଭୁତ ଚିକିତ୍ସା ପଦ୍ଧିତି ବିଷୟରେ କହିଛନ୍ତି ଭାରତୀୟ ଜନତା ପାର୍ଟି ବିଧାୟିକା ସୁମନ ହରିପ୍ରିୟା। ସୋମବାର ଆସାମ ବିଧାନସଭାରେ ହରିପ୍ରିୟ କହିଛନ୍ତି, ମୋତେ ଲାଗୁଛି ଗୋମୂତ୍ର ଓ…

କରୋନା ଆତଙ୍କ : ୧୧ ହାଇ ରିସ୍କ୍‌ ଦେଶ ସହିତ ଯାତ୍ରା କଟକଣା କରିପାରେ ଭାରତ !

ନୂଆଦିଲ୍ଲୀ,୩।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ପୃଥିବୀର ୬୭ ଦେଶରେ ଆତଙ୍କ ସୃଷ୍ଟି କରିଛି। ସେଥିମଧ୍ୟରୁ ୧୧ଟି ଦେଶରେ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟିଛି। ଏପରିସ୍ଥଳେ ସରକାର ଏବଂ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଯଦି ସତର୍କତା ଅବଲମ୍ବନ ନ…

ସୋସିଆଲ ମିଡିଆ ଛାଡିବେ ମୋଦି: ଟ୍ରେଣ୍ଡ କରୁଛି ‘ହାସ ନୋସାର୍‌’

ନୂଆଦିଲ୍ଲୀ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୋସିଆଲ ମିଡିଆ ଛାଡିବା କଥା ଚିନ୍ତା କରୁଛନ୍ତି ବୋଲି କହିଥିଲେ। ଟୁଇଟ୍‌ କରି ସେ ଫେସବୁକ୍‌, ଟୁଇଟର, ଇନଷ୍ଟାଗ୍ରାମ ଓ ୟୁଟ୍ୟୁବ ଭଳି ସୋସିଆଲ ମିଡିଆ ଛାଡିବା କଥା ଚିନ୍ତା କରୁଛନ୍ତି ବୋଲି କହିଥିଲେ।…

କରୋନା ଭାଇରସ ରୋଗୀ ଚିହ୍ନଟ ପରେ ଗେହଲଟ ଡାକିଲେ ଉଚ୍ଚସ୍ତରୀୟ ବୈଠକ

ଜୟପୁର,୩।୩: ଚାଇନାରେ କାୟା ବିସ୍ତାର କରି ଚାଲିଥିବା କରୋନା ଭାଇରସ ଭାରତରେ ମଧ୍ୟ ତା’ର ଉପସ୍ଥିତି ଜାହିର କରି ସାରିଛି। ସୋମବାର ଭାରତରେ ୩ କରୋନା ଭାଇରସ ପଜିଟିଭ ଚିହ୍ନଟ ହେବା ପରେ ଏବେ ସମସ୍ତଙ୍କ ମନରେ ଛନକା ପସିଯାଇଛି। ଏମାନଙ୍କ…

ମୋଦିଙ୍କୁ ଭେଟିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କେଜରିଓ୍ବାଲ ତୃତୀୟଥର ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ମୋଦିଙ୍କ ସହ ଏହା ତାଙ୍କର ପ୍ରଥମ ସାକ୍ଷାତ୍‌କାର ହେବ। ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ଦଙ୍ଗାକୁ…

ସ୍ତ୍ରୀ ଓ ୨ ପିଲାଙ୍କୁ ମାରି ଯନ୍ତ୍ରୀଙ୍କ ଆତ୍ମହତ୍ୟା

ହାଇଦ୍ରାବାଦ,୩ା୩: ହାଇଦ୍ରାବାଦର ହସ୍ତିନାପୁରମ୍‌ ଅନ୍ତର୍ଗତ ଏଲ୍‌ବି ନଗରରେ ଜଣେ ଯନ୍ତ୍ରୀ ଆର୍ଥିକ ସଙ୍କଟ ଯୋଗୁ ନିଜ ସ୍ତ୍ରୀ ଓ ଦୁଇ ପିଲାଙ୍କୁ ମାରି ନିଜେ ଆତ୍ମହତ୍ୟା କରିଥିବା ପୋଲିସ କହିଛି। ଗତ ଦୁଇଦିନ ହେଲା ଘର ବନ୍ଦରହିବା ପରେ ପଡ଼ୋଶୀଙ୍କଠାରୁ ଅଭିଯୋଗ…

କ୍ଷତିଗ୍ରସ୍ତଙ୍କ ପାଇଁ କ’ଣ ପଦକ୍ଷେପ ନେଇଛ

ନୂଆଦିଲ୍ଲୀ,୩ା୩ (ପି.ଟି.): ଉତ୍ତରପୂର୍ବ ଦିଲ୍ଲୀ ଦଙ୍ଗାରେ କ୍ଷତିଗ୍ରସ୍ତ ଲୋକମାନଙ୍କ ଚିକିତ୍ସା ଓ ଥଇଥାନ ପାଇଁ କ’ଣ ପଦକ୍ଷେପ ନେଇଛ ରିପୋର୍ଟ ଦାଖଲ କରିବା ଲାଗି ହାଇକୋର୍ଟ ସୋମବାର ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri