ଜାତୀୟ

ସର୍ବ ସମ୍ମୁଖରେ ପୋଲିସ ଜୋତାକୁ ଚୁମ୍ବନ ଦେଲେ ଏମ୍‌ପି

ହାଇଦ୍ରାବାଦ,୨୧।୧୨: ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳର ଏମ୍‌ପି ଗୋରନ୍ତଲା ମାଧବ ଏବେ ଚର୍ଚ୍ଚାରେ। ସେ ତେଲ୍‌ଗୁ ଦେଶମ ପାର୍ଟି(ଟିଡିପି) ନେତା ଜେ. ସି. ଦିବାକର ରେଡ୍ଡୀଙ୍କ ଟିପ୍ପଣୀକୁ ବିରୋଧ କରି ଅନନ୍ତପୁରମରେ ଜଣେ ପୋଲିସଙ୍କ ଜୋତା ସଫା କରିବା...

ଜଳସେଚନ ଦୁର୍ନୀତି: ଅଜିତ ପାଓ୍ବାରଙ୍କୁ ଏସିବିର କ୍ଲିନଚିଟ୍‌

ନାଗପୁର, ୨୧ା୧୨(ପି.ଟି.): ବହୁକୋଟି ଟଙ୍କାର ଜଳସେଚନ ଦୁର୍ନୀତି ମାମଲାରେ ମହାରାଷ୍ଟ୍ରର ଦୁର୍ନୀତି ବିରୋଧୀ ଶାଖା(ଏସିବି) ପକ୍ଷରୁ ଏନ୍‌ସିପିର ବରିଷ୍ଠ ନେତା ଅଜିତ ପାଓ୍ବାରଙ୍କୁ କ୍ଲିନଚିଟ୍‌ ଦିଆଯାଇଛି। ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ୍‌ରେ ଦାଖଲ କରାଯାଇଥିବା ସତ୍ୟପାଠରେ ଅଜିତଙ୍କ ବିରୋଧରେ କୌଣସି...

ନୌସେନାର ୭ ଅଧିକାରୀ ଗିରଫ

ନୂଆଦିଲ୍ଲୀ,୨୧ା୧୨: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରୁଥିବା ଅଭିଯୋଗରେ ଭାରତୀୟ ନୌସେନାର ୭ ଅଧିକାରୀ ଗିରଫ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଗୋଇନ୍ଦା ବିଭାଗ, ନୌସେନା ଓ କେନ୍ଦ୍ରୀୟ ସଂସ୍ଥାଗୁଡ଼ିକ ପକ୍ଷରୁ ହୋଇଥିବା ମଳିତ ଅଭିଯାନ ‘ଅପରେଶନ ଡଲଫିନ୍ସ ନୋଜ୍‌’ରେ ଏହି ରାକେଟର ପର୍ଦ୍ଦାଫାଶ...

ସ୍ବର ଚପାଇବାକୁ ବଳପ୍ରୟୋଗ

ନୂଆଦିଲ୍ଲୀ,୨୧ା୧୨: ସିଏଏକୁ ନେଇ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବାବେଳେ ଲୋକଙ୍କ ସ୍ବରକୁ ଚାପିଦେବା ପାଇଁ ସରକାର ନିଷ୍ଠୁରତାର ସହ ବଳପ୍ରୟୋଗ କରୁଥିବା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅଭିଯୋଗ କରିଛନ୍ତି। ଭିନ୍ନମତକୁ ସରକାର ଉପେକ୍ଷା କରିବା ସହ ଏହାକୁ ଚାପିଦେବା ପାଇଁ...

ନିର୍ଭୟା ମାମଲାକୁ ନେଇ ଆନ୍ନାଙ୍କ ମୌନବ୍ରତ

ପୁଣେ, ୨୧ା୧୨ (ପି.ଟି.): ନିର୍ଭାୟା ଗଣବଳାତ୍କାର, ହତ୍ୟା ମାମଲାର ତ୍ୱରିତ ଶୁଣାଣି ସହ ପୀଡ଼ିତାଙ୍କ ପରିବାରକୁ ଶୀଘ୍ର ନ୍ୟାୟ ପ୍ରଦାନ ଦାବିରେ ସାମାଜିକ କର୍ମୀ ଆନ୍ନା ହଜାରେ ଶୁକ୍ରବାରଠାରୁ ନିଜ ଗ୍ରାମ ମହାରାଷ୍ଟ୍ରର ରାଲେଗାଁଓ ସିଦ୍ଧିରେ ମୌନବ୍ରତ ଆରମ୍ଭ କରିଛନ୍ତି।...

ସିଏଏ ନିଅଁ।ରେ ଜଳୁଛି ଦେଶ: କେନ୍ଦ୍ର ଜାରି କଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍‌ଏସ୍‌): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ)କୁ ବିରୋଧ କରି ଦେଶବ୍ୟାପୀ ଆନ୍ଦୋଳନ ଜାରି ରହିଥିବାବେଳେ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଭାରତୀୟ ନାଗରିକତ୍ୱ ପାଇଁ ୫ଟି ସର୍ତ୍ତ ଜାରି କରିଛି। ନାଗରିକତ୍ୱ ଆଇନ,୧୯୫୫ ପ୍ରଥମ ପରିଚ୍ଛେଦ ଅନୁଯାୟୀ ଯେଉଁମାନେ ୧୯୫୦ ଜାନୁୟାରୀ...

୪ ଆତଙ୍କବାଦୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ଜୟପୁର, ୨୧ା୧୨(ପି.ଟି.): ରାଜସ୍ଥାନର ଜୟପୁରରେ ୨୦୦୮ ମେ ୧୩ରେ ହୋଇଥିବା ସିରିଜ୍‌ ବୋମା ବିସ୍ଫୋରଣ ମାମଲାରେ ସ୍ବତନ୍ତ୍ର କୋର୍ଟ ପକ୍ଷରୁ ୪ ଦୋଷୀସାବ୍ୟସ୍ତ ଆତଙ୍କବାଦୀଙ୍କୁ ଶୁକ୍ରବାର ମୃତ୍ୟୁ ଦଣ୍ଡାଦେଶ ମିଳିଛି। ଏହି ଆତଙ୍କବାଦୀ ବିସ୍ଫୋରଣରେ ୭୧ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ...

ଜୈଶ୍‌ ଟାର୍ଗେଟ୍‌ରେ ମୋଦି

ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍‌ଏସ୍‌): ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ଲାଗି ଯୋଜନା କରିଛନ୍ତି। ଆସନ୍ତା ୨୨ରେ ମୋଦି ରାମଲୀଳା ମଇଦାନରେ ଭାଜପାର ଏକ ବିଶାଳ ରାଲିକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ସେଠାରେ ଜୈଶ-ଇ-ମହମ୍ମଦ (ଜେଇଏମ୍‌)ର ଆତଙ୍କବାଦୀ...

ଏକ୍‌ଜିଟ୍‌ ପୋଲ୍‌ ଭବିଷ୍ୟବାଣୀ: ଝାଡ଼ଖଣ୍ଡରେ ଝୁଲା ବିଧାନସଭା

ନୂଆଦିଲ୍ଲୀ/ରାଞ୍ଚତ୍,୨୧ା୧୨ : ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ପୁନଃ କ୍ଷମତାସୀନ ହେବା ଆଶା ଧୂଳିସାତ୍‌ ହୋଇଛି। କାରଣ ଶୁକ୍ରବାର ଚୂଡ଼ାନ୍ତ ପର୍ଯ୍ୟାୟ ନିର୍ବାଚନ ଶେଷ ହେବା ପରେ ସନ୍ଧ୍ୟାରେ ଝୁଲା ବିଧାନସଭାର ଭବିଷ୍ୟବାଣୀ କରିଛନ୍ତି ଅଧିକାଂଶ ଜନମତ ସର୍ବେକ୍ଷଣ ସଂସ୍ଥା।...

ବ୍ୟାପୁଛି ସିଏଏ ବିରୋଧୀ ଆନ୍ଦୋଳନ ନିଆଁ: ୟୁପିରେ ହିଂସା: ୬ ମୃତ

ଲକ୍ଷ୍ନୌ/କାନପୁର,୨୧ା୧୨: ଉତ୍ତରପ୍ରଦେଶରେ ଶୁକ୍ରବାର ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବିଭିନ୍ନ ସ୍ଥାନରେ ହିଂସାର ରୂପ ନେଇଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ପୋଲିସ ସ୍ପଷ୍ଟ କରିଛି। ଏହାକୁ ମିଶାଇ ଉତ୍ତରପ୍ରଦେଶରେ ବିକ୍ଷୋଭଜନିତ ମୃତ୍ୟୁସଂଖ୍ୟା ୭ରେ ପହଞ୍ଚତ୍ଛି।...

ଜୟପୁର ବୋମା ବିସ୍ଫୋରଣ ମାମଲା: ୪ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ନୂଆଦିଲ୍ଲୀ,୨୦।୧୨: ରାଜସ୍ଥାନ ଜୟପୁର ବୋମା ବିସ୍ଫୋରଣ ମାମଲାର ଦୀର୍ଘ ୧୧ ବର୍ଷ ପରେ ୪ ଦୋଶୀଙ୍କୁ ଫାଶୀ ଦଣ୍ଡ ମିଳିଛି। ସ୍ପେଶାଲ କୋର୍ଟର ବିଚାରପତି ଅଜୟ କୁମାର ଶର୍ମା ୪ ଦୋଷୀଙ୍କୁ ଫାଶୀଦଣ୍ଡାଦେଶ ଦେଇଛନ୍ତି। ଦୀର୍ଘ ୧୧ ବର୍ଷ ପରେ...

ସରିଲା ଝାଡ଼ଖଣ୍ଡ ବିଧାନସଭାର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ: ଏବେ ନଜର ଏକ୍‌ଜିଟ୍‌ ପୋଲ୍‌ ଉପରେ

ରାଞ୍ଚି,୨୦।୧୨: ଝାଡ଼ଖଣ୍ଡ ବିଧାନସଭାର ଶେଷ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଶୁକ୍ରବାର ଶେଷ ହୋଇଛି। ଏହି ମତଦାନ ପ୍ରକ୍ରିୟାରେ ସନ୍ଧ୍ୟା ୫ଟା ସୁଦ୍ଧା ୬୮.୯୯ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଥିଲା। ସମସ୍ତ ଆସନର ଫଳାଫଳ ଆସନ୍ତା ୨୩ ତାରିଖରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri