ଜାତୀୟ

୪୪ ଏମ୍‌ପି, ୧୪୩ ବିଧାୟକଙ୍କ ନାମରେ ଆପରାଧୀକ ମାମଲା

ଲକ୍ଷ୍ନୌ, ୯।୭: ଦେଶରେ ଆପରାଧୀକ ମାମଲାରେ ଶୀର୍ଷରେ ଉତ୍ତରପ୍ରଦେଶ ରହିଛି। ରାଜ୍ୟର ମୋଟ ୪୦୩ ବିଧାୟକଙ୍କ ମଧ୍ୟରୁ ୧୪୩ଜଣଙ୍କ ନାମରେ ଏକାଧିକ ଆପରାଧୀକ ମାମଲା ରହିଛି। ସେହିପରି ୮୦ ଏମ୍‌ପିଙ୍କ ମଧ୍ୟରୁ ୪୪ ଜଣଙ୍କ ନାମରେ ବିଭିନ୍ନ ମାମଲା ରହିଛି। ମୁଖ୍ୟମନ୍ତ୍ରୀ…

ବାହୁବଳୀ ବିଧାୟକ: ଜେଲ୍‌ରେ ରହି ବି ଜିତୁଛନ୍ତି ନିର୍ବାଚନ

ଲକ୍ଷ୍ନୌ, ୯।୭: ଉତ୍ତରପ୍ରଦେଶରେ ସର୍ବାଧିକ ଆପରାଧୀକ ମାମଲା ଘଟିଥାଏ। ଏଠାରେ ଏଭଳି ୫ ବାହୁବଳୀ ବିଧାୟକ ରହିଛନ୍ତି, ଯେଉଁମାନେ ଜେଲ୍‌ରେ ରହି ବି ନିର୍ବାଚନ ସହଜରେ ଜିତୁଛନ୍ତି। ସେମାନଙ୍କ ମଧ୍ୟରେ ମୁଖତାର ଅନ୍‌ସାରୀ, ବିଜୟ କୁମାର, ଅଶୋକ ସିଂ ଚନ୍ଦେଲ, ଇନ୍ଦ୍ରପ୍ରତାପ…

ବଜାରରେ ମିଳୁଛି କରୋନା ବରା, କରୋନା ପରଟା: ଭାଇରାଲ ହେଉଛି ଫଟୋ

ମଦୁରାଇ,୯।୭: ତାମିଲନାଡୁର ମଦୁରାଇ ସହର ପରଟା ପାଇଁ ପ୍ରସିଦ୍ଧ ହୋଇଥିବା ବେଳେ ଏବେ ଏଠାକାର ଏକ ରେସ୍ତୋରାଁ କରୋନା ସମ୍ପର୍କିତ ସଚେତନା ସୃଷ୍ଟି କରିବାକୁ ପ୍ରୟାସ କରିଥିବା ଦେଖାଯାଇଛି। ଟେମ୍ପଲ ସିଟି ରେସ୍ତୋରାଁର ମାଲିକ କେ.ଏଲ୍‌. କୁମାର କରୋନା ଭାଇରସଠାରୁ ଦୂରେଇ…

ଅପରାଧୀ-ପ୍ରଶାସନର ମଧୁଚନ୍ଦ୍ରିକା: ବିକାଶ ଦୁବେଙ୍କ ଗିରଫ ନାଟକ

ଲକ୍ଷ୍ନୌ, ୯।୭: କାନପୁରରେ ୮ ଜଣ ପୋଲିସଙ୍କୁ ହତ୍ୟା କରିଥିବା ଅପରାଧୀ ବିକାଶ ଦୁବେଙ୍କୁ ଗୁରୁବାର ଗିରଫ କରାଯାଇଛି। ତାଙ୍କୁ ମଧ୍ୟପ୍ରଦେଶ ଉଜୈନର ମହାକାଳ ମନ୍ଦିରରୁ ଗିରଫ କରାଯାଇଥିବା କୁହାଯାଉଛି। ତେବେ ଗିରଫ ଘଟଣା ଏକ ନାଟକ ପରି ମନେ ହେଉଥିବା…

ବିକାଶ ଦୁବେ ଗିରଫ ହୋଇଛନ୍ତି ନା କରିଛନ୍ତି ଆତ୍ମସମର୍ପଣ ସରକାର କରନ୍ତୁ ସ୍ପଷ୍ଟ: ଅଖିଳେଶ

ଲକ୍ଷ୍ନୌ, ୯।୭: କାନପୁରରେ ୮ ଜଣ ପୋଲିସଙ୍କୁ ହତ୍ୟା କରିଥିବା ଅପରାଧୀ ବିକାଶ ଦୁବେଙ୍କୁ ଗୁରୁବାର ଗିରଫ କରାଯାଇଛି। ଏନେଇ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ସରକାରଙ୍କୁ ଘେରିଛନ୍ତି। ସେ କଟାକ୍ଷ କରି କହିଛନ୍ତି ଯେ, ବିକାଶ ଦୁବେ ଗିରଫ…

ଆମ୍ବେଦକରଙ୍କ ବାସଭବନରେ ଭଙ୍ଗାରୁଜା

ନୂଆଦିଲ୍ଲୀ,୯।୭: ସମ୍ବିଧାନ ପ୍ରଣେତା ଡଃ ବି. ଆର୍‌. ଅମ୍ବେଦକରଙ୍କ ମହାରାଷ୍ଟ୍ରର ଦାଦରସ୍ଥିତ ବାସଭବନ ‘ରାଜ୍‌ଗୃହ’ରେ କେତେକ ଦୁର୍ବୃତ୍ତ ମଙ୍ଗଳବାର ସନ୍ଧ୍ୟାରେ ପଶି ଭଙ୍ଗାରୁଜା କରିଛନ୍ତି। ସେଠାରେ ଥିବା କେତେକ ଫୁଲକୁଣ୍ଡ ଫିଙ୍ଗିଦେବା ସହ ସିସିଟିଭି କ୍ୟାମେରାକୁ ଭାଙ୍ଗିଦେଇଛନ୍ତି। ଏନେଇ ଗୃହମନ୍ତ୍ରୀ ଅନିଲ…

ଦେଶରେ ପ୍ରଥମଥର ପାଇଁ ସାମ୍ନାକୁ ଆସିଲା କରୋନାର ନୂଆ ରୂପ

ନୂଆଦିଲ୍ଲୀ,୯।୭: ଦେଶରେ ପ୍ରଥମ ଥର ପାଇଁ କରୋନାର ଏକ ନୂଆ ରୂପ ଦେଖିବାକୁ ମିଳିଛି। ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ) ଦିଲ୍ଲୀରେ ଭର୍ତ୍ତି ହୋଇଥିବା ଜଣେ ରୋଗୀଙ୍କ କରୋନା ଟେଷ୍ଟ ୪ଥର ନେଗେଟିଭ୍‌ ଆସିଥିବା ସତ୍ତ୍ୱେ ତାଙ୍କ…

୮୯ ଆପ୍‌ ବ୍ୟାନ୍‌ କଲା ଭାରତୀୟ ସେନା: ଫେସ୍‌ବୁକ୍‌, ପବଜୀ ସାମିଲ୍‌

ନୂଆଦିଲ୍ଲୀ,୯।୭: କିଛିଦିନ ପୂର୍ବରୁ ଭାରତ ସରକାର ୫୯ଟି ଚାଇନା ଆପ୍‌ ବ୍ୟାନ୍‌ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ସରକାରଙ୍କ ପରେ ଭାରତୀୟ ସେନା ମଧ୍ୟ ୮୯ଟି ଆପ୍‌କୁ ବ୍ୟାନ୍‌ କରିଛି। ଯବାନଙ୍କୁ ନିଜ ଫୋନରୁ ଏହି ଆପ୍‌ଗୁଡିକୁ ଡିଲିଟ୍‌ କରିବା ପାଇଁ ଭାରତୀୟ…

କାନପୁର ଏନ୍‌କାଉଣ୍ଟରର ମୋଷ୍ଟ ଓ୍ବାଣ୍ଟେଡ ବିକାଶ ଦୁବେ ଗିରଫ

କାନପୁର,୯।୮: କାନପୁର ଏନ୍‌କାଉଣ୍ଟରର ମୋଷ୍ଟ ଓ୍ବାଣ୍ଟେଡ ବିକାଶ ଦୁବେଙ୍କୁ ମଧ୍ୟପ୍ରଦେଶରୁ ଗିରଫ କରାଯାଇଛି। ଉଜୈନର ମହାକାଳ ମନ୍ଦିରରୁ ସ୍ଥାନୀୟ ପୋଲିସ ତାଙ୍କୁ ଗିରଫ କରିଛି। ଏନେଇ ଗୁରୁବାର ଉତ୍ତରପ୍ରଦେଶ ପୋଲିସ ସ୍ପଷ୍ଟ କରିଛି। ତେବେ କାନପୁର ଏସ୍‌ଟିଏଫ୍‌ ଟିମ୍‌ ବିକାଶଙ୍କୁ ଆଣିବା…

୨୦୧୩ ଟୁଇଟ୍‌କୁ ନେଇ ମୋଦିଙ୍କୁ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ,୯।୭: ୨୦୧୩ ଏପ୍ରିଲ ୧୫ରେ ଚାଇନାର ୧ ପ୍ଲାଟୁନ ସୈନ୍ୟ ଦୌଲତବେଗ୍‌ ଓଲ୍ଡି ସୀମାରୁ ଭାରତୀୟ ଭୂଖଣ୍ଡର ୧୯ କି.ମି. ଭିତରକୁ ଅନୁପ୍ରବେଶ କରି ୪ଟି ଟେଣ୍ଟ ତିଆରି କରିଥିଲେ। ଏହାକୁ ନେଇ ଭାରତ-ଚାଇନା ସୈନ୍ୟଙ୍କ ମଧ୍ୟରେ ୨୧ ଦିନ ଧରି…

ପିଲା ପଢ଼ିବେନି ଗୁରୁତ୍ୱପୂର୍ଣ୍ଣ ପାଠ

ନୂଆଦିଲ୍ଲୀ,୯।୭(ପି.ଟି.): କେବଳ ପିଲାଙ୍କ ପାଠପଢ଼ା ନୁହେଁ, ରାଜନୀତିରେ ମଧ୍ୟ କୋଭିଡ୍‌ର ପ୍ରଭାବ ଅସମ୍ଭାଳ ହୋଇପଡ଼ିଛି। ଏହାର ଆଭାସ ମିଳିଛି କେନ୍ଦ୍ର ସରକାରଙ୍କ ଦ୍ୱାରା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ସିଲାବସ୍‌ ପରିବର୍ତ୍ତନ ନିଷ୍ପତ୍ତିରୁ। କୋଭିଡ୍‌ ମୁକାବିଲା ପାଇଁ ଜାରି କଟକଣା…

ଅଭିନେତା ଜଗଦୀପଙ୍କ ପରଲୋକ

ମୁମ୍ବାଇ,୯।୭: ବଲିଉଡ୍‌ର ଜଣାଶୁଣା ଅଭିନେତା ଜଗଦୀପଙ୍କ ମୁମ୍ବାଇରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ପୂର୍ବରୁ ସେ କର୍କଟ ରୋଗରେ ପୀଡ଼ିତ ଥିଲେ। ଫିଲ୍ମ ‘ଶୋଲେ’ରେ ସୁର୍‌ମା ଭୋପାଲି ଭୂମିକାରେ ସେ ଅଭିନୟ କରି ଦର୍ଶକଙ୍କ ମନ ଜିଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?