ସୁଶାନ୍ତଙ୍କ ସ୍କେଚ ତିଆରି କଲେ ଦିବ୍ୟାଙ୍ଗ ପ୍ରଂଶସକ
ଅହମଦାବାଦ,୨୬।୬: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୧୨ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ ପ୍ରଂଶସକ ଏହାକୁ ସହଜରେ ଭୁଲି ପାରୁନାହାନ୍ତି। କାହିଁକି ବା ଭୁଲିବେ। ସୁଶାନ୍ତ ଏଭଳି ଏକ ଅଭିନେତା ଥିଲେ, ଯିଏ ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କୁ ଫଲୋ…
ମୋଦିଙ୍କୁ ସୋନିଆଙ୍କ ପ୍ରଶ୍ନ: ଚାଇନା ସୀମାରେ କେମିତି ଶହୀଦ ହେଲେ ୨୦ ଯବାନ
ନୂଆଦିଲ୍ଲୀ,୨୬।୬: ଭାରତ-ଚାଇନା ସୀମାର ଗଲଓ୍ବାନ ଘାଟିରେ ହୋଇଥିବା ସଂଘର୍ଷ ପରେ ଲଗାତାର ବିରୋଧି ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଏହି କ୍ରମରେ ଶୁକ୍ରବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି, ଚାଇନା ଲଦ୍ଦାଖରେ ଆମ ଜମି ମାଡି ବସିନାହିଁ। ଏକଥା…
ପଲଓ୍ବଲ ଏକ୍ସପ୍ରେସଓ୍ବେରେ କାହିଁକି ଜରୁରୀ ଅବତରଣ କଲା ବାୟୁସେନା ହେଲିକପ୍ଟର
ଚଣ୍ଡିଗଡ଼,୨୬।୬: ହରିୟାଣାର ସୋନିପତରେ ବାୟସେନା ହେଲିକପ୍ଟରକୁ ଜରୁରୀ ଅବତରଣ କରାଯାଇଛି। ଶୁକ୍ରବାର କୁଣ୍ଡଲି-ଗାଜିଆବାଦ ପଲଓ୍ବଲ ଏକ୍ସପ୍ରେସଓ୍ବେରେ ବାୟୁସେନା ହେଲିକପ୍ଟରକୁ ଅଚାନକ ଜରୁରୀ ଅବତରଣ କରାଯାଇଥିବା ସୂଚନା ରହିଛି। ଜରୁରୀ ଅବତରଣ ସମୟରେ ହେଲିକପ୍ଟରରେ ୪ଜଣ ରହିଥିବା ବେଳେ ସେମାନେ ସମସ୍ତେ ସୁରକ୍ଷିତ…
ବିଚାରପତିଙ୍କ ସାମ୍ନାରେ ନିଷ୍ପାପ ଶିଶୁର ଗୁହାରି: ମୋ ହାତ ପାଦ ଫେରାଇ ଦିଅ ମୁଁ ଦୌଡିବାକୁ ଚାହେଁ
ଚଣ୍ଡିଗଡ଼,୨୬।୬: ହରିୟାଣାର ପାନିପଥ ନିବାସୀ ୧୧ ବର୍ଷର ଶିଶୁ ରମନ ହାଇକୋର୍ଟ ବିଚାରପତିଙ୍କ ନିକଟରେ ଏମିତି ଗୁହାରି କରିଛନ୍ତି ଯାହା ଶୁଣିବା ପରେ ସମସ୍ତଙ୍କ ଆଖି ଲୁହରେ ଭିଜି ଯାଇଛି। ଏହି ନିଷ୍ପାପ ଶିଶୁ ଜଣଙ୍କ ବିଚାରପତିଙ୍କୁ କହିଛନ୍ତି ମୋତେ ମୋ…
ଲଦାଖ ଏଲ୍ଏସିରେ ଗର୍ଜିଲା ଭାରତର ଯୁଦ୍ଧ ବିମାନ
ଲେହ,୨୬।୬: ଚାଇନା ସହ ଉତ୍ତେଜନା ମଧ୍ୟରେ ଶୁକ୍ରବାର ଲଦାଖର ଲେହରେ ଭାରତୀୟ ସେନା ଓ ବାୟୁସେନା ମିଳିତ ଭାବେ ଯୁଦ୍ଧାଭ୍ୟାସ କରିଛନ୍ତି। ଏହି ଯୁଦ୍ଧାଭ୍ୟାସରେ ଯୁଦ୍ଧ ଓ ଟ୍ରାନ୍ସପୋର୍ଟ ବିମାନ ସାମିଲ ହୋଇଥିବା ଜଣାପଡ଼ିଛି। ଏଥିରେ ଭାରତୀୟ ସେନାର ସୁଖୋଇ-୩୦ ଏମ୍କେଆଇ…
କୋଭିଡ୍ ଟିକା ନ ବାହାରିବା ପର୍ଯ୍ୟନ୍ତ ମାସ୍କ ପିନ୍ଧନ୍ତୁ: ମୋଦି
ନୂଆଦିଲ୍ଲୀ,୨୬ା୬: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ଟପିଥିବା ବେଳେ ଶୁକ୍ରବାର ୧୭,୨୯୬ଟି ନୂଆ କେସ୍ ରହିଛି। ଅନ୍ୟପକ୍ଷରେ ୧୫ ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିସାରିଛି। ଦେଶରେ କରୋନା ସ୍ଥିତିକୁ ଲକ୍ଷ୍ୟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ସିଟିଇଟି ପରୀକ୍ଷାକୁ ସ୍ଥଗିତ କଲା ସିବିଏସ୍ଇ
ନୂଆଦିଲ୍ଲୀ,୨୬।୬: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍ଇ) ଶିକ୍ଷକ ଯୋଗ୍ୟତା ପରୀକ୍ଷା(ସିଟିଇଟି)କୁ ସ୍ଥଗିତ କରିଛି। ଜୁଲାଇ ୫ରେ ହେବାକୁ ଥିବା ୧୪ତମ ସଂସ୍କରଣ ପରୀକ୍ଷାକୁ ସ୍ଥଗିତ ରଖାଯିବା ନେଇ ସିବିଏସ୍ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଖୁବ୍ଶୀଘ୍ର ପରୀକ୍ଷା ଲାଗି ଦିନ…
ମୁଁ ଇନ୍ଦିରା ଗାନ୍ଧୀଙ୍କ ନାତୁଣୀ, ଭାଜପାର ଅଘୋଷିତ ମୁଖପାତ୍ର ନୁହେଁ: ପ୍ରିୟଙ୍କା
ନୂଆଦିଲ୍ଲୀ,୨୬।୬: ଉତ୍ତରପ୍ରଦେଶ କାନପୁରର ଶେଲଟର ହୋମରେ କିଛି ଦିନ ପୂର୍ବରୁ ୫୭ଜଣ ଝିଅ କରୋନା ସଂକ୍ରମିତ ହେବା ସହ ୬ଜଣ ଗର୍ଭବତୀ ହୋଇଥିଲେ। ଯାହାକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତରପ୍ରଦେଶ ସରକାରଙ୍କୁ ଘେରିଥିଲେ। ପରବର୍ତ୍ତୀ ସମୟରେ ଏହି…
ପ୍ରଧାନମନ୍ତ୍ରୀ ମୋଦି ଶୁଭାରମ୍ଭ କଲେ ‘ଆତ୍ମନିର୍ଭର ଅଭିଯାନ’: ଉତ୍ତର ପ୍ରଦେଶରେ ୧.୨୫କୋଟି ଶ୍ରମିକଙ୍କୁ ମିଳିବ ରୋଜଗାର
ଲକ୍ଷ୍ନୌ,୨୬।୬: କରୋନା ସଙ୍କଟ ଓ ଲକ୍ଡାଉନ୍ ଯୋଗୁ କୋଟି କୋଟି ଶ୍ରମିକ ନିଜ ଘରକୁ ଫେରିଆସିଛନ୍ତି। ରାଜ୍ୟକୁ ଫେରିବା ପରେ ସେମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ଉରତ୍ତରପ୍ରଦେଶ ସରକାର ଓ କେନ୍ଦ୍ର ସରକାର ଅଣ୍ଟା ଭିଡ଼ିଛନ୍ତି। ଶୁକ୍ରବାର ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଜମ୍ମୁ-କଶ୍ମୀର ତ୍ରାଲରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ୩ ଆତଙ୍କବାଦୀ ନିହତ
ଶ୍ରୀନଗର,୨୬।୬: ଜମ୍ମୁ-କଶ୍ମୀର ତ୍ରାଲ ସେକ୍ଟରରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏହି ଏନ୍କାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଜଣେ ଯବାନ ଓ ପୋଲିସକର୍ମୀ ଆହତ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ…
୨୪ ଘଣ୍ଟାରେ ସର୍ବାଧିକ ୧୭,୨୯୬ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ ମୃତ୍ୟୁ ସଂଖ୍ୟା ୧୫ହଜାର ଟପିଲା
ନୂଆଦିଲ୍ଲୀ,୨୬।୬: ଦେଶରେ ଲକ୍ଡାଉନ୍ ଖୋଲିବାର ୨୫ ଦିନ ବିତିଯାଇଛି। ଇତି ମଧ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୧୭,୨୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୦୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ…
କରୋନା ଯୋଗୁ କେତେ କ୍ଷତି ସହିଲେ ଟପ୍ ବିଲିୟନେୟାର
କରୋନା ଯୋଗୁ ସାରା ବିଶ୍ୱ ବୃହତ୍ତ ପରିମାଣରେ କ୍ଷତି ସହୁଛି। ଲକଡାଉନ ଯୋଗୁ ବାଣିଜ୍ୟ କାରବାର ଠପ୍ ହୋଇ ପଡିଥିଲା। ବର୍ତ୍ତମାନ କଟକଣା କୋହଳ ହେବା ପରେ ମଧ୍ୟ ସବୁ କିଛି ଟ୍ରାକକୁ ଫେରି ପାରୁନାହିଁ। ବ୍ଲୁମବର୍ଗ ପକ୍ଷରୁ ପ୍ରକାଶିତ ବିଲିୟନେୟାର…

