ଜାତୀୟ

ଓ୍ବାରିସ ପଠାନଙ୍କ ଉପରେ କଟକଣା ଲଗାଇଲେ ଓ୍ବାଇସି

ନୂଆଦିଲ୍ଲୀ,୨୧।୨: ଅଲ୍‌ ଇଣ୍ଡିଆ ମଜଲିସ୍‌-ଇ-ଇତେହାଦୁଲ ମୁସ୍ଲିମିନ୍‌(ଏଆଇଏମ୍‌ଆଇଏମ) ନେତା ଓ୍ବାରିସ ପଠାନଙ୍କ ଉପରେ ଶୁକ୍ରବାର କଟକଣା ଲଗାଇଛନ୍ତି ଦଳର ସୁପ୍ରିମୋ ଅସାଦୁଦ୍ଦିନ ଓ୍ବାଇସି। ପଠାନ ଗଣମାଧ୍ୟମ ବା ସାର୍ବଜନୀନ ଭାବରେ କୌଣସି ମନ୍ତବ୍ୟ ଦେଇପାରିବେ ନାହିଁ ବୋଲି ଦଳ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ,…

ମହାଶିବରାତ୍ରୀରେ ଘୋଷଣା ହେଲା କେଦାରନାଥ କବାଟ ଖୋଲିବା ତିଥି

ଡେରାଡୁନ,୨୧।୨: ପବିତ୍ର ମହାଶିବରାତ୍ରୀ ଅବସରରେ ଉତ୍ତରାଖଣ୍ଡରେ ଥିବା କେଦାରନାଥ ଧାମର କବାଟ ଖୋଲିବା ତିଥି ଘୋଷଣା ହୋଇଛି। ଭକ୍ତଙ୍କ ପାଇଁ ଆସନ୍ତା ଏପ୍ରିଲ ୨୯ ତାରିଖ ସକାଳ ୬ଟା ୧୦ ମିନିଟ୍‌ରେ ଏକାଦଶ ଜ୍ୟୋର୍ତିଲିଙ୍ଗ କେଦାରନାଥଙ୍କ କବାଟ ଖୋଲିବ। ଏହାପରେ ୬ମାସ…

ଶିବଭକ୍ତ ପୋଲିସକର୍ମୀ

ଭୋପାଳ,୨୧।୨: ମଧ୍ୟପ୍ରଦେଶ ଭୋପାଳର ଜଣେ ସିଂଘମଙ୍କୁ ଶିବଭକ୍ତ ଅବତାରରେ ଦେଖିବାକୁ ମିଳିଛି। ମହାଶିବରାତ୍ରୀର ପୂର୍ବ ସନ୍ଧ୍ୟାରେ ଭୋପାଳରେ ଆଇପିଏସ୍‌ ମିଟ୍‌ର ଆୟୋଜନ ହୋଇଥିଲା। ଏହି ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ ମଧ୍ୟ ଯୋଗଦେଇଥିବା ବେଳେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ…

ମଞ୍ଚରେ ବଂଶୀ ବଜାଇଲେ ତେଜ ପ୍ରତାପ

ବୈଶାଳି, ୨୧।୨: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତଥା ବିହାରର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତେଜ ପ୍ରତାପ ଯାଦବ ଭିନ୍ନ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି। ରାଜନୀତି ଅପେକ୍ଷା ଭିନ୍ନ ଅନ୍ଦାଜକୁ ସେ ସର୍ବଦା ଚର୍ଚ୍ଚାରେ ଥାନ୍ତି। କେତେବେଳେ ହିରୋ…

ଲୁଚିଛପି ବିବାହରେ ଯୋଗଦେବା ପାଇଁ ପାକିସ୍ତାନ ଗଲେ ଶତ୍ରୁଘ୍ନ ସିହ୍ନା! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଅଭିନେତା ତଥା କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା ଏକ ବିବାହ ଭୋଜିରେ ଯୋଗ ଦେବା ପାଇଁ ପାକିସ୍ତାନ ଯାଇଥିବା ଜଣାପଡିଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେ ଲାହୋରରେ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା…

ମହାଶିବରାତ୍ରି ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୨: ପବିତ୍ର ମହାଶିବରାତ୍ରି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ମୋଦି ଟୁଇଟ କରି ଦେଶବାସୀଙ୍କୁ ମହାଶିବରାତ୍ରିର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଏଥିସହ ବାବା ଭୋଳାନାଥଙ୍କ କୃପାରୁ ସମସ୍ତଙ୍କ ଜୀବନରେ ସୁଖ,…

ଭାଜପାର ବି ଟିମ୍‌ ଭଳି କାମ କରୁଛି ଏଆଇଏମ୍‌ଆଇଏମ୍‌: ତେଜସ୍ବୀ ଯାଦବ

ନୂଆଦିଲ୍ଲୀ,୨୧।୨: ଅଲ୍‌ ଇଣ୍ଡିଆ ମଜଲିସ୍‌-ଇ-ଇତେହାଦୁଲ ମୁସ୍ଲିମିନ୍‌(ଏଆଇଏମ୍‌ଆଇଏମ)ର ପୂର୍ବତନ ବିଧାୟକ ଓ୍ବାରିସ୍‌ ପଠାନଙ୍କ ବିବାଦୀୟ ବୟାନକୁ କଡା ସମାଲୋଚନା କରିଛନ୍ତି ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ। ଓ୍ବାରିସ୍‌୍‌ଙ୍କ ମନ୍ତବ୍ୟ ନିନ୍ଦନୀୟ, ତାଙ୍କୁ ଗିରଫ କରିବା ଉଚିତ୍‌ ବୋଲି ସେ କହିଛନ୍ତି। ସେ…

ରାମମନ୍ଦିରର ଭୂମି ପୂଜା ପାଇଁ ମୋଦିଙ୍କୁ ଆମନ୍ତ୍ରଣ କଲେ ଟ୍ରଷ୍ଟର ସଦସ୍ୟ

ଅଯୋଧ୍ୟା,୨୧।୨: ଉତ୍ତରପ୍ରଦେଶ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ ହେବ ନାହିଁ, କେବଳ ଭୂମି ପୂଜା ହେବ। ଆଉ ଏହି ପୂଜା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମନ୍ତ୍ରଣ କରାଯାଇଛି ବୋଲି ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ…

ଓ୍ବାଇସିଙ୍କ ମଞ୍ଚରେ ପାକିସ୍ତାନ ଜିନ୍ଦାବାଦ୍‌ ନାରା ଦେଇଥିବା ଯୁବତୀ ଗିରଫ

ବେଙ୍ଗାଲୁରୁ,୨୧।୧: ଏଆଇଏମଆଇଏମ ମୁଖ୍ୟ ତଥା ଏମ୍‌ପି ଅସାଦୁଦ୍ଦିନ ଓ୍ବାଇସିଙ୍କ ସାମ୍ନାରେ ପାକିସ୍ତାନ ଜିନ୍ଦାବାଦ୍‌ ନାରା ଦେଇଥିବା ଯୁବତୀଙ୍କୁ ଗିରଫ କରିଛି ପୋଲିସ। ଅମୁଲ୍ୟା ଲିୟୋନା ନାମକ ଏହି ଯୁବତୀଙ୍କ ବିରୋଧରେ ରାଜଦ୍ରୋହ ମାମଲା ରୁଜୁ କରାଯାଇଛି। ତାଙ୍କ ଗିରଫ କରାଯାଇ ଜେଲ୍‌…

ଦିଲ୍ଲୀ ନିର୍ବାଚନ ପରାଜୟ ପରେ ଭାଜପାକୁ ସଂଘର ଚେତାବନୀ: ସବୁବେଳେ ମୋଦି-ଶାହା ଜିତାଇପାରିବେ ନାହିଁ

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ସବୁପ୍ରକାର ଚେଷ୍ଟା କରିବା ସତ୍ତ୍ୱେ ଭାଜପାକୁ ମାତ୍ର ୮ଟି ଆସନ ମିଳିଛି। ନିର୍ବାଚନରେ ଶୋଚନୀୟ ପରାଜୟକୁ ନେଇ ଦଳ ମନ୍ଥନ ଆରମ୍ଭ କରିଛି। ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ମଧ୍ୟ ଦଳର ଏଭଳି ପରାଜୟକୁ ସହଜରେ…

ଦୁଇ ଦଳିତଙ୍କୁ ନିର୍ମମ ପ୍ରହାର

ଜୟପୁର,୨୧।୨(ପି.ଟି.):ରାଜସ୍ଥାନର ନାଗୌର ଅନ୍ତର୍ଗତ କାର୍‌ନୁ ଗ୍ରାମରେ ଦୁଇ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯିବା ଘଟଣା ଏବେ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଏକ ମୋଟର ସାଇକେଲ ଶୋ’ରୁମ୍‌ରୁ ଏଦୁହେଁ ଟଙ୍କା ଚୋରି କରୁଥିବା ଅଭିଯୋଗ କାରଣରୁ ଏମାନଙ୍କୁ ଆକ୍ରମଣ କରାଯାଇଛି।…

ଦୁର୍ଘଟଣାରେ ଗଲା ୨୬ ଜୀବନ

ଚେନ୍ନାଇ,୨୧।୨(ପି.ଟି./ ଆଇଏଏନ୍‌ଏସ୍‌):ତାମିଲନାଡୁରେ ଗୁରୁବାର ଦୁଇଟି ରାସ୍ତା ଦୁର୍ଘଟଣାରେ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ତିରୁପୁର ଜିଲା ଅନ୍ତର୍ଗତ ଅବିନାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ ମହିଳା ଅଛନ୍ତି। ଟାଇଲ୍‌ ନେଇ ଆସୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri