ଜାତୀୟ

କରୋନା ଭୂତାଣୁ ନଷ୍ଟ କରିବା ଲାଗି ରାସ୍ତାରେ ହଳଦୀ-ନିମପତ୍ର ପାଣି ଛିଞ୍ଚିଲେ ଲୋକେ

ରାମନାଥପୁରମ୍‌,୩୦।୩: ଭାରତରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ବହୁ ଅଞ୍ଚଳରେ ରାସ୍ତାଘାଟକୁ ବିଶୁଦ୍ଧ କରିବା ଲାଗି ସାନିଟାଇଜର ସ୍ପ୍ରେ କରାଯାଉଛି। ତେବେ ତାମିଲନାଡୁର ରାମନାଥପୁରମ୍‌ ଜିଲାର ମୁଥୁକୁଲାଥୁର ଠାରେ ଥିବା ପେରିୟାର ଗାଁରେ ଲୋକେ ରାସ୍ତାରେ ହଳଦୀ ଓ ନିମପତ୍ର…

୪୫୦ କିଲୋମିଟର ଚାଲି ଚାଲି ଯାଇ କାର୍ଯ୍ୟରେ ଯୋଗଦେଲେ ଯବାନ

ରାଜଗଡ଼,୩୦।୩: ଉତ୍ତରପ୍ରଦେଶ ଇଟାଓ୍ବାର ଜଣେ ଯବାନ ନିଜ କାର୍ଯ୍ୟକୁ କେତେ ସମ୍ମାନ କରନ୍ତି ତାହା ଏବେ ଦେଖିବାକୁ ମିଳିଛି। ଦିଗବିଜୟ ଶର୍ମା ନାମକ ଜଣେ କନଷ୍ଟେବଳ ମଧ୍ୟପ୍ରଦେଶର ରାଜଗଡରେ କାମ କରନ୍ତି। ନିକଟରେ ତାଙ୍କ ସ୍ନାତକ ପରୀକ୍ଷା ଥିବାରୁ ସେ ଇଟାଓ୍ବା…

ଏମ୍ସ ଟ୍ରମା ସେଣ୍ଟରରେ ଚିକିତ୍ସିତ ହେବେ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୩୦।୩: କୋଭିଡ-୧୯ର ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଦେଖିବା ପରେ ଏବେ ଦିଲ୍ଲୀର ଅଲ ଇଣ୍ଡିଆ ଅନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ର ଟ୍ରମା ସେଣ୍ଟର ବିଲଡିଂକୁ କୋଭିଡ-୧୯ ହସ୍ପିଟାଲରେ ପରିବର୍ତ୍ତନ କରାଯିବାକୁ ନିଷ୍ପତ୍ତ ନିଆଯାଇଛି। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡାକ୍ତର ଡିକେ…

୩ଡି ଆନିମେଟେଡ୍‌ ଭିଡିଓ ଶେୟାର କରି ଯୋଗ କରିବାକୁ ମୋଦିଙ୍କ ନିବେଦନ

ନୂଆଦିଲ୍ଲୀ,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଫିଟ୍‌ନେସ୍‌କୁ ନେଇ ଏକ ଭିଡିଓ ଜାରି କରିଛନ୍ତି। ଯେଉଁଥିରେ ସେ ଲୋକଙ୍କୁ ଯୋଗ କରିବାକୁ ନିବେଦନ କରିଛନ୍ତି। ସୋମବାର ମୋଦି ଟୁଇଟରରେ ନିଜର ଏକ ୩ଡି ଆନିମେଟେଡ୍‌ ଭିଡିଓ ଜାରି କରିଛନ୍ତି। ଏଥିରେ ଲୋକଙ୍କୁ…

ସାନିଟାଇଜର ଅଭାବରୁ ପ୍ରାକୃତିକ ଉପାୟ ଆପଣାଉଛନ୍ତି ଲୋକେ

ଚେନ୍ନାଇ,୩୦।୩: କରୋନା ସଂକ୍ରମଣରୁ ରକ୍ଷା ପାଇବାକୁ ହେଲେ ହାତ ଧୋଇବାକୁ ପରାମର୍ଶ ଦିଆଯାଉଥିବା ବେଳେ ସାନିଟାଇଜର ବ୍ୟବହାର କରିବାକୁ ମଧ୍ୟ କୁହାଯାଉଛି। ହେଲେ ଲୋକଙ୍କ ଆବଶ୍ୟକତାକୁ ଦେଖି ବଜାରରେ ସେହି ପରିମାଣର ସାନିଟାଇଜର ମିଳୁ ନ ଥିବାରୁ ଲୋକେ ଏବେ ପ୍ରାକୃତିକ…

୨୭.୫ ଲକ୍ଷ ମନରେଗା ଶ୍ରମିକଙ୍କ ଖାତାରେ ୬୧୧କୋଟି ଟଙ୍କା ଜମା କଲେ ଯୋଗୀ ସରକାର

ଲକ୍ଷ୍ନୌ, ୩୦।୧: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏଥିରେ ସବୁଠାରୁ ଶ୍ରମିକ ଓ ଦିନ ମଜୁରିଆ ପ୍ରଭାବିତ ହୋଇଛନ୍ତି। ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ଧରଣର କାର୍ଯ୍ୟ ବନ୍ଦ ରହିଥିବାରୁ ଏମାନେ ନିଜର ଜୀବିକା ହରାଇଛନ୍ତି। ତେବେ…

ଭାରତରେ ୧୧୭୩ କରୋନା ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୩୨

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୭୩ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୩୨ ଛୁଇଁଛି। ପଶ୍ଚିମବଙ୍ଗର ୫୪ ବର୍ଷ…

ଲକ୍‌ଡାଉନ୍‌ ଅବଧି ବୃଦ୍ଧି ଗୁଜବକୁ ନେଇ ପ୍ରତିକ୍ରିୟା ରଖିଲେ କ୍ୟାବିନେଟ ସଚିବ

ନୂଆଦିଲ୍ଲୀ,୩୦।୩: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରଯାଇଛି। ତେବେ ଏହି ଲକ୍‌ଡାଉନ୍‌ର ଅବଧି ଆଗକୁ ବୃଦ୍ଧି ପାଇବ ବୋଲି ଯେଉଁ ଗୁଜବ ସୃଷ୍ଟି…

କରୋନା ଗାଁର ଦୁଃଖ: ଲୋକେ ଆସିବାକୁ ଡରୁଛନ୍ତିି !

ଲକ୍ଷ୍ନୌ,୩୦।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଉତ୍ତରପ୍ରଦେଶର କରୋନା ଗାଁର ଗ୍ରାମବାସୀଙ୍କ ଦୁଃଖ କହିଲେ ନ ସରେ। ତାଙ୍କ ଗାଁ ନାମ ଥିବା ଏଭଳି ଏକ…

କେମ୍ବ୍ରିଜ ବିଶ୍ୱବିଦ୍ୟାଳୟ ଗବେଷକଙ୍କ ଯୁକ୍ତି: ଭାରତରେ ୪୯ ଦିନର ଲକ୍‌ଡାଉନ୍‌ ଜରୁରୀ

ନୂଆଦିଲ୍ଲୀ,୩୦ା୩: କରୋନା ଭାଇରସ୍‌ ଯୋଗୁ ବିଶ୍ୱ ଏବେ ଆତଙ୍କିତ ହୋଇପଡ଼ିଛି। ଏହି ମହାମାରୀକୁ ରୋକିବା ଲାଗି ବିଭିନ୍ନ ଦେଶ ପକ୍ଷରୁ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ବିଶେଷକରି ଅଧିକାଂଶ ଦେଶ ଲକ୍‌ଡାଉନ୍‌ ଉପରେ ଗୁରୁତ୍ୱ ଦେଇଛନ୍ତି। ଭାରତରେ ମଧ୍ୟ ୨୧…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭୧, ସୁସ୍ଥ ହେଲେ ୯୯

ନୂଆଦିଲ୍ଲୀ,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ସକାଳ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୦୭୧ରେ। ବଡ ଖବର ହେଉଛି ଏଥିରେ ୯୯ ଜଣ ସୁସ୍ଥ ହାଇଥିବା ଜଣାପଡିଛି। ସେହିପରି କରୋନା…

ଅସୁବିଧା ସମୟରେ ଭଡାଟିଆଙ୍କୁ ସାହା ହେଲେ ଘର ମାଲିକ

ନଏଡା,୩୦।୩: ମହାମାରୀ କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସମସ୍ତେ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଏହି ଘଡିସନ୍ଧି ମୁହୂର୍ତ୍ତରେ କେତେକ ଲୋକ ନିଜର ମାନବିକତାର ପରିଚୟ ମଧ୍ୟ ଦେଉଛନ୍ତି। ଲକ୍‌ଡାଉନ୍‌ ସମୟରେ ଯାହାର ଯେତିକି ସାମାର୍ଥ୍ୟ ସେ ସେହି ଅନୁସାରେ ଲୋକଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri