ସିଆଇଆଇ ସର୍ଭେ: ବିଦେଶ ଯିବାକୁ ଚାହୁଁନାହାନ୍ତି ୭୦ ପ୍ରତିଶତ
ନୂଆଦିଲ୍ଲୀ,୨୫।୫(ପି.ଟି.): ଜୁଲାଇ ଶେଷ ସୁଦ୍ଧା ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ କରିବା ଲାଗି ସରକାର ଚିନ୍ତା କରୁଛନ୍ତି। ବିମାନ ଚଳାଚଳ କଲେ ମଧ୍ୟ ୭୦ ପ୍ରତିଶତରୁ ଅଧିକ ବିଦେଶ ଯିବାକୁ ଚାହିଁବେ ନାହିଁ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଭାରତୀୟ ଶିଳ୍ପ…
ଉହାନ୍ରେ ବାଦୁଡ଼ିଙ୍କଠାରେ ମିଳିଲା ୩ ପ୍ରକାର ଭୂତାଣୁ
ନୂଆଦିଲ୍ଲୀ,୨୫।୫: କରୋନା ଭାଇରସ୍କୁ ନେଇ ପୁଣି ଚର୍ଚ୍ଚାର ପରିସରକୁ ଆସିଛି ଚାଇନା। ଉହାନ୍ସ୍ଥିତ ଇନ୍ଷ୍ଟିଚ୍ୟୁଟ ଅଫ୍ ଭାଇରୋଲୋଜି ଯେଉଁଠାରେ ପ୍ରଥମ କୋଭିଡ୍-୧୯ ସଂକ୍ରମଣ ଚିହ୍ନଟ ହୋଇଥିଲା, ସେହିଠାରେ ଏବେ ବାଦୁଡ଼ିଙ୍କଠାରେ ୩ ପ୍ରକାର ଭୂତାଣୁ ଚିହ୍ନଟ ହୋଇଛି। ହେଲେ ସାରା ବିଶ୍ୱରେ…
ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନଙ୍କୁ କରୋନା
ମୁମ୍ବାଇ,୨୫।୫: ମହାରାଷ୍ଟ୍ରର ପିଡବ୍ଲୁଡି ମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ କରୋନାରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତେବେ ସେ କିଭଳି କରୋନା ଆକ୍ରାନ୍ତ ହେଲେ ତାହା ଜଣାପଡିନାହିଁ। ଉଦ୍ଧବ ସରକାରରେ ଦ୍ୱିତୀୟ ମନ୍ତ୍ରୀ ଭାବେ କରୋନା ସଂକ୍ରମିତ…
ବିପଦ ସାଜିବେ ସହର ଫେରନ୍ତା: ଆଗକୁ ଗାଁରେ ବିସ୍ଫୋରକ ସ୍ଥିତି
ନୂଆଦିଲ୍ଲୀ,୨୫।୫: କରୋନା ଲକ୍ଡାଉନ ଯୋଗୁ ସହରରେ ଜୀବିକା ହରାଇ ଗାଁକୁ ଫେରିବାରେ ଲାଗିଛନ୍ତି ଦାଦନ ଶ୍ରମିକ। ପୂର୍ବରୁ କେବଳ ସହରାଞ୍ଚଳରେ କରୋନା ବ୍ୟାପୁଥିବାବେଳେ ଏବେ ପ୍ରବାସୀଙ୍କ ଘରବାହୁଡ଼ା ଗ୍ରାମାଞ୍ଚଳରେ ବିପଦ ସୃଷ୍ଟି କରିଛି। ଏହା ଗାଁଗୁଡ଼ିକରେ ସଂକ୍ରମଣ ବୃଦ୍ଧିର କାରଣ ସାଜିବ…
ବିଦେଶ ଫେରନ୍ତାଙ୍କୁ ୧୪ ଦିନ କ୍ୱାରାଣ୍ଟାଇନ୍
ନୂଆଦିଲ୍ଲୀ,୨୫।୫(ପି.ଟି.): କରୋନା ସଂକ୍ରମଣ ଯୋଗୁ ଦୁଇମାସ ଭାରତରେ ବିମାନ ସେବା ବନ୍ଦ ରହିବା ପରେ ସୋମବାରଠାରୁ ଘରୋଇ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି। ବିମାନ ଯାତ୍ରୀଙ୍କ ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ରବିବାର ଗାଇଡ୍ଲାଇନ ଜାରି କରାଯାଇଛି। ଅଗଷ୍ଟ…
ଓ୍ବାର୍କ ଫ୍ରମ୍ ହୋମ୍ ଚାକିରି ଲାଗି ଅଧିକ ଲୋକ ସର୍ଚ୍ଚ କରୁଛନ୍ତି
ନୂଆଦିଲ୍ଲୀ,୨୪।୫: କରୋନା ଯୋଗୁ ସାରା ଦେଶ ଲକ୍ଡାଉନ ହେବା ପରେ ବର୍ତ୍ତମାନ ଲୋକଙ୍କୁ ଘରୁ କାମ(ଓ୍ବାର୍କ ଫ୍ରମ୍ ହୋମ୍) କରିବାକୁ ପଡୁଛି। ଅସୁବିଧା ପାଇଁ ଏଭଳି କରିବାକୁ ପଡୁଥିବା ବେଳେ ଏହା ଧୀରେ ଧୀରେ ଟ୍ରେଣ୍ଡରେ ପରିବର୍ତ୍ତନ ହେବା ଭଳି ଦେଖାଗଲାଣି।…
ଶ୍ରମ ଆଇନ ସମ୍ପୂର୍ଣ୍ଣ ଉଚ୍ଛେଦ ହେବନି: ରାଜୀବ କୁମାର
ନୂଆଦିଲ୍ଲୀ,୨୫।୫: ବିଭିନ୍ନ ରାଜ୍ୟ ଦ୍ୱାରା ଶ୍ରମ ଆଇନରେ କରାଯାଉଥିବା ପରିବର୍ତ୍ତନକୁ ନେଇ ଚିନ୍ତା ପ୍ରକଟ ହେଉଛି। ଏହି ପ୍ରସଙ୍ଗ ଉପରେ ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି ଯେ, ସରକାର ଶ୍ରମିକଙ୍କ ହିତକୁ ବର୍ତ୍ତମାନ ପ୍ରାଥମିକତା…
ହ୍ୟୁଣ୍ଡାଇ,ମାରୁତି କର୍ମଚାରୀ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ,୨୫।୫: କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସାରା ଦେଶରେ ଲକ୍ଡାଉନ-୪ ଲାଗୁ କରାଯାଇଛି। ଏହି ଲକ୍ଡାଉନ ଅବଧି ମଧ୍ୟରେ ସରକାର ବହୁ କୋହଳ ନୀତି ଅବଲମ୍ବନ କରିଛନ୍ତି। ଫଳରେ ଦେଶର ଆର୍ଥିକ ବ୍ୟବସ୍ଥାରେ ସୁଧାର ଆସିବ ସେଥିପାଇଁ…
୪ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ଖୁବ୍ ଶୀଘ୍ର ହେବ ଆରମ୍ଭ: ହର୍ଷ ବର୍ଦ୍ଧନ
ନୂଆଦିଲ୍ଲୀ,୨୪।୫: କରୋନା ସଂକ୍ରମଣ ନେଇ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ତେବେ ଇତିମଧ୍ୟରେ ଦେଶରେ ୪ କରୋନା ପ୍ରତିଷେଧକ ଟୀକାର କ୍ଲିନିକାଲ ପରୀକ୍ଷା ଖୁବ୍ ଶୀଘ୍ର ଆରମ୍ଭ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନ…
ଘରୋଇ-ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ଜାରି ହେଲା ନୂଆ କ୍ୱାରାଣ୍ଟାଇନ୍ ମାର୍ଗଦର୍ଶିକା
ନୂଆଦିଲ୍ଲୀ,୨୪।୫: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଘରୋଇ ତଥା ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ନୂଆ କ୍ୱାରାଣ୍ଟାଇନ୍ ମାର୍ଗଦର୍ଶିକା ଜାରି କରାଯାଇଛି। ନୂଆ ମାର୍ଗଦର୍ଶିକା ଅନୁସାରେ ଯାତ୍ରା ସମୟରେ କ’ଣ କରାଯିବ ଏବଂ ନ କରାଯିବ ତାହାର ସୂଚନା…
କରୋନା ମୁକାବିଲା: ସଫଳତାର ଶ୍ରେୟ ମୋଦିଙ୍କୁ ଦେଲେ ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ,୨୪।୫: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ତେବେ ଭାରତ ପାଇଁ ଏହାର ମୁକାବିଲା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶିତା ଏବଂ ଲକ୍ଡାଉନ୍ ନିଷ୍ପତ୍ତିି ଯୋଗୁ ଦେଶରେ କରୋନା ସଂକ୍ରମଣ ହାର ପୃଥିବୀର ଅନ୍ୟ…
ବରଫରେ ଆଚ୍ଛାଦିତ ହେଲା ଗୁରୁଦ୍ୱାରା ହେମକୁଣ୍ଡ ସାହିବ
ଡେରାଡୁନ୍,୨୪।୫: ଉତ୍ତରାଖଣ୍ଡ ଚାମୋଲି ଜିଲାରେ ଥିବା ଗୁରୁଦ୍ୱାରା ହେମକୁଣ୍ଡ ସାହିବ ସମ୍ପୂର୍ଣ୍ଣଭାବେ ବରଫରେ ଆଚ୍ଛାଦିତ ହୋଇଯାଇଛି। ଲକ୍ଡାଉନ୍ ଯୋଗୁ ହେମକୁଣ୍ଡ ସାହିବ ଶ୍ରଦ୍ଧାଳୁ ପାଇଁ ଏବେ ବନ୍ଦ ରହିଛି। ପ୍ରବଳ ବରଫାପାତ ଯୋଗୁ ଗୁରୁଦ୍ୱାରା ଉପରେ ୧୦ ଫୁଟ ଉଚ୍ଚାର ବରଫ…
Archives


