ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ,୨୧।୧୨: ପୂର୍ବତନ କ୍ରିକେଟର ତଥା ପୂର୍ବ ଦିଲ୍ଲୀର ଭାଜପା ଏମ୍ପି ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ସେ ଶାହଦରା ଜିଲାର ଡିସିପିଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଏକ ଅନ୍ତର୍ଜାତୀୟ ନମ୍ବରରୁ ଗମ୍ଭୀର ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ...
ତେଲେଙ୍ଗାନା ଏନ୍କାଉଣ୍ଟର: ପୁଣିଥରେ ବ୍ୟବଚ୍ଛେଦ ହେବ ଅପରାଧୀଙ୍କ ସଂରକ୍ଷିତ ମୃତଦେହ
ହାଇଦ୍ରାବାଦ,୨୧।୧୨: ତେଲେଙ୍ଗାନାର ବହୁ ଚର୍ଚ୍ଚିତ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର କରାଯାଇଥିଲା। ଏହାପରେ ସେମାନଙ୍କ ମୃତଦେହକୁ ବ୍ୟବଚ୍ଛେଦ କରାଯାଇ ଗାନ୍ଧୀ ହସ୍ପିଟାଲର ଶବଗୃହରେ ସଂରକ୍ଷିତ ରଖାଯାଇଥିଲା। ଶନିବାର ତେଲେଙ୍ଗାନା ହାଇକୋର୍ଟ ପୁଣିଥରେ ସମସ୍ତ...
ସିଏଏ ବିରୋଧରେ ଆର୍ଜେଡିର ବିକ୍ଷୋଭ ପ୍ରଦର୍ଶନ: ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ
ପାଟନା,୨୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଜାରି ରହିଥିବା ବିକ୍ଷୋଭ ଉତ୍ତରପ୍ରଦେଶ, ଗୁଜରାଟ, ଦିଲ୍ଲୀ, କର୍ନାଟକ, ଆସାମ ପରେ ଏବେ ବିହାରରେ ଏହାର ନିଆଁ ତେଜିବାରେ ଲାଗିଛି। ଏହାକୁ ନେଇ ବିହାରରେ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ ଶନିବାର...
ନ୍ୟାଶନାଲ ହେରାଲ୍ଡ ମାମଲାର ଶୁଣାଣି ସ୍ଥଗିତ: ସୋନିଆ-ରାହୁଲଙ୍କ ବିରୋଧରେ ଠକେଇ ଅଭିଯୋଗ
ନୂଆଦିଲ୍ଲୀ,୨୧।୧୨: ନ୍ୟାଶନାଲ ହେରାଲ୍ଡ ମାମଲାରେ ଦିଲ୍ଲୀର ଏକ କୋର୍ଟ ଶନିବାର ଶୁଣାଣି ସ୍ଥଗିତ କରିଛନ୍ତି। ବିଚାରପତି ବିଶାଳ ଆହୁଜା ଛୁଟିରେ ଥିବାରୁ ପରବର୍ତ୍ତୀ ଶୁଣାଣି ଫେବୃୟାରୀ ୧କୁ ଧାର୍ଯ୍ୟ କରାଯାଇଛି। ଏଥିରେ ଭାଜପା ସଦସ୍ୟ ସୁବ୍ରମଣ୍ୟମ୍ ସ୍ବାମୀଙ୍କ ପକ୍ଷରୁ କଂଗ୍ରେସ...
ଟ୍ରୋଲ୍ ହେଲେ ଥରୁର
ନୂଆଦିଲ୍ଲୀ,୨୧।୧୨: କଂଗ୍ରେସ ନେତା ଶଶି ଥରୁର ଅନେକ ସମୟରେ କିଛି ନା କିଛି ବୟାନ ପାଇଁ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ ସେ ଭାରତର ଏକ ବିବାଦୀୟ ନକ୍ସା ଟୁଇଟରରେ ପୋଷ୍ଟ କରିବା ପରେ ଟ୍ରୋଲ୍ ହୋଇଛନ୍ତି। ଉକ୍ତ ନକ୍ସାରେ କଶ୍ୱୀରର...
ଅଟଳ ବିହାରୀଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କରିବେ ମୋଦି
ଲକ୍ଷ୍ନୌ,୨୧।୧୨: ଡିସେମ୍ବର ୨୫ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ତାଙ୍କର ଏକ ପ୍ରତିମୂର୍ତ୍ତିର ଲୋକାର୍ପଣ କରାଯିବ। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଲୋକଭବନରେ ଅଟଳବିହାରୀଙ୍କ ୨୫ ଫୁଟ...
କଂଗ୍ରେସ ନେତା ବନଓ୍ବାରି ଲାଲ ଶର୍ମାଙ୍କ ପରଲୋକ
ଭୋପାଳ,୨୧।୧୨: ମଧ୍ୟପ୍ରଦେଶର କଂଗ୍ରେସ ନେତା ତଥା ଜଉରା ବିଧାୟକ ବନଓ୍ବାରି ଲାଲ ଶର୍ମାଙ୍କର ଶନିବାର ସକାଳେ ପରଲୋକ ହୋଇଛି। ଭୋପାଳରେ ଚିକିତ୍ସିତ ହେଉଥିବା ସମୟରେ ୬୧ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି। କିଛିଦିନ ହେବ ସେ କ୍ୟାନସରରେ ପୀଡ଼ିତ...
ସିଏଏକୁ ନେଇ ସାରା ଦେଶରେ ବିକ୍ଷୋଭ: ରେଲଓ୍ବେର ୮୮ କୋଟି ଟଙ୍କା କ୍ଷତି
ନୂଆଦିଲ୍ଲୀ,୨୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନିଆଁରେ ସାରା ଦେଶ ଏକ ପ୍ରକାର ଜଳୁଛି କହିଲେ ଚଳେ। ପାଖାପାଖି ୩ ଦିନ ହେବ ସାରା ଦେଶରେ ସିଏଏକୁ ନେଇ ଯେଉଁଭଳି ବିକ୍ଷୋଭ ପ୍ରଦର୍ଶନ କରାଯାଉଛି ତାହା ବେଳେକୁ ବେଳ ଉଗ୍ର ରୂପ...
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୨୧।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ଶନିବାର ସ୍ଥାନୀୟ ତଙ୍ଗଧାର ସେକ୍ଟର ଏବଂ କାଞ୍ଜଲଓ୍ବାନ୍ଠାରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ହୋଇଛି। ଏହାର ଜବାବରେ ଭାରତୀୟ ପୋଷ୍ଟଗୁଡ଼ିକରୁ...
ବଢୁଛି ସ୍ମାର୍ଟଫୋନ୍ ବ୍ୟବହାର: ବର୍ଷକୁ ୭୫ ଦିନ ନଷ୍ଟ କରୁଛନ୍ତି ଭାରତୀୟ
ନୂଆଦିଲ୍ଲୀ: ଦିନକୁ ଘଣ୍ଟା ଘଣ୍ଟା କାଳ ମୋବାଇଲ୍ ଫୋନ୍ ବ୍ୟବହାର ଶରୀରକୁ କ୍ଷତି ପହଞ୍ଚାଉଛି। ଯଦି ଏପରି ଅଭ୍ୟାସ ଜାରି ରୁହେ ତା’ହେଲେ ଆଗାମୀ ଦିନରେ ଏହା ମଣିଷର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ବିଶେଷ କ୍ଷତି ପହଞ୍ଚାଇବ।...
ଖାରଜ ହେଲା ଇନ୍ଦ୍ରାଣୀଙ୍କ ଜାମିନ ଆବେଦନ
ମୁମ୍ବାଇ,୨୧।୧୨: ସିନା ବୋରା ହତ୍ୟା ମାମଲାରେ ଇନ୍ଦ୍ରାଣୀ ମୁଖାର୍ଜୀଙ୍କ ଜାମିନ ଆବେଦନକୁ ମୁମ୍ବାଇର ସ୍ପେଶାଲ ସିବିଆଇ କୋର୍ଟ ଶୁକ୍ରବାର ଖାରଜ କରି ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇନ୍ଦ୍ରାଣୀ ଜାମିନ ଆବେଦନ କରିଥିଲେ। ହେଲେ ଏହା ପୂର୍ବରୁ ମଧ୍ୟ ସେ...
ସିଏଏ ଏବଂ ଏନ୍ଆର୍ସି ପରେ ଏବେ ଏନ୍ପିଆର୍ ପାଇଁ ମୋଦି ସରକାରଙ୍କ ଯୋଜନା
ନୂଆଦିଲ୍ଲୀ,୨୧।୧୨: ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକତା ରେଜିଷ୍ଟର (ଏନ୍ଆର୍ସି) ନେଇ ଦେଶବ୍ୟାପି ନିଆଁ ଜଳୁଛି। ପରିସ୍ଥିତି ଏପର୍ଯ୍ୟନ୍ତ ନିୟନ୍ତ୍ରଣକୁ ଆସି ନ ଥିବାବେଳେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜାତୀୟ ଜନସଂଖ୍ୟା ରେଜିଷ୍ଟର (ଏନ୍ପିଆର୍)...
Archives


