୮ବର୍ଷୀୟାଙ୍କୁ ବଳାତ୍କାର କଲେ ୧୦ମ ଶ୍ରେଣୀ ଛାତ୍ର
କିଶୋର ବୟସରେ ଅପରାଧ ମନୋବୃତ୍ତି ସମ୍ପ୍ରତି ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ନାବାଳକମାନେ ଅପରାଧରେ ସମ୍ପୃକ୍ତ ଥିବା ଅଭିଯୋଗ ଆସୁଛି। ନିକଟରେ ମଧ୍ୟପ୍ରଦେଶ ଭିଣ୍ଡରେ ୮ବର୍ଷୀୟା ପଡ଼ୋଶୀଙ୍କୁ ୧୦ମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ର ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…
Maharashtra Politics: ହିନ୍ଦୀ ପୂରାଇ ଦେବୁନି: ଏକାଠି ହୋଇଗଲେ
ମହାରାଷ୍ଟ୍ରର ଭାଜପା-ଶିବସେନା ମହାୟୁତି ସରକାର କେନ୍ଦ୍ରର ଜାତୀୟ ଶିକ୍ଷାନୀତି (ଏନ୍ଇପି-୨୦୨୦) ଅଧୀନ ୩ ଭାଷା ସୂତ୍ରକୁ ଅନୁସରଣ କରି ରାଜ୍ୟର ପ୍ରାଥମିକ ସ୍କୁଲଗୁଡ଼ିକରେ ହିନ୍ଦୀକୁ ତୃତୀୟ ଭାଷାର ମାନ୍ୟତା ଦେଇଛନ୍ତି। ପୂର୍ବରୁ ବିଦ୍ୟାଳୟ ପାଠ୍ୟକ୍ରମରେ ମରାଠୀ ଓ ଇଂଲିଶ୍ ପ୍ରଚଳିତ ଥିବାବେଳେ…
ଆଫଗାନିସ୍ତାନରେ ୫.୮ ତୀବ୍ରତାର ଭୂକମ୍ପର ପ୍ରଭାବ, ଥରିଲା ଦିଲ୍ଲୀ, ଜମ୍ମୁ-କଶ୍ମୀର; ଭୟରେ…
ନୂଆଦିଲ୍ଲୀ,୧୯।୪: ଆଫଗାନିସ୍ତାନରେ ଶନିବାର ଅପରାହ୍ନ ୧୨ଟା ୧୭ ମିନିଟ୍ ସମୟରେ ୫.୮ ତୀବ୍ରତାର ଭୂକମ୍ପ ହୋଇଛି। ଏହାର ପ୍ରଭାବରେ ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ, ଜମ୍ମୁ-କଶ୍ମୀର ସମେତ ଉତ୍ତରଭାରତର ଅଧିକାଂଶ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଛି। ତେବେ ଏଥିରେ କେହି ମୃତାହତ ହୋଇଥିବାର…
୩୫ଟି ପଦବୀରେ କେନ୍ଦ୍ର ସରକାର କରିବେ ନୂଆ ନିଯୁକ୍ତି, ବଢିବ ୩୫ପ୍ରତିଶତ ଯାଏ ଦରମା
ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଅଷ୍ଟମ ବେତନ ଆୟୋଗର ଘୋଷଣା ପରେ ଏକ ବଡ଼ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ଏହି ଆୟୋଗର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ମୋଦି ସରକାର ୩୫ଟି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନୂଆ ନିଯୁକ୍ତି କରିବାର ଯୋଜନା କରୁଛନ୍ତି।…
କ’ଣ ବଦଳିଯିବ Google Searchର URL? ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ
ବ୍ରାଉଜିଂ ଏବଂ ସର୍ଚ୍ଚ ଇଞ୍ଜିନଗୁଡ଼ିକୁ ଉନ୍ନତ କରିବା ପାଇଁ କମ୍ପାନୀଗୁଡ଼ିକ ସମୟ ସମୟରେ ସେମାନଙ୍କର ନିୟମଗୁଡ଼ିକୁ ଅପଡେଟ କରିଚାଲିଛନ୍ତି। ତେବେ ଏକ ବଡ଼ ଟେକ କମ୍ପାନୀ ଘୋଷଣା କରିଛି ଯେ ଏହା ସର୍ଚ୍ଚ ଡୋମେନରେ କିଛି ନୂତନ ପରିବର୍ତ୍ତନ ଆଣିବାକୁ ଯାଉଛି।…
ନେହେରୁ ଆମକୁ ରାଜନୀତି ଶିଖାଇନାହାନ୍ତି: କାହିଁକି ଏମିତି କହିଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୧୯।୪: ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ ପୋଡକାଷ୍ଟର ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଅନେକ ଗୁମର ଖୋଲିଛନ୍ତି। ସେ ତାଙ୍କ ପରିବାରର ଐତିହ୍ୟ ଏବଂ ବିଚାରଧାରା ବିଷୟରେ ବିସ୍ତାରିତ ଭାବରେ…
ବିଶ୍ୱର ସବୁଠାରୁ ବିପଦପୂର୍ଣ୍ଣ ଯୁଦ୍ଧ ବିମାନ କିଣିବ ଭାରତ: ଥରି ଉଠିବେ ଚାଇନା-ପାକିସ୍ତାନ
ନୂଆଦିଲ୍ଲୀ,୧୯।୪: ଚାଇନା ନିରନ୍ତର ଭାବରେ ତାର ବାୟୁସେନାକୁ ମଜଭୁତ କରୁଥିବା ବେଳେ ଭାରତୀୟ ବାୟୁସେନାରେ ଲଢ଼ୁଆ ବିମାନ ସଂଖ୍ୟା କ୍ରମାଗତ ଭାବରେ ହ୍ରାସ ପାଉଥିବାରୁ ବିଶେଷଜ୍ଞମାନେ ଚିନ୍ତା ପ୍ରକାଶ କରୁଛନ୍ତି। ଭାରତ ସରକାର ଫ୍ରାନ୍ସରୁ ଆଉ ୪୦ଟି ରାଫେଲ ଯୁଦ୍ଧ ବିମାନ…
୨ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ କଲେ ଲାଗିବ ଟ୍ୟାକ୍ସ? ସରକାର ଦେଲେ ବଡ଼ ସୂଚନା
ନୂଆଦିଲ୍ଲୀ,୧୯।୪: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ କିଛି ପୋଷ୍ଟ ଭାଇରାଲ ହେଉଛି ଯେଉଁଥିରେ ଦାବି କରାଯାଉଛି ଯେ ଏବେ UPI ମାଧ୍ୟମରେ 2000 ଟଙ୍କାରୁ ଅଧିକ ପେମେଣ୍ଟ ଉପରେ ଟିକସ ଲାଗୁ ହେବ। ଏନେଇ ଅର୍ଥ ମନ୍ତ୍ରଣାଳୟ ମଧ୍ୟ…
ପ୍ରକାଶ ପାଇଲା JEE Main ରେଜଲ୍ଟ, ୨୪ ଟପ୍ପର
ନୂଆଦିଲ୍ଲୀ,୧୯ା୪: ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (NTA) ଶୁକ୍ରବାର ବିଳମ୍ବିତ ରାତିରେ ଦେଶର ସର୍ବବୃହତ ଇଞ୍ଜିନିୟରିଂ ଯୁଗ୍ମ ପ୍ରବେଶିକା ପରୀକ୍ଷା ମୁଖ୍ୟ (JEE MAIN) ୨୦୨୫ର ଫଳାଫଳ ପ୍ରକାଶ କରିଛି। ଦୁଇ ଝିଅ ସମେତ ୨୪ ଛାତ୍ରୀଛାତ୍ର JEE MAINରେ ଶତ ପ୍ରତିଶତ…
ଭାରତର ମହାକାଶ ଯାତ୍ରାରେ ଏକ ବଡ଼ ସଫଳତା: ମେ’ରେ ସ୍ପେସ୍ଷ୍ଟେଶନ ଯିବେ ଭାରତୀୟ ମହାକାଶଚାରୀ
ନୂଆଦିଲ୍ଲୀ,୧୯।୪:ଭାରତୀୟ ମହାକାଶଚାରୀ ଶୁଭ୍ରାଂଶୁ ଶୁକ୍ଳା ମେ’ ମାସରେ ସ୍ପେସ୍ ଷ୍ଟେଶନ ଯିବେ। କୌଣସି ଭାରତୀୟ ମହାକାଶଚାରୀ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯିବା ଏହା ପ୍ରଥମ ଘଟଣା। ଗଗନୟାତ୍ରୀ ବା ଅଷ୍ଟ୍ରୋନଟ୍-ଡେଜିଗ୍ନେଟ୍ ଗ୍ରୁପ୍ କ୍ୟାପ୍ଟେନ ଶୁଭ୍ରାଂଶୁ ଶୁକ୍ଳା ଆସନ୍ତା ମାସରେ ଅନ୍ତର୍ଜାତୀୟ ମହାକାଶ…
ରାଜଧାନୀରେ ଭୁଶୁଡ଼ିଲା ୪ ମହଲା କୋଠା: ୪ ଜଣଙ୍କ ଜୀବନ ଗଲା, ଅନେକ ଫସିଥିବା ଆଶଙ୍କା
ନୂଆଦିଲ୍ଲୀ,୧୯ା୪: ରାଜଧାନୀ ଦିଲ୍ଲୀର ମୁସ୍ତଫାବାଦରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୪ରୁ ଅଧିକ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟପକ୍ଷରେ ଭଗ୍ନାବଶେଷ ତଳେ ଅନେକ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି। ପୋଲିସ…
୬୦ ବର୍ଷରେ ଦି’ ହାତ ହେଲେ ଭାଜପାର ବରିଷ୍ଠ ନେତା
କୋଲକାତା,୧୯ା୪(ପି.ଟି.):ପଶ୍ଚିମବଙ୍ଗ ଭାଜପାର ପୂର୍ବତନ ସଭାପତି ଦିଲୀପ ଘୋଷ ୬୦ ବର୍ଷ ବୟସରେ ହାତେରୁ ଦି ହାତ ହୋଇଛନ୍ତି। କୋଲକାତାରେ ଭାଜପା ନେତ୍ରୀ ରିଙ୍କୁ ମଜୁମଦାର (୫୧)ଙ୍କୁ ସେ ବିବାହ କରିଛନ୍ତି। ୨୦୨୧ରେ ପ୍ରାତଃଭ୍ରମଣ ବେଳେ ଉଭୟେ ପରସ୍ପରକୁ ଭେଟିଥିଲେ। ପରେ ସମ୍ପର୍କରେ…
Archives


