ଜାତୀୟ

ବିହାର ବୋର୍ଡ ମାଟ୍ରିକ୍‌ ପରୀକ୍ଷା ଟପ୍ପର ହେଲେ ହିମାଂଶୁ ରାଜ

ପାଟନା,୨୬।୫: ବିହାର ବୋର୍ଡର ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ହିମାଂଶୁ ରାଜ ୯୬.୨୦ ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଛନ୍ତି। ମୋଟ ୫୦୦ରୁ ସେ ୪୮୧ ନମ୍ବର ରଖିଛନ୍ତି। ରାଜ୍ୟରେ ଚଳିତ ବର୍ଷ ପାସ୍‌ ହାର ୮୦.୫୯ ପ୍ରତିଶତ…

ଅନୁମତି ମିଳିଲେ ପ୍ରବାସୀ ଶ୍ରମିକଙ୍କ ବ୍ୟାଗ୍‌ ବୋହିବାକୁ ମଧ୍ୟ ପ୍ରସ୍ତୁତ: ରାହୁଲ ଗାନ୍ଧୀ

ଲକ୍ଷ୍ନୌ,୨୬।୫: ଦେଶରେ ଦେଖାଦେଇଥିବା ପ୍ରବାସୀ ଶ୍ରମିକଙ୍କ ସମସ୍ୟା ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଙ୍ଗଳବାର ଏକ ଗଣମାଧ୍ୟମ ସମ୍ମିଳନୀରେ ସେ କହିଛନ୍ତି ଯେ, ସରକାର ଯଦି ଅନୁମତି ଦିଅନ୍ତି ତେବେ ପାଦରେ ଚାଲିଚାଲି ଉତ୍ତରପ୍ରଦେଶ…

ପ୍ରବାସୀ ଶ୍ରମିକଙ୍କ ପାଇଁ ଖୁସି ଖବର: ଯୋଗୀ ସରକାର ଯୋଗାଇ ଦେବେ ବାସଗୃହ-ଦୋକାନ

ଲକ୍ଷ୍ନୌ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ସୃଷ୍ଟି ହୋଇଛିି। ସେହିପରି ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଧୀରେଧୀରେ ଉତ୍କଟ ହେବାରେ ଳାଗିଛି। ତେବେ ଉତ୍ତରପ୍ରଦେଶ ସରକାର ପ୍ରବାସୀ ଶ୍ରମିକଙ୍କ ପାଇଁ ଖୁସି ଖବର ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରବାସୀ ଶ୍ରମିକଙ୍କୁ…

ଦେଶରେ ବିଫଳ ହେଲା ଲକ୍‌ଡାଉନ: ରାହୁଲ

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ଭାଇରସ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ଏହାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ମଙ୍ଗଳବାର ରାହୁଲ କହିଛନ୍ତି ଏବେ କରୋନା ମହାମାରୀ ଦେଶରେ ହୁ ହୁ ହୋଇ ବଢି…

ବଢୁଛି ମହାରାଷ୍ଟ୍ର ପୋଲିସର ଚିନ୍ତା, ଗୋଟିଏ ଦିନରେ ୮୦ ପୋଲିସ କରୋନା ପଜିଟିଭ

ମୁମ୍ବାଇ,,୨୬।୫: କରୋନା ସଂକ୍ରମଣ ମହାରାଷ୍ଟ୍ରରେ ସର୍ବାଧିକ ଥିବା ବେଳେ ଏବେ ସେଠାରେ କରୋନା ଯୋଦ୍ଧା ସାଜିଥିବା ପୋଲିସ ମଧ୍ୟ ଏଥିରୁ ବର୍ତ୍ତି ପାରୁ ନାହାନ୍ତି। ମହାରାଷ୍ଟ୍ର ପୋଲିସରେ ଗୋଟିଏ ଦିନରେ ୮୦ ଜଣ ପୋଲିସଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ଏବେ…

ମୋଦିଙ୍କ ୨.୦ ସରକାରକୁ ଏକ ବର୍ଷ: ୧୦ କୋଟି ଘରେ ପହଞ୍ଚିବାକୁ ଲକ୍ଷ୍ୟ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ସରକାରକୁ ଏକ ବର୍ଷ ପୂରଣ ବେହାକୁ ଯାଉଛି। ଏଥିପାଇଁ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ତେବେ କରୋନା ଭାଇରସ ସଂକ୍ରମଣକୁ ନେଇ କାର୍ଯ୍ୟକ୍ରମରେ ଯେମିତି କିଛି ବାଧା ସୃଷ୍ଟି ନ ହୁଏ…

ଭାରତରେ ଦେଢ଼ ଲକ୍ଷ ଛୁଇଁବ କରୋନା ସଂକ୍ରମିତଙ୍କ ସଂଖ୍ୟା: ମହାରାଷ୍ଟ୍ରରେ ୫୨ ହଜାରରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜାରି ରହିଛି। ଖୁବ୍‌ ଶୀଘ୍ର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦେଢ଼ ଲକ୍ଷ ଛୁଇଁବ। ମଙ୍ଗଳବାର ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୪୫ ହଜାର ୪୫୬ ରହିଛି। ଏବେ ପ୍ରତିଦିନ ଦେଶରେ…

ସର୍ପ ଦଂଶନ କରାଇ ପତ୍ନୀଙ୍କୁ ମାରିବା ଅଭିଯୋଗରେ ପତି ଗିରଫ

କୋଲ୍ଲମ,୨୬।୫: କେରଳର କୋଲ୍ଲମରେ ସର୍ପ ଦଂଶନ କରାଇ ପତ୍ନୀଙ୍କୁ ମାରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ପୋଲିସର କହିବା ମୁତାବକ ଘଟଣାଟି ମେ’୬ରେ ଘଟିଥିଲା। ତେବେ ପତି ପୂର୍ବ ଯୋଜନା ମୁତାବକ ବାହାରକୁ ଯାଇ ନିଜ ସାଙ୍ଗରେ ଆଣିଥିବା…

ସ୍କୁଲ ଯାଇପାରୁ ନାହାନ୍ତି ୩୨କୋଟି ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୨୬।୫: କରୋନା ଭାଇରସ୍‌ ଯୋଗୁ ସାରା ବିଶ୍ୱ ପ୍ରଭାବିତ ହୋଇଥିବାବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ। ଲକ୍‌ଡାଉନ ଯୋଗୁ ଦେଶର ଅର୍ଥନୀତିଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ସବୁକିଛି ବାଧାପ୍ରାପ୍ତ ହୋଇଛି। ଦୀର୍ଘ ୨ମାସ ହେଲା ଦେଶରେ ଲକ୍‌ଡାଉନ…

ହିମାଚଳରେ ବଢ଼ିଲା ଲକ୍‌ଡାଉନ୍‌ ଅବଧି

ଶିମଲା,୨୬ା୫: ହିମାଚଳ ପ୍ରଦେଶରେ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୨୧୪ରେ ପହଞ୍ଚିଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଅବଧିକୁ ୫ ସପ୍ତାହ ଲାଗି ବୃଦ୍ଧି କରାଯାଇଛି। ଜୟରାମ ଠାକୁରଙ୍କ ନେତୃତ୍ୱାଧୀନ ଭାଜପା ସରକାର ହମିରପୁର ଏବଂ ସୋଲାନ୍‌ ଜିଲାରେ…

ଧରାହେଲା ଗୁପ୍ତଚର ପାରା

ଶ୍ରୀନଗର,୨୬ା୫: ଜମ୍ମୁ-କଶ୍ମୀରର କଠୁଆ ଜିଲାରୁ ସ୍ଥାନୀୟ ଲୋକେ ଏକ ଗୁପ୍ତଚର ପାରାକୁ ଧରିଛନ୍ତି। ପାକିସ୍ତାନରୁ ଆସିଥିବା ଏହି ପାରା ହୀରାନଗର ସେକ୍ଟରରେ ଉଡୁଥିବାବେଳେ ମନ୍ୟାରି ଗ୍ରାମର ଲୋକେ ତାହାକୁ ଧରିଥିଲେ। ପାରା ଗୋଡ଼ରେ ଲାଗିଥିବା ଏକ ରିଙ୍ଗ୍‌ରେ କେତେକ ସଂଖ୍ୟା ଲେଖାଥିଲା।…

ଜୁଲାଇରୁ ସ୍କୁଲ ଖୋଲିବାକୁ ଯୋଜନା

ନୂଆଦିଲ୍ଲୀ,୨୬ା୫: ଲକ୍‌ଡାଉନ ପରେ ପ୍ରଥମେ ଗ୍ରୀନ୍‌ ଓ ଅରେଞ୍ଜ ଜୋନ୍‌ରେ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ସ୍କୁଲକୁ ଆସିବେ ନାହିଁ। ୩୦ ପ୍ରତିଶତ ଉପସ୍ଥାନରେ ସାମାଜିକ ଦୂରତ୍ୱ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri