ଜାତୀୟ

ନୂଆ ସରକାର ଗଠନ ପରେ ୫ ରାଜ୍ୟରେ ଅଟକି ରହିଛି ୬ ଲକ୍ଷ ୭୦ ହଜାର କୋଟିର ପ୍ରକଳ୍ପ

ନୂଆଦିଲ୍ଲୀ,୧୫।୧୨: ଭାରତର ୫ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ୬ ଲକ୍ଷ ୭୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଅଟକି ରହିଛି। ସେଥିମଧ୍ୟରୁ ଆନ୍ଧ୍ରପ୍ରଦେଶରେ ଲକ୍ଷେ ୯ ହଜାର କୋଟି, ମହାରାଷ୍ଟ୍ରରେ ୫ ଲକ୍ଷ ୪୬ ହଜାର...

ନାଗରିକତ୍ୱ ସଂଶୋଧନ ଆଇନରେ ପରିବର୍ତ୍ତନ ଆସିପାରେ: ସଙ୍କେତ ଦେଲେ ଶାହା

ନୂଆଦିଲ୍ଲୀ,୧୫।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସମଗ୍ର ଉତ୍ତରପୂର୍ବ ଭାରତରେ ହିଂସା ଉପୁଜିଛି। କେବଳ ସେତିକି ନୁହେଁ ଏହାକୁ ନେଇ ବିଦେଶରେ ମଧ୍ୟ ବିରୋଧ ପ୍ରଦର୍ଶନ କରାଗଲାଣି। ତେବେ ଶନିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଝାଡ଼ଖଣ୍ଡରେ ଏକ ନିର୍ବାଚନ ରାଲିରେ...

ନ୍ୟାୟିକ ବ୍ୟବସ୍ଥାରେ ମଣିଷର ବିଚାର କ୍ଷମତାର ସ୍ଥାନ ନେଇ ପାରିବନି ଏଆଇ: ପ୍ରଧାନ ବିଚାରପତି

ନାଗପୁର,୧୫।୧୨: ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ସମ୍ପ୍ରତି ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ(ଏଆଇ)ର ପ୍ରଚଳନ ପାଇଁ ଯୋଜନା ନାହିଁ। ଏହା ଖୁବ୍‌ ଭଲ ପ୍ରଣାଳୀ ତେବେ ଏହା ଦ୍ୱାରା ନ୍ୟାୟିକ ବ୍ୟବସ୍ଥାରେ ନକାରାତ୍ମକ ପ୍ରଭାବ ପଡ଼ିବାର ଆଶଙ୍କା ରହିଛି। ଏଆଇ କେବେ ମଧ୍ୟ ମଣିଷର...

ରାମଲୀଳା ମଇଦାନରୁ ପ୍ରଚାର ଆରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୧୫।୧୨: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ। ପାଖାପାଖି ୨ ମାସ ମଧ୍ୟରେ ଏଠାରେ ନିର୍ବାଚନ ଆୟୋଜନ କରାଯିବ। ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୦ ଫେବୃୟାରୀରେ ଦିଲ୍ଲୀ ବିଧାନସଭାର ଶାସକ ଦଳ ଆମ ଆଦମୀ ପାର୍ଟି(ଏଏପି)ର କାର୍ଯ୍ୟକାଳ ସରୁଛି।...

ଛାଡ଼ପତ୍ର ମାମଲାର ଆପୋଷ ବୁଝାମଣା ପାଇଁ ଘୋଡ଼ା ଚଢ଼ି ବର ବେଶରେ କୋର୍ଟରେ ପହଞ୍ଚିଲେ ଯୁବକ

ଭୋପାଳ, ୧୫।୧୨: ମଧ୍ୟପ୍ରଦେଶରେ ଏକ ଛାଡ଼ପତ୍ର ମାମଲାରେ ପରିବାର କୋର୍ଟ ଦମ୍ପତିଙ୍କୁ ଆପୋଷ ବୁଝାମଣା ପାଇଁ ପରାମର୍ଶ ଦେଇଥିଲେ। ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ବୁଝାମଣା ଲାଗି ଡିସେମ୍ବର ୧୪ ଧାର୍ଯ୍ୟ ହୋଇଥିଲା। ସେହି ଦିନ ସ୍ବାମୀ ଘୋଡ଼ା ଚଢ଼ି ବର ବେଶରେ...

ରକ୍ତରେ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହିଳା ଶୁଟର: ନିର୍ଭୟା ଦୋଷୀଙ୍କୁ ନିଜ ହାତରେ ଫାଶୀଦେବାକୁ ମାଗିଲେ ଅନୁମତି

ନୂଆଦିଲ୍ଲୀ,୧୫।୧୨: ଅନ୍ତରାଷ୍ଟ୍ରୀୟ ମହିଳା ଶୁଟର ବର୍ତ୍ତିକା ସିଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରକ୍ତରେ ଏକ ଚିଠି ଲେଖିଛନ୍ତି। ନିର୍ଭୟା ମାମଲାର ଦୋଷୀଙ୍କୁ ମହିଳାଙ୍କ ହାତରେ ଫାଶୀ ଦେବାକୁ ସେ ଉକ୍ତ ଚିଠିରେ ଅନୁରୋଧ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଲା...

ସର୍ଦ୍ଦାର ପଟେଲଙ୍କ ୬୯ତମ ପୁଣ୍ୟତିଥି: ମୋଦିଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୧୫।୧୨: ସ୍ବାଧୀନ ଭାରତ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୬୯ ତମ ପୁଣ୍ୟତିଥି ରବିବାର ପାଳିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶ ପାଇଁ ସର୍ଦ୍ଦାର...

ପଡିଗଲେ ମୋଦି: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ଗଙ୍ଗା କାଉନସିଲ ବୈଠକରେ ଯୋଗ ଦେବାକୁ ଶନିବାର କାନପୁରରେ ପହଞ୍ଚିଥିଲେ। ସେଠାରେ ସେ ‘ନମାମି ଗଙ୍ଗା’ ପ୍ରୋଜେକ୍ଟର ସମୀକ୍ଷା କରିଥିଲେ। ଏହାପରେ ସେ ଗଙ୍ଗା ବ୍ୟାରେଜର ଅଟଳ ଘାଟ ପାହାଚରେ ପଡିଯାଇଥିବାର ଏକ...

ହସ୍ପିଟାଲରେ ଭର୍ତ୍ତି ହେଲେ ସ୍ବାତୀ

ନୂଆଦିଲ୍ଲୀ,୧୫।୧୨: ଦୀର୍ଘ ଦିନ ହେବ ମହିଳା ସୁରକ୍ଷାକୁ ନେଇ ଅନଶନରେ ବସିଥିବା ଦିଲ୍ଲୀ ମହିଳା କମିଶନର ମୁଖ୍ୟ ସ୍ବାତୀ ମାଲିଓ୍ବାଲଙ୍କ ସ୍ବାସ୍ଥ୍ୟ ବିଗିଡି ଯାଇଛି। ରବିବାର ସକାଳୁ ସେ ବେହୋସ୍‌ ହୋଇଯିବାରୁ ତାଙ୍କୁ ଲୋକ ନାୟକ ଜୟ ପ୍ରକାଶ ନାରାୟଣ...

ରାହୁଲ ଜିନ୍ନା ଅଧିକ ଯୁକ୍ତିଯୁକ୍ତ: ଭାଜପା

ନୂଆଦିଲ୍ଲୀ,୧୫ା୧୨(ପି.ଟି.): ଭାରତ ବଚାଓ ରାଲିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜକୁ ସଭରକର ନୁହେଁ, ଗାନ୍ଧୀ ବୋଲି କହିଥିବାରୁ ଏହାକୁ ନେଇ ଭାଜପା ଓ ଶିବସେନା ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ମୁସଲମାନ ତୁଷ୍ଟୀକରଣ ରାଜନୀତି କରୁଥିବା କଂଗ୍ରେସ ନେତାଙ୍କ...

ସିଏଏକୁ ନେଇ ଶିବସେନା ସହ ସାଲିସ ପାଇଁ ଭାଜପା ପ୍ରସ୍ତୁତ

ନାଶିକ,୧୫ା୧୨(ଆଇଏଏନ୍‌ଏସ୍‌): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) କାର୍ଯ୍ୟକାରିତାକୁ ନେଇ ଶିବସେନା ଯଦି ସହଯୋଗୀ ଦଳଠାରୁ ସମସ୍ୟାର ସମ୍ମୁଖୀନ ହୁଏ ତେବେ ମହାରାଷ୍ଟ୍ର ଭାଜପା ଉକ୍ତ ଦଳ ସହ ରାଜନୈତିକ ସାଲିସ ପାଇଁ ପ୍ରସ୍ତୁତ ବୋଲି ସୂଚନା ଦେଇଛି। ଦେଶ ତଥା...

ପଶ୍ଚିମବଙ୍ଗରେ ତେଜିଲା ସିଏଏ ବିରୋଧୀ ଆନ୍ଦୋଳନ: ୫ ଟ୍ରେନ୍‌,୧୫ ବସ୍‌ ଜାଳିଦେଲେ;ଆସାମରେ ତେଲ ଟ୍ୟାଙ୍କର

ନୂଆଦିଲ୍ଲୀ/କୋଲକାତା,୧୫ା୧୨: ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବ୍ୟାପକ ହେବାରେ ଲାଗିଛି। ଉତ୍ତରପୂର୍ବାଞ୍ଚଳରେ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ କ୍ରମେ ପଶ୍ଚିମବଙ୍ଗ ଓ ଅନ୍ୟ ରାଜ୍ୟକୁ ବ୍ୟାପିଲାଣି। ପଶ୍ଚିବବଙ୍ଗ ମୁର୍ଶିଦାବାଦ ଜିଲାର ଲାଲ୍‌ଗୋଲା ଷ୍ଟେଶନରେ ଶନିବାର ବିକ୍ଷୋଭକାରୀ ୫ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri