ଭାଜପାରେ ଯୋଗ ଦେବା ନେଇ କ’ଣ କହିଲେ ସଚିନ
ଜୟପୁର/ନୂଆଦିଲ୍ଲୀ,୧୫।୭: ରାଜସ୍ଥାନ କଂଗ୍ରେସ ଅଧ୍ୟକ୍ଷ ଏବଂ ଉପମୁଖ୍ୟମନ୍ତ୍ରୀ ପଦରୁ ସଚିନ ପାଇଲଟଙ୍କୁ ହଟାଇ ଦିଆଯାଇଛି। ଏବେ ସେ ଭାଜପାରେ ଯୋଗ ଦେବା ନେଇ ଚର୍ଚ୍ଚା ଚାଲିଛି। ଏନେଇ ସେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ମୁଁ ୧୦୦ଥର କହିସାରିଲେଣି ଭାଜପାରେ କଦାପି…
ଗରିବଙ୍କ ପେଟକୁ ଜୁଟୁନି ଦାନା: ଖତ ଖାଇଗଲା ୧୨୬୫ କ୍ୱିଣ୍ଟାଲ ଗହମ
ଭୋପାଳ, ୧୫।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। କାମଧନ୍ଧା ନ କରି ପାରି ଗରିବଙ୍କ ପେଟକୁ ଦାନା ଜୁଟୁନି। ଏପରିସ୍ଥଳେ ପ୍ରଶାସନର ଅବହେଳା ଯୋଗୁ ମଧ୍ୟପ୍ରଦେଶରେ ୧୨୬୫ କ୍ୱିଣ୍ଟାଲ ଗହମ ଖତ ଖାଇଯାଇଛି। ଏଭଳି ଘଟଣା କାନଓ୍ବନରେ…
ମୃତବ୍ୟକ୍ତିର ଫଟୋ ନେଉଥିଲେ ଫଟୋଗ୍ରାଫର, ତା’ପରେ ଏମିତି ଘଟିଲା
ଥିରୁଭାନନ୍ତପୁରମ୍,୧୫।୭:କେରଳର ଏର୍ନାକୁଲମ ଜିଲାରେ ଏକ ହସ୍ପିଟାଲ ବାହାରେ ପୋଷ୍ଟମର୍ଟମ ପାଇଁ ରଖାଯାଇଥିବା ମୃତବ୍ୟକ୍ତିର ଫଟୋ ନେଉଥିଲେ ଜଣେ ଫଟୋଗ୍ରାଫର। ଅଚାନକ ଏକ ସ୍ବର ଆସିଥିଲା। ଫଟୋଗ୍ରାଫର ଜଣଙ୍କୁ ସନ୍ଦେହ ହେବାରୁ ସେ ମୃତବ୍ୟକ୍ତିଙ୍କ ପାଖକୁ ଯାଇଥିଲେ। ତାଙ୍କ ମୁହଁରୁ ଧୀର ସ୍ବର…
ଗର୍ଭଯନ୍ତ୍ରଣା ହେଉଥିବା ମହିଳାଙ୍କୁ ଥାନାକୁ ନେଇଗଲା ପୋଲିସ, ଆଉ ତା’ପରେ
ଗାନ୍ଧୀନଗର,୧୫।୭: ଗୁଜୁରାଟର ବନାଶକାଣ୍ଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୋଲିସ ଅବହେଳା ଯୋଗୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଛି। ପୀଡିତାଙ୍କ ପରିବାର ଅନୁଯାୟୀ, ଘରେ ଜଣେ ଗର୍ଭବତୀ ମହିଳାଙ୍କ ଗର୍ଭଯନ୍ତ୍ରଣା ହେଉଥିଲା। ଏହା ପରେ ପରିବାର ସଦସ୍ୟ ତାଙ୍କୁ…
ଅନ୍ଲାଇନ୍ କ୍ଲାସ୍: ଛୋଟ ପିଲା ଅଧଘଣ୍ଟାରୁ ଅଧିକ ପଢ଼ିବେନି
ନୂଆଦିଲ୍ଲୀ, ୧୫।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ସମସ୍ତ ସ୍କୁଲ କଲେଜକୁ ମାର୍ଚ୍ଚ ୧୬ଠାରୁ ବନ୍ଦ କରାଯାଇଛି। ଫଳରେ ୨୪ କୋଟିରୁ ଅଧିକ ଛାତ୍ରୀଛାତ୍ରଙ୍କ ଶିକ୍ଷା ପ୍ରଭାବିତ ହୋଇଛି। ଛାତ୍ରୀଛାତ୍ରମାନେ ଅନ୍ଲାଇନ୍ କ୍ଲାସ୍ ଦ୍ୱାରା ପାଠପଢ଼ା…
ଭୋକିଲା ମୁହଁରେ ହସ ଫୁଟାଉଥିବା ବ୍ୟକ୍ତି କରୋନା ଯୁଦ୍ଧରେ ହାରିଗଲେ
ନୂଆଦିଲ୍ଲୀ,୧୫।୭:ଦେଶରେ କରୋନା ଭାଇରସ ସଂକ୍ରମଣ ବୃଦ୍ଧି ପାଉଛି। ଗୋଟିଏ ଦିନରେ ୨୦ ହଜାରରୁ ଅଧିକ ମାମଲା ଆସୁଛି। ଦିଲ୍ଲୀର ଅବସ୍ଥା ମଧ୍ୟ ଚିନ୍ତାଜନକ। କରୋନା ଜୀବାଣୁ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ମାର୍ଚ୍ଚରେ ଦେଶରେ ଲକ୍ଡାଉନ୍ ଘୋଷଣା କରିଥିଲେ। କାମ…
ନିର୍ମାଣ ହେବ ନୂଆ ସଂସଦ ଭବନ: ଦୌଡ଼ରେ ୭ କମ୍ପାନୀ
ନୂଆଦିଲ୍ଲୀ, ୧୫।୭: ଭାରତର ନୂଆ ସଂସଦ ଭବନ ନିର୍ମାଣ କରାଯିବ। ଏଥିପାଇଁ ଦୌଡ଼ରେ ୭ଟି କମ୍ପାନୀ ରହିଛନ୍ତି। ସେସବୁ କମ୍ପାନୀ ମଧ୍ୟରେ ଉତ୍ତରପ୍ରଦେଶ ସରକାରୀ ନିଗମ ଲିମିଟେଡ୍, ଟାଟା ପ୍ରୋଜେକ୍ଟ ଲିମିଟେଡ୍, ଲାର୍ସନ୍ ଆଣ୍ଡ ଟୁବ୍ରୋ ଲିମିଟେଡ୍, ଆଇଟିଡି ସିମେଣ୍ଟଶନ୍ ଇଣ୍ଡିଆ…
ଗାଁରେ ନାହିଁ ବିଜୁଳି, କୃଷକଙ୍କ ପୁଅ ୯୮.୨ ପ୍ରତିଶତ ମାର୍କ ରଖି ବିଦେଶରେ ପଢିବାକୁ ହାସଲ କଲେ ଯୋଗ୍ୟତା
ଲକ୍ଷ୍ନୌ,୧୫।୭: ସିବିଏସି ଦ୍ୱାଦଶ ବୋର୍ଡ ପରୀକ୍ଷାରେ ୯୮.୨ ପ୍ରତିଶତ ମାର୍କ ପାଇଥିବା ଜଣେ କୃଷକଙ୍କ ପୁଅ ଏବେ ବିଦେଶରେ ପଢିବେ। ସେ ଆମେରିକାରେ ଥିବା ନ୍ୟୁୟର୍କର କର୍ଣ୍ଣେଲ ବିଶ୍ୱବିଦ୍ୟାଳୟରୁ ୧୦୦ ପ୍ରତିଶତ ଛାତ୍ରବୃତ୍ତି ପାଇଛନ୍ତି। ଅନୁରାଗ ତିୱାରୀ ନାମକ ଏହି ଛାତ୍ର…
ପ୍ରିୟଙ୍କାଙ୍କ ଅନୁରୋଧ ରଖିଲେ ମୋଦି
ନୂଆଦିଲ୍ଲୀ,୧୫।୭: ସରକାରୀ ବଙ୍ଗଳା ଖାଲିକରିବା ଲାଗି କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ପ୍ରିୟଙ୍କାଙ୍କ ଅନୁରୋଧକ୍ରମେ ପ୍ରଧାନମନ୍ତ୍ରୀ ମୋଦି ଆଉ କିଛିଦିନ ଲୋଧି ଇଷ୍ଟେଟ୍ ବଙ୍ଗଳାରେ ରହିବା ଲାଗି ତାଙ୍କୁ ଅନୁମତି ଦେଇଛନ୍ତି। ୨୦୧୧ରେ କଂଗ୍ରେସ…
ଭାରତରେ ଟିକାର ମାନବ ପରୀକ୍ଷା ଖୁବ୍ଶୀଘ୍ର
ନୂଆଦିଲ୍ଲୀ,୧୫ା୭: ଭାରତରେ ଦୁଇଟି ସଂସ୍ଥା ପକ୍ଷରୁ ପ୍ରସ୍ତୁତ କରୋନା ଟିକାର ଲାବରେଟୋରି ପରୀକ୍ଷା ସଫଳ ହୋଇଛି। ଚଳିତ ମାସ ଶେଷ ସୁଦ୍ଧା ମାନବ ଶରୀରରେ ଏହାର ପରୀକ୍ଷା ଆରମ୍ଭ ହେବ ବୋଲି ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍ଆର୍)ର ମହାନିର୍ଦ୍ଦେଶକ ବଳରାମ…
ଅଯୋଧ୍ୟା ହିଁ ରାମଙ୍କ ଜନ୍ମସ୍ଥାନ
ନୂଆଦିଲ୍ଲୀ,୧୫।୭: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଭଗବାନ ରାମ ଜଣେ ନେପାଳୀ ଓ ତାଙ୍କ ଜନ୍ମସ୍ଥାନ ଅଯୋଧ୍ୟା ନେପାଳରେ ରହିଛି ବୋଲି କହିବା ପରେ ଏହାକୁ ନେଇ ଭାରତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଭିନ୍ନ ମଠ ମହନ୍ତ, ସାଧୁସନ୍ଥମାନେ…
ପାଇଲଟଙ୍କୁ ଓହ୍ଲାଇଦେଲା କଂଗ୍ରେସ
ଜୟପୁର/ନୂଆଦିଲ୍ଲୀ,୧୫ା୭: ଯାହା ଆଶଙ୍କା କରାଯାଉଥିଲା ଶେଷରେ ତାହା ହିଁ ହେଲା। ରାଜସ୍ଥାନରେ ଗେହଲଟ ସରକାର ରୂପକ ବିମାନରୁ ସହଚାଳକ (କୋପାଇଲଟ) ସଚିନ ପାଇଲଟଙ୍କୁ ଓହ୍ଲାଇଦେଇଛି କଂଗ୍ରେସ। ଏହି ବିଦ୍ରୋହୀ ନେତାଙ୍କୁ ଉଭୟ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି (ପିସିସି)…

