ଲକ୍ଷ୍ନୌରେ ବଢ଼ିଲା ଇଣ୍ଟରନେଟ ସେବା ବନ୍ଦ ଅବଧି
ଲକ୍ଷ୍ନୌ,୨୪।୧୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଇଣ୍ଟରନେଟ ସେବା ବନ୍ଦ ମଙ୍ଗଳବାର ୫ମ ଦିନରେ ପହଞ୍ଚିଛି। ଇଣ୍ଟରନେଟ ସେବା ବନ୍ଦର ଅବଧିକୁ ବୃଦ୍ଧି କରାଯାଇ ବୁଧବାର ମଧ୍ୟରାତ୍ରି ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲକ୍ଷ୍ନୌ ଗସ୍ତ...
ସୋନିଆ, ପ୍ରିୟଙ୍କା, ଓଓ୍ବେସୀଙ୍କ ବିରୋଧରେ ଅଭିଯୋଗ
ନୂଆଦିଲ୍ଲୀ,୨୪।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ସତ୍ୟାଗ୍ରହ କରି ଏବେ ଅଡ଼ୁଆରେ ପଡ଼ିଯାଇଛନ୍ତି ବିରୋଧୀ ଦଳ। ଏନେଇ କଂଗ୍ରେସ ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଏଆଇଏମ୍ଆଇଏମ୍ ମୁଖ୍ୟ ଅସବୁଦ୍ଦିନ ଓଓ୍ବେସୀଙ୍କ ବିରୋଧରେ ଅଭିଯୋଗ...
ପ୍ରଥମଥର ଆପ୍ ମାଧ୍ୟମରେ ଏନ୍ପିଆର୍ ପାଇଁ ହେବ ଜନଗଣନା
ନୂଆଦିଲ୍ଲୀ,୨୪।୧୨: ମୋଦି କ୍ୟାବିନେଟର ମଙ୍ଗଳବାର ହୋଇଥିବା ବୈଠକରେ National Population Register (NPR)ବା ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍ପିଆର୍)କୁ ମଞ୍ଜୁରୀ ମିଳିଛି। ସରକାର ୧ ଏପ୍ରିଲରୁ ୩୦ ସେପ୍ଟେମ୍ବର ୨୦୨୦ ପର୍ଯ୍ୟନ୍ତ ଜନସଂଖ୍ୟାର ନୂଆ ଡାଟାବେସ ପ୍ରସ୍ତୁତ କରିବେ। ଏଥିରେ କୌଣସି...
ହ୍ରିତିକ୍ ରୋଶନଙ୍କ ଭଳି ଡ୍ୟାନ୍ସ କରି ଚର୍ଚ୍ଚାରେ ୭୦ବର୍ଷୀୟ ଡାକ୍ତର
ଜୟପୁର,୨୪।୧୨: ଡାନ୍ସର ଅଙ୍କଲ, ଡାନ୍ସର ଚାଚା ପରେ ଏବେ ଇଣ୍ଟରନେଟ ଦୁନିଆରେ ସେନ୍ସେସନ୍ ପାଲଟିଛନ୍ତି ଡାନ୍ସର ଡାକ୍ତର। ୭୦ବର୍ଷ ବୟସରେ ଉକ୍ତ ଡାକ୍ତର ଜଣକ ବଲିଉଡ୍ ଅଭିନେତା ହ୍ରିତିକ ରୋଶନଙ୍କ ଭଳି ଡ୍ୟାନ୍ସ କରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ରାଜସ୍ଥାନ...
ଥଣ୍ଡା ପାଣିରେ ଗାଧାନ୍ତୁୁ ଡାଏଟିଂର ପଡ଼ିବନି ଆବଶ୍ୟକତା…
ପରିବର୍ତ୍ତିତ ଜୀବନ ଶୈଳୀରେ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ଦେଖାଦେଇଥାଏ। ଏଥିରୁ ଦୂରେଇ ରହିବା ପାଇଁ କିଛି ଲୋକ ଡାଏଟିଂ କରିଥାନ୍ତି। ତେବେ ଡାଏଟିଂ ନ କରି ପ୍ରତିଦିନ ଥଣ୍ଡା ପାଣିରେ ଗାଧୋଇଲେ ମେଦବହୁଳତା ସମସ୍ୟା ଦୂର ହୋଇଥାଏ...
ମାନୁଷୀ ‘ସେକ୍ସିଏଷ୍ଟ ଭେଜିଟେରିଆନ୍ ପର୍ସନାଲିଟି’
ନୂଆଦିଲ୍ଲୀ,୨୪।୧୨: ପୂର୍ବତନ ମିସ୍ ଓ୍ବାର୍ଲଡ ମାନୁଷୀ ଚିଲ୍ଲାର ‘ସେକ୍ସିଏଷ୍ଟ ଭେଜିଟେରିଆନ୍ ପର୍ସନାଲିଟି’ ଭାବେ ମନୋନୀତ ହୋଇଛନ୍ତି । ଆମେରିକାର ଆନିମଲ ରାଇଟ୍ସ ଅର୍ଗାନାଇଜେଶନ (ପେଟା) PETA(People for the Ethical Treatment of Animals) ପକ୍ଷରୁ ତାଙ୍କୁ ଏହି ଗୌରବ...
କ୍ରିସ୍ମାସ ପାଇଁ କାଉଣ୍ଟ ଡାଉନ୍ ଆରମ୍ଭ
ନୂଆଦିଲ୍ଲୀ,୨୪।୧୨: ଆଉ କେଇଘଣ୍ଟା ପରେ ପାଳନ ହେବ ପ୍ରଭୁ ଯିଶୁଙ୍କ ଜନ୍ମଦିବସ କ୍ରିସ୍ମାସ। ଏବେଠାରୁ ଆରମ୍ଭ ହେଲାଣି କାଉଣ୍ଟ ଡାଉନ୍। ମଙ୍ଗଳବାର ଠିକ୍ ରାତି ୧୨ଟାରେ ଏହି ପର୍ବକୁ ପାଳନ କରିବାକୁ ସମସ୍ତେ ଏକ ପ୍ରକାର ପ୍ରସ୍ତୁତି ଶେଷ କରି...
କ୍ୟାବିନେଟ୍ ବୈଠକରେ ଏନ୍ପିଆର୍କୁ ମଞ୍ଜୁରୀ
ନୂଆଦିଲ୍ଲୀ,୨୪।୧୨: ସିଏଏ ଏବଂ ଏନ୍ଆର୍ସିକୁ ନେଇ ଦେଶରେ ବିରୋଧ ପ୍ରଦର୍ଶନ ଏବଂ ହିଂସା ଜାରି ରହିଥିବାବେଳେ ମଙ୍ଗଳବାର କ୍ୟାବିନେଟ୍ ବୈଠକରେ ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍ପିଆର୍)କୁ ମଞ୍ଜୁରୀ ମିଳିଛି। ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର ଅପଡେଟ୍ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି।...
ବିବାଦକୁ ଆସିଲା ‘ଛପାକ’
ମୁମ୍ବାଇ,୨୪।୧୨: ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ’ ଏବେ କୋର୍ଟରେ ପହଞ୍ଚିଛି। ଲେଖକ ରାକେଶ ଭାରତୀ ଏବେ ଦାବି କରିଛନ୍ତି ଫିଲ୍ମର କାହାଣୀ ସେ ଲେଖିଛନ୍ତି ବୋଲି। ଏହାକୁ ନେଇ ସେ ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।...
ଜାମିଆ ଛାତ୍ରଙ୍କ ବିରୋଧ ପ୍ରଦର୍ଶନ: ମଣ୍ଡି ହାଉସ୍ରେ ୧୪୪ ଧାରା ଲାଗୁ
ନୂଆଦିଲ୍ଲୀ,୨୪।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ନିଆଁ ଜଳୁଥିବା ବେଳେ ମଙ୍ଗଳବାର ଜାମିଆ କୋର୍ଡିନେଶନ କମିଟିର ଛାତ୍ରମାନେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏଥିପାଇଁ ଜନ୍ତରମନ୍ତର ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା ବାହାର କରିଛନ୍ତି। ତେବେ ବିରୋଧ ପ୍ରଦର୍ଶନର ସ୍ଥିତିକୁ...
ଷ୍ଟାଲିନଙ୍କ ସମେତ ୮ହଜାର ଲୋକଙ୍କ ନାଁରେ ଅଭିଯୋଗ
ଚେନ୍ନାଇ,୨୪।୧୨: ତାମିଲନାଡୁର ଡିଏମ୍କେ ମୁଖ୍ୟ ଏମ୍କେ ଷ୍ଟାଲିନ ଓ ଅନ୍ୟ ୮ ହଜାର ବ୍ୟକ୍ତିଙ୍କ ନାଁରେ ମାମଲା ରୁଜୁ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ସୋମବାର ପୋଲିସର ବିନା ଅନୁମତିରେ ଷ୍ଟାଲିନ ଓ ତାଙ୍କ କର୍ମୀମାନେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ...
ପ୍ରିୟଙ୍କା-ରାହୁଲଙ୍କୁ ଅଟକାଇଲା ପୋଲିସ
ମିରଟ,୨୪।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଙ୍ଗଳବାର ଉତ୍ତର ପ୍ରଦେଶର ମିରଟ ଗସ୍ତ କରିଥିଲେ। ହେଲେ ସେ ମିରଟ ପହଞ୍ଚିବା ପୂର୍ବରୁ ତାଙ୍କୁ ପୋଲିସ ଅଟକାଇଥିବା ଜଣାପଡିଛି। ନାଗରିକତ୍ୱ ସଂଶୋଧନ...
Archives


