ଜାତୀୟ

କରୋନା ଲକ୍ଷଣ ଅନୁଭବ କରିବାରୁ ହୋମ୍‌ ଆଇସୋଲେଶନରେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଜ୍ୱର ଓ ଗଳାରେ ଦରଜ ଅନୁଭବ କରିବାରୁ ଏବେ ତାଙ୍କର କରୋନା ଟେଷ୍ଟ କରାଯିବ ବୋଲି ସୂଚନା ମିଳିଛି। ସୋମବାରଠାରୁ ସେ ନିଜକୁ ହୋମ ଆଇସୋଲେଶନରେ ରଖିଛନ୍ତି। ମଙ୍ଗଳବାର ଅପରାହ୍ନ ପର୍ଯ୍ୟନ୍ତ ଥିବା ତାଙ୍କର…

କୋଭିଡ-୧୯ ପାଇଁ ଚଳିତ ବର୍ଷ ହେବନାହିଁ ଜନଗଣନା

ନୂଆଦିଲ୍ଲୀ,୮।୬: ଚଳିତ ବର୍ଷ ଏପ୍ରିଲ-ସେପ୍ଟେମ୍ବରରେ ହେବାକୁ ଥିବା ଜନଗଣନା, ହାଉସ ଲିଷ୍ଟିଂ ଓ ଏନ୍‌ପିଆର୍‌କୁ ଏବେ ସ୍ଥଗିତ ରଖାଯାଇଛି। ତେବେ ଜୁନ୍‌ ମାସ ପରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହି ପ୍ରକ୍ରିୟାକୁ ଆରମ୍ଭ କରାଯାଇ ପାରିବ କି…

ଖୋଲିଲା ଦିଲ୍ଲୀ ସୀମା

ନୂଆଦିଲ୍ଲୀ,୮।୬: କରୋନା ଭାଇରସ ସଂକ୍ରମଣକୁ ଦେଖି ଦିଲ୍ଲୀ-ନଏଡା ସୀମାକୁ ଗୋଟିଏ ସପ୍ତାହ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ସୋମବାର ଏହି ସୀମାକୁ ଖୋଲି ଦିଆଯାଇଛି। ଏହାଦ୍ୱାରା ଦିଲ୍ଲୀ ନଏଡା ମଧ୍ୟରେ ସିଧାସଳଖ ଯାତ୍ରା ଆରମ୍ଭ ହୋଇଥିବାରୁ…

ଭୂକମ୍ପ ପ୍ରବଣ ଜୋନ୍‌ରେ ରାଜଧାନୀ ଦିଲ୍ଲୀ: ୮୦ ପ୍ରତିଶତ କୋଠା ଅସୁରକ୍ଷିତ

ଦେଶର ରାଜଧାନୀ ଦିଲ୍ଲୀ ଭୂକମ୍ପ ଜୋନ୍‌ରେ ରହିଛି। ଏଠାରେ ଗତ ୨ ମାସ ମଧ୍ୟରେ ୧୫ଥର କମ୍‌ ତୀବ୍ରତାଯୁକ୍ତ ଭୂକମ୍ପ ହୋଇସାରିଛି। ଏବେ ଏହାକୁ ନେଇ ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଛି। ସୋମବାର ଏଠାରେ ୨.୧ ତୀବ୍ରତାଯୁକ୍ତ ଭୂକମ୍ପ ହୋଇଛି। ଏହାର କେନ୍ଦ୍ର…

ଆରମ୍ଭ ହେବ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ

ଅଯୋଧ୍ୟା,୮।୬: ବହୁ ପ୍ରତିକ୍ଷୀତ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟକୁ ନେଇ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ବୁଧବାର କୁବେର ଟିଲା ମନ୍ଦିରରେ ରୀତିନୀତି ଅନୁସାରେ ରୁଦ୍ରାଭିଷେକ ସମାରୋହ ଆୟୋଜନ କରାଯିବା ପରେ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ…

ସୀମାକୁ ନେଇ ଶାହାଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୮।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ବିହାରରେ ଏକ ଭର୍ଚୁଆଲ ରାଲିକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ କହିଥିଲେ ଦେଶର ସୀମା ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ ରହିଛି। ଏହାକୁ ନେଇ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶାହାଙ୍କୁ ଟାର୍ଗେଟ…

କରୋନାରେ ଜଣେ ସିଆରପିଏଫ୍‌ ଯବାନ ମୃତ

ଶ୍ରୀନଗର,୮।୬: ଜମ୍ମୁ-କଶ୍ମୀର ଶ୍ରୀନଗରରେ ରବିବାର କରୋନା ଭାଇରସ୍‌ ସଂକ୍ରମଣରେ ଜଣେ ସିଆରପିଏଫ୍‌ ଯବାନଙ୍କ ମୃତ୍ୟୁ ହୋଇଛି। ଜମ୍ମୁ-କଶ୍ମୀରରେ କରୋନାଜନିତ ଜଣେ ସୁରକ୍ଷାକର୍ମୀଙ୍କ ଏହା ପ୍ରଥମ ମୃତ୍ୟୁ ମାମଲା। ଏହାପୂର୍ବରୁ କେନ୍ଦ୍ରଶାସିତ ରାଜ୍ୟରେ କରୋନା ସଂକ୍ରମଣ ଯୋଗୁଁ କୌଣସି ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହୋଇ…

ଶୋପିଆନ ଏନ୍‌କାଉଣ୍ଟରରେ ମୃତ ଆତଙ୍କବାଦୀଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନର

ଶୋପିଆନ,୮।୬: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ହୋଇଥିବା ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଙ୍ଗଠନର ବୋଲି ସୂଚନା ମିଳିଛି। ଏମାନେ ୨୦୧୮ ମସିହାରୁ ଉକ୍ତ ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ଥିଲେ।…

ଖୋଲିଲା ବିଭିନ୍ନ ରାଜ୍ୟର ଧାର୍ମିକ ଅନୁଷ୍ଠାନ

ନୂଆଦିଲ୍ଲୀ,୮।୬: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ, ଗୁରୁଦ୍ୱାର ଆଦି ସମସ୍ତ ଧାର୍ମିକ ଅନୁଷ୍ଠାନକୁ ମଧ୍ୟ ବନ୍ଦ କରି ଦିଆଯାଇଥିଲା। ଦୀର୍ଘ ପାଖାପାଖି ୨ ମାସ ବନ୍ଦ ରହିବା ପରେ…

ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାରରୁ ଅଧିକ: ଚାଇନାକୁ ଟପିଲା ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୮।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୭ ହଜାର ୪୮୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୨୦୭ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୨୩ ହଜାର ୮୪୮…

ଗୁଜରାଟରେ ରିସର୍ଟ ରାଜନୀତି ସରଗରମ

ଅହମଦାବାଦ,୮ା୬: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ ରାଜନୀତି ସରଗରମ ହୋଇଛି। ଶାସକ ଭାଜପା ପକ୍ଷରୁ ଘୋଡ଼ାବେପାର କରାଯିବା ଆଶଙ୍କାରେ କଂଗ୍ରେସ ବିଧାୟକମାନଙ୍କୁ ରାଜକୋଟ ଜିଲାସ୍ଥିତ ଏକ ହୋଟେଲରେ ରଖାଯାଇଛି। ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ କଂଗ୍ରେସ ବିଧାୟକମାନେ ଅବସ୍ଥାନ କରୁଥିବା…

ଏନ୍‌ଡିଏ ଦୁଇତୃତୀୟାଂଶ ସଂଖ୍ୟାଗରିଷ୍ଠତା ପାଇବ

ନୂଆଦିଲ୍ଲୀ,୮ା୬(ପି.ଟି.): କରୋନା ଯୋଗୁ ଦେଶ ଲକ୍‌ଡାଉନରେ ରହିଥିବାବେଳେ ବିହାରରେ ବିଧାନସଭା ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳ ପକ୍ଷରୁ ରବିବାର ବିଗୁଲ ବାଜିଛି। ବରିଷ୍ଠ ଭାଜପା ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଭିଡିଓ କନ୍‌ଫରେନ୍ସ ଜରିଆରେ (ଭର୍ଚୁଆଲ) ପାଟନାର ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri