ଜାତୀୟ

କେଜରିଓ୍ବାଲଙ୍କ ଲୋକପ୍ରିୟତା: ବିବାହ ନିମନ୍ତ୍ରଣ କାର୍ଡରେ ବି ଛପାଗଲା ନାମ

ଯୋଧପୁର,୧୭।୨: ତୃତୀୟଥର ପାଇଁ ଦିଲ୍ଲୀରେ କ୍ଷମତା ଦଖଲ କରିବା ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଲୋକପ୍ରିୟତା ଏବେ ବଢ଼ିବାରେ ଲାଗିଛି। ରାଜସ୍ଥାନ ଯୋଧପୁରର ବାଲେସର ଅଞ୍ଚଳର କେତୁ ରାମନଗରରେ ବାସ କରୁଥିବା ଦୁର୍ଗାରାମ ଖାମ୍ବୁ ତାଙ୍କ ପୁଅ ନୀଳେଶର ବିବାହ ନିମନ୍ତ୍ରଣ…

କେସିଆର୍‌ଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୭।୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ୬୬ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୋଦି କେସିଆର୍‌ଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ଏହି ଅବସରରେ ତେଲେଙ୍ଗାନା ରାଷ୍ଟ୍ରୀୟ ସମିତି(ଟିଆର୍‌ଏସ୍‌)ର…

ମୁମ୍ବାଇର ଜିଏସ୍‌ଟି ଭବନରେ ଅଗ୍ନିକାଣ୍ଡ

ମୁମ୍ବାଇ,୧୭।୨: ମୁମ୍ବାଇର ଜିଏସ୍‌ଟି ଭବନରେ ଅଗ୍ନିକାଣ୍ଡ। ବାୟକୁଲାର ମଝଗାଓଁସ୍ଥିତ ଜିଏସ୍‌ଟି ଭବନର ୮ମହଲାରେ ସୋମବାର ଦ୍ୱିପ୍ରହରରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଘଟଣାସ୍ଥଳରେ ଦମକଳ ବାହିନୀର ୮ଟି ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ସେଠାରେ ଫସିରହିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କାର୍ଯ୍ୟ…

ରାମମନ୍ଦିର ନିର୍ମାଣ ଚାନ୍ଦା ରଖିବ କିଏ: ନିଷ୍ପତ୍ତି ନେବ ନ୍ୟାସ

ନୂଆଦିଲ୍ଲୀ,୧୭।୨: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ସଂଗ୍ରହ ହେବାକୁ ଥିବା ଚାନ୍ଦା କିଏ ରଖିବ ସେ ନେଇ ଶ୍ରୀ ରାମଜନ୍ମଭୂମି ତୀର୍ଥକ୍ଷେତ୍ର ନ୍ୟାସ ନିଷ୍ପତ୍ତି ନେବ। ଫେବୃୟାରୀ ୧୯ରେ ନ୍ୟାସର ପ୍ରଥମ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଚାନ୍ଦା ନେଇ ଆଲୋଚନା…

ସାରା ଦେଶ ହେଉ ମଦମୁକ୍ତ: ନୀତୀଶ

ପାଟନା,୧୭।୨: ବିହାର ପରେ ଏବେ ସାରା ଦେଶକୁ ମଦ ମୁକ୍ତ କରିବାକୁ ଚାହୁଁଛନ୍ତି ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଗୋଟିଏ ପଟେ ମଦମୁକ୍ତକୁ ବିରୋଧୀ ଅସଫଳ କହିବା ସହ ଜନମତ ସଂଗ୍ରହ କରୁଥିବା ବେଳେ ଅନ୍ୟପଟେ ନୀତୀଶ କିନ୍ତୁ ଏହାକୁ ବିହାରର…

କରୋନାର ପ୍ରଭାବରେ ଅର୍ଥବ୍ୟବସ୍ଥା ଟଳମଳ: ଭାରତର ଅଭିବୃଦ୍ଧି ହାରକୁ କମାଇଲା ମୁଡିଜ୍‌

ନୂଆଦିଲ୍ଲୀ,୧୭।୨: ପୃଥିବୀର ଦ୍ୱିତୀୟ ବୃହତମ ଅର୍ଥ ବ୍ୟବସ୍ଥା ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଅନ୍ତର୍ଜାତୀୟ ବଜାର ବେଶ୍‌ ପ୍ରଭାବିତ ହୋଇଛି। କରୋନା ଯୋଗୁ ଆମଦାନୀ ରପ୍ତାନୀ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଛି। ଫଳରେ ବିଶ୍ୱ ଅର୍ଥବ୍ୟବସ୍ଥା ଟଳମଳ ହେବାରେ…

ଚର୍ଚ୍ଚାରେ ବାରାଣସୀର ରିକ୍ସା ଚାଳକ ମଙ୍ଗଳା

ବାରାଣସୀ,୧୭।୨: ଗୋଟିଏ ଦିନ ପୂର୍ବରୁ ଶୁଣିବାକୁ ମିଳିଥିଲା ବାରାଣସୀର ଜଣେ ରିକ୍ସା ଚାଳକ ମଙ୍ଗଳା କେଭଟଙ୍କ ଘରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ବାର୍ତ୍ତା ପଠାଇଥିଲେ। ଏବେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହି ରିକ୍ସା ଚାଳକ ଜଣକ କିଏ…

ଜାମିଆ ଆହତ ଛାତ୍ରଙ୍କୁ ଦିଆଯାଉ ୨କୋଟି ଟଙ୍କାର କ୍ଷତିପୂରଣ: କେନ୍ଦ୍ର, ଦିଲ୍ଲୀ ସରକାର, ପୋଲିସଙ୍କୁ ନୋଟିସ୍‌

ନୂଆଦିଲ୍ଲୀ,୧୭।୨: ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟର ଜଣେ ଆହତ ଛାତ୍ର କରିଥିବା ଆବେଦନର ଶୁଣାଣି ସୋମବାର ଦିଲ୍ଲୀ ହାଇକୋର୍ଟ କରିଛନ୍ତି। ଏହି ଶୁଣାଣିରେ କୋର୍ଟ କେନ୍ଦ୍ର ସରକାର, ଦିଲ୍ଲୀ ସରକାର ଓ ପୋଲିସକୁ ନୋଟିସ ଜାରି କରିଛନ୍ତି। ଏଥିସହ ଆହତ ଛାତ୍ର…

ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା: ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୭।୨: ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା ପାଇଁ ସୁପ୍ରିମ୍‌କୋର୍ଟ ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଟଙ୍କା ଜରିମାନା ଲାଗୁ କରିଛନ୍ତି। ରାଜ୍ୟରେ ସାମୁହିକ ରୋଷେଇ ଶାଳ ନିର୍ମାଣ କରାଯାଇଥିବା ଦର୍ଶାଇ ଏକ ସତ୍ୟପାଠ ଦାଖଲ କରିବାକୁ ଗତ…

ବେକାରଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଗିରିରାଜ ସିଂ: ୪ ଗାଈ ପାଳିଲେ ରୋଜଗାର ହେବ ୨୦ ଲକ୍ଷ ଟଙ୍କା

ମିରଟ,୧୭।୨: ନିଜର ମନ୍ତବ୍ୟ ନେଇ ବାରମ୍ବାର ବିବାଦୀୟ ହେଉଥିବା ଭାଜପାର କେନ୍ଦ୍ରୀୟ ମନ୍ତ୍ରୀ ଗିରିରାଜ ସିଂ ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି। ଉତ୍ତରପ୍ରଦେଶ ସୁରଟରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ବେକାରଙ୍କୁ ନେଇ ସେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ବେକାର…

ଅଳକା ଲାମ୍ବା ହୋଇପାରନ୍ତି ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାସ୍ତ ପରେ ଏବେ କଂଗ୍ରେସ ରାଜ୍ୟସ୍ତରର ସଂଗଠନରେ କିଛି ପରିବର୍ତ୍ତନ କରିବାକୁ ଚିନ୍ତା କରିଥିବା ସୂଚନା ମିଳିଛି। ଏହି କ୍ରମରେ କଂଗ୍ରେସ ଟିକେଟରୁ ଚଳିତ ଥର ଚାନ୍ଦିନ ଚୌକ ନିର୍ବାଚନ ମଣ୍ଡଳିରୁ ଲଢିଥିବା ଅଳକା…

କେଜରିଓ୍ବାଲଙ୍କୁ ପ୍ରଶଂସା: କଂଗ୍ରେସ ନେତା ମିଲିନ୍ଦ ଦଓ୍ବେଡ଼ା-ଅଜୟ ମାକନ ମୁହାଁମୁହିଁ

ନୂଆଦିଲ୍ଲୀ, ୧୭।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ପ୍ରଶଂସା କରିବାକୁ ନେଇ କଂଗ୍ରେସର ଦୁଇ ନେତା ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ ନେତା ମିଲିନ୍ଦ ଦଓ୍ବେଡ଼ା କେଜରିଓ୍ବାଲଙ୍କ ଶାସନ ସମୟରେ ରାଜ୍ୟର ରାଜସ୍ବ ଦୁଇଗୁଣା ହୋଇ ୬୦ ହଜାର କୋଟି ଟଙ୍କାରେ ପହଞ୍ଚିଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri