ବାଘ ସଫାରୀରେ ପର୍ଯ୍ୟଟକଙ୍କ ଲୁଗା ଟାଣିଲା ବାଘ: ଭିଡ଼ିଓ ଭାଇରାଲ
ଭୋପାଳ,୧୮।୨: କିଛିଦିନ ତଳେ ଛତିଶଗଡ଼ ରାୟପୁରରେ ଥିବା ନନ୍ଦନବନ ଜଙ୍ଗଲ ସଫାରୀରେ ଏକ ବାଘ ପର୍ଯ୍ୟଟକଙ୍କ ବସର ପିଛା କରିଥିଲା। ଏହାକୁ ନେଇ ବେଶ୍ ଚର୍ଚ୍ଚା ଲାଗିଥିଲା। ଏହାପରେ ବନବିଭାଗ ପକ୍ଷରୁ ଟୁରିଷ୍ଟ ବସର ଡ୍ରାଇଭର ଓମ୍ ପ୍ରକାଶ ଏବଂ ଗାଇଡ୍…
ଅମିତାଭଙ୍କୁ କାହିଁକି କ୍ଷମା ମାଗିଲେ ଅମର ସିଂହ
ନୂଆଦିଲ୍ଲୀ,୧୮।୨: ସମାଜବାଦୀ ପାର୍ଟି(ଏସ୍ପି)ର ପୂର୍ବତନ ନେତା ତଥା ରାଜ୍ୟସଭା ଏମ୍ପି ଅମର ସିଂହଙ୍କ ଖରାପ୍ ସ୍ବାସ୍ଥ୍ୟାବସ୍ଥା ଯୋଗୁ ବର୍ତ୍ତମାନ ସେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କିଡନୀ ଜନିତ ସମସ୍ୟା ଥିବାରୁ ସେ ସିଙ୍ଗାପୁରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବାର ଜଣାପଡ଼ିଛି। ବର୍ତ୍ତମାନ…
ହନୁମାନ ଚାଳିଶା ପରେ ଏବେ ଏଏପି ପାଠ କରିବ ‘ସୁନ୍ଦରାକାଣ୍ଡ’
ନୂଆଦିଲ୍ଲୀ,୧୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ହନୁମାନ ଚାଳିଶା ପାଠକୁ ନେଇ ଆରମ୍ଭ ହୋଇଥିଲା ରାଜନୀତି। ଏବେ ଏହା ଥମି ଯାଇଥିବା ବେଳେ ଶୁଣିବାକୁ ମିଳିଛି କି ଏଏପି…
ୟେଦୁରପ୍ପା ସରକାରଙ୍କ ପାଇଁ କଣ୍ଟା ସାଜିବେ କି ଭାଜପା ବିଦ୍ରୋହୀ !
ବେଙ୍ଗାଲୁରୁ,୧୮।୨: କର୍ନାଟକରେ ଏବେ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା ସରକାରଙ୍କ ପାଇଁ କଣ୍ଟା ସାଜିଛନ୍ତି ଭାଜପା ବିଦ୍ରୋହୀ। ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇ ନ ଥିବା ଭାଜପାର ୧୦ରୁ ୧୫ ବିଧାୟକ ୟେଦୁରପ୍ପା ସରକାରଙ୍କ ବିରୋଧରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜଗଦୀଶ୍ ଶଟ୍ଟାରଙ୍କ ବାସଭବନରେ ଏକତ୍ରିତ…
ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କ ସହ ମୋଦି
ଅହମଦାବାଦ,୧୮।୨: ପାଖେଇ ଆସୁଛି ସମୟ। ସଜେଇ ହେଲାଣି ଗୁଜରାଟର ଅହମଦାବାଦ ସହର। ସ୍ବାଗତ କରିବ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଓ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ। ଦୁଇ ଦିନିଆ ଭାରତ ଗସ୍ତରେ ଆସୁଥିବା ରାଷ୍ଟ୍ରପତି ଦମ୍ପତି ଫେବୃୟାରୀ ୨୪ରେ ଅହମଦାବାଦରେ…
ଯୋଗୀ ସରକାରଙ୍କ ବଜେଟ: ଜଳ ଜୀବନ ମିଶନ ପାଇଁ ୩୦୦୦ କୋଟି
ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ୨୦୨୦ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବଜେଟ ଉପସ୍ଥାପନ କରାଯାଇଛି। ମୋଟ ୫,୧୨, ୮୬୦ କୋଟି ୭୨ ଲକ୍ଷ ଟଙ୍କାର ବଜେଟ ଉପସ୍ଥାପିତ ହୋଇଛି। ବଜେଟରେ ରାଜ୍ୟର ଗ୍ରାମୀଣ ଅଞ୍ଚଳରେ ଜଳ…
୨୩ତମ ବିବାହ ବାର୍ଷିକୀରେ ଫଟୋ ଶେୟାର କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୮।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିବାହ ବାର୍ଷିକୀକୁ ୨୩ ବର୍ଷ ପୂରଣ ହୋଇଛି। ଏହାକୁ ନେଇ ପ୍ରିୟଙ୍କା ସୋସିଆଲ ମିଡିଆରେ କିଛି ଫଟୋ ଶେୟାର କରିବା ସହ କିଛି ବାର୍ତ୍ତା ମଧ୍ୟ ଲେଖିଛନ୍ତି। ବିବାହ ସମୟର ଓ ଏହା…
ଆଇସୋଲେଶନ୍ କ୍ୟାମ୍ପରୁ ଛୁଟି ମିଳିବା ଖୁସିରେ ନାଚିଉଠିଲେ ଯୁବତୀ
ନୂଆଦିଲ୍ଲୀ,୧୮।୨: କରୋନା ଭାଇରସ୍ ସନ୍ଦେହରେ ଦିଲ୍ଲୀର ଏକ ଆଇସୋଲେଶନ୍ କ୍ୟାମ୍ପରେ କିଛି ଯୁବତୀ ନାଚୁଥିବାର ଏକ ଭିଡିଓ ସାମ୍ନାକୁ ଆସିଛି। ତାଙ୍କ ରିପୋର୍ଟ ନେଗେଟିଭ୍ ଆସିବା ଓ ଘରକୁ ଫେରିବା ଖୁସିରେ ସେମାନେ ଉକ୍ତ କ୍ୟାମ୍ପରେ ନାଚୁଥିବାର ଦେଖିବାକୁ ମିଳିଛି। ଏହି…
ମୋଦି-ଟ୍ରମ୍ପ୍ଙ୍କ ମେଗା ଶୋ: ବଲିଉଡ୍ ଷ୍ଟାରଙ୍କୁ ନିମନ୍ତ୍ରଣ
ଅହମଦାବାଦ୍, ୧୮।୨: ଗୁଜରାଟ ଅହମଦାବାଦ୍ର ମୋଟେରା ଷ୍ଟାଡିୟମ୍ରେ ଫେବୃୟାରୀ ୨୪ରେ ହେବାକୁ ଥିବା ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ଙ୍କ ମେଗା ଶୋ ସମସ୍ତେ ଟ୍ରମ୍ପ୍ରେ ଯୋଗଦେବା ପାଇଁ ବଲିଉଡ୍ ଷ୍ଟାରଙ୍କୁ ନିମନ୍ତ୍ରଣ କରାଯାଇଛି। ଏଥିରେ ବିଗ୍…
ପ୍ରଶାନ୍ତ କିଶୋର ଆରମ୍ଭ କରିବେ ‘ବାତ୍ ବିହାର କି’ କାର୍ଯ୍ୟକ୍ରମ
ପାଟନା,୧୮।୨: ଦିଲ୍ଲୀରେ ଅରବିନ୍ଦ କେଜରିଓ୍ବାଙ୍କ ନେତୃତ୍ୱାଧିନ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ବିଜୟ ପରେ ଶ୍ରେୟ ନେଇଛନ୍ତି ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର। ମଙ୍ଗଳବାର ବିହାରର ପାଟନାରେ ସେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରିଛନ୍ତି। ଏହି ସମ୍ମିଳନୀରେ ପ୍ରଶାନ୍ତ…
ଆମେରିକାରେ ନ ଥିବେ ଡୋନାଲ୍ଡ ଟ୍ରମ୍ପଙ୍କ ଏମିତି ପ୍ରଶଂସକ!
ହାଇଦ୍ରାବାଦ୍,୧୮।୨: ଫେବୃୟାରୀ ୨୪ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଅହମଦାବାଦ ଯିବେ। ତାଙ୍କୁ ସ୍ବାଗତ କରିବା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଟ୍ରମ୍ପଙ୍କୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି।…
ନୁହେଁ ମୁଁ ପରମାତ୍ମା ଅବା ଧର୍ମରାଜ; ମାର୍ଚ୍ଚ ୩ରେ ବି ହେବନି ଫାଶୀ: ନିର୍ଭୟା ଦୋଷୀଙ୍କ ଆଇନଜୀବୀ ଏ.ପି. ସିଂ
ନୂଆଦିଲ୍ଲୀ,୧୮।୨: ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ଡେଥ୍ ଓ୍ବାରେଣ୍ଟ ଜାରି ହୋଇଛି। ଗତ ୪୧ ଦିନ ମଧ୍ୟରେ ତୃତୀୟ ଥର ପାଇଁ ଏଭଳି ଓ୍ବାରେଣ୍ଟ୍ ଜାରି ହୋଇଛି। ତେବେ ଏହାକୁ ନେଇ ଦୋଷୀଙ୍କ ଆଇନଜୀବୀ ଏ.ପି. ସିଂ କହିଛନ୍ତି…
Archives


