ଜାତୀୟ

ଆତ୍ମହତ୍ୟା କଲେ ଆଉ ଜଣେ ଟିକ୍‌ଟକ୍‌ ଷ୍ଟାର

ନୂଆଦିଲ୍ଲୀ,୬।୭: ଦେଶରେ ଦିନକୁ ଦିନ ମାନସିକ ବିଷାଦଗ୍ରସ୍ତ ମାମଲା ବଢ଼ୁଥିବା ବେଳେ ଏହାଜନିତ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ପ୍ରତିଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି। ଇତିମଧ୍ୟରେ ମାନସିକ ବିଷାଦଗ୍ରସ୍ତ ଯୋଗୁ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଜଣେ…

ଚଳନ୍ତା ବସ୍‌ରୁ ଯୁବତୀଙ୍କୁ କାହିଁକି ଫୋପାଡିଲେ କଣ୍ଡକ୍ଟର

ନୂଆଦିଲ୍ଲୀ,୬।୭: କରୋନା ଭାଇରସ୍‌ ପ୍ରକୋପ ସାରା ଦେଶରେ ଜାରି ରହିଛି। ପ୍ରତିଦିନ ନୂଆ ନୂଆ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ଏଥିରେ କେତେକଙ୍କ ଜୀବନ ମଧ୍ୟ ଯାଉଛି। ଏହାକୁ ନେଇ ସମସ୍ତ ମନରେ ଏବେ ଏକପ୍ରକାର ଭୟ ସୃଷ୍ଟି ହୋଇଛି। ଇତିମଧ୍ୟରେ…

ଭାରତକୁ ସତର୍କ ସୂଚନା: ଅବୈଧ ମାଂସ ବଜାର ଯୋଗୁ ନୂଆ ମହାମାରୀ ଆଶଙ୍କା

ନୂଆଦିଲ୍ଲୀ,୬।୭: ପ୍ରାଣୀଙ୍କ ସୁରକ୍ଷା ପାଇଁ ପୃଥିବୀରେ ଅଭିଯାନ ଜାରି ରଖିଥିବା ପେଟା(ପିପୁଲ୍ସ୍‌ ଅପ୍‌ ଦି ଇଥିକାଲ ଟ୍ରିଟ୍‌ମେଣ୍ଟ୍‌ ଅଫ୍‌ ଆନିମଲ୍ସ) ପକ୍ଷରୁ ଭାରତ ଲାଗି ସତର୍କ ସୂଚନା ଜାରି କରାଯାଇଛି। ଭାରତରେ ରହିଥିବା ଅବୈଧ ମାଂସ ବଜାର ଯୋଗୁ ଆଗାମୀ ଦିନରେ…

ଡବ୍ଲୁଏଚ୍‌ଓର ଚେତାବନୀ: ଆଗକୁ ଆସୁଛି ଆହୁରି ଖରାପ ସମୟ

ନୂଆଦିଲ୍ଲୀ,୬।୭: ଆମେରିକାକୁ ପୁଣିଥରେ ଫେରୁଛି କରୋନା ସଂକ୍ରମଣ। ଅନ୍ୟପଟେ ଭାରତ ଓ ବ୍ରାଜିଲରେ ଦିନକୁ ହଜାର ହଜାର ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି। ରବିବାର ସାରା ବିଶ୍ୱରେ ୧ଲକ୍ଷ ୮୦ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଚିନ୍ତା ବଢାଇ ଦେଇଛି। ଏହାକୁ…

ଚାଇନାକୁ ବୁଦ୍ଧି ଶିଖାଇବେ ଡୋଭାଲ୍

ନୂଆଦିଲ୍ଲୀ,୬।୭: ପାକିସ୍ତାନ ପରେ ଏବେ ଚାଇନାକୁ ବୁଦ୍ଧି ଶିଖାଇବା ପାଇଁ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଯୋଜନା କରୁଛନ୍ତି। ସୀମା ବିବାଦର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଅଜିତ୍‌ଙ୍କୁ ସ୍ବତନ୍ତ୍ର ପ୍ରତିନିଧି ଭାବେ ଚାଇନାର…

ମୋଦିଙ୍କ ଗସ୍ତରେ ଛାନିଆ ଡ୍ରାଗନ: ୨ କିମି ପଛକୁ ହଟିଲେ ସୈନ୍ୟ

ଲଦାଖ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲଦାଖର ଲେହ ଗସ୍ତର ଦୁଇ ଦିନ ପରେ ଚାଇନା ସୈନ୍ୟ ଗଲଓ୍ବାନ ଘାଟିରେ ଶିବିର ପକାଇଥିବା ଅଞ୍ଚଳରୁ ୨ କିମି ପଛକୁ ହଟିଯାଇଛନ୍ତି। ଦୀର୍ଘ ୨୦ ଦିନ ପରେ ଚାଇନା ସୈନ୍ୟ ପଛକୁ ହଟିଯାଇଥିବା କୁହାଯାଉଛି।…

ପ୍ଲାଜମା ଦାନ କଲେ ଭାଜପା ନେତା ସମ୍ବିତ

ଗୁରୁଗ୍ରାମ,୬।୭: କରୋନା ଭାଇରସ ସଂକ୍ରମଣକୁ ଦୂରେଇ ଦେବାକୁ ଏବେ ସମସ୍ତେ ଆଗେଇ ଆସୁଛନ୍ତି। ଏପର୍ଯ୍ୟନ୍ତ କରୋନା ଚିକିତ୍ସା ପାଇଁ କୌଣସି ଔଷଧ ବାହାରି ନ ଥିବା ବେଳେ ପ୍ଲାଜମା ଥେରାପିରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରାଯାଉଛି। ଏବେ ଭାରତୀୟ ଜନତା ପାର୍ଟି(ଭାଜପା)ର…

ଚିନ୍ତା ବଢାଉଛି କରୋନା: ପ୍ରତି ଶହେ ଜଣରେ ୧୩ଜଣ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୬।୭: ଚିନ୍ତା ବଢାଇ ଚାଲିଛି କରୋନା। କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ପରେ ରେକର୍ଡ କରି ଚାଲିଛି। ଦେଶରେ ୭ ଲକ୍ଷ ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଅନ୍ୟପଟେ ମୃତ୍ୟୁସଂଖ୍ୟା ବଢି ଚାଲିଥିବାରୁ ଏବେ ୧୯…

କରୋନା ପ୍ରତିଷେଧକ ଟୀକା ବାହାରିଲେ ସ୍କୁଲ ଯିବେ ପିଲା

ନୂଆଦିଲ୍ଲୀ,୬।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ସମସ୍ତ ସ୍କୁଲ, କଲେଜକୁ ବନ୍ଦ କରି ଦିଆଯାଇଛି। ଏପରି ସ୍ଥଳେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି ଯେ, ୬୦ ପ୍ରତିଶତ ଅଭିଭାବକ କରୋନା ପ୍ରତିଷେଧକ…

ଭାରତର ଲକ୍ଷେ ୨୧ ହଜାର ୧୮୦ ବର୍ଗ କିମି ଜମି ମାଡ଼ି ବସିଛନ୍ତି ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୭: ଭାରତର ୭ ପଡ଼ୋଶୀଙ୍କ ମଧ୍ୟରୁ ୩ ଦେଶ ସହିତ ସୀମା ବିବାଦ ଲାଗି ରହିଛି। ଭାରତର ୧୫ ହଜାର୧୦୬ କିମି ଦୀର୍ଘ ସୀମା ପାକିସ୍ତାନ, ଚାଇନା, ନେପାଳ, ବାଂଲାଦେଶ, ମ୍ୟାନ୍‌ମାର, ଭୁଟାନ ଏବଂ ଆଫଗାନୀସ୍ତାନ ସହିତ ରହିଛି। ସେଥିମଧ୍ୟରେ ପାକିସ୍ତାନ…

ଅଧ୍ୟକ୍ଷ ପଦ ସମ୍ଭାଳିବାକୁ ରାଜି ନୁହେଁ ରାହୁଲ

ନୂଆଦିଲ୍ଲୀ,୬।୭: କଂଗ୍ରେସ ଦଳରେ ଖୁବ୍‌ଶୀଘ୍ର ବଡ ଧରଣର ଅଦଳବଦଳ ହେବାକୁ ଯାଉଥିବା ସୂଚନା ମିଳିଛି। ଯେଉଁ ନେତାମାନେ ସଚିବ ଓ ପ୍ରଭାରୀଙ୍କ ମଧ୍ୟରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ସେମାନଙ୍କ ମଧ୍ୟରୁ ଅଧିକାଂଶକୁ ମହାସଚିବ କରିବାର ଯୋଜନା ରହିଛି। ଏଥିରେ କେତେଜଣ…

କରୋନା ରୋଗୀଙ୍କୁ ଚିକିତ୍ସା କରିବାକୁ ଏଠି ନାହାନ୍ତି ଡାକ୍ତର

ନୂଆଦିଲ୍ଲୀ,୬।୭: କରୋନା ଭାଇରସ ଏବେ ମହାମାରୀର ରୂପ ନେଇଥିବା ବେଳେ ଏହାଠାରୁ ଦୂରେଇ ରହିବାକୁ ସରକାରୀ ଓ ବେସରକାରୀ ସ୍ତରରେ ସମସ୍ତ ଚେଷ୍ଟା ଜାରି ରହିଛି। ଏହାପରେ ବି କରୋନା ତା’ର କାୟା ବିସ୍ତାର କରି ଚାଲିଛି। କରୋନା ରୋଗୀଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?