୮ ପାକିସ୍ତାନୀଙ୍କୁ ମିଳିଲା ଭାରତର ନାଗରିକତା
ନୂଆଦିଲ୍ଲୀ,୩୧।୧୨: ରାଜସ୍ଥାନର କୋଟା ସହରରେ ରହୁଥିବା ୮ ପାକିସ୍ତାନୀଙ୍କୁ ଭାରତର ନାଗରିକତା ମିଳିଛି। ଗତ ୨୦୦୦ମସିହାରୁ ଏମାନେ ରାଜସ୍ଥାନରେ ରହୁଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ଏହି ନାଗରିକତା ପ୍ରଦାନ କରାଯାଇଛି। ଏମାନେ ପାକିସ୍ତାନର ସିନ୍ଧ ଅଞ୍ଚଳରୁ ଆସି...
ସିଏଏକୁ ବିରୋଧ: କେରଳ ବିଧାନସଭାରେ ପ୍ରସ୍ତାବ ପାରିତ
ଥିରୁଭାନନ୍ତପୁରମ୍,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ କେରଳ ବିଧାନସଭାରେ ଏକ ପ୍ରସ୍ତାବ ପାରିତ ହୋଇଛି। ରାଜ୍ୟର ସିପିଆଇ ମେଣ୍ଟ ସରକାର ଏହାକୁ ବିରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଦ୍ୱାରା ଆଗତ ହୋଇଥିବା ଏହି ପ୍ରସ୍ତାବ ଗୃହରେ ମଙ୍ଗଳବାର...
ରାଗିଛନ୍ତି କି ସଞ୍ଜୟ!
ମୁମ୍ବାଇ,୩୧।୧୨: ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ସୋମବାର କରାଯାଇଛି। ଏଠାରେ ମେଣ୍ଟ ସରକାର ହୋଇଥିବାରୁ ପ୍ରାୟ ସବୁ ଦଳର ସଦସ୍ୟଙ୍କୁ କ୍ୟାବିନେଟରେ ସାମିଲ କରାଯାଇଛି। ଏଥିରେ ଏନ୍ସିପି ନେତା ଅଜିତ୍ ପାଓ୍ବାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିଥିବା ବେଳେ ଆଦିତ୍ୟ ଠାକରେଙ୍କୁ ବି...
ନିଜର ନାମ ପରିବର୍ତ୍ତନ କରନ୍ତୁ ପ୍ରିୟଙ୍କା: ନିରଞ୍ଜନ ଜ୍ୟୋତି
ନୂଆଦିଲ୍ଲୀ,୩୧।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦେଇଥିବା ମନ୍ତବ୍ୟ ନେଇ କେନ୍ଦ୍ରମନ୍ତ୍ରୀ ସ୍ବାଧୀ ନିରଞ୍ଜନ ଜ୍ୟୋତି କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ପ୍ରିୟଙ୍କା ଗାନ୍ଧୀ ନିଜର ନାମ ପରିବର୍ତ୍ତନ କରି...
ଭାରତୀୟ ସେନା ଯେ କୌଣସି ଯୁଦ୍ଧ ଲଢ଼ିବାକୁ ପ୍ରସ୍ତୁତ: ରାଓ୍ବତ
ନୂଆଦିଲ୍ଲୀ,୩୧।୧୨: ଭାରତୀୟ ସେନା ଯେ କୌଣସି ଯୁଦ୍ଧ ଲଢ଼ିବାକୁ ପ୍ରସ୍ତୁତ ବୋଲି ପୂର୍ବତନ ସେନାମୁଖ୍ୟ ବିପିନ ରାଓ୍ବତ କହିଛନ୍ତି। ମଙ୍ଗଳବାର ସେନା ମୁଖ୍ୟଭାବେ ଅବସର ନେବା ପୂର୍ବରୁ ସେ ଏପରି କହିଛନ୍ତି। ନୂଆ ସେନାମୁଖ୍ୟ ଲ୍ୟୁଟ୍ନାଣ୍ଟ୍ ଜେନେରାଲ ମନୋଜ ମୁକୁନ୍ଦ...
ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଲେ ମାଓବାଦୀ
ରାଞ୍ଚି,୩୧।୧୨: ଝାଡ଼ଖଣ୍ଡରେ ମାଓବାଦୀମାନେ ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଛନ୍ତି। ଲାଟେହାର ଜିଲାର ମହୁଆ ମିଲାନ ରେଲଓ୍ବେ ଷ୍ଟେଶନ ନିକଟରେ ମାଓବାଦୀଙ୍କ ଗରିଲା ବାହିନୀ ୪ଟି ଗାଡ଼ି ନିଆଁ ଲଗାଇ ପୋଡ଼ିଦେଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।...
ମୋଦିଙ୍କ ସିଏଏ ସମର୍ଥନ ଅଭିଯାନକୁ ବିରୋଧ: ୨୪ ଘଣ୍ଟାରେ ୬ ଲକ୍ଷରୁ ଅଧିକ ଟୁଇଟ୍
ନୂଆଦିଲ୍ଲୀ,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ସମର୍ଥନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଏକ ଟୁଇଟର ଅଭିଯାନ ଆରମ୍ଭ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ଏହି ଅଭିଯାନକୁ ବିରୋଧ କରି ସୋମବାର ଏକ ଅଭିଯାନ ମଧ୍ୟ ଆରମ୍ଭ ହୋଇଥିଲା। ଇତି ମଧ୍ୟରେ ଗତ...
ପ୍ଲାଷ୍ଟିକ ବୋତଲରେ ବନ୍ଦୀ ହେଲା ମଣିଷ
କୋଚି,୩୧।୧୨: ପ୍ଲାଷ୍ଟିକର ବହୁଳ ବ୍ୟବହାର ପରିବେଶ ଉପରେ କିକି ପ୍ରଭାବ ପକାଇଥାଏ ତାକୁ ନେଇ ଏବେ ଜନ ସଚେତନତା ସୃଷ୍ଟି କରାଯାଉଛି। କେରଳର କୋଚିରେ ଏବେ ପ୍ଲାଷ୍ଟିକର ବ୍ୟବହାରକୁ ନେଇ ଏମିତି ଏକ କଳାକୃତି ପ୍ରଦର୍ଶନ କରାଯାଇଛି ଯାହା ସମସ୍ତଙ୍କ...
୨୮ତମ ସେନା ମୁଖ୍ୟ ହେଲେ ନରାଓ୍ବଣେ: ନୂଆବର୍ଷରୁ ସିଡିଏସ୍ ଭାର ସମ୍ଭାଳିବେ ରାଓ୍ବତ
ନୂଆଦିଲ୍ଲୀ,୩୧।୧୨: ମଙ୍ଗଳବାର ୨୮ତମ ସେନା ମୁଖ୍ୟ ଭାବେ ଲ୍ୟୁଟନାଣ୍ଟ୍ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦାୟିତ୍ୱ ଗ୍ରହଣ କରିଛନ୍ତି। ନରାଓ୍ବଣେ ୬୨ ବର୍ଷ ବୟସ ପର୍ଯ୍ୟନ୍ତ ଆସନ୍ତା ୩ ବର୍ଷ ଏହି ପଦବୀରେ କାର୍ଯ୍ୟ କରିବେ। ଏହା ସହିତ ଜେନେରାଲ...
ଗୋମୁତ୍ରରୁ ପ୍ରସ୍ତୁତ କ୍ୟାପସୁଲ୍ ଦ୍ୱାରା ଭଲ ହେବ କ୍ୟାନସର !
ଅହମ୍ମଦାବାଦ୍,୩୧।୧୨: ଗୋମୁତ୍ରରୁ ପ୍ରସ୍ତୁତ କ୍ୟାପସୁଲ୍ ଦ୍ୱାରା କ୍ୟାନସର ଭଲ ହେବ ବୋଲି ଗୁଜରାଟର ସର୍ଦ୍ଦାର ବଲ୍ଲଭଭାଇ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ପ୍ରଫେସର ଡ. ଭାରତ ଢ଼ୋଲକିଆଙ୍କ ନେତୃତ୍ୱରେ ହୋଇଥିବା ଦୀର୍ଘଦିନର...
ମସଜିଦ୍ ନିର୍ମାଣ ପାଇଁ ୫ ସ୍ଥାନ ଚୟନ କଲେ ଯୋଗୀ ସରକାର
ଅଯୋଧ୍ୟା,୩୧।୧୨: ରାମ ମନ୍ଦିର ମାମଲାର ଚୂଡ଼ାନ୍ତ ରାୟରେ ମସଜିଦ୍ ନିର୍ମାଣ ପାଇଁ ୫ ଏକର ଜମି ଯୋଗାଇ ଦେବାକୁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ୫ଟି ସ୍ଥାନ ଚୟନ କରିଛନ୍ତି। ଏସବୁ ସ୍ଥାନ ପଞ୍ଚକୋଶୀ...
ମହାରାଷ୍ଟ୍ର ସରକାରଙ୍କ କ୍ୟାବିନ ନମ୍ବର ୬୦୨ରେ ବସିବାକୁ ଡରୁଛନ୍ତି ମନ୍ତ୍ରୀ
ମୁମ୍ବାଇ,୩୧।୧୨: ମହାରାଷ୍ଟ୍ରରେ ନୂଆ ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସରକାରଙ୍କ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ମଧ୍ୟ ସରିଛି। ଏବେ ବିଭାଗ ବଣ୍ଟନ ସହ ମନ୍ତ୍ରୀମାନଙ୍କୁ ସେମାନଙ୍କ ଅଫିସ କ୍ୟାବିନ ବଣ୍ଟା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ସମୟରେ...
Archives


