ଏସିପି ବଖାଣିଲେ ଦିଲ୍ଲୀ ହିଂସାର ଲୋମଟାଙ୍କୁରା କାହାଣୀ
ନୂଆଦିଲ୍ଲୀ, ୨୯।୨: ଗତ କିଛି ଦିନ ହେଲା ଦେଶର ରାଜଧାନୀ ଅଶାନ୍ତି ରହିଥିବା ବେଳେ ୫ଦିନ ପରେ ଦିଲ୍ଲୀବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମଳିଛି। ସାମ୍ପ୍ରଦାୟିକ ହିଂସାରେ ପ୍ରାୟ ୪୩ ଜଣଙ୍କର ଜୀବନ ଯାଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି। ଏଥିରେ…
ରାଜଧର୍ମ ରାଜନୀତି: ଅଟଳଙ୍କ କଥା ଶୁଣି ନ ଥିବା ମୋଦି ଆମକୁ କାହିଁକି ମାନିବେ କହିଲେ ଶିବଲ
ନୂଆଦିଲ୍ଲୀ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହୋଇଥିବା ଭିଡ଼ହିଂସା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧୀ ଘେରିବାରେ ଲାଗିଛନ୍ତି। ମୋଦିଙ୍କ ରାଜଧର୍ମ ନେଇ ଏବେ ରାଜନୀତି ଜାରି ରହିଛି। ୨୦୦୨ରେ ଗୁଜରାଟ ଦଙ୍ଗା ସମୟରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ମୋଦିଙ୍କୁ ରାଜଧର୍ମ…
ଦିଲ୍ଲୀ ଦଙ୍ଗା: ହ୍ବାଟସ୍ ଆପ୍ ଉପରେ କଡା ନଜର
ନୂଆଦିଲ୍ଲୀ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀରେ ଉପୁଜିଥିବା ଦଙ୍ଗା ପରେ ଏବେ ସ୍ଥିତି ସାମାନ୍ୟ ହେବାରେ ଲାଗିଛି। ଏହାପରେ ବି କିଛି ସ୍ଥାନରେ ଚାପା ଉତ୍ତେଜନା ଲାଗି ରହିଛି। ଏବେସୁଦ୍ଧା ଏହି ଦଙ୍ଗାରେ ୪୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…
ସିଏଏ ହିଂସା: ଶିଲଂରେ କର୍ଫ୍ୟୁ, ୬ ଜିଲାରେ ଇଣ୍ଟରନେଟ୍ ସେବା ବନ୍ଦ
ଶିଲଂ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶର ବିଭିନ୍ନ ଭାଗରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ କେତେକ ସ୍ଥାନରେ ସମର୍ଥନ ମଧ୍ୟ କରାଯାଉଛି। ଶନିବାର ମେଘାଳୟରେ ଏହାକୁ ନେଇ ନୂଆ ଘଟଣା ସାମ୍ନାକୁ ଆସିଛି। ଏଠାରେ ସିଏଏକୁ ନେଇ ଖାସି ଛାତ୍ର…
ଭିଡ଼ ହିଂସାରେ ଜଳିଗଲା ନିରୀହ ଜୀବନ: ୪୩ ମୃତଦେହ ମଧ୍ୟରୁ ୩୦ ଚିହ୍ନଟ
ନୂଆଦିଲ୍ଲୀ,୨୯।୨: ଦିଲ୍ଲୀରେ ଘଟିଥିବା ଭିଡ ହିଂସାରେ ବହୁ ନିରୀହ ଜୀବନ ଜଳି ଯାଇଛି। ସେମାନେ ସିଏଏର ସମର୍ଥକ ଅବା ବିରୋଧି ନ ଥିଲେ। କିମ୍ବା ଦଙ୍ଗାରେ ବି ନ ଥିଲେ ସାମିଲ। ପୋଡ଼ାଜଳା ବି କରୁ ନ ଥିଲେ। ସିଏଏ ରାଜନୀତିରେ…
ପ୍ରୟାଗରାଜରେ ପୁଣି ହେବ ଓ୍ବାର୍ଲଡ ରେକର୍ଡ
ଲକ୍ଷ୍ନୌ,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ପ୍ରୟାଗରାଜରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବାଗତ କରିଛନ୍ତି। ସେଠାରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ…
ଭାରତୀୟ ହେଲେ ୟାହୁର ନିର୍ଦ୍ଦେଶକ
ଓ୍ବାଶିଂଟନ,୨୯।୨: ଆମେରିକାର ସିଲିକନ ଭ୍ୟାଲି ସ୍ଥିତ ୟାହୁ ଡଟ୍ ଇନ୍ର ନିର୍ଦ୍ଦେଶକ ଭାବେ ଜଣେ ଭାରତୀୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଗୋରଖପୁରର ସାହବଗଞ୍ଜ୍ ବାସିନ୍ଦା ଲାଲ୍ ମୋହିତ ଗୋଏଙ୍କା। ମୋହିତଙ୍କ ଏହି ସଫଳତା ନେଇ ପିତା କିଶନ…
ମୋ ସହ ଆତଙ୍କବାଦୀ ଭଳି ବ୍ୟବହାର କରାଯାଉଛି: ଆଜମ
ରାମପୁର,୨୯।୨: ଭୁଲ ତଥ୍ୟ ଦେଇଥିବା ମାମଲାରେ ଉତ୍ତର ପ୍ରଦେଶର ସୀତାପୁର ଜେଲରେ ବନ୍ଦଥିବା ସମାଜବାଦୀ ପାର୍ଟି ନେତା ତଥା ରାମପୁର ଏମ୍ପି ଆଜମ ଖାଁ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ସରକାର ଉପରେ ବଡ ଅଭିଯୋଗ ଆଣିଛନ୍ତି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ…
ଭାରତରେ ପରିବେଶ ସୁରକ୍ଷା କାର୍ଯ୍ୟ କରୁଛନ୍ତି ବିଦେଶିନୀ
କୋବଲମ୍,୨୯।୨: ଦେଶରେ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ସରକାର ତଥା ବିଭିନ୍ନ ସେଚ୍ଛାସେବୀ ସଂଗଠନ ପକ୍ଷରୁ ସଚେତନତା କାର୍ଯ୍ୟ ଜାରି ରହିଛି। ତେବେ କେରଳରେ ଜଣେ ବିଦେଶନୀ କୋବଲମ୍ ସମୁଦ୍ର କୂଳରୁ ନାନା ବର୍ଜ୍ୟବସ୍ତୁ ହଟାଇବା କାର୍ଯ୍ୟ କରୁଛନ୍ତି।…
ଖବରକୁ ଭୁଲ୍ ପ୍ରମାଣ କରିବାକୁ ମଞ୍ଚରେ ଚିକେନ ଖାଇଲେ ମନ୍ତ୍ରୀ
ହାଇଦ୍ରାବାଦ,୨୯।୨: କରୋନା ଭାଇରସ ସାରା ବିଶ୍ୱର ଚିନ୍ତା ବଢାଇଥିବା ବେଳେ ଭାରତରେ ମଧ୍ୟ କେତେଜଣ କରୋନା ସଂକ୍ରମିତଙ୍କୁ ଦେଖି ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି। ଏହି କରୋନା ଭାଇରସ କେମିତି ବା କାହା ମାଧ୍ୟମରେ ହେଉଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ…
କହ୍ନେୟାଙ୍କ ନଁ। ରେ ଚାଲିବ ଦେଶଦ୍ରୋହ ମାମଲା
ନୂଆଦିଲ୍ଲୀ,୨୯ା୨(ପି.ଟି.): ଜବାହରଲାଲ ନେହେରୁ ଛାତ୍ର ସଂସଦ (ଜେଏନ୍ୟୁଏସ୍ୟୁ)ର ପୂର୍ବତନ ସଭାପତି କହ୍ନେୟା କୁମାର ଓ ଅନ୍ୟ ଦୁଇଜଣଙ୍କ ବିରୋଧରେ ଦେଶଦ୍ରୋହ ମୋକଦ୍ଦମା ଚାଲିବ। ଏଥିପାଇଁ ଦିଲ୍ଲୀ ସରକାର ପୋଲିସକୁ ଅନୁମତି ଦେଇଛନ୍ତି। ୨୦୧୬ ଦେଶଦ୍ରୋହ ମାମଲାରେ କହ୍ନେୟାଙ୍କ ସମେତ ଜେଏନ୍ୟୁ ଛାତ୍ର…
କେନ୍ଦ୍ରକୁ ଜବାବ ମାଗିଲେ ହାଇକୋର୍ଟ
ନୂଆଦିଲ୍ଲୀ,୨୯ା୨(ପି.ଟି.):କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ଦଳର କେତେଜଣ ନେତା ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଉଥିବାରୁ ସେମାନଙ୍କ ବିରୋଧରେ ଏତଲା ଦାଏର ପାଇଁ ନିର୍ଦ୍ଦେଶ ଦେବାକୁ ଦିଲ୍ଲୀ ହାଇକୋର୍ଟରେ…
Archives


