ତୃଣମୂଳ କଂଗ୍ରେସ ନେତାଙ୍କୁ ଲକ୍ଷ୍ନୌରେ ପ୍ରବେଶ କରିବାକୁ ମିଳିିବନି ଅନୁମତି: ଡିଜିପି
ଲକ୍ଷ୍ନୌ,୨୨।୧୨: ତୃଣମୂଳ କଂଗ୍ରେସ ନେତାଙ୍କୁ ଲକ୍ଷ୍ନୌରେ ପ୍ରବେଶ କରିବା ଅନୁମତି ମିଳିବ ନାହିଁ ବୋଲି ତ୍ତରପ୍ରଦେଶ ଡିଜିପି ଓ.ପି. ସିଂ ସୂଚନା ଦେଇଛନ୍ତି। ତୃଣମୂଳ ନେତା ଦିନେଶ ତ୍ରିବେଦି, ପ୍ରତିମା ମଣ୍ଡଳ, ମହମ୍ମଦ୍ ନଦିମୁଲ୍ ହକ୍ ଏବଂ ଆବିର୍ ବିଶ୍ୱାସ...
ମୃତ ବିକ୍ଷୋଭକାରୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମାଙ୍ଗାଲୁରୁ,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏବେ ସୁଦ୍ଧା କେବଳ ଉତ୍ତର ପ୍ରଦେଶରେ ୧୮ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ୨ ଦିନ ତଳେ କର୍ନାଟକର ମାଙ୍ଗାଲୁରୁଠାରେ ବିରୋଧ ପ୍ରଦର୍ଶନ...
ପୁଞ୍ଚ୍ରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୨୨।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ରବିବାର ପୁଞ୍ଚ୍ ଜିଲାର ମେଣ୍ଡାର ଏବଂ କ୍ରିଷ୍ଣାଘାଟି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ହୋଇଛି।...
ମନ ପସନ୍ଦର ସିଟ୍ ନ ମିଳିବାରୁ ସ୍ପାଇସ୍ ଜେଟ୍ ବିମାନରେ ୨୦ ମିନିଟ୍ ଧାରଣା ଦେଲେ ପ୍ରଜ୍ଞା ସିଂ ଠାକୁର
ଭୋପାଳ,୨୨।୧୨: ସ୍ପାଇସ୍ ଜେଟ୍ ବିମାନରେ ମନ ପସନ୍ଦର ସିଟ୍ ନ ମିଳିବାରୁ ଭାଜପା ଏମ୍ପି ପ୍ରଜ୍ଞା ସିଂ ଠାକୁର ୨୦ ମିନିଟ୍ ଧାରଣା ଦେଇଥିବା କୁହାଯାଉଛି। ବିମାନଟି ଦିଲ୍ଲୀରୁ ଭୋପାଳ ଯାଉଥିଲା। ଏଥିରେ ପ୍ରଜ୍ଞାଙ୍କୁ ୨-ଏ ସିଟ୍ ଦିଆଯାଇଥିଲା। ତେବେ...
ଗୁଳି ମାନିଲାନି ବୁଲେଟ୍ ପ୍ରୁଫ୍ ଜ୍ୟାକେଟ୍: ନୂଆ ଜୀବନ ପାଇଲେ କନଷ୍ଟେବଳ
ଫିରୋଜାବାଦ,୨୨।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧର ନିଆଁ ଜଳୁଥିବା ବେଳେ ବିଭିନ୍ନ ସ୍ଥାନରେ ହିଂସାର ବାତାବରଣ ସୃଷ୍ଟି ହୋଇଛି। ଏତିକି ବେଳେ ବିରୋଧ ପ୍ରଦର୍ଶନକାରୀଙ୍କୁ ଅଟକାଇବାକୁ ଯାଇ ପୋଲିସ ମଧ୍ୟ ନାକେଦମ ହେଲାଣି। ଉତ୍ତର ପ୍ରଦେଶରେ...
ରାମଲୀଳା ମଇଦାନରେ ଧନ୍ୟବାଦ ରାଲିରେ ଯୋଗଦେବେ ମୋଦି
ନୂଆଦିଲ୍ଲୀ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳ ୧୧ଟା ୩୦ରେ ରାଜଧାନୀ ଦିଲ୍ଲୀରେ ଥିବା ରାମଲୀଳା ମଇଦାନରେ ଅନୁଷ୍ଠିତ ଏକ ରାଲିରେ ଯୋଗ ଦେବେ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବା ବେଳେ...
ବିଟେକ୍ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ
ରାଞ୍ଚି, ୨୨ା୧୨(ପି.ଟି.): ତିନିବର୍ଷ ପୂର୍ବେ ରାଞ୍ଚିର ଜଣେ ବିଟେକ୍ ଛାତ୍ରୀଙ୍କୁ ନିଜ ଘରେ ବଳାତ୍କାର ଓ ହତ୍ୟା କରାଯାଇଥିଲା। ଶନିବାର ଏହି ମାମଲାର ଦୋଷୀ ବିହାରର ନାଳନ୍ଦା ଜିଲା ନିବାସୀ ରାହୁଲ ରାଜ୍ଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟ ଫାଶୀ ଦଣ୍ଡାଦେଶ...
ଥରୁର୍ଙ୍କ ନଁ।ରେ ଗିରଫ ପରଓ୍ବାନା
ନୂଆଦିଲ୍ଲୀ, ୨୨ା୧୨: କଂଗ୍ରେସ ଏମ୍ପି ଶଶୀ ଥରୁର୍ଙ୍କ ବିରୋଧରେ ଥିରୁବନନ୍ତପୁରମ୍ କୋର୍ଟ ଗିରଫ ପରଓ୍ବାନା ଜାରି କରିଛନ୍ତି। ବାରମ୍ବାର ସମନ୍ ସତ୍ତ୍ୱେ ସେ କୋର୍ଟରେ ହାଜର ହୋଇ ନ ଥିଲେ। ଥରୁର୍ ତାଙ୍କ ଉପନ୍ୟାସ ‘ଦ ଗ୍ରେଟ୍ ଇଣ୍ଡିଆନ୍ ନୋବେଲ୍’...
ଫୈଜାବାଦ କୋର୍ଟ ବିସ୍ଫୋରଣ ମାମଲା: ୨ ଜଣଙ୍କୁ ଆଜୀବନ ଜେଲ
ଫୈଜାବାଦ, ୨୨ା୧୨(ପି.ଟି.): ୨୦୦୭ ନଭେମ୍ବରରେ ଉତ୍ତର ପ୍ରଦେଶର ଫୈଜାବାଦ କୋର୍ଟରେ ହୋଇଥିବା ବୋମା ବିସ୍ଫୋରଣ ମାମଲାରେ ଶନିବାର ସ୍ବତନ୍ତ୍ର ଆତଙ୍କ ନିରୋଧୀ ଅଦାଲତ ୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। କୋର୍ଟ ପରିସରରେ ୨ଟି ବିସ୍ଫୋରଣ କରାଯିବା ଫଳରେ...
ଦିଲ୍ଲୀ ପୋଲିସର ଫ୍ଲାଗ୍ ମାର୍ଚ୍ଚ
ନୂଆଦିଲ୍ଲୀ,୨୨ା୧୨(ପି.ଟି.): ରାଜଧାନୀ ଦିଲ୍ଲୀରେ ହିଂସାତ୍ମକ ବିକ୍ଷୋଭର ଦିନକ ପରେ ଶନିବାର ଦିଲ୍ଲୀରେ ପୋଲିସ ଓ ଅର୍ଦ୍ଧସାମରିକ ବାହିନୀର ଯବାନମାନେ ଫ୍ଲାଗମାର୍ଚ୍ଚ କରିଛନ୍ତି। ଶନିବାର ଦିଲ୍ଲୀର ଜାମିଆ ମିଲିଆ ଇସ୍ଲାମିଆ, ରାଜଘାଟ, ଉତ୍ତରପ୍ରଦେଶ ଭବନ ସମେତ ବିଭିନ୍ନ ସ୍ଥାନରେ ବିକ୍ଷୋଭ ଶାନ୍ତିପୂର୍ଣ୍ଣ...
୩ କୋଟି ପରିବାର ସହ ସମ୍ପର୍କ କରିବ ଭାଜପା
ନୂଆଦିଲ୍ଲୀ,୨୨ା୧୨: ସିଏଏକୁ ନେଇ ଦେଶବ୍ୟାପୀ ବିରୋଧର ସମ୍ମୁଖୀନ ହୋଇଥିବା ଶାସକ ଭାଜପା ଆଗାମୀ ୧୦ ଦିନରେ ୩ କୋଟି ପରିବାର ନିକଟରେ ପହଞ୍ଚତ୍ ଉକ୍ତ ଆଇନ ସମ୍ପର୍କରେ ବୁଝାଇବାକୁ ଯୋଜନା କରିଛି। ସିଏଏକୁ ନେଇ ଲୋକଙ୍କ ମନରେ ରହିଥିବା ଭୁଲ...
ରାଜ୍ଘାଟରେ ଧାରଣା ଦେବେ ସୋନିଆ
ନୂଆଦିଲ୍ଲୀ, ୨୨ା୧୨: ସିଏଏକୁ ବିରୋଧ କରି ଦେଶବ୍ୟାପୀ ବିକ୍ଷୋଭ ଜାରି ରହିଥିବାବେଳେ ସୋମବାର ରାଜ୍ଘାଟଠାରେ କଂଗ୍ରେସ ପକ୍ଷରୁ ସତ୍ୟାଗ୍ରହ କରାଯିବ। ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ ଲୋକଙ୍କ ଅଧିକାର ଓ ସମ୍ବିଧାନର ସୁରକ୍ଷା ଦାବିରେ ପ୍ରତିବାଦ କରାଯିବ ବୋଲି...
Archives


