ଦିଲ୍ଲୀ କପଡ଼ା ଗୋଦାମରେ ଲାଗିଲା ନିଆଁ: ୯ ମୃତ
ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ନିଆଁ ଯେମିତି ଦିଲ୍ଲୀର ପିଛା ଛାଡୁନି। ପୁଣିଥରେ ରବିବାର ବିଳମ୍ବିତ ରାତିରେ କିରାରି ଅଞ୍ଚଳରେ ଥିବା ଏକ କପଡ଼ା ଗୋଦାମରେ ନିଆଁ ଲାଗିଯିବା ଫଳରେ ଏପର୍ଯ୍ୟନ୍ତ ଏଥିରେ ୩ ଶିଶୁଙ୍କ ସମେତ ୯ ଜଣଙ୍କ ମୃତ୍ୟୁ...
ପ୍ରି ଓ୍ବେଡିଂ ଫଟୋ ଶୁଟ୍ରେ ସିଏଏ-ଏନ୍ଆର୍ସିକୁ ନା
ସାରା ଦେଶରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍ ସିଟିଜେନ୍ସ(ଏନ୍ଆର୍ସି)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏବେ ଏମିତି ଏକ ଚିତ୍ର ସାମ୍ନାକୁ ଆସିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। କେରଳ ଥିରୁଭାନନ୍ତପୁରମର...
ଝାଡ଼ଖଣ୍ଡରେ ତ୍ରିଶଙ୍କୁ ସ୍ଥିତି ସମ୍ଭାବନା
ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଭୋଟ ଗଣତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସୋମବାର ସକାଳ ୮ଟାରୁ ୨୪ ଜିଲା ମୁଖ୍ୟାଳୟରେ ଆରମ୍ଭ ହୋଇଛି। ରାଜ୍ୟରେ ତ୍ରିଶଙ୍କୁ ସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ...
ଝେଲମ୍ରେ ବ୍ରିଜ୍ ଲାଗି ସହଯୋଗ କଲେ ମୁସଲ୍ମାନ: ଭଙ୍ଗାଯିବ ୪୦ ବର୍ଷର ମସ୍ଜିଦ
ଶ୍ରୀନଗର୍, ୨୩ା୧୨(ପି.ଟି.): ଜମ୍ମୁ-କଶ୍ମୀରର ଝେଲମ୍ ନଦୀ ଉପରେ ବ୍ରିଜ୍ ନିର୍ମାଣ ଶେଷକରିବା ଲାଗି ମୁସଲ୍ମାନ ସମ୍ପ୍ରଦାୟ ସହଯୋଗର ହାତ ବଢ଼ାଇଛି। ଦୀର୍ଘ ୪୦ ବର୍ଷର ମସ୍ଜିଦ ଭାଙ୍ଗିବା ସହ ବ୍ରିଜ୍ କାମ ସମ୍ପୂର୍ଣ୍ଣ କରିବା ଲାଗି ସେମାନେ ରାଜି ହୋଇ...
ସିଏଏ, ଏନ୍ଆର୍ସିକୁ ବିରୋଧ: ଜୟପୁରରେ ସମ୍ବିଧାନ ବଚାଓ ରାଲି
ଜୟପୁର, ୨୩ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଏନ୍ଆରସିକୁ ବିରୋଧ କରି ରବିବାର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନେତୃତ୍ୱରେ ଜୟପୁରରେ ବିଶାଳ ଶୋଭାଯାତ୍ରା ବାହାରିଥିଲା। ଏହି ସମ୍ବିଧାନ ବଚାଓ ରାଲିରେ ପାଖାପାଖି ୩ ଲକ୍ଷ ଲୋକ ଯୋଗଦେଇଥିଲେ।...
ୟୁପି ସରକାରଙ୍କ ଅଭିଯୋଗ: ହିଂସା ପଛରେ ପିଏଫ୍ଆଇ, ସିମି
ଲକ୍ଷ୍ନୌ,୨୩ା୧୨(ପି.ଟି.): ଉତ୍ତରପ୍ରଦେଶରେ ସିଏଏ ବିରୋଧୀ ହିଂସାତ୍ମକ ଆନ୍ଦୋଳନ ପାଇଁ ରାଜ୍ୟ ସରକାର ବାହାର ଲୋକଙ୍କୁ ଦାୟୀ କରୁଥିବାବେଳେ ଏଥିରେ ମୁସଲମାନ ସଂଗଠନ ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଫ୍ଆଇ) ଏବଂ ଷ୍ଟୁଡେଣ୍ଟସ୍ ଇସ୍ଲାମିକ ମୁଭ୍ମେଣ୍ଟ ଅଫ୍ ଇଣ୍ଡିଆ (ସିମି) ସମ୍ପୃକ୍ତ...
ଦିଲ୍ଲୀରେ ମୋଦିଙ୍କ ବିଶାଳ ରାଲି: ସିଏଏ ନାଗରିକତ୍ୱ ଛଡ଼ାଇନେବା ପାଇଁ ନୁହେଁ
ନୂଆଦିଲ୍ଲୀ,୨୩ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି)କୁ ନେଇ ଭାରତୀୟ ମୁସଲମାନମାନେ ଚିନ୍ତା କରିବାର କୌଣସି କାରଣ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତି। ତାଙ୍କୁ ଟାର୍ଗେଟ କରି ବିରୋଧୀମାନେ ଦେଶକୁ...
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଭୋଟ ଗଣତି: କଂଗ୍ରେସ ମେଣ୍ଟ ଆଗୁଆ
ରାଞ୍ଚି,୨୩।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଭୋଟ ଗଣତି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସୋମବାର ସକାଳ ୮ଟାରୁ ୨୪ ଜିଲା ମୁଖ୍ୟାଳୟରେ ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟ ଭୋଟ ଗଣତିରେ କଂଗ୍ରେସ ମେଣ୍ଟ ଆଗୁଆ ରହିଛି। ୮୧ ବିଧାନସଭା ଆସନ...
ରାହୁଲଙ୍କୁ ଚ୍ୟାଲେଞ୍ଜ୍ ଦେଲେ ନଡ୍ଡା: ସିଏଏର ନିୟମ ଉପରେ ୧୦ ଲାଇନ୍ କହି ଦେଖାନ୍ତୁ
ଇନ୍ଦୋର,୨୨।୧୨: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଚାଲିଥିବାବେଳେ ବିରୋଧୀ କଂଗ୍ରେସ ମଧ୍ୟ ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ ଘେରିଛି। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସିଏଏକୁ ନେଇ ଭାଜପା ଉପରେ ବର୍ଷିଛନ୍ତି। ସେ...
ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ଖପ୍ପା
ନୂଆଦିଲ୍ଲୀ,୨୨।୧୨: ନୂଆଦିଲ୍ଲୀର ରାମଲୀଳା ମଇଦାନରେ ଶନିବାର ଆୟୋଜିତ ହୋଇଥିବା ଭାଜପାର ଧନ୍ୟବାଦ ରାଲିକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ବିରୋଧ କରି ସମଗ୍ର ଦେଶରେ ହେଉଥିବା ହିଂସା ପାଇଁ ବିରୋଧୀ ଦଳ...
ମୃତ ବିକ୍ଷୋଭକାରୀଙ୍କ ପରିବାରକୁ ସହଯୋଗର ହାତ ବଢାଇଲା ଜେଡି(ଏସ୍)
ମାଙ୍ଗାଲୁରୁ,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ହିଂସା ପରିସ୍ଥିତି ଉପୁଜିଥିବା ବେଳେ ଏଥିରେ ଡିସେମ୍ବର ୧୯ରେ କର୍ନାଟକ ମାଙ୍ଗାଲୁରର ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ୍) ନେତା...
ରାଜସ୍ଥାନରେ ଲାଗୁ ହେବନାହିଁ ସିଏଏ-ଏନ୍ଆର୍ସି: ମୁଖ୍ୟମନ୍ତ୍ରୀ
ଜୟପୁର,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍ ସିଟିଜେନ୍ସ(ଏନ୍ଆର୍ସି)କୁ ବିରୋଧ କରି ସାରା ଦେଶରେ ହିଂସାର ବାତାବରଣ ଉପୁଜିଥିବା ବେଳେ ଏବେ ଏହାକୁ ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ନିଜ ନିଜର ମତ ରଖିଲେଣି। ରବିବାର...
Archives


