ଜାତୀୟ

ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ଶୋଭାଯାତ୍ରା

ନୂଆଦିଲ୍ଲୀ,୨୮ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନକୁ ବିରୋଧ ଏବଂ ଭୀମ୍‌ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ମୁକ୍ତି ଦାବିକରି ଶୁକ୍ରବାର ଶତାଧିକ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ ଅଭିମୁଖେ ଯାଉଥିବାବେଳେ ସେମାନଙ୍କୁ ପୋଲିସ ଅଟକାଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଓ...

‘ଏନ୍‌ଆର୍‌ସି-ଏନ୍‌ପିଆର୍‌ ଗରିବଙ୍କ ଉପରେ ଟାକ୍ସ’

ନୂଆଦିଲ୍ଲୀ,୨୮ା୧୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକତ୍ୱ ପଞ୍ଜିକା (ଏନ୍‌ଆର୍‌ସି) ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ ନେଇ ଶାସକ ଭାଜପା ଓ ବିରୋଧୀ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଥମିବାର ନାଁ ନେଉନାହିଁ। ଏହି ପ୍ରସଙ୍ଗରେ ଦୁଇଦଳ ପକ୍ଷରୁ...

ମୋଦିଙ୍କ ମିଛ ଧରାପକାଇଲେ ଗୋଗୋଇ

ଗୁଆହାଟୀ,୨୮ା୧୨: ଦେଶରେ ଅଟକ କେନ୍ଦ୍ର ନାହିଁ ବୋଲି ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିବାବେଳେ ଏହାକୁ ନେଇ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ ପ୍ରଶ୍ନ ଉଠାଇଛନ୍ତି। ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରୁ ବେଆଇନ ଶରଣାର୍ଥୀମାନଙ୍କ ପାଇଁ ଅଟକ...

ମନମୋହନଙ୍କ ଅମଳରେ ପାକିସ୍ତାନରୁ ଅନୁପ୍ରବେଶ କରୁଥିଲେ: ଆଲିଆ, ମାଲିଆ, ଜମାଲିଆ

ଶିମ୍‌ଲା/ନୂଆଦିଲ୍ଲୀ,୨୮ା୧୨: ୧୦ ବର୍ଷ ଧରି କଂଗ୍ରେସ ସରକାର ଚାଲିଥିଲା। ସୋନିଆ ମନମୋହନଙ୍କ ସରକାର ବେଳେ ପାକିସ୍ତାନରୁ ଆଲିଆ, ମାଲିଆ ଓ ଜମାଲିଆମାନେ ରୀତିମତ ଆସି ଆମ ଯବାନଙ୍କ ମୁଣ୍ଡ କାଟି ନେଇଯାଉଥିଲେ। ଦେଶର ପ୍ରଧାନମନ୍ତ୍ରୀ ସେତେବେଳେ ପଦୁଟିଏ କହୁ ନ...

୧୨୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ରହିଛି ଆଧାର

ନୂଆଦିଲ୍ଲୀ,୨୭।୧୨: ସରକାରଙ୍କ ୟୁନିକ ଆଇଡେଣ୍ଟିଫିକେଶନ ଅଥରିଟି ଅଫ୍‌ ଇଣ୍ଡିଆ(ୟୁଆଇଡିଏଆଇ)ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି କି ଦେଶରେ ବର୍ତ୍ତମାନ ସୁଦ୍ଧା ୧୨୫କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଆଧାର କାର୍ଡ ରହିଛି। ଏହାର ଅର୍ଥ ବର୍ତ୍ତମାନ ସୁଦ୍ଧା ଭାରତରେ ୧.୨୫ ବିଲିୟନ ଘରେ...

ସବୁ ଘରକୁ ଏଲ୍‌ପିଜି ସଂଯୋଗରେ ପ୍ରଥମ ରାଜ୍ୟ ହିମାଚଳ ପ୍ରଦେଶ

ଶିମ୍‌ଲା,୨୭।୧୨: ହିମାଚଳ ପ୍ରଦେଶର ପ୍ରତି ଘରକୁ ମିଳିଲା ଏଲ୍‌ପିଜି କନେକଶନ। ଶୁକବ୍ରାର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଏହି ଘୋଷଣା କରିବା ସହ ହିମାଚଳ ପ୍ରଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ପ୍ରତି ଘରେ ଏଲ୍‌ପିଜି ସଂଯୋଗ ହେବାରେ ହିମାଚଳ ପ୍ରଦେଶ...

ବରଫ ଚାଦରରେ ଆଚ୍ଛାଦିତ ହେଲା ବଦ୍ରୀନାଥ

ଡେରାଡୁନ,୨୭।୧୨: ଉତ୍ତର ଭାରତରେ ଏବେ ପ୍ରବଳ ଶୀତ ଲହରୀ ଜାରି ରହିଛି। ଦିଲ୍ଲୀରେ ତାପମାତ୍ରା ୪.୨ ଡିଗ୍ରୀ ଥିବା ବେଳେ ଉତ୍ତର ଭାରତରେ ଏହା ମାଇନସ ଡିଗ୍ରୀରେ ପହଞ୍ଚିଛି। ଏହାର ପ୍ରଭାବ ଏବେ ଦେଖିବାକୁ ମିଳିଛି ଉତ୍ତରାଖଣ୍ଡରେ। ଏଠାରେ ଥିବା...

ମୁମ୍ବାଇ କାରଖାନରେ ନିଆଁ

ମୁମ୍ବାଇ,୨୭।୧୨: ମହାରାଷ୍ଟ୍ର ମୁମ୍ବାଇର ଘଟକୋପାରରେ ଥିବା ଏକ କାରଖାନାରେ ଶୁକ୍ରବାର କୌଣସି କାରଣରୁ ନିଆଁ ଲାଗି ଯାଇଛି। ଏହାକୁ ଆୟତ୍ତ କରିବାକୁ ଘଟଣାସ୍ଥଳରେ ୧୫ଟି ଦମକଳ ପହଞ୍ଚିଥିବା ବେଳେ ଏଥିରେ ଏପର୍ଯ୍ୟନ୍ତ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ନିଆଁ...

କ୍ଷମା ମାଗିଲେ ଫରହା

ମୁମ୍ବାଇ,୨୭।୧୨: ଟେଲିଭିଜନ ଶୋ’ ମାଧ୍ୟମରେ ଏକ ବିବାଦୀୟ ଟିପ୍ପଣୀ ଦେଇ ଚର୍ଚ୍ଚାକୁ ଆସିଥିବା ବଲିଉଡ୍‌ ନିର୍ଦ୍ଦେଶିକା ତଥା ପ୍ରଯୋଜିକା ଫରହା ଖାଁ ଶୁକ୍ରବାର ଏଥିପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେ ସବୁ ଧର୍ମକୁ ସମ୍ମାନ କରନ୍ତି ବୋଲି କହିବା ସହ...

ରବିବାର ଶପଥ ନେଇପାରନ୍ତି ହେମନ୍ତ

ରାଞ୍ଚି,୨୭।୧୨: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌), କଂଗ୍ରେସ ଓ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ମେଣ୍ଟକୁ ବହୁମତ ମିଳିଛି। ବହୁମତ ମିଳିବା ପରେ ସରକାର ଗଠନ ନେଇ ୩ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଜେଏମ୍‌ଏମ୍‌ର ମୁଖ୍ୟ ହେମନ୍ତ ସୋରେନ୍‌...

ବଡ଼ ଘର ବଡ଼ ଗୁମର କଥା: ପଦାରେ ପଡ଼ିଲା ଶାଶୁ-ବୋହୂ କଳି

ପାଟନା,୨୭।୧୨: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଘରର କଳି ପୁଣି ପଦାକୁ ଆସିଛି। ଲାଲୁଙ୍କ ବଡ଼ ପୁଅ ତେଜପ୍ରତାପ ଯାଦବ ଓ ତାଙ୍କ ସ୍ତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ବିବାହ ବିଚ୍ଛେଦ ମାମଲାରେ ଏବେ...

ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତୀୟ ସେନା: ୪ ପାକ୍‌ ସେନା ନିହତ

ପୁଞ୍ଛ,୨୭।୧୨: ଭାରତ ନିୟନ୍ତ୍ରଣ ରେଖା(ଏଲଓସି)ରେ ପାକିସ୍ତାନ ପକ୍ଷରୁ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ଏନେଇ ଭାରତୀୟ ସେନା ପକ୍ଷରୁ ପାକିସ୍ତାନକୁ କଡ଼ା ଜବାବ ଦିଆଯାଇଛି। ଏଥିରେ ପାକିସ୍ତାନର ୩ଜଣ ସେନା ନିହତ ହୋଇଥିବା ଜଣାପଡ଼ିଛି। ଗୁରୁବାର ରାତିରେ ପୁଞ୍ଛର ରାଜୌରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri