ଗଣିତ ବଦଳାଇଦେଲେ ହେମନ୍ତ
ରାଞ୍ଚି,୨୪ା୧୨: ଜେଏମ୍ଏମ୍ ନିଜ ୪୬ ବର୍ଷର ଇତିହାସରେ ପ୍ରଥମଥର ପାଇଁ ଏତେ ବଡ଼ ସଫଳତା ପାଇଛି। ଏହାସହ ଦଳର ନେତା ହେମନ୍ତ ସୋରେନ ଦ୍ୱିତୀୟଥର ଲାଗି ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଲୋକ ସଭା ନିର୍ବାଚନରେ ଭାଜପାକୁ ବିପୁଳ ସଫଳତା...
ନିଜ ମନ୍ତ୍ରୀଙ୍କଠାରୁ ହାରିଲେ ମୁଖ୍ୟମନ୍ତ୍ରୀ
ରାଞ୍ଚି,୨୪ା୧୨: ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଝାଡ଼ଖଣ୍ଡବାସୀ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବାବେଳେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମଧ୍ୟ ନିଜ ଆସନରେ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି। ଜାମସେଦପୁର ଇଷ୍ଟ୍ ନିର୍ବାଚନମଣ୍ଡଳୀରେ ୧୯୯୫ରୁ ଲଗାତର ଜିତିଆସୁଥିବା ରଘୁବର ଏଠି ପ୍ରଥମଥର ପାଇଁ...
ଭାଜପାକୁ ଝାଡ଼ଖଣ୍ଡ ଝଟକା
ରାଞ୍ଚି/ନୂଆଦିଲ୍ଲୀ,୨୪ା୧୨(ପି.ଟି./ଆଇଏଏନ୍ଏସ୍): ମହାରାଷ୍ଟ୍ର ପରେ ଝାଡ଼ଖଣ୍ଡ ନିର୍ବାଚନରେ ଭାଜପାକୁ ବଡ଼ ଝଟକା ଲାଗିଛି। ବିଧାନସଭାର ୮୧ ଆସନ ମଧ୍ୟରୁ ଶାସକ ଭାଜପାକୁ ମାତ୍ର ୨୫ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ନେତୃତ୍ୱାଧୀନ ବିରୋଧୀ ମେଣ୍ଟ ୪୭...
ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ କଳାପତାକା ଦେଖାଇଲେ ଛାତ୍ର
କୋଲକାତା,୨୩।୧୨: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଦବପୁର ବିଶ୍ୱବିଦ୍ୟାଳୟକୁ ଯାଇଥିବା ବେଳେ ତାଙ୍କୁ ଛାତ୍ରଙ୍କ ବିରୋଧର ସାମ୍ନା କରିବାକୁ ପଡ଼ିଛି। ସୂଚନାଯୋଗ୍ୟ, ଯାଦବପୁର ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେଉଥିବା କୁଳପତିମାନଙ୍କର ଏକ ବୈଠକରେ...
ଝାଡ଼ଖଣ୍ଡରେ ବିଜୟ ହାସଲ ପରେ ଖୁସିରେ ସାଇକେଲ୍ ଚଲାଇଲେ ସୋରେନ୍
ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ନିର୍ଣ୍ଣାୟକ ସ୍ଥିତିକୁ ଦେଖିବା ପରେ ଭାଜପାକୁ ଏକ ଶକ୍ତ ଧକ୍କା ଲାଗିଛି। ଝାଡ଼ଖଣ୍ଡରେ ଭାଜପା ହାତରୁ ଶାସନ ପଳାଇଥିବା ବେଳେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍ଏମ୍)ର କାର୍ଯ୍ୟକାରୀ ଅଧ୍ୟକ୍ଷ ହେମନ୍ତ ସୋରେନ୍ଙ୍କ ମୁଖ୍ୟମନ୍ତ୍ରୀ ହେବା ରାସ୍ତା...
କାଜୁ ବିକ୍ରି କରି ଘର ଚଳାଉଥିବା ଏହି ଝିଅ ଏବେ ଯିବେ ନାସା
କଥାରେ ଅଛି ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ ଏବଂ କଠିନ ପରିଶ୍ରମ ଦ୍ୱାରା ସାରା ଜଗତକୁ ମଧ୍ୟ ଜିଣିହୁଏ। ଏହି ଉକ୍ତିଟିର ସଫଳ ରୂପାୟନ ଦେଖିବାକୁ ମିଳିଛି ତାମିଲନାଡୁର ଅଦାନକୋଟ୍ଟଇ ସରକାରୀ ସ୍କୁଲରେ ଏକାଦଶ ଶ୍ରେଣୀରେ ପଢ଼ୁଥିବା...
ଭାଜପାକୁ ଶାସନରୁ ହଟାଇବାକୁ ଚାହୁଁଛନ୍ତି ଜନତା: ପାଓ୍ବାର
ନୂଆଦିଲ୍ଲୀ,୨୩।୧୨: ଝାଡଖଣ୍ଡ ବିଧାନସଭାର ଫଳାଫଳକୁ ଦେଖି ଏନ୍ସିପି ନେତା ଶରଦ ପାଓ୍ବାର ତାଙ୍କର ମତ ରଖିଛନ୍ତି। ପାଓ୍ବାର କହିଛନ୍ତି, ଝାଡଖଣ୍ଡ ବିଧାନସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ କରୁଛି, ଏବେ ଜନତା ଭାଜପାକୁ ଶାସନରୁ ହଟାଇବାକୁ ଚାହୁଁଛନ୍ତି। ରାଜସ୍ଥାନ, ମହାରାଷ୍ଟ୍ର, ଛତିଶଗଡ଼...
ରାଜଘାଟରେ କଂଗ୍ରେସର ସତ୍ୟାଗ୍ରହ
ନୂଆଦିଲ୍ଲୀ,୨୩।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ସୋମବାର ଅପରାହ୍ନରେ ଦିଲ୍ଲୀର ରାଜଘାଟରେ କଂଗ୍ରେସ ଏହାର ବିରୋଧରେ ସତ୍ୟାଗ୍ରହ କରିଛି। ଯେଉଁଥିରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ...
ପଶ୍ଚିମବଙ୍ଗବାସୀଙ୍କୁ ‘ଦେଶଭକ୍ତ’ କହିଲେ ନଡ୍ଡା
କୋଲକାତା,୨୩।୧୨: ଭାରତୀୟ ଜନତା ପାଟି(ଭାଜପା)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି ନଡ୍ଡା ସୋମବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଏହି ସମୟରେ ସେ ଏକ ସଭାକୁ ଉଦ୍ବୋଧନ ଦେବା ସମୟରେ ପଶ୍ଚିମବଙ୍ଗବାସୀଙ୍କର ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଏବେ ଏମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
ସୋନିଆ ଆସିବା ପରେ ବଦଳିଛି କଂଗ୍ରେସର ଭାଗ୍ୟ!
ନୂଆଦିଲ୍ଲୀ,୨୩।୧୨: ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଆସି ନ ଥିଲେ ବି କଂଗ୍ରେସ-ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା-ରାଷ୍ଟ୍ରୀୟ ଜନତା ଦଳ ମେଣ୍ଟ ଯେଉଁ ସ୍ଥିତିରେ ରହିଛି ସେଥିରୁ ଅନୁମାନ କରାଯାଉଛି କି ଏଥର ମଧ୍ୟ ଭାରତୀୟ ଜନତା ପାର୍ଟି(ଭାଜପା) ଆଉ ଏକ ରାଜ୍ୟ...
ମହାରାଷ୍ଟ୍ରରେ ମୃଦୁ ଭୂକମ୍ପ
ମୁମ୍ବାଇ,୨୩।୧୨: ମହାରାଷ୍ଟ୍ର ସତାରା ଜିଲାର କୋୟନା ଅଞ୍ଚଳରେ ସୋମବାର ସକାଳେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୨.୬ ରହିଥିଲା। ଏଥିରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ଏହି ଭୂକମ୍ପର କେନ୍ଦ୍ରସ୍ଥଳ କୋୟନା ବନ୍ଧରୁ...
ମେଜର ଅନୁପ ମିଶ୍ରାଙ୍କୁ ସମ୍ମାନିତ କଲେ ସେନାଧ୍ୟକ୍ଷ
ନୂଆଦିଲ୍ଲୀ,୨୩।୧୨: ଭାରତୀୟ ବାୟୁ ସେନାର ମେଜର ଅନୁପ ମିଶ୍ରାଙ୍କୁ ଆର୍ମି ଡିଜାଇନ୍ ବ୍ୟୁରୋ ଏକ୍ସିଲେନ୍ସ ଆଓ୍ବାର୍ଡରେ ସମ୍ମାନିତ କରାଯାଇଛି। ସୋମବାର ସେନା ମୁଖ୍ୟ ବିପିନ ରାଓ୍ବତ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଥିଲେ। ମେଜର ମିଶ୍ରା ସ୍ବଦେଶୀ ସର୍ବତ୍ର ବୁଲେଟ...
Archives


