ଫଲ୍ସ୍ ନେଗେଟିଭ୍ ବ୍ୟକ୍ତି: କରୋନା ଲଢ଼େଇରେ ସାଜିଛନ୍ତି ସୁପର ସ୍ପ୍ରେଡର !
ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ତେବେ କେତେକଙ୍କ…
ଲକ୍ଡାଉନ୍ରେ ଡ୍ରୋନ୍ ଦ୍ୱାରା ପାନମସଲା ପଠାଉଥିବା ଟିକ୍ଟକ୍ ଭିଡ଼ିଓ ଭାଇରାଲ: ୨ ଗିରଫ
ଅହମଦାବାଦ,୧୪।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଜାରି ରହିଛି। ତେବେ କେତେକ ଏହାର ଗୁରୁତ୍ୱକୁ ହୃଦୟଙ୍ଗମ କରିପାରୁ ନ ଥିବା ମନେ ହେଉଛି। ଗୁଜରାଟରେ ୨ ଜଣ ଯୁବକ ଲକ୍ଡାଉନ୍ ସମୟରେ ଡ୍ରୋନ୍ ଦ୍ୱାରା ପାନମସଲା…
କରୋନା ଭାଇରସ: ଘରେ ରହିବାକୁ ସମସ୍ତଙ୍କୁ ଅନୁରୋଧ କଲେ ବିଶ୍ୱର ସବୁଠାରୁ ଗେଡା ମହିଳା
ନାଗପୁର,୧୪।୪: କରୋନା ଭାଇରସକୁ ରୋକିବାକୁ ଏବେ ସାରା ଦେଶରେ ମେ’୩ ପର୍ଯ୍ୟନ୍ତ ଲକ୍ଡାଉନ ଘୋଷଣା କରାଯାଇଛି। ତେଣୁ ଏହି ସମୟରେ ବାହାରେ ନ ବୁଲି ଘରେ ରହିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ବିଶ୍ୱର ସବୁଠାରୁ ଗେଡା ମହିଳା ଜ୍ୟୋତି ଆମଜେ। ପିଙ୍କ୍…
ହାତ ତିଆରି ମାସ୍କ ପରେ ଏବେ ଗାମୁଛାକୁ ପସନ୍ଦ କଲେ ମୋଦି
ନୂଆଦିଲ୍ଲୀ,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍ଡାଉନକୁ ନେଇ ମଙ୍ଗଳବାର ଦେଶବାସୀଙ୍କୁ ଉଦ୍ବୋଧନ ଦେବା ସମୟରେ ଏକ ପାରମ୍ପରିକ ଗାମୁଛା ମୁହଁରେ ବାନ୍ଧିଥିବା ଦେଖାଯାଇଥିଲା। ପ୍ରଥମେ ଏହି ଧଳା ଗାମୁଛା ମୁହଁରେ ଗୁଡାଇ ହୋଇ ମୋଦି ଦେଶବାସୀଙ୍କୁ ନମସ୍କାର କରିଥିଲେ। ଏହାପରେ ଉଦ୍ବୋଧନ…
ଗଣମାଧ୍ୟମ ଉପରେ ପ୍ରତିବନ୍ଧକ ଲଗାଇପାରିବୁ ନାହିଁ: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୪ା୪: ଦିଲ୍ଲୀର ନିଜାମୁଦ୍ଦିନ ମରକଜ୍ରେ ଆୟୋଜିତ ତବଲିଘି ଜମାତ୍କୁ କରୋନା ସଂକ୍ରମଣ ସହ ଯୋଡ଼ି ସାମ୍ପ୍ରଦାୟିକୀକରଣ କରିଥିବା ଗଣମାଧ୍ୟମ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ହୋଇଥିବା ଆବେଦନକୁ ସୁପ୍ରିମ୍କୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ପ୍ରଧାନ ବିଚାରପତି ଏସ୍. ଏ. ବୋବ୍ଡେ କହିଛନ୍ତି,…
ସଙ୍କଟରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା
ନୂଆଦିଲ୍ଲୀ,୧୪।୪: ଭାରତ ସମେତ ସାରା ବିଶ୍ୱ ଏବେ କରୋନା ଭୂତାଣୁ ବିରୋଧରେ ଲଢ଼େଇ ଜାରି ରଖିଛି। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନେ ଆସୁଥିବାରୁ ସେମାନଙ୍କ ସୁରକ୍ଷା ବର୍ତ୍ତମାନ ସମୟରେ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ…
ଯେଉଁଠି ଅଛ ସେଇଠି ଥାଅ
ନୂଆଦିଲ୍ଲୀ,୧୪ା୪: କରୋନା ସଂକ୍ରମଣଜନିତ ଲକ୍ଡାଉନ ଯୋଗୁ ବ୍ରିଟେନରେ ଅଟକି ରହିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କୁ ବର୍ତ୍ତମାନ ଫେରାଇ ଆଣିବା ସମ୍ଭବ ନୁହେଁ ବୋଲି ସୁପ୍ରିମକୋର୍ଟ ଅନୁଭବ କରିଛନ୍ତି। ତେଣୁ ପିଲାମାନେ ଯେଉଁଠି ଅଛନ୍ତି, ସେଇଠି ଥାଆନ୍ତୁ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ)…
କରୋନା ଲଢ଼େଇରେ ଡ୍ରୋନ୍, ରୋବୋ
ନୂଆଦିଲ୍ଲୀ,୧୪ା୪(ପି.ଟି.): କରୋନା ବିରୋଧୀ ଲଢ଼େଇରେ ଶସ୍ତା ପୋର୍ଟେବଲ୍ ଭେଣ୍ଟିଲେଟରଠାରୁ ଆରମ୍ଭ କରି ଡ୍ରୋନ୍, ରୋବୋ ଏବଂ ସ୍ବତନ୍ତ୍ର ଷ୍ଟେଥୋସ୍କୋପ୍ ବ୍ୟବହାର କରାଯାଉଛି। ସାନିଟାଇଜେଶନରେ ଡ୍ରୋନ୍କୁ ବ୍ୟବହାର କରାଯାଇଥିବାବେଳେ ଖାଦ୍ୟ ଓ ଔଷଧ ଯୋଗାଣରେ ରୋବୋ ଏବଂ ଦୂରତା ରକ୍ଷା କରି ରୋଗୀଙ୍କୁ…
ବିଦେଶରେ ଫସିଛନ୍ତି ୪୦ ହଜାର ଭାରତୀୟ
ଓ୍ବାଶିଂଟନ,୧୪ ।୪: ମହାମାରୀ କରୋନା ବିଶ୍ୱବ୍ୟାପୀ ଅଚଳାବସ୍ଥା ସୃଷ୍ଟି କରିଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ବିଭିନ୍ନ ଭାଗରେ ଲକ୍ଡାଉନ୍ ଜାରି ହୋଇଥିବାରୁ ପ୍ରାୟ ୪୦ ହଜାର ପ୍ରବାସୀ ଭାରତୀୟ ଫସିରହିଛନ୍ତି। ସେମାନେ ନିଜ କର୍ମକ୍ଷେତ୍ରରୁ ଘରକୁ ଫେରିପାରି…
ମେ ୩ ପର୍ଯ୍ୟନ୍ତ ବଢ଼ିଲା ଲକ୍ଡାଉନ୍: ମୋଦି କଲେ ଘୋଷଣା
ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ଲକ୍ଡାଉନ୍ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଦେଶରେ କରୋନା ନେଲାଣି ୩୫୮ ମୁଣ୍ଡ
ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ଭୂତାଣୁ ଗୋଟିକ ପରେ ଗୋଟିଏ ମୁଣ୍ଡ ନେଇ ଲାଗିଛି। ସୋମବାର ଦେଶରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୧୦,୪୫୩ରେ ପହଞ୍ଚିଥିବାବେଳେ ୩୫୮ଜଣଙ୍କ ମୃତ୍ୟୁ ଘଟିଲାଣି। ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ତାଲିକାରେ…
କେବଳ ଗରିବଙ୍କୁ ମିଳିବ ମାଗଣା କୋଭିଡ୍ ପରୀକ୍ଷା ସୁବିଧା
ନୂଆଦିଲ୍ଲୀ,୧୪ା୪: କୋଭିଡ୍-୧୯ ପରୀକ୍ଷା ଦେୟ ଦେବାକୁ ଯେଉଁମାନେ ଅକ୍ଷମ କେବଳ ସେମାନଙ୍କୁ ଘରୋଇ ଲାବରେଟୋରିଗୁଡ଼ିକ ମାଗଣା ପରୀକ୍ଷା ସୁବିଧା ଯୋଗାଇଦେବାକୁ ସୁପ୍ରିମକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଘରୋଇ ସଂସ୍ଥାରେ କୋଭିଡ୍-୧୯ ପରୀକ୍ଷା ପାଇଁ ୪୫୦୦ ଟଙ୍କା ଦେୟ ଦେବାକୁ ପଡୁଛି। ସମସ୍ତଙ୍କୁ…
Archives


