ବିପିନ୍ ରାଓ୍ବତ ପ୍ରଥମ ସିଡିଏସ୍
ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ୍ ଷ୍ଟାଫ୍(ସିଡିଏସ୍) ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନା ମୁଖ୍ୟ ଜେନେରାଲ ବିପିନ୍ ରାଓ୍ବତଙ୍କ ନାମ ଘୋଷଣା କରାଯାଇଛି। ରାଓ୍ବତ ଡିସେମ୍ବର ୩୧ରେ ଅବସର ନେବେ। କ୍ୟାବିନେଟ୍ କମିଟି ପକ୍ଷରୁ ତାଙ୍କ ସିଡିଏସ୍...
ଫୁଟଫାଥ୍ରେ ଜୀବନ ବିତାଉଥିବା ହକି ଖେଳାଳିଙ୍କୁ ସହାୟତାର ହାତ ବଢ଼ାଇଲେ ରିଜିଜୁ,ଅମିତାଭ
ନୂଆଦିଲ୍ଲୀ,୩୦।୧୨: କେବେ ଭାରତୀୟ ଟିମ୍ ପାଇଁ ହକି ଖେଳୁଥିବା ଏହି ଖେଳାଳିଙ୍କ ଜୀବନ ଏବେ ବିତୁଛି ରାସ୍ତାକଡ଼ରେ। ଥଣ୍ଡା କାକରରେ ଦିଲ୍ଲୀର ଫୁଟପାଥରେ ଏହି ପୂର୍ବତନ ଖେଳାଳି ନିଜର ଜୀବନ କାଟୁଛନ୍ତି। ସୋସିଆଲ ମିଡିଆରେ ତାଙ୍କର କାହାଣୀ ସାମ୍ନାକୁ ଆସିବା...
ବିବାହରେ କନ୍ୟାଙ୍କୁ ଏକ ତୋଳା ସୁନା ଉପହାର ଦେବେ ଆସାମ ସରକାର: ଜାନୁଆରୀ ୧ରୁ ଯୋଜନା ହେବ ଲାଗୁ
ଗୁଆହାଟୀ,୩୦।୧୨: ଆସାମରେ ୧ ଜାନୁୟାରୀଠାରୁ ସରକାର ଏକ ନୂଆ ଯୋଜନା ଲାଗୁ କରିବାକୁ ଯାଉଛନ୍ତି। ଏହି ଯୋଜନା ଅନ୍ତର୍ଗତ ବିବାହରେ ସରକାର ପ୍ରତି କନ୍ୟାଙ୍କୁ ଏକ ତୋଳା ବା ୧୦ ଗ୍ରାମ୍ ସୁନା ଉପହାର ଦେବେ। ଏଥିପାଇଁ କନ୍ୟା ୧୦ମ...
ମହାରାଷ୍ଟ୍ର ରାଜନୀତିରେ ପ୍ରଥମ ଥର ପିତା ମୁଖ୍ୟମନ୍ତ୍ରୀ ପୁତ୍ର କ୍ୟାବିନେଟ ମନ୍ତ୍ରୀ
ମୁମ୍ବାଇ,୩୦।୧୨: ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସୋମବାର କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ତଥା ବର୍ଲି ବିଧାନସଭା ଆସନର ପ୍ରାର୍ଥୀ ଆଦିତ୍ୟ ଠାକରେଙ୍କୁ ମନ୍ତ୍ରୀ ପଦ ମିଳିଛି। ପ୍ରଥମ ଥର ପାଇଁ ମହାରାଷ୍ଟ୍ର ରାଜନୀତିରେ ପିତା ମୁଖ୍ୟମନ୍ତ୍ରୀ ଥିବା...
ଅଜିତ ପାଓ୍ବରଙ୍କୁ ମିଳିଲା ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ
ମୁମ୍ବାଇ,୩୦।୧୨: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ନେତା ଅଜିତ ପାଓ୍ବାର ସୋମବାର ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସମୟରେ ମୋଟ ୩୬ଜଣଙ୍କୁ ମନ୍ତ୍ରୀ ପଦ ମିଳିଛି। ସୂଚନାଯୋଗ୍ୟ, ନଭେମ୍ବର ୨୮ରେ ମହାରାଷ୍ଟ୍ରରେ...
ପ୍ରଶାନ୍ତ ଜେଡିୟୁକୁ ବଡ ଦଳ କହିବାରୁ ଜବାବ ଦେଲା ଭାଜପା
ପାଟନା,୩୦।୧୨: ବିହାର ବିଧାନସଭା ନିର୍ବାଚନ ଆସନ୍ତା ବର୍ଷ ହେବାକୁ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୀତି ହେଲାଣି ସରଗରମ। ଏହି ନିର୍ବାଚନକୁ ନେଇ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରଶାନ୍ତ କିଶୋର ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି...
ବେଆଇନ ଲାଇସେନ୍ସ୍ ପ୍ରଦାନ ମାମଲା: ୧୩ଟି ସ୍ଥାନରେ ସିବିଆଇ ଚଢ଼ାଉ
ନୂଆଦିଲ୍ଲୀ,୩୦।୧୨: ମାରଣାସ୍ତ୍ର ରଖିବା ପାଇଁ ବେଆଇନ ଭାବେ ଦିଆଯାଇଥିବା ୨ ଲକ୍ଷ ଲାଇସେନ୍ସ୍ ମାମଲାରେ ସିବିଆଇ ପକ୍ଷରୁ ଦେଶର ୧୩ଟି ସ୍ଥାନରେ ସୋମବାର ଚଢ଼ାଉ ଆରମ୍ଭ କରାଯାଇଛି। ଶ୍ରୀନଗର, ଜମ୍ମୁ, ଗୁରୁଗାଓଁ ଏବଂ ନୋଏଡ଼ା ଆଦିଠାରେ ଚଢ଼ାଉ ଜାରି ରହିଛି।...
ମୋଦି ସରକାରଙ୍କୁ ଚିଠି ଲେଖିଲା ଓ୍ବିକିମିଡିଆ: ନୁଆ ନିୟମ ଯୋଗୁ ବିନାଶ ହୋଇଯିବ ସିଷ୍ଟମ୍
ନୂଆଦିଲ୍ଲୀ,୩୦।୧୨: ଭାରତରେ କାମ କରୁଥିବା ଓ୍ବେବସାଇଟ୍କୁ ନେଇ କେନ୍ଦ୍ରର ମୋଦି ସରକାର କିଛି ନିୟମ ବଦଳାଇବାକୁ ପ୍ରସ୍ତୁତି ଚଳାଇଛନ୍ତି। ସରକାରଙ୍କ ଦ୍ୱାରା ଆଗତ ହୋଇଥିବା ଡାଟା ପ୍ରୋଟେକ୍ସନ୍ ବିଲ୍ର ଲକ୍ଷ୍ୟ ହେଉଛି ଡାଟା ଚୋରୀ ଉପରେ ଅଙ୍କୁଶ ଲଗାଇବା। ତେବେ...
ଏନ୍ଆର୍ସି ନେଇ କାହିଁକି ନୀରବ ସୋନିଆ ଗାନ୍ଧୀ: ପ୍ରଶ୍ନ କଲେ ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୩୦।୧୨: ଏନ୍ଆର୍ସି ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନୀରବତା ଅବଲମ୍ବନ କରୁଥିବା ନେଇ ଜେଡ଼ିୟୁ ନେତା ପ୍ରଶାନ୍ତ କିଶୋର କଡ଼ା ସମାଲୋଚନା କରିଛନ୍ତି। ସେ ଏକ ସାକ୍ଷାତ୍କାରରେ ପ୍ରଶ୍ନ କରିଛନ୍ତି ଯେ, ଏହି ପ୍ରସଙ୍ଗରେ ସୋନିଆ ଗାନ୍ଧୀ କାହିଁକି...
ସିଏଏ ସମ୍ପର୍କରେ ସଚେତନତା: ମୋଦି ଆରମ୍ଭ କଲେ ଟୁଇଟର ଅଭିଯାନ
ନୂଆଦିଲ୍ଲୀ,୩୦।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସୋମବାର ଦେଶବ୍ୟାପି ଏକ ଟୁଇଟର ଅଭିଯାନ ଆରମ୍ଭ ହୋଇଛି। ଏଥିରେ ମୋଦି କହିଛନ୍ତି ଯେ, ସିଏଏ ଦ୍ୱାରା କୌଣସି ଭାରତୀୟଙ୍କ ନାଗରିକତ୍ୱରେ ବାଧା...
୧୪୪ ଧାରା ଉଲ୍ଲଂଘନ: ୫୫ ଶିଖ୍ ଶ୍ରଦ୍ଧାଳୁ ଗିରଫ
ଲକ୍ଷ୍ନୌ, ୩୦।୧୨: ଉତ୍ତରପ୍ରଦେଶରେ ୧୪୪ ଧାରା ଉଲ୍ଲଂଘନ କରିଥିବା ଅଭିଯୋଗରେ ୫୫ ଶିଖ୍ ଶ୍ରଦ୍ଧାଳୁଙ୍କୁ ଗିରଫ କରାଯାଇଛି। ସ୍ଥାନୀୟ ପିଲଭିତ୍ ଜିଲାର କିରତାରପୁର ଗୁରୁଦ୍ୱାରା ପକ୍ଷରୁ ଏକ ଧାର୍ମିକ ଶୋଭାଯାତ୍ରା କରାଯାଇଥିଲା। ତେବେ ଏଠାରେ ସିଏଏ ହିଂସା ଲାଗି ସୁରକ୍ଷା...
ପୈତୃକ ଗାଁରେ ପହଞ୍ଚିଲେ ଆୟର୍ଲାଣ୍ଡ ପ୍ରଧାନମନ୍ତ୍ରୀ
ମୁମ୍ବାଇ,୩୦।୧୨: ଆୟର୍ଲାଣ୍ଡ ପ୍ରଧାନମନ୍ତ୍ରୀ ଲିଓ ଭର୍ଡାକର ରବିବାର ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲା ସ୍ଥିତ ନିଜ ପୈତୃକ ଗାଁରେ ପହଞ୍ଚିଛନ୍ତି। ନିଜ ପରିବାରଙ୍କ ସହ ଲିଓ ଭାରତ ଗସ୍ତରେ ଆସିଛନ୍ତି। ଲିଓ ଓ ତାଙ୍କ ପରିବାରବର୍ଗଙ୍କୁ ଗାଁଲୋକେ ବହୁ ଆଡମ୍ବରରେ ସ୍ବାଗତ...
Archives


