ଗୋଟିଏ ଦିନରେ ୧୪ କଣ୍ଟେନମେଣ୍ଟ ଜୋନ ଘୋଷଣା: ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ମାମଲାକୁ ନେଇ ବଢ଼ିଲା ସରକାରଙ୍କ ଚିନ୍ତା
ନୂଆଦିଲ୍ଲୀ,୨୩।୫: ଦିଲ୍ଲୀରେ ଦିନକୁ ଦିନ ତୀବ୍ର ଗତିରେ କରୋନା ଭାଇରସ୍ ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ମାମଲା ଏତେ ସଂଖ୍ୟାରେ ବୃଦ୍ଧି ପାଉଛି ଯେ, ଗୋଟିଏ ଦିନରେ ୧୪ନୂଆ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏହାକୁ ମିଶାଇ ଦିଲ୍ଲୀରେ କଣ୍ଟେନମେଣ୍ଟ…
ସେପ୍ଟେମ୍ବର ୨୫ରୁ ଖୋଲିବ ‘ହୁନର ହାଟ’: ନକ୍ଭି
ନୂଆଦିଲ୍ଲୀ,୨୩।୫: ରାଜଧାନୀ ଦିଲ୍ଲୀରେ ନିପୁଣ କାରିଗରଙ୍କ ହାତ ତିଆରି ସାମଗ୍ରୀ ବିକ୍ରିକୁ ନେଇ ଗତ ବର୍ଷ ଖୋଲିଥିବା ‘ହୁନର ହାଟ’ ଚଳିତ ବର୍ଷ ସେପ୍ଟେମ୍ବର ୨୫ରେ ପୁଣିଥରେ ଏହା ଖୋଲିବ ବୋଲି ଶନିବାର କେନ୍ଦ୍ରମନ୍ତ୍ରୀ ମୁଖତାର ଅବ୍ବାସ ନକ୍ଭି କହିଛନ୍ତି। ଏଥର…
ପ୍ରବାସୀ ଶ୍ରମିକଙ୍କ ଦୁଃଖ ଶୁଣିଲେ ରାହୁଲ ଗାନ୍ଧୀ: ଡକ୍ୟୁମେଣ୍ଟାରୀ ରିଲିଜ୍
ନୂଆଦିଲ୍ଲୀ,୨୩।୫: ଭାରତରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲକ୍ଡାଉନ୍ ଜାରି ହୋଇଛି। ଦେଶର ବିଭିନ୍ନ ରାଜ୍ୟରେ ବହୁ ପ୍ରବାସୀ ଶ୍ରମିକ ଅଟକି ରହିଛନ୍ତି। ନିଜ ନିଜ ରାଜ୍ୟକୁ ଫେରିବା ପାଇଁ ଶ୍ରମିକମାନଙ୍କ ଲାଗି ଉଦ୍ୟମ ଅବ୍ୟାହତ ରହିଛି। ଏପରିସ୍ଥଳେ…
୨୪ଘଣ୍ଟାରେ ଲକ୍ଷେ ୧୫ ହଜାର ନମୁନା ପରୀକ୍ଷା: ଆଇସିଏମ୍ଆର୍
ନୂଆଦିଲ୍ଲୀ,୨୩।୫: ଭାରତରେ କରୋନା ମହାମାରୀ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ଦେଶରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଲକ୍ଷେ ୧୫ ହଜାର ୩୬୪ ଜଣ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା କରାଯାଇଥିବା…
ଦେଶରେ ଗୋଟିଏ ଦିନରେ ସର୍ବାଧିକ ୬,୬୫୪ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୨୩।୫: ଦେଶରେ ବେଳକୁ ବେଳ ଅଣାୟତ ହେଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬,୬୫୪ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୨୫,୧୦୧ରେ ପହଞ୍ଚିଛି। ସେହିପରି…
ସାଇକେଲ ପଛରେ ପିତାଙ୍କୁ ବସାଇ ୧୨ଶହ କିଲୋମିଟର ଯାତ୍ରା କରିଥିବା ବିହାର ଯୁବତୀଙ୍କୁ ପ୍ରଶଂସା କଲେ ଇଭାଙ୍କା
ଦରଭଙ୍ଗା,୨୩।୫: ଲକ୍ଡାଉନ ଯୋଗୁ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଏବେ ଘରମୁହାଁ ହୋଇଛନ୍ତି। ଏହି କ୍ରମରେ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ବିହାରର ୧୫ ବର୍ଷର ଝିଅ ଜ୍ୟୋତି କୁମାରୀ। ସେ ତାଙ୍କ ଆହତ ପିତାଙ୍କୁ ସାଇକେଲରେ ବସାଇ…
କମ୍ୟୁନିଟି ରେଡିଓରେ ବିଜ୍ଞାପନ ସମୟ ବଢ଼ିବ
ନୂଆଦିଲ୍ଲୀ,୨୩ା୫: ଟେଲିଭିଜନ ଚ୍ୟାନେଲ ଭଳି କମ୍ୟୁନିଟି ରେଡିଓରେ ବିଜ୍ଞାପନ ପ୍ରସାରଣ ସମୟ ଘଣ୍ଟାପ୍ରତି ୭ ମିନିଟରୁ ୧୨ ମିନିଟକୁ ବଢ଼ାଇବା ପାଇଁ ସରକାର ଆଗ୍ରହୀ ଥିବା କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଶୁକ୍ରବାର କହିଛନ୍ତି। ସମସ୍ତ କମ୍ୟୁନିଟି…
ଡବ୍ଲ୍ୟୁଏଚ୍ଓ କାର୍ଯ୍ୟନିର୍ବାହୀ ବୋର୍ଡ ଅଧ୍ୟକ୍ଷ ଦାୟିତ୍ୱ ନେଲେ ହର୍ଷବର୍ଦ୍ଧନ
ନୂଆଦିଲ୍ଲୀ,୨୩ା୫(ପି.ଟି.): କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଜାପାନର ଡ. ହିରୋକି ନାକାତାନିଙ୍କ ସ୍ଥାନରେ ସେ ଦାୟିତ୍ୱ ନେବା ପରେ କରୋନା ମହାମାରୀରେ ପ୍ରାଣ ହରାଇଥିବା…
‘କରୋନା ପ୍ୟାକେଜ୍ ନିଷ୍ଠୁର ପରିହାସ’
ନୂଆଦିଲ୍ଲୀ,୨୩ା୫(ପି.ଟି.): ଦେଶରେ କୋଭିଡ୍-୧୯ ସ୍ଥିତିକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର କେନ୍ଦ୍ର ସରକାରଙ୍କ ଉପରେ ଜୋର୍ଦାର ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ୨୦ ଲକ୍ଷ କୋଟିର ପ୍ୟାକେଜ ଘୋଷଣା ଓ ଅର୍ଥମନ୍ତ୍ରୀ ୫ ଦିନ ଧରି ଏହାକୁ ଗଣମାଧ୍ୟମ ଆଗରେ ଉପସ୍ଥାପନ…
ପିିପିଇ ଅଭାବରୁ ଅସୁବିଧା ଭୋଗୁଛନ୍ତି ସ୍ବାସ୍ଥ୍ୟକର୍ମୀ
ନୂଆଦିଲ୍ଲୀ,୨୩।୫: କୋଭିଡ-୧୯ ମହାମାରୀ ଯୁଦ୍ଧରେ ସ୍ବାସ୍ଥ୍ୟକର୍ମୀମାନେ ଆଗଧାଡ଼ିର ଯୋଦ୍ଧା ଭାବେ କାମ କରୁଛନ୍ତି। ସରକାରୀ ସ୍ବାସ୍ଥ୍ୟକର୍ମୀଙ୍କ ବ୍ୟତୀତ ବେସରକାରୀସ୍ତରରେ ହଜାର ହଜାର ସ୍ବାସ୍ଥ୍ୟକର୍ମୀ କରୋନା ମୁକାବିଲା ପାଇଁ କାର୍ଯ୍ୟ କରୁଛନ୍ତି। ନିଜ ଜୀବନକୁ ବାଜି ଲଗାଇ ସେମାନେ କରୋନା ସଂକ୍ରମିତଙ୍କୁ ଚିକିତ୍ସା…
ସଙ୍କଟରେ ବିମାନ ଚଳାଚଳ
ନୂଆଦିଲ୍ଲୀ,୨୩ା୫ : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ଅନେକ ଦେଶରେ ଲକ୍ଡାଉନ୍ ଓ ଯାତ୍ରା କଟକଣା ଜାରି କରାଯାଇଛି। ଏପରି କି ବିମାନ ଚଳାଚଳ ଉପରେ ମଧ୍ୟ ରୋକ ଲଗାଯାଇଛି। ଫଳରେ ଅନେକ ଦେଶରେ ବିମାନ ଚଳାଚଳ ବନ୍ଦ…
ପାକିସ୍ତାନ ବିମାନ ଦୁର୍ଘଟଣା: ୧୪ ମୃତ
କରାଚି,୨୨।୫: ପାକିସ୍ତାନରେ ଶୁକ୍ରବାର ହୋଇଥିବା ବିମାନ ଦୁର୍ଘଟଣାରେ ଅତିକମ୍ରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆଗକୁ ଏହି ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଶୁକ୍ରବାର ଲାହୋରରୁ କରାଚି ଯାଉଥିବା ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସ(ପିଆଇଏ)ର ଏକ ବିମାନ…
Archives


