ଜାତୀୟ

ଭାରତରେ କରୋନା ଲଢ଼େଇ: ପ୍ରତି ୧୦ ଲକ୍ଷରେ ଘଟୁଛି ୪ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅଚଳାବସ୍ଥା ଜାରି ରହିଛି। ପ୍ରତି ୧୦ ଲକ୍ଷ ଲୋକଙ୍କ ମଧ୍ୟରେ ୪ ଜଣଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟୁଛି। ସେହିପରି ପ୍ରତି ୧୦ ଲକ୍ଷରେ ୨,୭୮୩ ଜଣଙ୍କ ନମୁନା ପରୀକ୍ଷା…

ବାତ୍ୟା ନିସର୍ଗକୁ ନେଇ ମୁମ୍ବାଇରେ ରେଡ ଆଲର୍ଟ: ଘଣ୍ଟାପ୍ରତି ଶହେ କିଲୋମିଟର ବେଗରେ ବହିପାରେ ପବନ

ମୁମ୍ବାଇ,୨।୬: ବାତ୍ୟା‘ ନିସର୍ଗ’ ବୁଧବାର ଅର୍ଥାତ୍‌ ଜୁନ୍‌ ୩ରେ ମହାରାଷ୍ଟ୍ର ଉପକୂଳ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳକୁ ହାଇ ଆଲର୍ଟରେ ରଖାଯାଇଛି। ଏହାସହ ପାଲଘରର ଉପକୂଳ ଅଞ୍ଚଳରେ…

ଆତ୍ମନିର୍ଭର ଭାରତ ପାଇଁ ୫-ଆଇ ଯୋଜନା, ଲୋକେ ପାଦେ ଆଗେଇଲେ ସରକାର ଆଗେଇବେ ୪ ପାଦ: ମୋଦି

ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଅର୍ଥବ୍ୟବସ୍ଥା ଦୋହଲି ଯାଇଛି। ତେବେ ଖୁବ୍‌ ଶୀଘ୍ର ଏଥିରେ ସୁଧାର ଆସିବ। ଦେଶପୁଣି ବିକାଶ ପଥରେ ଅଗ୍ରସର ହେବ। ଆତ୍ମନିର୍ଭର ଭାରତ ପାଇଁ ସରକାରଙ୍କ ପକ୍ଷରୁ ୫-ଆଇ ଯୋଜନା ପ୍ରସ୍ତୁତ କରାଯାଇଛି।…

୨ ହଜାର କିମି ଚାଲି ଚାଲି ଘରେ ପହଞ୍ଚିଲେ ଶ୍ରମିକ, ଘର ପାଖରେ ସାପ କାମୁଡିବାରୁ ଜୀବନଗଲା

ଗୋଣ୍ଡା,୨।୬: ଉତ୍ତରପ୍ରଦେଶର ଗୋଣ୍ଡା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବେଙ୍ଗାଲୁରୁରୁ ଗୋଣ୍ଡା ପ୍ରାୟ ୨ ହଜାର କିମି ଚାଲି ଚାଲି ଆସିଥିବା ଜଣେ ଶ୍ରମିକଙ୍କ ସାପ କାମୁଡାରେ ମୃତ୍ୟୁ ଘଟିଛି। ଗୋଣ୍ଡାର ଥାନେପୁର ଗାଁରେ ରହୁଥିବା ସଲମାନ ନାମକ ଶ୍ରମିକ…

‘ନିଖୋଜ ଏମ୍‌ପିଙ୍କୁ ପ୍ରଶ୍ନ’ ପୋଷ୍ଟର ଭାଇରାଲ: ପ୍ରତିକ୍ରିୟା ରଖିଲେ ସ୍ମୃତି

ଆମେଠି,୨।୬: ଉତ୍ତରପ୍ରଦେଶର ଆମେଠିରେ ଲକ୍‌ଡାଉନ ୫.୦ ଆରମ୍ଭ ହେବା ପରେ ସାଧାରଣ ଜୀବନଯାତ୍ରା ଧିରେ ଧିରେ ସ୍ବାଭାବିକ ହେବାରେ ଲାଗିଛି। ଏହାରି ଭିତରେ ବି ରାଜନୀତି ଜୋର ଧରିଥିବା ଦେଖାଯାଇଛି। ଆମେଠିର ଜନତାଙ୍କ ପକ୍ଷରୁ ହିନ୍ଦୀରେ ‘ଲାପତା ସାଂସଦ ସେ ସଓ୍ବାଲ’…

୨ ଲକ୍ଷ ଛୁଇଁବାକୁ ଯାଉଛି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨।୬: ଦେଶରେ ଦ୍ରୁତ ଗତିରେ ବଢିବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୧୭୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୨୦୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ।…

ବୈଷ୍ଣୋଦେବୀ ଯାତ୍ରା: କଟ୍ରାରେ ୫୦ ଘୋଡ଼ା ସହିତ ଚାଳକଙ୍କ କରୋନା ପରୀକ୍ଷା

କଟ୍ରା, ୨।୬: ଜୁନ୍‌ ୮ରୁ ମାତା ବୈଷ୍ଣୋଦେବୀ ଯାତ୍ରା ଆରମ୍ଭ ହେବ ବୋଲି ଘୋଷଣା କରାଯାଇଛି। ଏହାକୁ ନେଇ ମନ୍ଦିର କର୍ତ୍ତୃପକ୍ଷ ବେଶ୍‌ ସକ୍ରିୟ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ସୋମବାର କଟ୍ରାଠାରେ ୫୦ ଘୋଡ଼ା ସହିତ ସେମାନଙ୍କ ଚାଳକଙ୍କର ନମୁନା ସଂଗ୍ରହ…

କରୋନା ସଂକ୍ରମଣ: ସପ୍ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୨।୬: ଭାରତ ବିଶ୍ୱର ସର୍ବାଧିକ କରୋନା ରୋଗୀଥିବା ଦେଶ ତାଲିକାର ସପ୍ତମ ସ୍ଥାନରେ ପହଞ୍ଚିଛି। ଫ୍ରାନ୍ସ, ଜର୍ମାନୀ ଭଳି ଦେଶକୁ ପଛକୁ ଠେଲି ଭାରତ ଉପରକୁ ଉଠିଛି। ଏବେ ଭାରତରେ ୧ ଲକ୍ଷ ୯୩ ହଜାର ୪୭୩ ସଂକ୍ରମିତ ବ୍ୟକ୍ତି ଥିବାବେଳେ…

୧୩ ପାକ୍‌ ଆତଙ୍କବାଦୀ ନିହତ

ଜମ୍ମୁ,୨।୬: ଭାରତକୁ ଅନୁପ୍ରବେଶ ଲାଗି ଉଦ୍ୟମ କରୁଥିବା ୧୩ ପାକିସ୍ତାନୀ ଆତଙ୍କବାଦୀ ଭାରତୀୟ ସେନାର ଗୁଳିମାଡ଼ରେ ନିହତ ହୋଇଛନ୍ତି। ଏଥିସହ ଏକ ଟେରର୍‌ ଲଞ୍ଚ୍‌ପ୍ୟାଡ୍‌କୁ ମଧ୍ୟ ଧ୍ୱଂସ କରାଯାଇଛି। ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲା ଅନ୍ତର୍ଗତ ମେନ୍ଧାର ସେକ୍ଟରରେ ଏହି ଲଞ୍ଚ୍‌ପ୍ୟାଡ୍‌ ଧ୍ୱଂସ…

‘ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଗ୍ରହଣୀୟ ନୁହେଁ’

ନୂଆଦିଲ୍ଲୀ,୨ା୬(ପି.ଟି.): ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଏବଂ ରୁକ୍ଷ ବ୍ୟବହାର ଗ୍ରହଣୀୟ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି। ଏଗୁଡ଼ିକ ଭିଡ଼ ମାନସିକତାର ପରିଣାମ ବୋଲି ରାଜୀବ ଗାନ୍ଧୀ ୟୁନିଭର୍ସିଟି ଅଫ୍‌ ହେଲ୍ଥ ସାଇନ୍ସେସ୍‌ର ୨୫ତମ ପ୍ରତିଷ୍ଠା ଦିବସ…

ଭାରତରେ ପ୍ରଥମ ରଙ୍ଗ ବଦଳାଉଥିବା ବିରଳ ମାଛର ସନ୍ଧା

କୋଚି,୨।୬: ସେଣ୍ଟ୍ରାଲ ମେରାଇନ ମତ୍ସ୍ୟ ପ୍ରତିଷ୍ଠାନ (ସିଏମ୍‌ଏଫ୍‌ଆର୍‌ଆଇ) ର ବୈଜ୍ଞାନିକମାନେ ଏକ ବିରଳ ମାଛର ସନ୍ଧାନ କରିଛନ୍ତି। ଏହି ମାଛ ନିଜର ରଙ୍ଗ ପରିବର୍ତ୍ତନ କରିବା ସହ ବିଷାକ୍ତ ମଧ୍ୟ ଅଟେ। ପ୍ରଥମ ଥର ପାଇଁ ଏପରି ଏକ ମାଛ ଭାରତୀୟ…

ଡିପ୍ରେସନର ରୂପ ନେଲା ‘ନସର୍ଗ’

ନୂଆଦିଲ୍ଲୀ,୧।୬: କ୍ରମଶଃ ଉଗ୍ରରୂପ ଧାରଣ କରୁଛି ବାତ୍ୟା ‘ନସର୍ଗ’। ସୋମବାର ଏହା ଡିପ୍ରେସନର ରୂପ ନେଇଥିବା ବେଳେ ଆଗାମୀ ୧୨ ଘଣ୍ଟା ପରେ ଏହା ଡିପ୍‌ ଡିପ୍ରେସନର ରୂପ ନେବାର ଆଶଙ୍କା ରହିଛି। ବୁଧବାର ସନ୍ଧ୍ୟାରେ ଏହା ଭୟଙ୍କର ରୂପ ଧାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri