ଜାତୀୟ

ରେଳଯାତ୍ରୀଙ୍କୁ ଝଟ୍‌କା: ଜୁଲାଇ ୧୩ରୁ ବିହାର-ଝାଡ଼ଖଣ୍ଡ ମଧ୍ୟରେ ଚାଲିବନି ଏହି ଟ୍ରେନ୍‌

ନୂଆଦିଲ୍ଲୀ,୧୧।୭: ବିହାର ଓ ଝାଡ଼ଖଣ୍ଡ ମଧ୍ୟରେ ଚାଲୁଥିବା ୨ଟି ଟ୍ରେନ୍‌ ଜୁଲାଇ ୧୩ରୁ ଆଉ ଚଳାଚଳ କରିବ ନାହିଁ। ପାଟନା-ରାଞ୍ଚି-ପାଟନା ସ୍ପେଶାଲ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଟ୍ରେନ୍‌ ଜୁଲାଇ ୧୩ରୁ କେବଳ ପାଟନା ଓ ଗୟା ମଧ୍ୟରେ ଚାଲିବ। ଗୟା ଓ ରାଞ୍ଚି…

କରୋନା ସ୍ଥିତିକୁ ଦେଖି ନିଜ ଦେଶକୁ ଫେରିବାକୁ ଚାହୁଁ ନାହାନ୍ତି ୭୪ ବର୍ଷୀୟ ଆମେରିକା ନାଗରିକ

କୋଚି,୧୧।୭: ଆମେରିକାର ୭୪ ବର୍ଷୀୟ ନାଗରିକ ଜନି ପିରସି ଗତ ୫ ମାସ ହେବ କେରଳରେ ରହି ଆସୁଛନ୍ତି। ଏବେ ସେ ତାଙ୍କ ଟୁରିଷ୍ଟ ଭିଜାକୁ ବିଜନେସ୍‌ ଭିଜାରେ ପରିବର୍ତ୍ତନ କରିବାକୁ କେରଳ ହାଇକୋର୍ଟରେ ଆବେଦନ କରିଛନ୍ତି। ଏବେ ଭାରତରେ କୋଭିଡ-୧୯ର…

୪ ଦିନରେ ଲକ୍ଷେ ନୂଆ ଆକ୍ରାନ୍ତ: ଭାରତ ଉପରେ କରୋନା ସଙ୍କଟ

ନୂଆଦିଲ୍ଲୀ, ୧୧।୭: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଛୁଇଁବା ପାଇଁ ୧୧୦ ଦିନ ସମୟ ନେଇଥିଲା। ତେବେ ଗତ ୪ ଦିନ ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ବୃଦ୍ଧି ପାଇ…

ବିକାଶ ଦୁବେ ଏନ୍‌କାଉଣ୍ଟର: ପିତା କହିଲେ ‘କାନ୍ଥରେ ମୁଣ୍ଡ ବାଡେଇଲେ ମୁଣ୍ଡ ହିଁ ଫାଟିବ’

କାନପୁର,୧୧।୭: କୁଖ୍ୟାତ ଅପରାଧୀ ବିକାଶ ଦୁବେ ଯେଉଁ ଦୋଷ କରିଥିଲେ ତାହା ଠିକ୍‌ ନୁହେଁ ବୋଲି ତାଙ୍କ କରିବାର ଲୋକେ ବି କହୁଛନ୍ତି। ସେ ଯେଉଁ ରାସ୍ତାରେ ଯାଉଥିଲେ ତାହାର ଅନ୍ତ ଏହାହିଁ ହେବାର ଥିଲା ବୋଲି ପରିବାର ସଦସ୍ୟ ମତ…

ଗତ ୨୪ଘଣ୍ଟାରେ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୨୭,୧୧୪ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସ୍ଥିତି ସଂଘାତିକ ହେବାରେ ଲାଗିଛି। ପୂର୍ବାପେକ୍ଷା ପ୍ରତିଦିନ ନୂଆ ନୂଆ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଆମେରିକା, ବ୍ରାଜିଲ ପରେ ଏବେ ଭାରତ ତୃତୀୟ ସର୍ବାଧିକ ସଂକ୍ରମିତ ଦେଶ ଭାବେ ପରିଗଣିତ ହୋଇଛି। ପ୍ରଥମ ଥର ପାଇଁ ଗତ…

କୁପଓ୍ବାରାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ : ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୧।୭: ଭାରତୀୟ ସେନାଙ୍କୁ ଶନିବାର ଭୋର ସମୟରେ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର କୁପଓ୍ବାରା ଜିଲାର ହାଣ୍ଡଓ୍ବାରାଠାରେ ଏକବଡ଼ ଧରଣର ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଭାରତୀୟ ସେନାଙ୍କ ଗୁଳିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। କିଛି ଆତଙ୍କବାଦୀ ବାରମୁଳା…

ଦୁବେ ଏନ୍‌କାଉଣ୍ଟରକୁ ବଲିଉଡ୍‌ ସହ ଯୋଡ଼ିଲେ ତାପସୀ

ମୁମ୍ବାଇ: ଅଭିନେତ୍ରୀ ତାପସୀ ପନ୍ନୁ ବଲିଉଡ୍‌ରେ ତାଙ୍କ ଉଚ୍ଚକୋଟିର ଅଭିନୟ ଲାଗି ଯେତିକି ପରିଚିତ, ତା’ଠାରୁ ଅଧିକ ସୋସିଆଲ୍‌ ମିଡିଆରେ ତାଙ୍କ ଆକ୍ଟିଭ୍‌ନେସ୍‌। ସେ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି। କାନପୁରର ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେଙ୍କୁ ଏନ୍‌କାଉଣ୍ଟର କରି ହତ୍ୟା କରାଯିବା ଘଟଣା…

କରୋନା ସଂକ୍ରମଣକୁ ରୋକିବା ସମ୍ଭବ: ମୁମ୍ବାଇର ଧରାବି ମଡ଼େଲକୁ ପ୍ରଶଂସା

ଜେନେଭା, ୧୧।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, କରୋନା ସଂକ୍ରମଣକୁ ରୋକିବା ସମ୍ଭବ। ଏଥିପାଇଁ ମୁମ୍ବାଇର ଧରାବି ଅଞ୍ଚଳରେ ଗ୍ରହଣ କରାଯାଇଥିବା ମଡ଼େଲକୁ ଡବ୍ଲ୍ୟୁଏଚ୍‌ଓ ପ୍ରଶଂସା କରିଛି।…

ସ୍ବପ୍ନାଙ୍କ ଜାମିନକୁ କେନ୍ଦ୍ରର ବିରୋଧ

ଚେନ୍ନାଇ,୧୧।୭: କେରଳ ସୁନା ଚାଲାଣ ମାମଲାର ମୁଖ୍ୟ ଅଭିଯୁକ୍ତ ସ୍ବପ୍ନା ସୁରେଶଙ୍କ ଜାମିନ ଆବେଦନକୁ ଶୁକ୍ରବାର କେନ୍ଦ୍ର ସରକାର ବିରୋଧ କରିଛନ୍ତି। ତାଙ୍କୁୁ ଜାମିନ ଦିଆଗଲେ ଏନ୍‌ଆଇଏର ତଦନ୍ତରେ ବାଧା ସୃଷ୍ଟି ହେବାର ଆଶଙ୍କା ରହିଥିବା କେରଳ ହାଇକୋର୍ଟରେ କେନ୍ଦ୍ର ଦର୍ଶାଇଛି।…

୮ ଲକ୍ଷ ଟପିଲା ସଂକ୍ରମଣ

ନୂଆଦିଲ୍ଲୀ,୧୧ା୭: ଭାରତରେ କରୋନା ସଂକ୍ରମଣ ଶୁକ୍ରବାର ୮ ଲକ୍ଷ ଟପିଥିବାବେଳେ ମୃତ୍ୟୁସଂଖ୍ୟା ୨୧,୭୨୪ ହୋଇଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୫୦୬ ନୂଆ ମାମଲା ଚିହ୍ନଟ ହୋଇଥିବାବେଳେ ୪୭୫ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୦୧,୨୮୬…

ହ୍ବାଟ୍ସଆପ୍‌, ଇମେଲ୍‌, ଫାକ୍ସରେ ଜାରି ହେବ ସମନ

ନୂଆଦିଲ୍ଲୀ,୧୧ା୭(ଆଇଏଏନ୍‌ଏସ୍‌): ସମସ୍ତ ଆଇନଗତ ମାମଲାର ସମନ ଓ ନୋଟିସ ହ୍ବାଟ୍ସଆପ୍‌, ଇମେଲ୍‌ ଏବଂ ଫାକ୍ସ ମାଧ୍ୟମରେ ପଠାଯାଇପାରିବ। ପ୍ରଥମ ଥର ଲାଗି ସୁପ୍ରିମକୋର୍ଟ ଶୁକ୍ରବାର ଏଥିପାଇଁ ଅନୁମତି ପ୍ରଦାନ କରିଛନ୍ତି। ନୋଟିସ୍‌, ସମନ ଆଦି ପଠାଇବା ପାଇଁ ପୋଷ୍ଟ ଅଫିସ୍‌ ଦୌଡ଼ିବା…

ସବୁ ମାମଲାକୁ ପ୍ରାଥମିକତା ଦେଇ ହେବନାହିଁ

ନୂଆଦିଲ୍ଲୀ,୧୧।୭: ପ୍ରତ୍ୟେକ ମାମଲାକୁ ପ୍ରାଥମିକତା ଦେଇ ସର୍ବୋଚ୍ଚ ଅଦାଲତ ଗ୍ରହଣ କରିପାରିବ ନାହିଁ। ବିଶେଷକରି ଗୋଟିଏ ରାଜ୍ୟ ସହ ଅନ୍ୟ ରାଜ୍ୟର ଘଟଣାରେ ଭିନ୍ନତା ପରିଲକ୍ଷିତ ହେଉଥିବା ମାମଲାକୁ ଶୀଘ୍ର ଗ୍ରହଣ କରାଯାଇ ନ ପାରେ ବୋଲି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?